ରାଜ୍ୟ

ଆଜି ମହାପ୍ରଭୁଙ୍କ ସୁନାବେଶ

ପୁରୀ ଅଫିସ,୧୦ା୧: ଶୁକ୍ରବାର ପବିତ୍ର ପୌଷ ପୂର୍ଣ୍ଣମୀ। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପୁଷ୍ୟାଭିଷେକ ନୀତି ହେବ। ରତ୍ନସିଂହାସନରେ ବିରାଜିତ ଦାରୁବିଗ୍ରହ ସୁନାବେଶରେ ସଜ୍ଜିତ ହୋଇ ଭକ୍ତଙ୍କୁ ଦର୍ଶନ ଦେବେ। ପୌରାଣିକ ତଥ୍ୟ ଅନୁଯାୟୀ, ପ୍ରଭୁ ଶ୍ରୀରାମଚନ୍ଦ୍ର ୧୪ବର୍ଷ ବନବାସ ପରେ ଅଯୋଧ୍ୟାକୁ ପ୍ରତ୍ୟାବର୍ତ୍ତନ…

ପରଲୋକରେ ପାରଳା ମହାରାଜା

ଭୁବନେଶ୍ୱର/ପାରଳାଖେମୁଣ୍ଡି,୧୦।୧(ବ୍ୟୁରୋ/ସ୍ବ.ପ୍ର.): ପାରଳାଖେମୁଣ୍ଡି ରାଜା ଗୋପୀନାଥ ଗଜପତି ନାରାୟଣ ଦେବଙ୍କ ଶୁକ୍ରବାର ସକାଳେ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୭୬ବର୍ଷ ହୋଇଥିଲା।  ୨୦୧୬ରୁ ପାରଳା ମହାରାଜାଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ଥିଲା। ତେଣୁ ତାଙ୍କୁ ପ୍ରଥମେ ଚେନ୍ନାଇସ୍ଥିତ  ଆପୋଲୋ…

ପଦୋନ୍ନତି ଅଦାଲତ ଗଠନ କଲେ ସରକାର: ଠିକ୍‌ ସମୟରେ ପ୍ରକ୍ରିୟା ସାରିବାକୁ ଗୁରୁ

ଭୁବନେଶ୍ୱର,୧୦ା୧(ବ୍ୟୁରୋ)- ରାଜ୍ୟ ସରକାର କର୍ମଚାରୀଙ୍କ ପଦୋନ୍ନତି ସମସ୍ୟା ସମାଧାନ ପାଇଁ ‘ପଦୋନ୍ନତି ଅଦାଲତ’ ଗଠନ କରିବାର ନିଷ୍ପତ୍ତି ନେଇଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ(ସିଏମ୍‌ଓ) ପକ୍ଷରୁ ଗୁରୁବାର ଗଣମାଧ୍ୟମକୁ ଅବଗତ କରାଯାଇଛି। ନିକଟରେ ସରକାର ବିଭିନ୍ନ ବର୍ଗର କର୍ମଚାରୀ ଯେପରି ଠିକ୍‌ ସମୟରେ…

ବହିର୍ବ୍ୟାପାର ବିଭାଗୀୟ ପରାମର୍ଶ କମିଟିରେ ସସ୍ମିତ

ଭୁବନେଶ୍ୱର,୧୦ା୧(ବ୍ୟୁରୋ): ବିଜେଡି ରାଜ୍ୟ ସଭା ସଦସ୍ୟ ସସ୍ମିତ ପାତ୍ରଙ୍କୁ ବହିର୍ବ୍ୟାପାର ମନ୍ତ୍ରଣାଳୟର ବିଭାଗୀୟ ପରାମର୍ଶ କମିଟି ସଦସ୍ୟ ଭାବେ ମନୋନୀତ କରାଯାଇଛି। ଏହି ଗୁରୁତ୍ୱପୂର୍ଣ୍ଣ କମିଟିରେ ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କରଙ୍କୁ ଅଧ୍ୟକ୍ଷ କରାଯାଇଛି। ଅନ୍ୟମାନଙ୍କ ମଧ୍ୟରେ ଏହି କମିଟିରେ ଶଶି…

