ପୋଢୁଆଁ ହେବେ ଶ୍ରୀକପିଳେଶ୍ୱର
ପୁରୁଣା ଭୁବନେଶ୍ୱର, ୧୬।୧୧ (ଡି.ଏନ.ଏ.): ଆସନ୍ତା ୨୦ ତାରିଖରେ ପୋଢୁଆ ଅଷ୍ଟମୀ। ପୋଢୁଆ ହେବେ ମହାପ୍ରଭୁ ଶ୍ରୀକପିଳେଶ୍ୱର ଦେବ। ଏଥିପାଇଁ କୈବର୍ତ୍ତସାହିରେ ପୂଜା ପାଉଥିବା ମାମୁ ଶ୍ରୀଝୁଣ୍ଟୁକେଶ୍ୱର ମହାଦେବଙ୍କ ପକ୍ଷରୁ ନବବସ୍ତ୍ର ଆସିବ। ବିଧି ମୁତାବକ କପିଳେଶ୍ୱର ଦେବଙ୍କ ପୀଠରେ ପହଞ୍ଚତ୍ବା…
ଆଇଏମ୍ଏମ୍ଟି ପରିସରରୁ ଜମି ଅଧିଗ୍ରହଣକୁ ବିରୋଧ:ବିଡିଏ ସ୍କ୍ବାଡ୍-ବୈଜ୍ଞାନିକ ମୁହାଁମୁହିଁ
ଭୁବନେଶ୍ୱର, ୧୬।୧୧(ବ୍ୟୁରୋ): ଆଚାର୍ଯ୍ୟବିହାରସ୍ଥ ଇନଷ୍ଟିଚ୍ୟୁଟ୍ ଅଫ୍ ମିନେରାଲ୍ସ ଆଣ୍ଡ ମ୍ୟାଟେରିଆଲ୍ସ ଟେକ୍ନୋଲୋଜି (ଆଇଏମ୍ଏମ୍ଟି) ପରିସରରୁ ଜମି ଅଧିଗ୍ରହଣ କରିବାକୁ ଆସି ବିଡିଏ ଏନଫୋର୍ସମେଣ୍ଟ ସ୍କ୍ବାଡ୍ ବିରୋଧର ସମ୍ମୁଖୀନ ହୋଇଛି। ଶୁକ୍ରବାର ପୂର୍ବାହ୍ନରେ ବିଡିଏ ଏନଫୋର୍ସମେଣ୍ଟ ସ୍କ୍ବାଡ୍ର ଅଧିକାରୀମାନେ ଏହି ଜମି ଅଧିଗ୍ରହଣ…
ଲୋକାଲ ଫ୍ଲାପ୍ ଟିସ୍ୟୁ ବ୍ୟବହାର ଦ୍ୱାରା ବିରଳ ଅସ୍ତ୍ରୋପଚାର
ଭୁବନେଶ୍ୱର, ୧୬।୧୧(ବ୍ୟୁରୋ): ଲୋକାଲ ଫ୍ଲାପ୍ ଟିସ୍ୟୁ ବ୍ୟବହାର କରି ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ଜଣେ ବ୍ୟକ୍ତିଙ୍କ ଏକ ବିରଳ ଅସ୍ତ୍ରୋପଚାର କରାଯାଇଛି। ବି.ଆର. ଲାଇଫ୍ କଳିଙ୍ଗ ହସ୍ପିଟାଲରେ ହୋଇଥିବା ଏହି ଅସ୍ତ୍ରୋପଚାରରେ ତାଙ୍କ ଜୀବନ ରକ୍ଷା ହେବାସହ ନାକ ଏବଂ…
ସହକାରୀ ଯନ୍ତ୍ରୀଙ୍କ ବାସଭବନରେ ଭିଜିଲାନ୍ସ ଚଢାଉ
ବରଗଡ଼ ଅଫିସ, ୧୬।୧୧: ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଶନିବାର ସକାଳୁ ବରଗଡ଼ ଉଠା ଜଳସେଚନ ବିଭାଗରେ କାର୍ଯ୍ୟରତ ସହକାରୀ ଯନ୍ତ୍ରୀଙ୍କ ବାସଭବନରେ ଭିଜିଲାନ୍ସ ଚଢ଼ାଉ କରିଛି। ସହକାରୀ ଯନ୍ତ୍ରୀ ବୈକୁଣ୍ଠ ରାଉତଙ୍କ ବରଗଡ଼ର ଥିବା ଗଙ୍ଗାଧର ନଗର ସ୍ଥିତ…
ହରାଇପାରିନି କର୍କଟ:‘ ସର୍ଭାଇଭର୍’ ନୁହେଁ ‘ଫାଇଟର୍’
ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ଭବିଷ୍ୟତକୁ ନେଇ ସେମାନେ ନିଶ୍ଚିନ୍ତ ନୁହନ୍ତି, ହେଲେ ମନରେ ଅଛି ଅସୁମାରୀ ସ୍ବପ୍ନ। କିଛି ନୂଆ କରିବାର ସ୍ବପ୍ନ ଓ ନିଜେ ବଞ୍ଚତ୍ ଅନ୍ୟକୁ ବଞ୍ଚତ୍ବାର ରାହା ଦେଖାଇବାର ସ୍ବପ୍ନ। କ୍ୟାନ୍ସର ଭଳି ଦୁରାରୋଗ୍ୟର ଶିକାର ହୋଇ ବି ଆଜି ସେ…
ଗୋଟିଏ ନୃତ୍ୟରେ ଦୁଇଟି ରାଜ୍ୟର ସଂସ୍କୃତି
କଟକ ଅଫିସ,୧୬।୧୧: ବାଲିଯାତ୍ରାର ଚତୁର୍ଥ ସନ୍ଧ୍ୟାରେ ଗଣକବି ବୈଷ୍ଣବ ପାଣି ମଞ୍ଚରେ ଶ୍ରୀଜନ ଛାନ୍ଦ ଡ୍ୟାନ୍ସ ଗ୍ରୁପର ଗୋଟିଏ ନୃତ୍ୟରେ ଦୁଇଟି ରାଜ୍ୟର ସଂସ୍କୃତି ଓ ପରମ୍ପରା ଦେଖିବାକୁ ମିଳିଥିଲା। ପଶ୍ଚିମବଙ୍ଗ ଓ ଓଡ଼ିଶାର ସଂସ୍କୃତିକୁ ନେଇ ଗ୍ରୁପର କଳାକାରମାନେ ନୃତ୍ୟ…
ବାଲିଯାତ୍ରାର ଚତୁର୍ଥ ଦିବସ: ଫାଷ୍ଟଫୁଡ ଷ୍ଟଲ୍ରେ ଭିଡ଼
କଟକ ଅଫିସ, ୧୬।୧୧: ଶୁକ୍ରବାର ଥିଲା ଐତିହାସିକ କଟକ ବାଲିଯାତ୍ରାର ଚତୁର୍ଥ ଦିନ। ଦିନତମାମ ପଡିଆରେ ଗହଳି ଚହଳି ଲାଗି ରହିଥିଲା। କେତେକ ଲୋକ ଦିନରେ ବାଲିଯାତ୍ରା ବୁଲି ଘରକୁ ଫେରି ଯାଇଥିଲେ। ହେଲେ ଅସଲ ଭିଡ ଦେଖିବାକୁ ମିଳିଥିଲା ସନ୍ଧ୍ୟାରେ।…
ଏସ୍ସିବିକୁ ସ୍ବୟଂଶାସିତ ମାନ୍ୟତା ଦାବି: ଲିଖିତ ପ୍ରତିଶ୍ରୁତି ପରେ ଆନ୍ଦୋଳନ ପ୍ରତ୍ୟାହୃତ
କଟକ ଅଫିସ, ୧୬।୧୧: କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲକୁ ସ୍ବୟଂଶାସିତ ମହାବିଦ୍ୟାଳୟ ଏବଂ ସ୍ବାସ୍ଥ୍ୟ ବିଶ୍ୱବିଦ୍ୟାଳୟ ମାନ୍ୟତା ଦାବିରେ ସ୍ନାତକ ଛାତ୍ରୀଛାତ୍ରଙ୍କ ଦ୍ୱାରା ଚାଲିଥିବା ଆନ୍ଦୋଳନ ଶୁକ୍ରବାର ପ୍ରତ୍ୟାହୃତ ହୋଇଛି। ଉତ୍କଳ ବିଶ୍ୱବିଦ୍ୟାଳୟ କୁଳପତି ଛାତ୍ରୀଛାତ୍ରଙ୍କ ସମସ୍ୟା…
ପଥ ଉତ୍ସବର ତୃତୀୟ ଦିବସ: ପ୍ରାତଃରେ ଭକ୍ତିଭାବର ପରିବେଶ
କଟକ ଅଫିସ, ୧୬।୧୧: ବାଲିଯାତ୍ରା ପଡିଆରେ ଅନୁଷ୍ଠିତ ପଥ ଉତ୍ସବର ଶୁକ୍ରବାର ଥିଲା ତୃତୀୟ ଦିବସ। ସକାଳୁ ସକାଳୁ ପଥ ଉତ୍ସବକୁ ଉପଭୋଗ କରିବା ପାଇଁ ପହଞ୍ଚିଯାଇଥିଲେ ବହୁ କଟକିଆ। ପ୍ରାତଃ ଭ୍ରମଣ ସାଙ୍ଗକୁ ପଥ ଉତ୍ସବରେ ସଙ୍ଗୀତର ଆସର ସଭିଙ୍କୁ…
ଆବାସ ଦୁର୍ନୀତି ନେଇ ପଞ୍ଚାୟତିରାଜ ସଚିବଙ୍କ ଚିଠି: ଯୋଗ୍ୟଙ୍କୁ ସାମିଲ କର, ଅଯୋଗ୍ୟଙ୍କୁ କାଟ
ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ବାତ୍ୟା ଫନୀ ପ୍ରଭାବରେ ରାଜ୍ୟର କେତେଗୁଡିଏ ଜିଲାରେ ବ୍ୟାପକ କ୍ଷତି ଘଟିଛି। କ୍ଷତିଗ୍ରସ୍ତ ଜିଲାର ଅନେକ ଲୋକଙ୍କ ଘର ଭାଙ୍ଗିବା ସହ ବହୁ ଗରିବଙ୍କୁ ବାସହରା ହେବାକୁ ମଧ୍ୟ ପଡିଛି। ସେହି ଅନୁଯାୟୀ କ୍ଷତିଗ୍ରସ୍ତଙ୍କୁ ପକ୍କାଘର ଯୋଗାଇ ଦେବାକୁ ଯୋଜନା…
ଫାଷ୍ଟଫୁଡ ଷ୍ଟଲ୍ରେ ଚଢ଼ାଉ: ୨ କୁଇଣ୍ଟାଲ ଖାଦ୍ୟ ନଷ୍ଟ
କଟକ ଅଫିସ,୧୬।୧୧: କଟକ ମହାନଗର ନିଗମ(ସିଏମ୍ସି) ପକ୍ଷରୁ ଶୁକ୍ରବାର ବାଲିଯାତ୍ରାର ତଳ ଓ ଉପର ପଡ଼ିଆରେ ଥିବା ବିଭିନ୍ନ ଖାଦ୍ୟ ଷ୍ଟଲରେ ଚଢ଼ାଉ କରାଯାଇଥିଲା। ସମସ୍ତ ଖାଦ୍ୟ ଷ୍ଟଲ୍ରେ ଯାଞ୍ଚ ସହ ଖାଦ୍ୟ ନମୁନା ଟେଷ୍ଟିଂ କରାଯାଇ ପ୍ରାୟ ୨ କୁଇଣ୍ଟାଲ…
ଦାଦନ ସମସ୍ୟାକୁ ରୋକିବ ଲୋକକଳା
ଭୁବନେଶ୍ୱର, ୧୬।୧୧(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ଦାଦନ ସମସ୍ୟା ବଢ଼ି ଚାଲିଥିବା ବେଳେ ଏହାକୁ ରୋକିବାକୁ ଲୋକକଳାର ସାହାଯ୍ୟ ନିଆଯିବ। ଲୋକକଳା ପରିବେଷଣ ମାଧ୍ୟମରେ ଲୋକଙ୍କୁ ଦାଦନ ସମସ୍ୟାର ଭୟାବହତା ଏବଂ ନକାରାତ୍ମକ ଦିଗ ସମ୍ପର୍କରେ ସଚେତନ କରାଯିବ। ପ୍ରାଥମିକ ପର୍ଯ୍ୟାୟରେ…
Archives


