ଶକ୍ତିମନ୍ତ୍ରୀଙ୍କ ଅଚାନକ କେସିଙ୍ଗା ଆଦର୍ଶ ବିଦ୍ୟାଳୟ ପରିଦର୍ଶନ
କେସିଙ୍ଗା,୧୭।୮(ଡି.ଏନ.ଏ.) କେସିଙ୍ଗାସ୍ଥିତ ଆଦର୍ଶ ବିଦ୍ୟାଳୟକୁ ଶକ୍ତିମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଅଚାନକ ଭାବେ ଗତ ଗୁରୁବାର ସନ୍ଧ୍ୟା ୭ଟାରେ ପରିଦର୍ଶନ କରିଥିଲେ। ଏଠାରେ ଥିବା ବିଭିନ୍ନ ସମସ୍ୟା ଯଥା ପ୍ରିନ୍ସିପାଲ ନିଯୁକ୍ତି, ୫ଜଣ ଶିକ୍ଷକ ନିଯୁକ୍ତି, ବିଦ୍ୟାଳୟର ପଶ୍ଚିମ ପଟେ ବାଡା...
କେସିଙ୍ଗା ବ୍ଲକର ୫ଟି ଗ୍ରାମପଞ୍ଚାୟତର ବନ୍ୟାଞ୍ଚଳ ବୁଲି ଦେଖିଲେ ବିଧାୟକ
କେସିଙ୍ଗା,୧୭।୮(ଡି.ଏନ.ଏ.) କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ୫ଟି ଗ୍ରାମପଞ୍ଚାୟତରେ ଗତ ବନ୍ୟାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ଶୁକ୍ରବାର ନର୍ଲା ନିର୍ବାଚନ ମଣ୍ଡଳୀର ବିଧାୟକ ଭୁପିନ୍ଦର ସିଂହ ଓ ବିଭାଗୀୟ ଅଧିକାରୀଙ୍କ ସହିତ ବନ୍ୟାଞ୍ଚଳ ପରିଦର୍ଶନ କରିଥିଲେ । କେସିଙ୍ଗା ବ୍ଲକର...
୧୭ ବର୍ଷ ହେବ ମରାମତି ହୋଇନି : ରାସ୍ତାରେ ଧାନ ତଳି ରୋଇଲେ ଗ୍ରାମବାସୀ
ଜୁନାଗଡ଼,୧୭।୮(ଡି.ଏନ.ଏ.) – କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଛୋରିଆଗଡ଼ ପଞ୍ଚାୟତ ସାନଫୁର୍ଲା-ବନ୍ଦପଡାକୁ ସଂଯୋଗ କରୁଥିବା ଦେଢ କି.ମି. ରାସ୍ତା ଗତ ୧୭ ବର୍ଷ ହେବ ରକ୍ଷଣାବେକ୍ଷଣ ଅଭାବରୁ ମରଣଯନ୍ତା ପାଲଟିଛି। ବର୍ଷା ସମୟରେ ରାସ୍ତାରେ କାଦୁଅ ହେବା ସହ ବଡ...
ପ୍ରଧାନମନ୍ତ୍ରୀ ଆବାସ, ବିଜୁପକ୍କାଘର ଯୋଜନା:ହିତାଧିକାରୀଙ୍କୁ ମିଳିନି ଶ୍ରମ ଦିବସର ଟଙ୍କା
ଜୁନାଗଡ,୧୭।୮(ଡି.ଏନ.ଏ.)- କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ କାଲୋପଲା ପଞ୍ଚାୟତରେ ଗତ ୨୦୧୬-୧୭ ଏବଂ ୨୦୧୭-୧୮ ବର୍ଷରେ ବିଜୁପକ୍କାଘର, ପ୍ରଧାନମନ୍ତ୍ରୀ ଆବାସ କରିଥିବା ହିତାଧିକାରୀଙ୍କୁ ଏ ପର୍ଯ୍ୟନ୍ତ ଶ୍ରମ ଦିବସ ଟଙ୍କା ମିଳିନାହିଁ। ଏହି ସମସ୍ୟା ପଞ୍ଚାୟତ ମୁଖ୍ୟାଳୟ କାଲୋପଲା ଗ୍ରାମ...
