ରାଜ୍ୟ

ବନ୍ୟା ଘେରରେ ବଲାଙ୍ଗୀର ସହର: ୧ ହଜାର ଲୋକ ସ୍ଥାନାନ୍ତରିତ; ତଦାରଖ କରୁଛନ୍ତି ଜିଲାପାଳ, ଏସ୍‌ପି

ବଲାଙ୍ଗୀର ଅଫିସ, ୧୩।୮: ଲଗାଣ ବର୍ଷାରେ ବଲାଙ୍ଗୀର ସହର ଉବୁଟୁବୁ ହେଉଛି । ବନ୍ୟା ଜଳରେ ସମଗ୍ର ସହର ଭାସମାନ ଅବସ୍ଥାରେ। ପରିସ୍ଥିତି ଅନୁଧ୍ୟାନକରି ଜିଲାପାଳ ଅରିନ୍ଦମ ଡାକୁଆ ଜରୁରୀ ବୈଠକ ଡାକିଛନ୍ତି। ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର, ଡିଆର୍‌ଡିଏ...

ଆସନ୍ତା ୨୭ ପର୍ଯ୍ୟନ୍ତ ବଢ଼ିଲା କାଳିଆ ଯାଞ୍ଚ ଅବଧି

ଭୁବନେଶ୍ୱର, ୧୩।୮(ବ୍ୟୁରୋ): କାଳିଆ ଯୋଜନା ପାଇଁ ଯୋଗ୍ୟ ହିତାଧିକାରୀଙ୍କ ତାଲିକା ଯାଞ୍ଚ ପାଇଁ ଅବଧି ବୃଦ୍ଧି ପାଇଛି। ବୁଧବାର ଏହି ଯାଞ୍ଚର ଶେଷ ତାରିଖ ଥିବାବେଳେ ଏହାକୁ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। କାଳିଆ ଯୋଜନାର ସମୀକ୍ଷା...

ବଢ଼ୁଛି ହୀରାକୁଦ ଜଳସ୍ତର, ବୁଧବାର ନିଷ୍କାସନ

ଭୁବନେଶ୍ୱର, ୧୩।୮(ବ୍ୟୁରୋ): ୨ ଦିନ ଧରି ଲଗାଣ ବର୍ଷା କାରଣରୁ ହୀରାକୁଦ ଜଳସ୍ତର ବଢ଼ିବାରେ ଲାଗିଛି। ହୀରାକୁଦ ଡ୍ୟାମ୍‌କୁ ବନ୍ୟା ଜଳ ଅଧିକ ମାତ୍ରାରେ ପ୍ରବେଶ କରୁଛି। ତେଣୁ ବୁଧବାର ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସିତ ହେବ। ହୀରାକୁଦ...

ସ୍କୁଲ ଓ ଗଣଶିକ୍ଷା ବିଭାଗର ନୂଆ ନିଷ୍ପତ୍ତି: ଇଂରାଜୀ, ଗଣିତ, ବିଜ୍ଞାନକୁ ଗୁରୁତ୍ୱ; ୪୫ ମିନିଟ ପରିବର୍ତ୍ତେ ଏଣିକି ଦେଢ଼ ଘଣ୍ଟା ପଢ଼ାଯିବ

ଭୁବନେଶ୍ୱର, ୧୩।୮(ବ୍ୟୁରୋ): ଶିକ୍ଷାର ଉନ୍ନତି ପାଇଁ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ମଙ୍ଗଳବାର ଏକ ନୂଆ ନିଷ୍ପତ୍ତି ନିଆଯାଇଛି। ଏହି ନିଷ୍ପତ୍ତି ଅନୁଯାୟୀ, ସ୍କୁଲରେ ଇଂରାଜୀ, ଗଣିତ ଓ ବିଜ୍ଞାନ ବିଷୟକୁ ଅଧିକ ସମୟ ପଢ଼ାଯିବ। ପ୍ରତି ବିଷୟକୁ...