ବର୍ଷା, କୁହୁଡ଼ି: ୟେଲୋଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୧୦ା୧(ବ୍ୟୁରୋ): ଶୀତର ପ୍ରକୋପ ନାହିଁ। ସର୍ବନିମ୍ନ ତାପମାତ୍ରା ୩ରୁ ୪ ଡିଗ୍ରୀ ବୃଦ୍ଧି ହୋଇଛି। ଆକାଶ ମେଘାଚ୍ଛନ୍ନ ରହୁଥିବାରୁ ଶୀତ କମି ଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ଓ କୁହୁଡି ହେବାର ସମ୍ଭାବନା ରହିଛି।…

ବିଦ୍ୟୁତ୍‌ କାଟ ପାଇଁ ସେସୁ ପ୍ରସ୍ତୁତ

ଭୁବନେଶ୍ୱର,୧୦ା୧(ବ୍ୟୁରୋ): ସେଣ୍ଟ୍ରାଲ ଇଲେକ୍ଟ୍ରିସିଟି ସପ୍ଲାଏ ୟୁଟିଲିଟି (ସେସୁ) ଜାନୁୟାରୀ ୧୬ ତାରିଖ ପରଠାରୁ ବିଦ୍ୟୁତ୍‌ ବକେୟା ଦେଇ ନ ଥିବା ଉପଭୋକ୍ତାଙ୍କର ବିଦ୍ୟୁତ୍‌ ବିଚ୍ଛିନ୍ନ କରିବାକୁ ନିଷ୍ପତ୍ତି ନେଇଛି। ଗଣମାଧ୍ୟମକୁ ସୂଚନା ଦେଇ ସେସୁର ସିଇଓ ଅରୁଣ ବୋଥ୍ରା କହିଛନ୍ତି ଯେ…

ଆଜି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ: ଉପଚ୍ଛାୟାଜନିତ ହେତୁ ପାଳନୀୟ ନୁହେଁ

ଭୁବନେଶ୍ୱର,୧୦ା୧(ବ୍ୟୁରୋ): ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ ଶୁକ୍ରବାର ରାତିରେ ଦେଖିବାକୁ ମିଳିବ। ଏହି ମହାଜାଗତିକ ଘଟଣା ଓଡିଶା ସମେତ ସମଗ୍ର ଭାରତ ଏବଂ ବିଶ୍ୱର ଅନେକ ରାଷ୍ଟ୍ରରେ ଦେଖାଯିବ। ୧୦ ତାରିଖ ରାତି ୧୦ଟା ୩୭ ମିନିଟରେ ଚନ୍ଦ୍ରଗ୍ରହଣ ଆରମ୍ଭ ହେବ। ଏହି…

ମୋବାଇଲ ଅଛି, ନେଟଓ୍ବର୍କ ନାହିଁ: ଅପହଞ୍ଚ ଇଲାକାରେ ମୋବାଇଲ ଫୋନ ସେବା ବିଚ୍ଛିନ୍ନ

ଲେଫ୍ରିପଡା,୧୦।୧(ଡି.ଏନ.ଏ) -ସୁନ୍ଦରଗଡ ଜିଲା ଲେଫ୍ରିପଡା ବ୍ଲକ୍‌ ଅନ୍ତର୍ଗତ ରାଜବାହାଲ ପଞ୍ଚାୟତ ଏକ ଆଦିବାସୀ ଅଧ୍ୟୁଷିତ ଉପାନ୍ତ ଅଞ୍ଚଳ। ଏହା ଦୁର୍ଗମ ପାହାଡି ଅଞ୍ଚଳରେ ରହିଥିବା ବେଳେ ଅଞ୍ଚଳବାସୀ ମୋବାଇଲ ଫୋନ ସେବା ପାଇବାରୁ ବଞ୍ଚିତ ରହିଛନ୍ତି। ରାଜବାହାଲ ପଞ୍ଚାୟତରେ କୁଆଘରା, ବାନିକଛାର,…

