ରାଜ୍ୟରେ ୨ଲକ୍ଷ କୋଟି ଟଙ୍କାର ପୁଞ୍ଜିନିବେଶ: ଉଚ୍ଚସ୍ତରୀୟ କ୍ଲିୟରାନ୍ସ କମିଟିର ଅନୁମୋଦନ
ଭୁବନେଶ୍ୱର, ୧୯।୮ (ବ୍ୟୁରୋ)-ରାଜ୍ୟରେ ୨ଲକ୍ଷ ୦୪,୦୬୯ କୋଟି ଟଙ୍କାର ପୁଞ୍ଜି ନିବେଶ ହେବ। ସୋମବାର ଅପରାହ୍ନରେ ଖାରବେଳ ଭବନଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ଉଚ୍ଚ କ୍ଷମତା ସମ୍ପନ୍ନ କ୍ଲିୟରାନ୍ସ ଅଥରିଟି(ଏଚଏଲସିଏ)ବୈଠକରେ ୫ଟି ପ୍ରକଳ୍ପକୁ ଅନୁମୋଦନ...
ବିଦ୍ୟୁତ୍ ଚୋରି: କ୍ଷତି ରୋକିବ ସ୍ମାର୍ଟ ମିଟର; ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷ ଉପଭୋକ୍ତା ହେବେ ସ୍ମାର୍ଟ ମିଟର ପରିସରଭୁକ୍ତ
ଭୁବନେଶ୍ୱର, ୧୯।୮ (ବ୍ୟୁରୋ): ଘରେ ଲାଗିଥିବା ପୁରୁଣା ବିଦ୍ୟୁତ୍ ମିଟର ବଦଳିଯିବ। ଲାଗିବ ନୂଆ ପ୍ରିପେଡ୍ ଓ ସ୍ମାର୍ଟ ମିଟର। ରାଜ୍ୟର ସମସ୍ତ ଘରୋଇ ଉପଭୋକ୍ତାଙ୍କୁ ଏହି ମିଟର ଯୋଗାଇ ଦିଆଯିବ। ଏହାଦ୍ୱାରା ବିଦ୍ୟୁତ୍ ଚୋରି ଏବଂ ବୈଷୟିକ ଓ...
ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା
ଭୁବନେଶ୍ୱର, ୧୯।୮ (ବ୍ୟୁରୋ): ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଏଥିଯୋଗୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କଳାହାଣ୍ଡି, ନବରଙ୍ଗପୁର, ନୂଆପଡ଼ା, ଗଞ୍ଜାମ, ଗଜପତି ଆଦି ଜିଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ଗଞ୍ଜାମ...
କଳାହାଣ୍ଡିର ଦୁର୍ନୀତିଗ୍ରସ୍ତ ୫ କର୍ମଚାରୀଙ୍କୁ ଚାକିରିରୁ ବହିଷ୍କାର, ୨ ଅଧିକାରୀଙ୍କ ପେନ୍ସନ୍ ବନ୍ଦ
ଭବାନୀପାଟଣା, ୧୯।୮ (ଡି.ଏନ୍.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡିଶାରୁ ଦୁର୍ନୀତି ମୁକ୍ତ କରିବା ପାଇଁ ବର୍ତ୍ତମାନ ନୂଆ ଅଭିଯାନ ଆରମ୍ଭ କରିଛନ୍ତି। ପ୍ରଥମ ପର୍ଯ୍ୟାୟରେ ଦୁର୍ନୀତିି ଅଭିଯୋଗରେ ଦୋଷୀସାବ୍ୟସ୍ତ ହୋଇଥିବା କଳାହାଣ୍ଡି ଜିଲାର ୫ କର୍ମଚାରୀଙ୍କୁ ଚାକିରିରୁ ବହିଷ୍କାର କରାଯାଇଥିବା...
ମୁମ୍ବାଇଠାରେ ଚିକିତ୍ସିତ ଖୋର୍ଦ୍ଧା ବିଧାୟକ ଜିତୁ ମିତ୍ରଙ୍କୁ ଭେଟିଛନ୍ତି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ
ଭୁବନେଶ୍ୱର,୧୯।୮(ବ୍ୟୁରୋ): ମୁମ୍ବାଇଠାରେ ଚିକିତ୍ସିତ ହେଉଥିବା ଖୋର୍ଦ୍ଧା ବିଧାୟକ ଜିତୁ ମିତ୍ରଙ୍କୁ ସୋମବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣମନ୍ତ୍ରୀ ନବ କିଶୋର ଦାସ ଭେଟି ତାଙ୍କର ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଛନ୍ତି। ତାଙ୍କ ସହିତ ଚିଲିକା ବିଧାୟକ ପ୍ରଶାନ୍ତ କୁମାର ଜଗଦେବ...
ସୈନ୍ୟବାହିନୀ ନିଯୁକ୍ତି ରାଲିରେ ୭ ନକଲି ପରୀକ୍ଷାର୍ଥୀ, ଥାନାରେ ଅଟକ
ପାରାଦୀପ,୧୯।୮(ସ୍ବ.ପ୍ର.) : ପାରାଦୀପ ନୂଆବଜାର ଗୋପବନ୍ଧୁ ଷ୍ଟାଡିୟମଠାରେ ଗତ ୧୮ ତାରିଖରୁ ଚାଲିଥିବା ସୈନ୍ୟବାହିନୀ ନିଯୁକ୍ତି ରାଲିରେ ସୋମବାର ୭ ଜଣ ନକଲି ପରୀକ୍ଷାର୍ଥୀଙ୍କୁ ଆର୍ମି ଠାବ କରିଛି। ପରେ ସେମାନଙ୍କୁ ସ୍ଥାନୀୟ ପାରାଦୀପ ମଡେଲ ପୋଲିସକୁ ହସ୍ତାନ୍ତର କରାଯାଇଛି।...