ଟ୍ରାକ୍‌ରେ ପାଣି: ରାଉରକେଲା-ଜଗଦଲପୁର ଏକ୍ସପ୍ରେସ୍‌ ବାତିଲ

ଭୁବନେଶ୍ୱର, ୧୩।୮(ବ୍ୟୁରୋ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ଜନଜୀବନ ପ୍ରଭାବିତ ହେଉଛି। ଟ୍ରେନ୍‌ ଲାଇନ୍‌ରେ ପାଣି ଚାଲିବାରୁ ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଫଳରେ ମଙ୍ଗଳବାର ରାଉରକେଲା-ଜଗଦଲପୁର ଏକ୍ସପ୍ରେସ୍‌କୁ ବାତିଲ କରାଯାଇଛି। ସମ୍ବଲପୁର ଓ ଟିଟିଲାଗଡ଼ ମଧ୍ୟରେ ଟ୍ରାକ୍‌ରେ...

କାହିଁକି ଏତେ ଦାୟିତ୍ୱହୀନତା? ଜୀବନ ନେଇଯିବ ବିପଜ୍ଜନକ ଖୁଣ୍ଟ

ଭୁବନେଶ୍ୱର,୧୩।୮(ବ୍ୟୁରୋ): ବାତ୍ୟା ଫନୀରେ ରାଜଧାନୀରେ ଶହ ଶହ ବିଦ୍ୟୁତ୍‌, ଟେଲିଫୋନ୍‌ ଓ କେବୁଲ ଖୁଣ୍ଟ ଭାଙ୍ଗିପଡିଥିବାବେଳେ ଆଉକିଛି ନଇଁଯାଇ ଝୁଲି ରହିଥିଲା। ବିଦ୍ୟୁତ୍‌ କର୍ମଚାରୀମାନେ ତରବରିଆ ଭାବେ ମରାମତି କରି ବିଦ୍ୟୁତ୍‌ ସଂଯୋଗଦେଇଥିଲେ। କେତେକ ସ୍ଥାନରେ ଅସ୍ଥାୟୀ ଭାବେ ମରାମତି...

ବର୍ଷା ଅଘଟଣରେ ୮ ମୃତ: ଏସ୍‌ଆର୍‌ସି

ଭୁବନେଶ୍ୱର, ୧୩।୮(ବ୍ୟୁରୋ): ରାଜ୍ୟରେ ବର୍ଷା ଓ ବନ୍ୟା ଜନିତ ଅଘଟଣରେ ବର୍ତ୍ତମାନ ପର୍ଯ୍ୟନ ମୋଟ ୮ ଜଣଙ୍କ ମୃତ୍ୟୁ ଘଟିଛି। ମଙ୍ଗଳବାର ଆୟୋଜିତ ଏକ ସ୍ବତନ୍ତ୍ର ଖବରଦାତା ସମ୍ମିଳନୀରେ ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି) ବିଷ୍ଣୁପଦ ସେଠୀ ସୂଚନା ଦେଇଛନ୍ତି। ତାଙ୍କ...

ଆହୁରି ୨ ଦିନ ବର୍ଷିବ

ଭୁବନେଶ୍ୱର, ୧୩।୮(ବ୍ୟୁରୋ): ଲଘୁଚାପ ପ୍ରଭାବରେ ଆଗାମୀ ୨ ଦିନ ଯାଏ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୧୪ ଜିଲାରେ ବର୍ଷା ଓ ବଜ୍ରପାତର ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଉକ୍ତ...

ଭୁବନେଶ୍ୱର ରେଲଓ୍ବେ ଷ୍ଟେଶନ: ସେବାରେ ଆସୁନି ଦେୟମୁକ୍ତ ଶୌଚାଳୟ

ଭୁବନେଶ୍ୱର, ୧୩।୮(ବ୍ୟୁରୋ): ପ୍ରତିଦିନ ଭୁବନେଶ୍ୱରର ରେଲଓ୍ବେ ଷ୍ଟେଶନକୁ ହଜାରରୁ ଊର୍ଦ୍ଧ୍ୱ ଯାତ୍ରୀ ଯିବା ଆସିବା କରୁଛନ୍ତି। ହେଲେ ଆବଶ୍ୟକ ପରିମାଣର ଶୌଚାଳୟ ନଥିବାରୁ ଲୋକେ ହଇରାଣ ହେଉଛନ୍ତି। ଏପରିକି ଏଠାରେ କେତେକ ଶୌଚାଳୟ ଦେୟମୁକ୍ତ ଥିଲେ ମଧ୍ୟ କୌଣସି ସୂଚନା...

