ଅସୁରକ୍ଷିତ ହୋଇପଡୁଛି ରାଜଧାନୀ: ବାର୍ରେ ପଶି ଆତଙ୍କ ଖେଳାଇଲେ ଦୁର୍ବୃତ୍ତ
ଭୁବନେଶ୍ୱର,୧୫ା୧୧(ବ୍ୟୁରୋ) : ରାତିର ରାଜଧାନୀ ଦିନକୁ ଦିନ ଅସୁରକ୍ଷିତ ହୋଇପଡୁଛି। ନିକଟରେ କେତେଜଣ ଦୁର୍ବୃତ୍ତ ବାର୍ରେ ପଶି ଆତଙ୍କ ଖେଳାଇବା ସହ ରାସ୍ତାରେ ବାର୍ ଡ୍ୟାନ୍ସରଙ୍କୁ ଅଟକାଇ ଲୁଟ୍ପାଟ କରିଥିଲେ। ବୁଧବାର ବିଳମ୍ବିତ ରାତିରେ ଆଉଏକ ଘଟଣା ଘଟିଛି। ୫ଜଣ ଦୁର୍ବୃତ୍ତ…
ଖୋଲିଲା ବିଡିଏ ସିଟି ସେଣ୍ଟର: ଅନନ୍ୟ ଥିମ୍ ପାର୍କ କରିବ ବିଡିଏ
ଭୁବନେଶ୍ୱର,୧୫ା୧୧(ବ୍ୟୁରୋ) : ଭୁବନେଶ୍ୱରର ଏକମାତ୍ର ଥିମ୍ ପାର୍କ ବିଡିଏ ସିଟି ସେଣ୍ଟର (ନିକୋ ପାର୍କ)କୁ ନେଇ ବହୁତ୍ କିଛି ଯୋଜନା ରହିଛି। ପାଖାପାଖି ୫୦ କୋଟି ଟଙ୍କା ଖର୍ଚ୍ଚ କରାଯାଇ ପାର୍କକୁ ରାଜ୍ୟର ଏକ ଅନନ୍ୟ ଥିମ୍ ପାର୍କ କରିବାକୁ ଭୁବନେଶ୍ୱର…
ଚେକ୍ଡ୍ୟାମ୍ ଅଚଳ: ୩୩୨୮ ହେକ୍ଟର ଜମିରେ ଜଳସେଚନ ପ୍ରଭାବିତ, ୧୩୪୦ ଯନ୍ତ୍ରୀ ପଦବୀ ଖାଲି
ଭୁବନେଶ୍ୱର,୧୫ା୧୧(ବ୍ୟୁରୋ) : ରାଜ୍ୟରେ ସମୁଦାୟ ୧୩,୪୯୬ ଆଡ଼ିବନ୍ଧ ନିର୍ମାଣ କରାଯାଇଛି। ଏଥିପାଇଁ ୩,୨୦,୯୦୪.୮୭ ଲକ୍ଷ ଟଙ୍କା ବ୍ୟୟ କରାଯାଇଛି। ଏହା ଦ୍ୱାରା ୧,୩୮, ୫୧୦ ହେକ୍ଟର ସେଚାଞ୍ଚଳ ସୃଷ୍ଟି ହୋଇଥିବା ଜଳସମ୍ପଦ ମନ୍ତ୍ରୀ ରଘୁନନ୍ଦନ ଦାସ କହିଛନ୍ତି। ସେହିପରି ନିର୍ମାଣ ହୋଇଥିବା…
୨୦୧୪ରୁ ଓଡ଼ିଶାରେ ପର୍ଯ୍ୟଟକଙ୍କ ସଂଖ୍ୟା ବଢ଼ୁଛି
ଭୁବନେଶ୍ୱର,୧୫ା୧୧(ବ୍ୟୁରୋ) : ୨୦୧୪ରୁ ଓଡିଶାକୁ ଆସୁଥିବା ପର୍ଯ୍ୟଟକଙ୍କ ସଂଖ୍ୟାରେ କୌଣସି ହ୍ରାସ ଘଟିନାହିଁ। ମାତ୍ର ୨୦୧୪ଠାରୁ ୨୦୧୮ ମଧ୍ୟରେ ଗୋଟିଏ ବର୍ଷ ବିଦେଶୀ ପର୍ଯ୍ୟଟକଙ୍କ ସଂଖ୍ୟା ହ୍ରାସ ପାଇଥିବା ଜଣାପଡିଛି। ସେହିପରି ୨୦୧୫ରେ ୧କୋଟି ୧୭ଲକ୍ଷ ୮୬ଲକ୍ଷ ୧୧୭ଜଣ, ୨୦୧୬ରେ ୧କୋଟି…