ରାଜ୍ୟ ନିର୍ବାଚନ କମିଶନର ଭାବେ ଦାୟିତ୍ୱ ଗ୍ରହଣ କଲେ ଆଦିତ୍ୟ ପାଢ଼ୀ
ଭୁବନେଶ୍ୱର, ୧୯।୮(ବ୍ୟୁରୋ): ରାଜ୍ୟ ନିର୍ବାଚନ କମିଶନର ଭାବେ ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି ଆଦିତ୍ୟ ପ୍ରସାଦ ପାଢ଼ୀ। ଦାୟିତ୍ୱ ଗ୍ରହଣ ପରେ ପାଢ଼ୀ ନିଜ ପ୍ରତିକ୍ରିୟାରେ କହିଛନ୍ତି, ଆଗକୁ ପୌର ଓ ପଞ୍ଚାୟତ ନିର୍ବାଚନ ଆସୁଛି। ମୁଁ ଏହାକୁ ସୂଚାରୁ...
ଦାୟିତ୍ୱ ନେଲେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ
ଭୁବନେଶ୍ୱର, ୧୯।୮(ବ୍ୟୁରୋ): ରାଜ୍ୟ ମୁଖ୍ୟ ଶାସନ ସଚିବ ଭାବେ ସୋମବାର ଦାୟିତ୍ୱ ନେଇଛନ୍ତି ଅସିତ ତ୍ରିପାଠୀ। କିଛି ଦିନ ତଳେ ଆଦିତ୍ୟ ପ୍ରସାଦ ପାଢ଼ୀଙ୍କ ସ୍ଥାନରେ ତାଙ୍କୁ ମୁଖ୍ୟ ଶାସନ ସଚିବ ଭାବେ ରାଜ୍ୟ ସରକାର ନିଯୁକ୍ତି ଦେଇଥିଲେ ।...
ହୀରାକୁଦ ଡ୍ୟାମ୍ରେ ୧୪ଟି ଗେଟ୍ ଦେଇ ଜଳ ନିଷ୍କାସନ
ସମ୍ବଲପୁର, ୧୯ା୮ (ବ୍ୟୁରୋ): ସମ୍ବଲପୁର ହୀରାକୁଦ ଡ୍ୟାମ୍ରୁ ସୋମବାର ୧୪ଟି ଗେଟ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି। ୧୪ଟି ଗେଟ୍ରେ ପ୍ରତି ସେକେଣ୍ଟରେ ୧ଲକ୍ଷ ୭୫ ହଜାର ୩୭୧ କ୍ୟୁସେକ ଜଳ ପ୍ରବେଶ କରୁଥିବା ବେଳେ ୨ଲକ୍ଷ ୭୩ ହଜାର...
ତାଳଚେର ବିଧାୟକଙ୍କ ଘରେ ଅଗ୍ନିକାଣ୍ଡ: ଜଳିଗଲା ୨ କାର, ୨ ବାଇକ, ସାଇକେଲ
ଭୁବନେଶ୍ୱର, ୧୯।୮(ବ୍ୟୁରୋ): ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନଙ୍କ ଭୁବନେଶ୍ୱରସ୍ଥିତ ସରକାରୀ ବାସଭବନରେ ରବିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୨ କାର, ୨ ବାଇକ୍ ଓ ଗୋଟିଏ ସାଇକେଲ ଜଳିଯାଇଛି। ବିଧାୟକ ଘରେ ନ ଥିବା ବେଳେ କେହି...
ବିପଦସଂକେତ ଟପିଲା ଜଳକା
ବସ୍ତା,୧୯ା୮(ସ୍ବ.ପ୍ର.): ଲଗାଣ ବର୍ଷା ଯୋଗୁ ବାଲେଶ୍ୱର ଜିଲାର ବିଭିନ୍ନ ନଦୀରେ ଏବର୍ଷର ପ୍ରଥମ ବନ୍ୟାଜଳ ଆସିଛି। ସୁବର୍ଣ୍ଣରେଖା, ବୁଢାବଳଙ୍ଗ, ଗଙ୍ଗାହାର ନଦୀରେ ଜଳପତ୍ତନ ବୃଦ୍ଧି ପାଇଥିବା ବେଳେ ଜଳକା ନଦୀରେ ବନ୍ୟାଜଳ ରବିବାର ବିପଦ ସଂକେତ ଅତିକ୍ରମ କରିଛି। ବସ୍ତା...
ଓଡ଼ିଶା ଫେରିବ କେନ୍ଦ୍ରୀୟ ପଣ୍ୟାଗାର କାର୍ଯ୍ୟାଳୟ
ଭୁବନେଶ୍ୱର,୧୯।୮(ବ୍ୟୁରୋ) :କେନ୍ଦ୍ରୀୟ ପଣ୍ୟାଗାର ନିଗମର ଆଞ୍ଚଳିକ କାର୍ଯ୍ୟାଳୟ ଓଡ଼ିଶା ଫେରିବ ବୋଲି ଜଣାପଡିଛି। ହାଇକୋର୍ଟ ଏନେଇ ସ୍ଥଗିତାଦେଶ ଦେବା ପରେ ଖାଦ୍ୟ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଏନେଇ ସୂଚନା ଦେଇଛନ୍ତି। କେନ୍ଦ୍ରୀୟ ପଣ୍ୟାଗାର ନିଗମର ଆଞ୍ଚଳିକ କାର୍ଯ୍ୟାଳୟ...
Archives


