ଟ୍ରେନ୍ରେ ମିଳିବ ଓଡ଼ିଶା ଏସ୍ଏଚ୍ଜି ସାମଗ୍ରୀ: ଆଇଆର୍ସିଟିସି ସହ ଏମ୍ଓୟୁ କରିବ ଓର୍ମାସ୍
ଭୁବନେଶ୍ୱର,୯ା୧(ବ୍ୟୁରୋ): ଚାନ୍ଦୁଆ, ତାରକସିରୁ ଆରମ୍ଭ କରି ଟସର, ମାଣିଆବନ୍ଧ ପର୍ଯ୍ୟନ୍ତ। ଏଣିକି ସବୁକିଛି ମିଳିବ ଆଇଆର୍ସିଟିସି ଓ୍ବେବ୍ସାଇଟ୍ରେ। ଓଡ଼ିଶା ମଧ୍ୟଦେଇ ଟ୍ରେନ୍ରେ ଯାତ୍ରା କରୁଥିବା ଲୋକ ଓଡ଼ିଶାର ହସ୍ତଶିଳ୍ପ, ହସ୍ତତନ୍ତ ସହ ପାରମ୍ପରିକ ଓଡ଼ିଆ ଖାଦ୍ୟର ମଜା ନେଇପାରିବେ। ତାହା ପୁଣି…
୩ୟ ଥର ସନ୍ତାନ ଜନ୍ମ ଦେବ ସ୍ନେହା
ବାରଙ୍ଗ, ୯ା୧(ଡି.ଏନ୍.ଏ.): ବାରଙ୍ଗସ୍ଥିତ ପ୍ରାଣୀଉଦ୍ୟାନ ନନ୍ଦନକାନନରେ ବାଘୁଣୀ ସ୍ନେହା ତୃତୀୟ ସନ୍ତାନକୁ ଜନ୍ମଦେବାକୁ ଯାଉଛି। ଯେପରି କୌଣସି ଅସୁବିଧା ନ ହୁଏ ସେ ନେଇ ନନ୍ଦନକାନନ କର୍ତ୍ତୃପକ୍ଷ ସଜାଗ ରହିଛନ୍ତି। ସ୍ନେହାର୨୧ବି ଏନକ୍ଲୋଜରରେ ୪ଟି ସିସି କ୍ୟାମେରା ଖଞ୍ଜାଯାଇଛି। ଏହି ଏନକ୍ଲୋଜରକୁ…
ଲୁହାପଥର ବୋଝେଇ ୨ଟ୍ରକ ଜବତ: ୧୫ ହଜାର ଟଙ୍କା, ୩ ମୋବାଇଲ ସହ ୩ ଗିରଫ
ବଡବିଲ, ୮।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ରୁଗୁଡି ପୋଲିସ ବୁଧବାର ସକାଳେ ଏହି ଥାନା ଅଞ୍ଚଳ ଦେଇ ଚୋରାଚାଲାଣ ହେଉଥିବା ସାଇଜ ଲୁହାପଥର ବୋଝେଇ ୨ଟି ଟ୍ରକକୁ ଜବତ କରିଛି। ଘଟଣାରେ ସମ୍ପୃକ୍ତ ୩ ଜଣଙ୍କୁ ଗିରଫ କରି ପୋଲିସ ସେମାନଙ୍କ ନିକଟରୁ…
ଜାଲ୍ ଜାତିଗତ ପ୍ରମାଣପତ୍ର ଦେବା ଘଟଣା: କମ୍ପ୍ୟୁଟର ସେଣ୍ଟର ସିଲ୍, ମାଲିକ ଅଟକ
ବେଗୁନିଆପଡ଼ା,୮ା୧(ଡି.ଏନ.ଏ.): ଜଣେ ବ୍ୟକ୍ତିଙ୍କ ଚାକିରି ନିମନ୍ତେ ଜାଲ୍ ଜାତିଗତ ପ୍ରମାଣପତ୍ର ପ୍ରସ୍ତୁତ କରିଥିବା କମ୍ପ୍ୟୁଟର ସେଣ୍ଟର ମାଲିକଙ୍କୁ ମଙ୍ଗଳବାରଠାରୁ ଅଟକ ରଖାଯାଇଛି। କୋଦଳା ତହସିଲଦାର ପ୍ରଭାତ କୁମାର ପରିଡା ବେଗୁନିଆପଡ଼ା ବଜାର ଉପରେ ଥିବା ଉକ୍ତ କମ୍ପ୍ୟୁଟର ସେଣ୍ଟରକୁ ସିଜ୍ କରିଛନ୍ତି।…