ଧୁମଧାମରେ ପାଳନ ହେଲା ଇଦ

ଭୁବନେଶ୍ୱର,୧୩।୮(ବ୍ୟୁରୋ): ରାଜଧାନୀରେ ଥିବା ମସ୍‌ଜିଦ୍‌ଗୁଡ଼ିକରେ ସୋମବାର ଧୁମ୍‌ଧାମ୍‌ରେ ପାଳିତ ହୋଇଛି ମୁସଲମାନ ସମ୍ପ୍ରଦାୟର ଦ୍ୱିତୀୟ ବଡ଼ ପର୍ବ ଇଦ୍‌-ଉଲ୍‌-ଜୁହା। ବର୍ଷା ସତ୍ତ୍ୱେ ଦିନତମାମ ମସ୍‌ଜିଦ୍‌ରେ ଉତ୍ସବର ପରିବେଶ ଲାଗି ରହିଥିଲା। ଆଲ୍ଲାଙ୍କ ନିକଟରେ ସମସ୍ତେ ନିଜକୁ ସମର୍ପିତ ଦେଇଥିଲେ। ଭୁବନେଶ୍ୱର...

ନନ୍ଦନକାନନରେ ଲାଞ୍ଜଖଣ୍ଡି ବାଘୁଣୀ ପ୍ରିୟଙ୍କା ମୃତ

ବାରଙ୍ଗ,୧୩।୮(ଡି.ଏନ୍‌.ଏ.): ସୋମବାର ପ୍ରାଣୀ ଉଦ୍ୟାନ ନନ୍ଦନକାନନ ପାଇଁ ଉଭୟ ଖୁସି ଓ ଦୁଃଖର ବାତାବରଣ ସୃଷ୍ଟି ହୋଇଛି। ଗୋଟିଏପଟେ ବିଶ୍ୱ ହସ୍ତୀ ଦିବସ ପାଳନ ପାଇଁ ନନ୍ଦନକାନନ ଅଧିକାରୀମାନେ ବ୍ୟସ୍ତ ଥିବାବେଳେ ଅନ୍ୟପଟେ ଏନକ୍ଲୋଜର ନଂ୧୮ରେ ନାଲି ବାଘୁଣୀ ପ୍ରିୟଙ୍କାର...

ଓଡ଼ିଶା କଲ୍‌ଚରାଲ୍‌ ସର୍କଲ୍‌ ପକ୍ଷରୁ ‘ଉଡ଼େ ତ୍ରିରଙ୍ଗା’: ‘ଡଟ୍‌ ଫେଷ୍ଟ୍‌’ ଭଳି ହେବ ଅନ୍ତର୍ଜାତୀୟ ଭୁବନେଶ୍ୱର ସଙ୍ଗୀତ ଉତ୍ସବ

ଭୁବନେଶ୍ୱର, ୧୩।୮(ବ୍ୟୁରୋ): ଜାତୀୟ ଓ ଅନ୍ତର୍ଜାତୀୟସ୍ତରର ଜଣାଶୁଣା କଣ୍ଠଶିଳ୍ପୀଙ୍କୁ ନେଇ ଆୟୋଜିତ ହେବ ଅନ୍ତର୍ଜାତୀୟ ଭୁବନେଶ୍ବର ସଙ୍ଗୀତ ଉତ୍ସବ। ହିନ୍ଦୀ ଫିଲ୍ମ ଇଣ୍ଡଷ୍ଟ୍ରୀର ବହୁ ନାମୀଦାମୀ କଳାକାର ଏଥିରେ ସଙ୍ଗୀତ ପରିବେଷଣ କରିବେ। ଆଧୁନିକ ଓ ରକ୍‌ ମ୍ୟୁଜିକ୍‌ ଏହି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri