ଗାନ୍ଧୀ ଜୟନ୍ତୀରୁ କର୍କଟରୋଗୀଙ୍କୁ ଉପଶମ ଚିକିତ୍ସା
ଭୁବନେଶ୍ୱର,୧୭।୮(ବ୍ୟୁରୋ): ଆସନ୍ତା ଗାନ୍ଧୀ ଜୟନ୍ତୀରୁ କର୍କଟ ରୋଗୀଙ୍କୁ ରାଜ୍ୟ ସରକାର ଜିଲାସ୍ତରରେ ଉପଶମ ଚିକିତ୍ସା ଯୋଗାଇଦେବେ। ପ୍ରଥମ ପର୍ଯ୍ୟାୟରେ କ୍ୟାପିଟାଲ ହସ୍ପିଟାଲ ସମେତ ୭ଟି ଜିଲାରେ ଏହି ସେବା ଆରମ୍ଭ ହେବ। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ...
ଧରାକୋଟ ବ୍ଲକରେ ଅଜଣା ଜନ୍ତୁ ଆତଙ୍କ, ୩୫ ଛେଳି ମୃତ
ଧରାକୋଟ,୧୭।୮(ଡି.ଏନ୍.ଏ.): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ତଉଗାଁ ପଞ୍ଚାୟତ ଅନ୍ତର୍ଗତ ବାହାଡ଼ାଗୁଡ଼ା ଗ୍ରାମରେ ଅଜଣା ଜନ୍ତୁ ଆତଙ୍କ ଦେଖାଯାଇଛି। ଶୁକ୍ରବାର ଅଜଣା ଜନ୍ତୁ ଆକ୍ରମଣରେ ଗ୍ରାମର ଗଙ୍ଗା ଗୌଡ଼ ଓ ଅଶୋକ ଗୌଡ଼ଙ୍କ ୩୫ ଛେଳିଙ୍କ ମୃତ୍ୟୁ ଘଟିଥିବା ସନ୍ଦେହ...
ବେଆଇନ ଖଣି ଖନନ: ଜିଲାପାଳଙ୍କ କୋର୍ଟରେ ଶୁଣାଣି, ୩ ଖଣି ମାଲିକଙ୍କ ସମ୍ପତ୍ତି ବାଜ୍ୟାପ୍ତି ଲାଗି ନିର୍ଦ୍ଦେଶ
କେନ୍ଦୁଝର, ୧୭।୮(ସ୍ବ.ପ୍ର.): କେନ୍ଦୁଝର ଜିଲାପାଳଙ୍କ କୋର୍ଟରେ ଶନିବାର ବେଆଇନ ଖଣି ଖନନ ନେଇ ଜରିମାନା ଦେଇ ନ ଥିବା ୩ ଖଣି ମାଲିକଙ୍କ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ବି.କେ. ମହାନ୍ତି, ଭଞ୍ଜ ମିନେରାଲସ୍ ଏବଂ ବାସୁଦେବ ଅଗ୍ରୱାଲ ଖଣି...
ଚଳଚ୍ଚିତ୍ର ପୋଷ୍ଟରକୁ ନେଇ ବିବାଦରେ ପପୁ ପମ୍ପମ୍
ଭୁବନେଶ୍ୱର, ୧୭।୮(ବ୍ୟୁରୋ): ଓଡ଼ିଆ ହାସ୍ୟ ଅଭିନେତା ପପୁ ପମ୍ପମ୍ ପୁଣି ଥରେ ବିବାଦକୁ ଟାଣିହୋଇ ଆସିଛନ୍ତି। ଏଥର ସେ ନିଜର ଆଗାମୀ ଚଳଚ୍ଚିତ୍ର ପୋଷ୍ଟରକୁ ନେଇ ବିବାଦରେ ପଡ଼ିଛନ୍ତି। ଗଣେଶ ପୂଜା ଅବସରରେ ମୁକ୍ତିଲାଭ କରିବାକୁ ଯାଉଥିବା ପପୁଙ୍କର ଆଗାମୀ...
ଚିଲିକା ପାଇଁ ୧୫୮ କୋଟି: ଉପକୃତ ହେବେ ୨ ଲକ୍ଷ ମତ୍ସ୍ୟଜୀବୀ
ଭୁବନେଶ୍ୱର, ୧୭।୮(ବ୍ୟୁରୋ): ରାଜ୍ୟର ପ୍ରମୁଖ ୩ଟି ଆର୍ଦ୍ରଭୂମି ପାଇଁ ବିଭିନ୍ନ ଯୋଜନାକୁ ଅନୁମୋଦନ କରାଯାଇଛି। ରାଜ୍ୟ ଆର୍ଦ୍ରଭୂମି ପ୍ରାଧିକରଣ ବୈଠକରେ ବିଭିନ୍ନ ଯୋଜନାକୁ ଏହି ମଞ୍ଜୁରୀ ମିଳିଛି। ଏହି ଅବସରରେ ଚିଲିକା ହ୍ରଦର ସମନ୍ବିତ ପରିଚାଳନା ପାଇଁ ୧୫୮ କୋଟିର...
ସର୍ଭେ କରୁଥିବା ବେଳେ ପଙ୍ଗାମ ନଦୀକୁ ଖସିଲେ ଜଣେ କର୍ମଚାରୀ, ଉଦ୍ଧାର କାର୍ଯ୍ୟ ଜାରି
ମାଲକାନଗିରି,୧୭।୮(ଡି.ଏନ୍.ଏ.): ମାଲକାନଗିରି ଜିଲା ପଙ୍ଗାମ ନଦୀ ପୋଲ ସର୍ଭେ କରିବାକୁ ଯାଇଥିବା ବେଳେ ନଦୀକୁ ଜଣେ କର୍ମଚାରୀ ଖସି ପଡ଼ିଛନ୍ତି। ସେ ହେଲେ ସୌଭାଗ୍ୟ ମହାରଣା। ସୌଭାଗ୍ୟ ନିଖୋଜ ଥିବା ବେଳେ ଘଟଣାସ୍ଥଳରେ ମାଥିଲି ପୋଲିସ ଓ ଅଗ୍ନିଶମ କର୍ମଚାରୀ...
