ବାଲସି ଧାନ ମଣ୍ଡିରେ ଦୁଇମାସରୁ ଉର୍ଦ୍ଧ୍ବ ହେଲା ପଡ଼ିରହିଛି ଧାନ, ଶୀତ କାକରରେ ଜଗୁଛନ୍ତି ଚାଷୀ
କେସିଙ୍ଗା,୨୯ା୧(ତୁମେଶ୍ବର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ବାଲସି ଧାନ ମଣ୍ଡିରେ ଦୀର୍ଘ ଦୁଇ ମାସ ହେଲା ଧାନ ପଡି ରହିଛି । ପ୍ରବଳ ଶୀତ କାକରରେ ଚାଷୀମାନେ ଖୋଲା ପଡ଼ିଆରେ ଦିନରାତି ପାଳିକରି ଧାନକୁ ଜଗିରହୁଛନ୍ତି । ରାଜ୍ୟରେ…
ନବଜାତ ଶିଶୁକନ୍ୟାକୁ ଅଳିଆଗଦାରେ ଫିଙ୍ଗିଦେଲେ, ଗାଁରେ ଜୋର୍ ଧରିଛି ଚର୍ଚ୍ଚା
ବଲାଙ୍ଗୀର/ସଇଁତଳା,୨୯ା୧(ସୁନିଲ କୁମାର ମହାନ୍ତି/ରାଖାଲ ଶତପଥୀ): ଅଳିଆଗଦାରୁ ଏକ ନବଜାତ ଶିଶୁକନ୍ୟା ଉଦ୍ଧାର ହୋଇଛି। ଏପରି ଏକ ଘଟଣା ଘଟିଛି ବଲାଙ୍ଗୀର ଜିଲା ସଇଁତଳା ଥାନା ଅନ୍ତର୍ଗତ ଧରପଗଡ଼ ଗ୍ରାମରେ। ଗାଁର ଏକ ଅଳିଆଗଦାରେ ନବଜାତ ଶିଶୁକନ୍ୟା ପଡ଼ିଥିବା ଦେଖିଥିଲେ କିଛି ସ୍ଥାନୀୟ…
କପ୍ତିପଦାରେ ଜବରଦଖଲ ଉଚ୍ଛେଦ, ଏନଏସି ମାନ୍ୟତା ପାଇବା ପରେ…
ଉଦଳା,୨୯।୧(ସନ୍ତୋଷ କୁମାର ବାଚ୍ଛିନୀ): ନୂତନ ଏନଏସି ଭାବେ କପ୍ତିପଦା ଘୋଷଣା ହୋଇଛି । ଏନଏସି ମାନ୍ୟତା ପାଇବା ପରେ ଆଜି ପ୍ରଶାସନ ପକ୍ଷରୁ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି । ଆଜି କପ୍ତିପଦା ବ୍ଲକ ଠାରୁ ଗୋଲେଇ ପର୍ଯ୍ୟନ୍ତ ପ୍ରଥମ…
ନବୀନଙ୍କୁ ନେଇ ସ୍ପଷ୍ଟୀକରଣ ରଖିଲେ ଦିବ୍ୟଶଙ୍କର ମିଶ୍ର, କହିଲେ ଭାଜପା ଆସିବା ପରେ ଓଡ଼ିଶାବାସୀ…
ଭବାନୀପାଟଣା,୨୯ା୧(ଉତ୍ତମ କୁମାର ଦାଶ): ପୂର୍ବତନ ଏମ୍ପି ତଥା ବଲାଙ୍ଗୀର ବିଧାୟକ କଳିକେଶ ସିଂହଦେଓଙ୍କ ସମ୍ପର୍କରେ ଦେଇଥିବା ମତାମତ ସମ୍ପର୍କରେ ଗୁରୁବାର ଭବାନୀପାଟଣା ମିଡ୍ ଟାଉନଠାରେ ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀରେ ଜୁନାଗଡ଼ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର ସ୍ପଷ୍ଟୀକରଣ ଦେଇଛନ୍ତି। ସେ…