ରେଳ ଚଳାଚଳ ଉପରେ ପଡ଼ିଲାନି ବିଶେଷ ପ୍ରଭାବ: ଅଧଘଣ୍ଟାରୁ ଦୁଇ ଘଣ୍ଟା ବିଳମ୍ବରେ ଚାଲିଲା ଟ୍ରେନ୍
ଭୁବନେଶ୍ୱର, ୮ା୧(ବ୍ୟୁରୋ): ବୁଧବାର ବାମପନ୍ଥୀ ଦଳ ଓ ଶ୍ରମିକ ସଂଗଠନ ପକ୍ଷରୁ ବନ୍ଦ ଡାକରା ରେଳ ଚଳାଚଳ ଉପରେ ବିଶେଷ ପ୍ରଭାବ ପକାଇନି। ପୂର୍ବତଟ ରେଳପଥରେ ମାତ୍ର ୩ଟି ପାସେଞ୍ଜର ଟ୍ରେନ ବାତିଲ୍ କରାଯାଇଥିବା ବେଳେ ଅନ୍ୟ ଟ୍ରେନ୍ ଗୁଡ଼ିକ ବିଳମ୍ବରେ…
ସ୍କୁଟି ଜାଳିଦେଲେ ଦୁର୍ବୃତ୍ତ
ପାଟପୁର,୮ା୧: ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପଟିଗୁଡ଼ା ଗ୍ରାମର ପୀତବାସ ଗୌଡ଼ଙ୍କ ସ୍କୁଟିକୁ ସୋମବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ପୋଡି ଦେଇଥିବା ଅଭିଯୋଗ ହୋଇଛି। ପୀତବାସଙ୍କ ଏତଲା କ୍ରମେ ନଂ. ୩/୨୦ରେ ମାମଲା ରୁଜୁ କରି ପୋଲିସ ତଦନ୍ତ ଚଳାଇଛି। ପୀତବାସ…
ଧାନ ଖଳାରେ ଦନ୍ତା ଦୌରାତ୍ମ୍ୟ: ଆକ୍ରମଣରେ ମାମୁଁ, ଭାଣିଜୀ ଗୁରୁତର
ପରଜଙ୍ଗ, ୮।୧(ଡି.ଏନ.ଏ.): ଢେଙ୍କାନାଳ ବନଖଣ୍ଡ ମହାବିରୋଡ଼ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନରେ ପୁଣିଥରେ ହାତୀ ଦୌରାତ୍ମ୍ୟ ଦେଖାଦେଇଛି। ଜନବସତିକୁ ପଶି ଆସିଥିବା ଏକ ଦନ୍ତା ହିଂସ୍ର ଆଚରଣ କରୁଛି। ଆମ୍ବପଳାସ ଗ୍ରାମ ଯୋଗୀସାହିରେ ବୁଧବାର ଭୋର୍ରେ ହାତୀ ଆକ୍ରମଣରେ ଟୁନା ନାଥ…
ବାଙ୍ଗାଲୋରରୁ ଗିରଫ ନାବାଳିକା ଅପହରଣକାରୀ
ତିହିଡ଼ି, ୮।୧(ଡ.ଏନ.ଏ.): ଭଦ୍ରକ ଜିଲା ତିହିଡ଼ି ଥାନା ବିଲଣା ଅଞ୍ଚଳର ଜଣେ ନାବାଳିକାଙ୍କୁ ଅପହରଣ କରିଥିବା ଯୁବକଙ୍କୁ ବୁଧବାର ପୋଲିସ ବାଙ୍ଗାଲୋରରୁ ଗିରଫ କରିଛି। ଏଥିସହ ଅପହୃତା ନାବାଳିକାଙ୍କୁ ପୋଲିସ ଉଦ୍ଧାର କରି ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଗିରଫ ଯୁବକ…