ଲଘୁଚାପ୍ ବରଷା ଦୂର କଲା ମର୍ଡି ଆଶଁକା:ଜୋର୍ଦାର ଚାଲିଛେ ରୁଆ ବିହିଡା
ବିଜେପୁର, ୧୭।୮ (ଡି.ଏନ୍.ଏ.): ଶରାବନ୍ ଯାଇ ଭୁଦୋ ଲାଗ୍ଲା। ଚଲତି ବଛର ବରଷା ପାଏନ୍ ଅଭାବୁ ବହୁତ ଜାଗାରେ ଚାଷ୍ବାସ ପଛେଇ ଯାଇଥିଲା। ହେଲେ ଶରାବନ୍ ଯାତେ ଯାତେ ରାଏଜ୍ ସାରା ବନେକରି ବରଷା ପାଏନ୍ ରୁକି ଦେଇ ଗଲା।...
ପୁଓର ଚିକିଛା ଲାଗି ବାପ୍ ବାରଦୁଆର ଘଟନା:ସାହାଯ୍ ଲାଗି କଥା ଦେଲେ ବିଧାୟିକା
ଅତାବିରା, ୧୭।୮ (ଡି.ଏନ୍.ଏ.): ବରଗଡ଼ ଜିଲା ଅତାବିରା ବ୍ଲକ ଚାବିରିପାଲିର ମୂଲ ବାସିନ୍ଦା ରାମ ଜାଲକଁର ପୁଓ ଶଙ୍କର ଜାଲ(୮)। ଜନ୍ମୁ ଶଙ୍କରର ମଲଦୁଆର ନଁାଇଁନ। ଇଆଡ଼େ ରାମ ଝନେ ନିହାତି ଗରିବ୍ ହେଇଥିଲାବେଲେ ବାହାଜାଂଗଲ ମାଜି କୁଟୁମ୍...
ବାଲିଗୁଡାର ପୂର୍ବତନ ବିଧାୟକ ସାହୁରା ମଲ୍ଲିକଙ୍କ ପରଲୋକ
ବାଲିଗୁଡା,୧୬ା୮(ଡି.ଏନ.ଏ.)- କନ୍ଧମାଳ ଜିଲା ବାଲିଗୁଡାର ପୂର୍ବତନ କଂଗ୍ରେସ ବିଧାୟକ ସାହୁରା ମଲ୍ଲିକଙ୍କ ଶୁକ୍ରବାର ୮୫ ବର୍ଷରେ ପରଲୋକ ଘଟିଛି। କିଛିଦିନ ଧରି ସେ ଅସୁସ୍ଥ ଥିଲେ। ବାଲିଗୁଡା ବିଧାନସଭା ନିର୍ବାଚନମଣ୍ଡଳୀରୁ ସେ ୩ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ଗତ ୧୯୭୪ରୁ...
ଶ୍ରୀମନ୍ଦିରରେ ରାଖୀ ଲାଗି, ବଳଭଦ୍ର ଜନ୍ମ ନୀତି: ପାଟ ରାଖୀ ପିନ୍ଧିଲେ ମହାପ୍ରଭୁ
ପୁରୀ ଅଫିସ, ୧୬।୮: ପବିତ୍ର ଗହ୍ମାପୂର୍ଣ୍ଣିମା ତିଥିରେ ଶ୍ରୀମନ୍ଦିରରେ ବଳଭଦ୍ର ଜନ୍ମ ନୀତି ଏବଂ ରାଖୀ ଲାଗି ନୀତି ସମ୍ପନ୍ନ ହୋଇଛି। ଦୁଇଭାଇ ମହାପ୍ରଭୁ ଶ୍ରୀଜଗନ୍ନାଥ ଏବଂ ବଡଠାକୁର ବଳଭଦ୍ର ଶ୍ରୀଭୂଜରେ ପାଟ ରାଖୀ ଏବଂ ଗୁଆମାଳ ପିନ୍ଧି ଭକ୍ତଙ୍କୁ...
