ବଧୂହତ୍ୟା ଅଭିଯୋଗ, ସ୍ବାମୀ ଅଟକ
ପାଟପୁର,୨୧ା୮(ଡି.ଏନ.ଏ.): ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଏସ.ଗୋପାଳପୁର କାଳୀମନ୍ଦିର ସାହିରେ ମଙ୍ଗଳବାର ରାତିରେ ଜଣେ ମହିଳାଙ୍କର ସନ୍ଦେହଜନକ ଭାବେ ମୃତ୍ୟୁ ହୋଇଛି। ସେ ହେଲେ ଏସ.ଗୋପାଳପୁର ଗ୍ରାମର ବାସନ୍ତୀ ପ୍ରଧାନ। ବୁଧବାର ସକାଳେ ପାଟପୁର ପୋଲିସ ଓ ସାନଖେମୁଣ୍ଡି ତହସିଲଦାର...
ଗ୍ରାସୀମ କମ୍ପାନୀ ସମ୍ମୁଖରେ ଶ୍ରମିକଙ୍କ ଧାରଣା
ଗଞ୍ଜାମ,୨୧ା୮(ଡି.ଏନ.ଏ.): ଗଞ୍ଜାମ ସହରସ୍ଥିତ ଗ୍ରାସୀମ କମ୍ପାନୀର ପିଛା ଛାଡୁନି ସମସ୍ୟା। କେତେବେଳେ ବିଭିନ୍ନ ଦାବିନେଇ ଠିକା ଶ୍ରମିକଙ୍କ ଧାରଣା ତ ଆଉ କେତେବେଳେ ସ୍ଥାନୀୟ ଅଞ୍ଚଳର ଶିକ୍ଷିତ ଯୁବକ ନିଯୁକ୍ତି ଦାବିରେ ଆନ୍ଦୋଳନ କରୁଛନ୍ତି। ବର୍ତ୍ତମାନ କମ୍ପାନୀ ସମ୍ମୁଖରେ ଧାରଣା...
ନିର୍ଦ୍ଦୋଷ ବାପ,ପୁଅ ଜେଲ ଭୋଗିବା ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ଆରମ୍ଭ
ରାଇରଙ୍ଗପୁର,୨୧ା୮(ଡି.ଏନ.ଏ.): ନିଖୋଜ ଥିବା ମହିଳାଙ୍କୁ ମୃତ ଦର୍ଶାଇ ତାଙ୍କ ନିର୍ଦ୍ଦୋଷ ସ୍ବାମୀ ଏବଂ ଶ୍ୱଶୁରଙ୍କୁ ପୋଲିସ ଗିରଫ କରି ଜେଲ୍ ପଠାଇବା ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ଆରମ୍ଭ ହୋଇଛି। କ୍ରାଇମବ୍ରାଞ୍ଚ ଏସପିଙ୍କ ନେତୃତ୍ୱରେ ଏକ ୩ ଜଣିଆ ଟିମ୍ ମୟୂରଭଞ୍ଜ...
ପାଇପ୍ରୁ ଆସୁଛି ନାଲି ରଙ୍ଗର ପାଣି: ପାନୀୟଜଳ ପାଇଁ ଓ୍ବାର୍ଡବାସୀ ହଇରାଣ
ଯୋଡ଼ା, ୨୧।୮(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡା ପୌରପାଳିକାର ୯ନଂ ଓ୍ବାର୍ଡ ଗୋପ ମହାନ୍ତି ହଟିଂ ଠାରେ ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପାନୀୟ ଜଳ ନିମନ୍ତେ ଦିଆଯାଇଥିବା ପାଇପ ଲାଇନରେ ନାଲି ରଙ୍ଗର ଦୂଷିତ ଜଳ ଆସୁଥିବା ନେଇ ସ୍ଥାନୀୟ ଅଞ୍ଚଳରେ...
କଳାହାଣ୍ଡି ଏମ୍ପିଙ୍କ ଗୋଲାମୁଣ୍ଡା ବ୍ଲକ ଗସ୍ତ
ଗୋଲାମୁଣ୍ଡା,୨୧।୮(ଡି.ଏନ.ଏ.): କଳାହାଣ୍ଡି ଏମ୍ପି ତଥା ରାଜ୍ୟ ଭାଜପା ସଭାପତି ବସନ୍ତ ପଣ୍ଡା ବୁଧବାର ଗୋଲାମୁଣ୍ଡା ବ୍ଲକ ଗସ୍ତ କରିଛନ୍ତି । ଏହି ଅବସରରେ ଗୋଲାମୁଣ୍ଡା ସଭା ଗୃହରେ ଭାଜପା କର୍ମୀ ସମ୍ମିଳନି କରି ଗୋଲାମୁଣ୍ଡା ବ୍ଲକର ବିଭିନ୍ନ ସମସ୍ୟା ଉପରେ...
ଗଁ।କୁ ନାହିଁ ସବୁଦିନିଆ ପକ୍କାରାସ୍ତା: ବିଧାୟକଙ୍କୁ ଭେଟିଲେ ଗ୍ରାମବାସୀ
ଭଦ୍ରକ ଅଫିସ, ୨୧।୮: ଭଦ୍ରକ ବ୍ଲକ ଦଇସିଂ ପଞ୍ଚାୟତ କୁଶୁନନଗର ମୌଜାର ବଢେଇଗଡିଆ ଗଁ।କୁ ନାହିଁ ସବୁଦିନିଆ ପକ୍କାରାସ୍ତା। ଫଳରେ ଲୋକେ ଯାତାୟାତ କରିବାରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବୁଧବାର ଏହି ଗ୍ରାମବାସୀ ଭଦ୍ରକ ବିଧାୟକ ସଞ୍ଜୀବ ମଲ୍ଲିକଙ୍କୁ ଭେଟି...
ଅଢ଼େଇ ମାସର ଅପହୃତ ଶିଶୁପୁତ୍ର ଉଦ୍ଧାର, ସମ୍ପର୍କୀୟଙ୍କ ଘରୁ ଉଠାଇ ନେଇଥିଲେ କାମ କରୁଥିବା ମହିଳା
ପାରାଦୀପ,୨୧।୪(ସ୍ବ.ପ୍ର.): ପାରାଦୀପ ମଡେଲ ଥାନା ଅନ୍ତର୍ଗତ ଲକପଡ଼ାରୁ ଅପହୃତ ହୋଇଥିବା ଅଢ଼େଇ ମାସର ଶିଶୁପୁତ୍ରଙ୍କୁ ବୁଧବାର ସକାଳେ ପୋଲିସ ଉଦ୍ଧାର କରିଛି। ଅପହରଣକାରୀ ମହିଳା ମାମିନା ସାହୁଙ୍କୁ ପୋଲିସ ଅଟକ ରଖିଥିବା ବେଳେ ଅପରାହ୍ନରେ ଶିଶୁପୁତ୍ର ଓ ତାଙ୍କ ମା’ବାପାଙ୍କୁ...
ପଶ୍ଚିମ ଓଡ଼ିଶାରେ ବନ୍ୟା: ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା ରାଶି ପଠାଇଲେ ଛାତ୍ରୀଛାତ୍ର
ବରଗଡ଼ ଅଫିସ,୨୧।୮: ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ ତୁମୁରିପାଣି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସ୍କୁଲ କ୍ୟାବିନେଟ ପକ୍ଷରୁ ପଶ୍ଚିମ ଓଡ଼ିଶା ବନ୍ୟା କ୍ଷତିଗ୍ରସ୍ତଙ୍କ ପାଇଁ ସହାୟତା ରାଶି ସଂଗ୍ରହ କରାଯାଇଛି। ସଂଗୃହୀତ ୧୦୫୧ ଟଙ୍କା ରାଶିକୁ ବୁଧବାର...
ପ୍ରସୂତିଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା: ଏଡିଏମ୍ଓ, ତହସିଲଦାରଙ୍କ ହସ୍ତକ୍ଷେପ ପରେ ହଟିଲା ଧାରଣା
କର୍ଲାମୁଣ୍ଡା, ୨୧।୮(ଡି.ଏନ.ଏ.) : କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରସ୍ଥିତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ମଙ୍ଗଳବାର ଜନୈକା ପ୍ରସୂତି ମହିଳାଙ୍କ ମୃତ୍ୟୁକୁ ନେଇ ପଞ୍ଚାୟତ ପ୍ରତିନିଧି ଓ ଜନସାଧାରଣ ଡାକ୍ତରଖାନା ସମ୍ମୁଖରେ ଧାରଣା ଦେଇଥିଲେ। ମୃତା ପ୍ରସୂତିଙ୍କ ପରିବାରକୁ କ୍ଷତିପୂରଣ ପ୍ରଦାନ...
ଅନୁଗୋଳ ଜିଲା ପରିଷଦର ୪୯ତମ ସାଧାରଣ ବୈଠକ: ଅଧାରୁ ଗୃହ ବର୍ଜନ କଲେ ସଦସ୍ୟ
ଅନୁଗୋଳ ଅଫିସ,୨୧।୮: ଅନୁଗୋଳ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ବୁଧବାର ୪୯ ତମ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଆଠମଲ୍ଲିକ ବିଧାୟକ ରମେଶ ସାଏ, ଛେଣ୍ଡିପଦା ବିଧାୟକ ସୁଶାନ୍ତ ବେହେରା, ଅନୁଗୋଳ ବିଧାୟକଙ୍କ ପ୍ରତିନିଧି, ସମ୍ବଲପୁର ଏମ୍ପିଙ୍କ ପ୍ରତିନିଧି,...
୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର, ୨୧।୮(ବ୍ୟୁରୋ): ପୂର୍ବ ଉତ୍ତରପ୍ରଦେଶରୁ ଓଡ଼ିଶା ଦେଇ ଉତ୍ତର ତାମିଲନାଡ଼ୁକୁ ଏକ ଟ୍ରପ ଲାଇନ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଲାଙ୍ଗୀର, ସୋନପୁର, ବୌଦ୍ଧ, ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, କେନ୍ଦୁଝର, କଟକ, ଖୋର୍ଦ୍ଧା, ଯାଜପୁର...
ରାସ୍ତାକଡ଼ରୁ ଉଦ୍ଧାର ଅଜଣା ବ୍ୟକ୍ତିଙ୍କ ମୃତ୍ୟୁ, ପୋଲିସର ତଦନ୍ତ ଆରମ୍ଭ
ଖୋର୍ଦ୍ଧା ଅଫିସ,୨୧।୮: ଖୋର୍ଦ୍ଧା ସଦର ଥାନା ଗୁଡୁମ ବେରୁଁଆ ରାସ୍ତାକଡ଼ରୁ ଉଦ୍ଧାର ହୋଇଥିବା ଅଜଣା ବ୍ୟକ୍ତିଙ୍କର ଜିଲା ମୁଖ୍ୟ ଚିକିତ୍ସାଳୟରେ ମୃତ୍ୟୁ ଘଟିଛି। ତାଙ୍କ ବୟସ ୩୫ରୁ ୪୫ ବର୍ଷ ମଧ୍ୟରେ ବୋଲି ଅନୁମାନ କରାଯାଉଛି। ତେବେ ତାଙ୍କର ପରିଚୟ...
Archives