ଯୁକ୍ତ ୨ ଛାତ୍ରୀଙ୍କୁ ଗଣବଳାତ୍କାର ମାମଲା, ୬ ଜଣ ଅଭିଯୁକ୍ତକୁ ୨୦ ବର୍ଷ ଜେଲ୍
ବ୍ରହ୍ମପୁର,୨୯।୧(ସୁବାସ ଚନ୍ଦ୍ର ପାଢ଼ୀ): ସ୍ୱତନ୍ତ୍ର ପୋକସ ଜଜ ପ୍ରଣତି ପଟ୍ଟନାୟକ ଏକ ଗଣବଳାତ୍କାର ମାମଲାର ଗୁରୁତ୍ୱପୂର୍ଣ ରାୟ ପ୍ରକାଶ କରିଛନ୍ତି । ଉପଯୁକ୍ତ ପ୍ରମାଣ ଆଧାରରେ ସେ ୬ଜଣ ଅଭିଯୁକ୍ତଙ୍କୁ ୨୦ ବର୍ଷ ଲେଖାଏଁ ଜେଲ ଦଣ୍ଡରେ ଦଣ୍ଡିତ ପାଇଁ ତାଙ୍କ…
ନାବାଳିକାଙ୍କୁ ଅସଦାଚରଣ କରି ଥାନାରେ ଯୁବକ ଅଟକ
ଧର୍ମଶାଳା,୨୯ା୧(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଚହଟା ଗ୍ରାମର ଜଣେ ଯୁବକ ୭ବର୍ଷର ନାବାଳିକାଙ୍କୁ ଅସଦାଚରଣ କରିଥିବା ଅଭିଯୋଗରେ ଧର୍ମଶାଳା ପୋଲିସ ଯୁବକଙ୍କୁ ଥାନାରେ ଅଟକ ରଖିଥିବା ଜଣାପଡ଼ିଛି। ତେବେ ଘଟଣାର ସ୍ପଷ୍ଟତା ଜଣାପଡ଼ି ନ ଥିବା…
କଶ୍ମୀରରେ ହୃଦ୍ଘାତରେ ଓଡ଼ିଆ ଯବାନଙ୍କ ମୃତ୍ୟୁ, ଗାଁରେ ଶୋକାକୁଳ ପରିବେଶ
ନୟାଗଡ଼,୨୯।୧(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଇଟାମାଟି ଥାନା ଆନନ୍ଦପଲ୍ଲୀ ଗାଁର ଯବାନ ଜିତୁ ବେହେରା(୩୧) ଜାନୁଆରୀ ୨୬ରେ କଶ୍ମୀରରେ ହୃଦ୍ଘାତରେ ପ୍ରାଣ ହରାଇଛନ୍ତି। ଜିତୁଙ୍କ ମରଶରୀର ବୁଧବାର ସନ୍ଧ୍ୟାରେ ଆନନ୍ଦପଲ୍ଲୀରେ ପହଞ୍ଚିବା ପରେ ଗାଁରେ ଶୋକାକୂଳ ପରିସ୍ଥିତି ସୃଷ୍ଟି ହୋଇଛି ।…
କମିବ ଶୀତ-ବଢ଼ିବ ଗରମ, କଲବଲ କରିବ କୁହୁଡ଼ି
ଭୁବନେଶ୍ବର,୨୯।୧: ରାଜ୍ୟରେ ଶୀତର ପ୍ରକୋପ କମୁଥିବା ବେଳେ ଗରମ ବଢ଼ିବାରେ ଲାଗିଛି । ତେବେ ଆଗାମୀ କିଛି ଦିନରେ ରାତି ତାପମାତ୍ରା ଆହୁରି ବଢ଼ିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଦୁଇରୁ ତିନି ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା…