୨୦୧୮-୧୯ ଆର୍ଥିକବର୍ଷରେ ଖର୍ଚ୍ଚ ହୋଇପାରିନି ବିଧାୟକ ପାଣ୍ଠି
ଭୁବନେଶ୍ୱର,୧୫ା୧୧(ବ୍ୟୁରୋ): ବିଧାୟକମାନଙ୍କ ପାଣ୍ଠି ବୃଦ୍ଧି କରିବା ନେଇ ରାଜ୍ୟ ସରକାର କୌଣସି ଚିନ୍ତା କରି ନାହାନ୍ତି। ଏନେଇ କିଛି ନିଷ୍ପତ୍ତି ନିଆଯାଇନାହିଁ। ବାରମ୍ବାର ବିଧାୟକମାନେ ସେମାନଙ୍କ ପାଣ୍ଠି ବୃଦ୍ଧି ପାଇଁ କହିଆସୁଥିଲେ ମଧ୍ୟ ଏନେଇ କିଛି ନିଷ୍ପତ୍ତି ହୋଇ ନ ଥିବା…
୯ ଟ୍ରେନ୍ରେ ‘ହେଡ୍ ଅନ୍ ଜେନେରେଶନ’: ୩ମାସରେ ଖର୍ଚ୍ଚ କମିଲା ୩ କୋଟି
ଭୁବନେଶ୍ୱର,୧୫ା୧୧(ବ୍ୟୁରୋ) : ଟ୍ରେନ୍ରେ ଉନ୍ନତ ଯାନ୍ତ୍ରିକ କୌଶଳ ବ୍ୟବହାର କରି ପୂର୍ବତଟ ରେଳପଥ ଖର୍ଚ୍ଚକାଟ୍ କରିବାରେ ସଫଳ ହୋଇଛି। ୯ ଟ୍ରେନ୍ର ୧୭ଟି ରେକ୍ରେ ‘ହେଡ୍ ଅନ୍ ଜେନେରେଶନ’ ସିଷ୍ଟମ ବ୍ୟବହାର କରାଯିବା ଦ୍ୱାରା ଗତ ତିନିମାସ ମଧ୍ୟରେ ୩.୨ କୋଟି…
ମହିମା ମିଶ୍ରଙ୍କୁ ଜାମିନ
କଟକ ଅଫିସ,୧୫ା୧୧: ପାରାଦୀପ ସିୱେଜ ଶିପିଙ୍ଗ କମ୍ପାନୀ ମ୍ୟାନେଜର ମହେନ୍ଦ୍ର ସ୍ବାଇଁ ହତ୍ୟା ମାମଲାରେ ଗିରଫ ହୋଇ ଜେଲ୍ରେ ଥିବା ଶିଳ୍ପପତି ମହିମାନନ୍ଦ ମିଶ୍ରଙ୍କୁ ହାଇକୋର୍ଟ ଗୁରୁବାର ଜାମିନ ପ୍ରଦାନ କରିଛନ୍ତି। ଏଥିସହ ତଳକୋର୍ଟ ଜାମିନ ସର୍ତ୍ତ ରଖିବେ ବୋଲି ରାୟରେ…
ମୁଖ୍ୟମନ୍ତ୍ରୀଙ୍କୁ ବିରୋଧୀ ଦଳ ନେତାଙ୍କ ଚିଠି : ‘ଖଣି ଦୁର୍ନୀତି କରିଥିବା କମ୍ପାନୀକୁ ନିଲାମରେ ସାମିଲ କରନି’
ଭୁବନେଶ୍ୱର,୧୫ା୧୧(ବ୍ୟୁରୋ) : ରାଜ୍ୟ ସରକାର ୩୧ଟି ଖଣିର ନିଲାମ କରିବାକୁ ଯାଉଛନ୍ତି। ଯେଉଁ କମ୍ପାନୀଗୁଡିକ ଖଣି ଦୁର୍ନୀତିରେ ସାମିଲ ଥିଲେ ସେମାନଙ୍କୁ ଖଣି ନିଲାମରୁ ବାଦ୍ ଦିଆଯାଉ। ଯେଉଁମାନଙ୍କର ଷ୍ଟିଲ ଓ ଲୁହା ଉତ୍ପାଦନ କାରଖାନା ଅଛି ସେମାନଙ୍କୁ ଏହି କ୍ଷେତ୍ରରେ…
ଆଜି କ୍ୟାବିନେଟ୍ ବୈଠକ
ଭୁବନେଶ୍ୱର,୧୫ା୧୧(ବ୍ୟୁରୋ) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହେବ। ଦିନ ୧୨ଟା ୧୫ ମିନିଟ୍ରେ ଲୋକସେବା ଭବନରେ ଏହା ଅନୁଷ୍ଠିତ ହେବ। ବିଧାନସଭା ଶୀତ ଅଧିବେଶନ ଜାରି ରହିଥିବାରୁ କେଉଁ ନିର୍ଦ୍ଦିଷ୍ଟ ପ୍ରସ୍ତାବ ଗୃହୀତ ହେବ,…
ଏମ୍ଏଲ୍ଓଏସ୍ରେ ପଞ୍ଜୀକୃତ ହେବେ ଡାକ୍ତର
ଭୁବନେଶ୍ୱର,୧୫ା୧୧(ବ୍ୟୁରୋ) : ରାଜ୍ୟରେ କାର୍ଯ୍ୟରତ ସମସ୍ତ ଡାକ୍ତରଙ୍କୁ ମେଡିକୋ ଲିଗାଲ ଓପିନିଅନ ସିଷ୍ଟମ୍ (ଏମ୍ଏଲ୍ଓଏସ୍)ରେ ପଞ୍ଜୀକୃତ କରିବା ଲାଗି ରାଜ୍ୟ ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ ସମସ୍ତ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟରେ ‘ମୋ ସରକାର’ ଯୋଜନା ଆରମ୍ଭ…
ବିମାନବନ୍ଦରରୁ ଅଧକୋଟି ଟଙ୍କାର ସୁନା ଜବତ
ଭୁବନେଶ୍ୱର,୧୫ା୧୧(ବ୍ୟୁରୋ) : ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ଗୁରୁବାର ପୁଣି ଜଣେ ଯାତ୍ରୀଙ୍କଠାରୁ ୧୩୧୦.୬୫୦ ଗ୍ରାମର ଦୁଇଟି ସୁନା ବିସ୍କୁଟ ଜବତ କରାଯାଇଛି। ଏହି ସୁନା ବିସ୍କୁଟଟି ୯୯ ପ୍ରତିଶତ ଶୁଦ୍ଧ ହୋଇଥିବାବେଳେ ବଜାର ମୂଲ୍ୟ ୫୨ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ…
ସ୍ମିତାରାଣୀ ଆତ୍ମହତ୍ୟା କରିଛନ୍ତି: ଗୃହ ରାଷ୍ଟ୍ରମନ୍ତ୍ରୀ
ଭୁବନେଶ୍ୱର,୧୫-୧୧(ବ୍ୟୁରୋ):ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅନ୍ତର୍ଗତ ହରିଦାସପୁର ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ ସ୍ମିତାରାଣୀ ବିଶ୍ୱାଳ ଆତ୍ମହତ୍ୟା କରିଛନ୍ତି। ଶବ ବ୍ୟବଚ୍ଛେଦ ରିପୋର୍ଟରେ ଏଭଳି ନିଷ୍କର୍ଷ ବାହାରିଛି। ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଗୁରୁବାର ବିଧାନସଭାରେ ଏ କଥା କହିଛନ୍ତି। କଂଗ୍ରେସ ପକ୍ଷରୁ…
Archives