ହୀରାକୁଦର ୫ଟି ଗେଟ୍ ବନ୍ଦ
ସମ୍ବଲପୁର, ୧୭।୮(ବ୍ୟୁରୋ): ସବୁ ନଦୀରେ ଜଳସ୍ତର କମିଛି। ବିଭିନ୍ନ ଅଞ୍ଚଳରୁ ପାଣି ଛାଡ଼ିଯାଇଛି। ଏ ନେଇ ଜଳ ସମ୍ପଦ ସଚିବ ପ୍ରଦୀପ ଜେନା ଶନିବାର ସୂଚନା ଦେଇଛନ୍ତି। ଆହୁରି ମଧ୍ୟ ସେ କହିଛନ୍ତି ଯେ, ହୀରାକୁଦର ୧୦ରୁ ୫ଟି ଗେଟ...
ଉଛୁଳିଲା ଭାର୍ଗବୀ, ତଳିଆ ଅଞ୍ଚଳରେ ପଶିଲା ପାଣି
ପୁରୀ ଅଫିସ,୧୭।୮ – ହୀରାକୁଦ ଗେଟ୍ ଖୋଲାଯିବା ପରେ ମହାନଦୀରେ ପ୍ରବାହିତ ହେଉଛି ବନ୍ୟା ପାଣି। ଫଳରେ ଏହାର ଶାଖା ନଦୀଗୁଡ଼ିକ ମଧ୍ୟ ଫୁଲିବାରେ ଲାଗିଛି। ଜିଲାର ଭାର୍ଗବୀ ନଦୀରେ ବନ୍ୟା ପାଣି ପ୍ରବାହିତ ହେବା ପରେ ଏହା ଉଚ୍ଛୁଳିଛି।...
ରାଉରକେଲା ଏନ୍ଆଇଟି କ୍ୱାଟର୍ସରୁ ଦମ୍ପତ୍ତିଙ୍କ ମୃତଦେହ ଉଦ୍ଧାର
ରାଉରକେଲା ଅଫିସ, ୧୭।୮: ରାଉରକେଲାସ୍ଥିତ ଜାତୀୟ ବୈଷୟିକ ଶିକ୍ଷାନୁଷ୍ଠାନ(ଏନ୍ଆଇଟି) କ୍ୱାଟର୍ସରୁ ଶନିବାର ଏକ ଦମ୍ପତ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି। ସେମାନେ ହେଲେ ଏନ୍ଆଇଟିର ସହକାରୀ ପ୍ରଫେସର ଆର୍. ଜୟବାଲାନ(୪୫) ଓ ସ୍ତ୍ରୀ ମାଳିନୀ। ଜୟ ବାଲାନ ଲାଇଫ ସାଇନ୍ସରେ ବୈଜ୍ଞାନିକ...
ସୁବ୍ରତଙ୍କୁ ପ୍ରଥମ ଶାସ୍ତ୍ରୀୟ ଭାଷା ସମ୍ମାନ
ଭୁବନେଶ୍ୱର,୧୭ା୮(ବ୍ୟୁରୋ): ଯୁବ ଭାଷା ଗବେଷକ ଡ. ସୁବ୍ରତ କୁମାର ପୃଷ୍ଟି ପାଇବେ ପ୍ରଥମ ଶାସ୍ତ୍ରୀୟ ଭାଷା ସମ୍ମାନ। ୭୩ତମ ସ୍ବାଧୀନତା ଦିବସ ଅବସରରେ ଏନେଇ ରାଷ୍ଟ୍ରପତି ଭବନରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଶାସ୍ତ୍ରୀୟ ମାନ୍ୟତା ପାଇବାର ୫ ବର୍ଷ ପରେ ପ୍ରଥମଥର...
ଅତ୍ୟାଧୁନିକ ସେବା ଯୋଗାଇବା ଉପରେ ଗୁରୁତ୍ୱ
ଭୁବନେଶ୍ୱର, ୧୭ା୮ (ବ୍ୟୁରୋ): ରାଜ୍ୟର ତିନି ପ୍ରମୁଖ ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲରେ ୟୁରୋଲୋଜି, ହୃଦ୍ରୋଗ, ନେଫ୍ରୋଲୋଜି ଚିକିତ୍ସା କ୍ଷେତ୍ରରେ ଉନ୍ନତି ଆଣିବା ପାଇଁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ ନିର୍ଦ୍ଦେଶ ଦେଇଛନ୍ତି।...
୩୮ଜଣଙ୍କୁ ମିଳିଲା ପୋଲିସ ପଦକ
ଭୁବନେଶ୍ୱର,୧୭ା୮(ବ୍ୟୁରୋ): ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ସେବା ପାଇଁ ପୋଲିସ, ଅଗ୍ନିଶମ ଓ କାରାଗାର ବିଭାଗର ଅଧିକାରୀ ଏବଂ କର୍ମଚାରୀଙ୍କୁ ପଦକ ପ୍ରଦାନ କରାଯାଇଛି। ସ୍ଥାନୀୟ ଜୟଦେବ ଭବନରେ ଗୁରୁବାର ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପଦକ ପ୍ରଦାନ କରିଛନ୍ତି।...
Archives