ଫଟା ପାଇପ୍‌ରେ ପାନୀୟ ଜଳ ଯୋଗାଣ: ଲୋକଙ୍କୁ ମିଳୁନି, ରାସ୍ତାରେ ଭାସୁଛି

ପରଜଙ୍ଗ, ୧୦।୧(ଡି.ଏନ.ଏ.)- ‘ଜଳ ହିଁ ଜୀବନ’। ଜଳ ସଂରକ୍ଷଣ ବାର୍ତ୍ତା ଘରେ ଘରେ ପହଞ୍ଚାଇବାକୁ ଖର୍ଚ୍ଚ ହେଉଛି ଲକ୍ଷାଧିକ ଟଙ୍କା। ହେଲେ ଗ୍ରାମାଞ୍ଚଳରେ ଏହା କେବଳ ଲୋକଦେଖାଣିଆ ପାଲଟିଛି। କେଉଁଠି ପାଣି ପାଇଁ ଲୋକେ ଡହଳ ବିକଳ ହେଉଛନ୍ତି ତ ଆଉ…

୫-ଟି ସଚିବଙ୍କ ଅଚାନକ କୋଣାର୍କ ପରିଦର୍ଶନ

କୋଣାର୍କ,୯।୧(ଡି.ଏନ୍‌.ଏ.)- ବିଶ୍ୱ ଐତିହ୍ୟ କୋଣାର୍କ ସୂର୍ଯ୍ୟମନ୍ଦିରର ପାରିପାଶର୍‌ବିକ ବିକାଶ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ୫-ଟି ସଚିବ ଭି. କାର୍ତ୍ତିକେୟନ ପାଣ୍ଡିଆନ ଗୁରୁବାର ଅଚାନକ କୋଣାର୍କ ପରିଦର୍ଶନ କରିଛନ୍ତି। ଏହି ପରିପ୍ରେକ୍ଷୀରେ କୋଣାର୍କର ପାରିପାଶର୍‌ବିକ ବିକାଶ ପାଇଁ…

ମଧ୍ୟାହ୍ନଭୋଜନ ଖାଇ ୨୫ ଛାତ୍ରୀଛାତ୍ର ଅସୁସ୍ଥ, କଟକ ବଡ଼ ମେଡିକାଲରେ ଭର୍ତ୍ତି

ନରାଜ,୯।୧(ଡି.ଏନ୍‌.ଏ.): ବାରଙ୍ଗ ବ୍ଲକ ଅନ୍ତର୍ଗତ ଷଣ୍ଢପୁର ଉପ୍ରା ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ଗୁରୁବାର ମଧ୍ୟାହ୍ନଭୋଜନ ଖାଇ ଅସୁସ୍ଥ ହୋଇପଡ଼ିଛନ୍ତି। ଅସୁସ୍ଥ ଅନୁଭବ କରୁଥିବା ୨୫ଜଣ ପିଲାଙ୍କୁ କଟକ ବଡ଼ ମେଡିକାଲକୁ ପଠାଯାଇଛି। ସୂଚନାନୁଯାୟୀ, ସ୍କୁଲର ବାର୍ଷିକ କ୍ରୀଡା ଅନୁଷ୍ଠିତ ହୋଇଥିଲା। ମଧ୍ୟାହ୍ନ ସମୟରେ…

ଶୁକ୍ରବାର ଓଡ଼ିଶା ଆସିବେ ଗିରିରାଜ, ବାବୁଲ ସୁପ୍ରିୟୋ

ଭୁବନେଶ୍ୱର,୯।୧(ବ୍ୟୁରୋ): ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ସମ୍ପର୍କରେ ଜନସଚେତନତା ସୃଷ୍ଟି କରିବା ଲାଗି ଭାଜପା ପକ୍ଷରୁ ବିଭିନ୍ନ ସ୍ଥାନରେ ରାଲିର ଆୟୋଜନ କରାଯାଉଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂ ଓ ବାବୁଲ ସୁପ୍ରିୟୋ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି। ବାବୁଲ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri