ଇଚ୍ଛାଶକ୍ତି ଆଗରେ ହାର ମାନିଛି ଅସହାୟତା: ଗୋଡ ନଥାଇ ମଧ୍ୟ କରୁଛନ୍ତି ଚାଷ
ଗୋବିନ୍ଦପାଲ୍ଲୀ, ୧୪ା୮(ଡି.ଏନ.ଏ.): ଇଚ୍ଛାଶକ୍ତି, ଦୃଢ ମନୋବଳ ଆଗରେ ସବୁକିଛି ସମ୍ଭବ । ଏହାକୁ ଜଣେ ଚାଷୀ କ୍ଷେତରେ ପ୍ରମାଣିତ କରି ଦେଖାଇଛନ୍ତି। ତାଙ୍କ ନାଁ ସନ୍ୟା ଗୁଟା। ମାଲକାନଗିରି ଜିଲା ଖଇରପୁଟ ବ୍ଲକ ମାଝିଗୁଡା ଗ୍ରାମରେ ତାଙ୍କ ଘର। ତେବେ...
ଚଳିତ ବନ୍ୟାରେ କ୍ଷତିଗ୍ରସ୍ତ ହୋଇଛି ୯ ଶହ ବାସଗୃହ
ମାଲକାନଗିରି,୧୪ା୮ (ଡି.ଏନ୍.ଏ.): ମାଲକାନଗିରି ଜିଲାରେ ଲଗାଣ ବର୍ଷା ଯୋଗୁ ୩ଥର ସୃଷ୍ଟି ପରିସ୍ଥିତି ହୋଇଥିଲା। ଏବେ ବନ୍ୟା ଛାଡ଼ିଯାଇଛି ସତ ଲୋକଙ୍କ ଦୁର୍ଦ୍ଧଶା କମିନି। ଜିଲା ପ୍ରଶାସନ ପକ୍ଷରୁ କ୍ଷୟକ୍ଷତି ଆକଳନ ଜାରି ରହିଛି । ବର୍ତ୍ତମାନ ସୁଦ୍ଧା ମିଳିଥିବା...
ନଦୀ କୂଳରେ ଗୋମାଂସ ପକାଇବାକୁ ନେଇ ଉତ୍ତେଜନା
ଯାଜପୁର ଟାଉନ ୧୪।୮(ଡି.ଏନ୍.ଏ.): ଯାଜପୁର ସହର ନିକଟସ୍ଥ ବୈତରଣୀ ନଦୀ କୂଳରେ ଗୋମାଂସ ପକାଇବାକୁ ନେଇ ବୁଧବାର ପ୍ରବଳ ଉତ୍ତେଜନା ଦେଖାଦେଇଛି। ଏହି ଘଟଣାକୁ କେନ୍ଦ୍ରକରି ଯାଜପୁରର ମୁଖ୍ୟରାସ୍ତା ଗାନ୍ଧୀଛକଠାରେ ଦୀର୍ଘସମୟ ଧରି ରାସ୍ତାରୋକୋ କରାଯାଇଥିଲା। ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼...
ବାଇକ୍ ଲୁଟ୍ ମାମଲାରେ ୪ ଗିରଫ
ଆସିକା,୧୪ା୮(ଡି.ଏନ୍.ଏ.): ଆସିକା – ଭନଗର ମୁଖ୍ୟ ରାସ୍ତାରେ ବାଲିସିରା ଛକ ନିକଟରୁ ଗତ ରବିବାର ପୂର୍ବାହ୍ନରେ ଜଣେ ବାଇକ୍ ଆରୋହୀଙ୍କୁ ମାଡ ମାରି ଦୁର୍ବୁ ବାଇକ୍ ଛଡାଇ ନେଇଥିଲେ। ଆସିକା ପୋଲିସ ମଙ୍ଗଳବାର ଦିନ ଏହି ମାମଲାର ଅଭିଯୁକ୍ତଙ୍କୁ ଗିରଫ...
ଜନ୍ମ ଦିନରେ ମୃତ୍ୟୁ କୋଳକୁ ଗଲେ ବ୍ୟବସାୟୀ
ବଡବିଲ, ୧୪।୮(ସ୍ବ.ପ୍ର.): ଜନ୍ମ ଦିନରେ ମୃତ୍ୟୁମୁଖରେ ପଡିବା ଘଟଣା ବହୁତ କମ୍ ଦେଖିବାକୁ ମିଳିଥାଏ। କେନ୍ଦୁଝର ଜିଲା ବଡବିଲ ପୌରାଞ୍ଚଳରେ ୱାର୍ଡ ନଂ-୪ ଉ.ପ୍ରା. ବିଦ୍ୟାଳୟ ନିକଟରେ ରହୁଥିବା ବ୍ୟବସାୟୀ ପଞ୍ଚାନନ ଦଳାଇଙ୍କର ମୃତ୍ୟୁ ଘଟିଛି। ସେ ୧୯୭୧ ମସିହା...
ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ: ବୃଦ୍ଧ ଗିରଫ
କେନ୍ଦୁଝର, ୧୪ା୮ (ସ୍ବ.ପ୍ର./ଡି.ଏନ.ଏ.): ସଦର ଥାନା ଅନ୍ତର୍ଗତ ଅଞ୍ଚଳରେ ଜଣେ ୪ର୍ଥ ଶ୍ରେଣୀ ରେ ପଢୁଥିବା ୯ ବର୍ଷର ଛାତ୍ରୀଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ଜଣେ ବୃଦ୍ଧଙ୍କୁ ଗିରଫ କରି ବୁଧବାର କୋର୍ଟ ଚାଲାଣ କରିଛି । ତାଙ୍କ ନାମ...
ବିପଦ ସଙ୍କେତ ଉପରେ ମହାନଦୀ, କମେଇ : ବନ୍ୟାଜଳରେ ବୁଡ଼ିଲା ଫସଲ ଜମି
ଖଣ୍ଡପଡ଼ା,୧୪ା୮(ସ୍ବ.ପ୍ର.): ୩ ଦିନ ଧରି ମହାନଦୀର ଉପର ମୁଣ୍ଡରେ ପ୍ରବଳ ବର୍ଷା ହେବା ଫଳରେ ବନ୍ୟା ସୃଷ୍ଟି ହୋଇଛି । ମହାନଦୀର ବିପଦ ସଙ୍କେତ ଜଳପତ୍ତନ ସ୍ତର ୫.୬୭ ମିଟର ରହିଥିବାବେଳେ ବୁଧବାର ସନ୍ଧ୍ୟା ସୁଦ୍ଧା ୬.୮୫ ମିଟର ରହିଛି।...
୧୯ରେ ମେଘନାଦ ପାଚେରି ଚତୁଃପାର୍ଶ୍ୱରୁ ଭଙ୍ଗାଯିବ ବେଆଇନ କୋଠା
ପୁରୀ ଅଫିସ, ୧୪ା୮: ଆତଙ୍କବାଦୀଙ୍କ ଟାର୍ଗେଟରେ ରହିଛି ଶ୍ରୀମନ୍ଦିର। ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ କେନ୍ଦ୍ର ଗୋଇନ୍ଦା ବିଭାଗର ଏହି ରିପୋର୍ଟ ପ୍ରଶାସନ ଆଖିରୁ ନିଦ ହଜାଇ ଦେଇଛି। ଜିଲା ପ୍ରଶାସନ ଓ ପୋଲିସକୁ ଘାରିଛି ବଡ଼ଦେଉଳର ସୁରକ୍ଷା...
ବିଧାୟକଙ୍କ ବନ୍ୟାଞ୍ଚଳ ପରିଦର୍ଶନ
ଲାଞ୍ଜିଗଡ଼,୧୪।୮(ଡି.ଏନ.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡରେ ଆଜକୁ ୩ ଦିନ ହେଲା ବର୍ଷା ଲାଗି ରହିଥିବା ବେଳେ ବିଭିନ୍ନ ନଦୀରେ ଜଳସ୍ରୋତ ବୃଦ୍ଧି ପାଇ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ଶହ ଶହ ଏକର ଚାଷଜମି ବାଲିଚର ହେବା ସହ...
ଲାଞ୍ଜିଗଡ ପଞ୍ଚାୟତ ସମିତି ବୈଠକ: ବେଦାନ୍ତ ନନ୍ଦଘରକୁ ନେଇ ହୋହାଲ୍ଲା
ଲାଞ୍ଜିଗଡ଼,୧୪।୮(ଡି.ଏନ.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ ପଞ୍ଚାୟତ ସମିତି ସଭାଗୃହରେ ବ୍ଲକ ଅଧ୍ୟକ୍ଷ ଇଂ.ଫକୀର ମୋହନ ମାଝିଙ୍କ ସଭାପତିତ୍ୱରେ ଲାଞ୍ଜିଗଡ ପଞ୍ଚାୟତ ସମିତି ବୈଠକ ବୁଧବାର ଅନୁଷ୍ଠିତ ହୋଇଥିଲା। ବୈଠକରେ ବ୍ଲକର ୨୬ଟି ପଞ୍ଚାୟତରୁ ସରପଞ୍ଚ ଏବଂ ସମିତି ସଭ୍ୟମାନେ ଯୋଗଦେଇଥିଲେ।...
ଆଦିତ୍ୟ ପ୍ରସାଦ ପାଢ଼ୀଙ୍କୁ ନୂତନ ନିଯୁକ୍ତି, ହେବେ ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନର
ଭୁବନେଶ୍ୱର,୧୪।୮(ବ୍ୟୁରୋ): ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢ଼ୀ ହେବେ ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନର। ଏନେଇ ନିଯୁକ୍ତି ପ୍ରସ୍ତାବକୁ ବୁଧବାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଅନୁମୋଦନ ପ୍ରଦାନ କରିଛନ୍ତି। ପ୍ରକାଶଯୋଗ୍ୟ, ସ୍ବେଚ୍ଛାକୃତ ଅବସର ନେବା ଲାଗି ପାଢ଼ୀ...
ଏଣିକି ସ୍ବାଧୀନତା ସଂଗ୍ରାମୀମାନଙ୍କୁ ‘ମାନ୍ୟବର’ ସମ୍ବୋଧନ
ଭୁବନେଶ୍ୱର,୧୪।୮(ବ୍ୟୁରୋ): ଏଣିକି ସ୍ବାଧୀନତା ସଂଗ୍ରାମୀମାନଙ୍କୁ ‘ମାନ୍ୟବର’ ସମ୍ବୋଧନ କରାଯିବ। ସ୍ବାଧୀନତା ସଂଗ୍ରାମରେ ସେମାନଙ୍କ ମହନୀୟ ଅବଦାନକୁ ସମ୍ମାନ ଜଣାଇ ରାଜ୍ୟ ସରକାର ସ୍ବାଧୀନତା ସଂଗ୍ରାମୀମାନଙ୍କୁ ସଭାସମିତିରେ ସମ୍ବୋଧନ କରିବା ସମୟରେ ‘ମାନ୍ୟବର’ ଭାବେ ସମ୍ବୋଧନ କରିବା ଲାଗି ନିଷ୍ପତ୍ତି ନେଇଛନ୍ତି।...
Archives