ଶ୍ରୀମନ୍ଦିର ସଂସ୍କାର ମାମଲାର ଶୁଣାଣି: ଦାଖଲ ରିପୋର୍ଟକୁ ନେଇ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମକୋର୍ଟ
ଭୁବନେଶ୍ୱର,୮।୧(ବ୍ୟୁରୋ): ଶ୍ରୀମନ୍ଦିର ସଂସ୍କାର ମାମଲାର ଶୁଣାଣି ବୁଧବାର ସୁପ୍ରିମକୋର୍ଟରେ କରାଯାଇଛି। ପ୍ରଧାନ ବିଚାରପତିଙ୍କୁ ନେଇ ଗଠିତ ୩ଜଣିଆ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରିଛନ୍ତି। ତେବେ ମନ୍ଦିର ପରିଚାଳନା କମିଟି ପକ୍ଷରୁ ଦାଖଲ ରିପୋର୍ଟକୁ ନେଇ କୋର୍ଟ ଅସନ୍ତୋଷ ପ୍ରକାଶ କରିଛନ୍ତି।…
ବିନା ହେଲମେଟରେ ରାଲି, ଗଣିବେ ଜରିମାନା
ଭୁବନେଶ୍ୱର,୮।୧(ବ୍ୟୁରୋ): କେନ୍ଦ୍ର ଟ୍ରେଡ୍ ୟୁନିୟନର ଆହ୍ବାନ କ୍ରମେ ୧୨ ଦଫା ଦାବିlରେ ବୁଧବାର ରାଜ୍ୟରେ ଭାରତ ବନ୍ଦ ପାଳନ କରାଯାଉଛି। ଏହି ବନ୍ଦକୁ କଂଗ୍ରେସ ସମେତ ଅନ୍ୟ କେତେକ ସଂଗଠନ ସମର୍ଥନ କରିଥିବା ବେଳେ ସକାଳୁ ରାଜଧାନୀ ଭୁବନେଶ୍ୱରରେ କଂଗ୍ରେସ ଓ…
ଚାନ୍ଦବାଲିରେ ଭାରତ ବନ୍ଦ ପ୍ରଭାବ: ରେଳସେବା, ବନ୍ଦର କାର୍ଯ୍ୟ ପ୍ରଭାବିତ
ଚାନ୍ଦବାଲି,୮ା୧(ଡି.ଏନ୍.ଏ.)-୧୨ ଦଫା ଦାବି ନେଇ କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ ଡାକରାରେ ବୁଧବାର ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକରେ ୧୨ ଘଣ୍ଟିଆ ବନ୍ଦ ପାଳନ ଓ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଛି। ଦଳୀୟ ନେତୃବୃନ୍ଦଙ୍କ ଏକ ଶୋଭାଯାତ୍ରା ସହର ପରିକ୍ରମା କରିବା ପରେ…
ରାଜଧାନୀରେ ଭାରତ ବନ୍ଦର ଆଶିଂକ ପ୍ରଭାବ: ହନ୍ତସନ୍ତ ହେଲେ ଯାତ୍ରୀ
ଭୁବନେଶ୍ୱର,୮।୧(ବ୍ୟୁରୋ): ୧୨ ଦଫା ଦାବି ନେଇ କେନ୍ଦ୍ରୀୟ ଟ୍ରେଡ ୟୁନିୟନ ଦେଇଥିବା ଭାରତୀୟ ବନ୍ଦ ଡାକରା ବୁଧବାର ଆଶିଂକ ଭାବେ ସଫଳ ହୋଇଛି। ରାଜଧାନୀରେ ସକାଳେ ଗାଡ଼ି ଚଳାଚଳ ଦେଖିବାକୁ ମିଳି ନ ଥିବା ବେଳେ ମଧ୍ୟାହ୍ନ ୧୨ଟା ପରେ ଗାଡ଼ି…
Archives