ଲେସ୍ ଟେଣ୍ଡର ପକାଇବେ ନାହିଁ ଠିକାଦାର, ନୂଆ ନିୟମ ଅନୁସାରେ ହେବ ଏମିତି…
ଗୁଣପୁର,୨୯ା୧(ସଙ୍କେତ ପାତ୍ର): ରାୟଗଡ଼ା ଜିଲାର ଗୁଣପୁର ଉପଖଣ୍ଡସ୍ତରୀୟ ଠିକାଦାରମାନଙ୍କର ଏକ ସ୍ବତନ୍ତ୍ର ବୈଠକ ଶେଫାଳି ପାହାଡ଼ ନିକଟ ଗଣେଶ-ହନୁମାନ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ବିଭିନ୍ନ ଅଞ୍ଚଳରୁ ଖ,ଗ,ଘ ବର୍ଗର ଲାଇସେନ୍ସପ୍ରାପ୍ତ ଠିକାଦାରମାନେ ଯୋଗ ଦେଇ ଏକ ସ୍ବତନ୍ତ୍ର…
ଖଣ୍ଡଗିରିରେ ଜମୁଛି ବାବାଙ୍କ ଆସର: କିଏ ପ୍ରେମରେ ବିଫଳ ତ, ଆଉ କିଏ ମଶାରୀ ଭିତରେ…
ଭୁବନେଶ୍ୱର,୨୯ା୧(ସୌମ୍ୟରଞ୍ଜନ ରାଉତ): ଚାଲିଛି ଖଣ୍ଡଗିରି କୁମ୍ଭମେଳା। ଦିନ ଯେତେ ଗଡୁଛି, ଜନଗହଳି ମଧ୍ୟ ସେତିକି ବଢ଼ିବାରେ ଲାଗିଛି। ସାଧୁସନ୍ଥଙ୍କ ଦର୍ଶନ ଲାଗି ଖଣ୍ଡଗିରି ପାହାଡ଼ ଉପରେ ସକାଳୁ ରାତି ପର୍ଯ୍ୟନ୍ତ ଶ୍ରଦ୍ଧାଳୁଙ୍କର ଭିଡ଼ ଲାଗୁଛି। ପ୍ରାତଃରୁ ହୋମଯଜ୍ଞ ଚାଲୁଥିବା ବେଳେ ସାରୁ…
ମା’ଙ୍କୁ ହତ୍ୟା କଲେ ଜନ୍ମ କଲା ପୁଅ, ଟଙ୍କା ଦେବାକୁ ମନା କରିବାରୁ…
ମୋରଡା,୨୯।୧(ସ୍ମାରକ ମାଜୀ): ମା’ର ହତ୍ୟାକାରୀ ସାଜିଲା ପୁଅ। ଯେଉଁ ପୁଅକୁ ନିଜ ହାତରେ ଖୁଆଇ ପିଆଇ ବଡ଼ କରିଥିଲେ ସେହି ପୁଅ ମା’ର କାଳ ସାଜିଲା। ଏଭଳି ଘଟଣା ମୟୂରଭଞ୍ଜ ଜିଲା ମୋରଡା ବ୍ଲକ ତଥା ବେତନଟୀ ଥାନା ଅଞ୍ଚଳରେ ଘଟିଛି…
ସରକାରୀ ବିଭାଗରେ ୩କୋଟିରୁ ଉର୍ଦ୍ଧ୍ବ ବିଦ୍ୟୁତ ବିଲ୍ ବକେୟା, ପଦକ୍ଷେପ…
ରାୟଗଡ଼ା,୨୯।୧:(ଆଶିଷ ରଞ୍ଜନ ପଣ୍ଡା): ସାଧାରଣ ମଧ୍ୟବିତ ଲୋକ ଘରେ ସ୍ମାର୍ଟ ମିଟର ଲଗାଇ ଦୁଇରୁ ତିନି ମାସ ଅଧିକା ସମୟ ବିଲ୍ ବକେୟା ରହିଲେ ବିଦ୍ୟୁତ ବିଭାଗ ପକ୍ଷରୁ ବିଦ୍ୟୁତ ସଂଯୋଗ ବିଚ୍ଛିନ୍ନ କରିବାର ଧମକ ଦିଆଯାଉଛି ନଚେତ୍ ବିଦ୍ୟୁତ ସଂଯୋଗ…