ମିଶନ ଆଶାଲୋକ ଅଭିଯାନର ଶୁଭାରମ୍ଭ: ୧୮ ମାନସିକ ବିକାରଗ୍ରସ୍ତ ପୁରୁଷ ଉଦ୍ଧାର
ପୁରୀ ଅଫିସ, ୧୬ା୮: ଅନେକ ମାନସିକ ବିକାରଗ୍ରସ୍ତ ରାସ୍ତାଘାଟରେ ଏଣେତେଣେ ବୁଲୁଥାନ୍ତିି। କେହି କେହି ଲୋକଙ୍କୁ ମାଗି ଖାଇଥାନ୍ତି ତ ଆଉ କେହି ଅଳିଆ ଆବର୍ଜନା ଗଦାରୁ ପେଟର ଭୋକ ମେଣ୍ଟାନ୍ତିି। ହେଲେ ଏମାନଙ୍କ ପ୍ରତି ସହାନୁଭୂତିର ହାତ ବଢାଇବା...
ରାଜ୍ୟ କ୍ୟାବିନେଟ: ଶ୍ରୀମନ୍ଦିର ସୁରକ୍ଷା ଓ ଚତୁଃପାର୍ଶ୍ୱ ଉନ୍ନୟନକୁ ଗୁରୁତ୍ୱ
ଭୁବନେଶ୍ୱର,୧୬।୮(ବ୍ୟୁରୋ): ସଚିବାଳୟରେ ଶୁକ୍ରବାର ରାଜ୍ୟ କ୍ୟାବିନେଟ ବୈଠକରେ ପୁରୀ ଶ୍ରୀମନ୍ଦିରକୁ ନେଇ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏହି ବୈଠକରେ ମନ୍ଦିର ସୁରକ୍ଷା ଓ ଚତୁଃପାର୍ଶ୍ୱ ଉନ୍ନୟନକୁ ଗୁରୁତ୍ୱ ଦିଆଯାଇଛି। ଜଷ୍ଟିସ ବିପି ଦାସ କମିଶନ ଦେଇଥିବା ପ୍ରସ୍ତାବ ଅନୁସାରେ ପଦକ୍ଷେପ...
ବଦଳିଲା ‘ମେଡିକାଲ ବଣ୍ଡ ପଲିସି ନିୟମ’: ପାଠପଢ଼ା ପରେ ଦୁଇ ବର୍ଷ ଓଡ଼ିଶାରେ କାମ କରିବାକୁ ବାଧ୍ୟ, ନହେଲେ ଦେବାକୁ ପଡ଼ିବ ମୋଟା ଟଙ୍କର ଅର୍ଥ
ଭୁବନେଶ୍ୱର,୧୬।୮(ବ୍ୟୁରୋ): ରାଜ୍ୟ ସରକାର ମେଡିକାଲ ବଣ୍ଡ ପଲିସି ନିୟମକୁ ପରିବର୍ତ୍ତନ କରିଛନ୍ତି। ଏହି ନିୟମ ଚଳିତ ବର୍ଷଠାରୁ ଲାଗୁ ହେବ ବୋଲି ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସ ସୂଚନା ଦେଇଛନ୍ତି। ମନ୍ତ୍ରୀଙ୍କ ସୂଚନାନୁଯାୟୀ, ସରକାରୀ ମେଡିକାଲ କଲେଜରେ ଏମ୍ବିବିଏସ୍...
କତଡ଼ା ନିକଟରେ ଓଲଟିଲା ଯାତ୍ରୀବାହୀ ବସ୍: ୧ ମୃତ, ୧୦ରୁ ଊର୍ଦ୍ଧ୍ୱ ଆହତ
ଛେଣ୍ଡିପଦା,୧୬।୮(ସ୍ବ.ପ୍ର): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଜରପଡ଼ା ଥାନା ଦେଇ ଯାଇଥିବା ୫୫ନଂ ଜାତୀୟ ରାଜପଥର କତଡ଼ା ନିକଟରେ ଭାରସାମ୍ୟ ହରାଇ ଶୁକ୍ରବାର ଏକ ଯାତ୍ରୀବାହୀ ବସ୍ ଓଲଟି ପଡ଼ଛି। ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୦ରୁ ଊର୍ଦ୍ଧ୍ୱ...
Archives


