ସାରା ରାଜ୍ୟରେ ବର୍ଷିଲା
ଭୁବନେଶ୍ୱର, ୧୩ା୮(ବ୍ୟୁରୋ): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସୋମବାର ଲଘୁଚାପର ରୂପ ନେଇଛି। ଏହାର ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଆରମ୍ଭ ହୋଇଛି। ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଆହୁରି...
ପୋଲିସର କାର୍ଯ୍ୟକୁ ନେଇ ସନ୍ଦେହରେ ସାହିବାସୀ:ଯୁବକଙ୍କ ସହ ୨ ଏସ୍ଆଇ ରାତି ସାରା ଅଟକ
ପରଜଙ୍ଗ,୧୩ା୮(ଡି.ଏନ.ଏ.)-ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ଖାଲପାଳ ଡାଇ ସାହିରେ ଚୋରି ବଢୁଥିବାବେଳେ ପୋଲିସର କାର୍ଯ୍ୟକଳାପକୁ ନେଇ ସନ୍ଦେହରେ ପଡିଛନ୍ତି ଲୋକେ। ରବିବାର ବିଳମ୍ବିତ ରାତିରେ ଘଟିଥିବା ଏକ ଘଟଣା ସାହିବାସୀଙ୍କୁ ଏପରି ସନ୍ଦେହରେ ପକାଇଥିଲା ଯେ...
ବଦଳିବ ଅନୁଗୋଳ ଷ୍ଟାଡିୟମ ରୂପ:ଭିତ୍ତିଭୂମି ପରଖିଲେ ଆର୍କିଟେକଚର୍
ଅନୁଗୋଳ ଅଫିସ, ୧୩।୮ ବଦଳିବ ଅନୁଗୋଳ ଷ୍ଟାଡିୟମ ରୂପରେଖ। ଅତ୍ୟାଧୁନିକ ଜ୍ଞାନକୌଶଳରେ ଏହାର ନବକଳେବର କରାଯିବ। ଏଥିସହ ବିଭିନ୍ନ ଖେଳ ସୁବିଧାରେ ଏଠାରେ ଯେପରି ଆୟୋଜନ ହୋଇପାରିବ ସେ ନେଇ ମଧ୍ୟ ବିଚାର କରାଯିବ। ଏ ନେଇ ଭିତ୍ତିଭୂମି ପରଖିବା...
ଆଇନଗତ ଆଳରେ ଘୁଞ୍ଚି ଚାଲିଛି ନିର୍ବାଚନ
ଯାଜପୁର ଅଫିସ,୧୩ା୮: ପୌର ନିର୍ବାଚନର ସଂରକ୍ଷଣ ବ୍ୟବସ୍ଥାକୁ ନେଇ ଲାଗି ରହିଥିବା ଆଇନଗତ ବିବାଦକୁ ଆଳ କରି ନିର୍ବାଚନର ଦିନ ଗଡ଼ି ଗଡ଼ି ଚାଲିଛି। ହେଲେ ବାସ୍ତବରେ ଗତ ସାଧାରଣ ନିର୍ବାଚନରେ ସହରୀ ଓ ଶିକ୍ଷିତ ଭୋଟରଙ୍କ ମତ ପରିବର୍ତ୍ତନ...
ପଞ୍ଚାୟତସ୍ତରରେ ଚାଲିଛି କାଳିଆ ଫର୍ମ ଯାଞ୍ଚ:୨୫ ହଜାରରୁ ୨ ହଜାର ଅଯୋଗ୍ୟ
ଅନୁଗୋଳ ଅଫିସ, ୧୩।୮ କାଳିଆ ଯୋଜନାରେ ଥିବା ଅଯୋଗ୍ୟ ହିତାଧିକାରୀଙ୍କ ଚିହ୍ନଟ ପ୍ରକ୍ରିୟା ଶନିବାରଠାରୁ ଅନୁଗୋଳ ଜିଲାରେ ଆରମ୍ଭ ହୋଇଛି। ପଞ୍ଚାୟତସ୍ତରରୁ ଏହି ଯାଞ୍ଚ କରାଯାଉଥିବା ବେଳେ ଏବେ ବିଭିନ୍ନ ବ୍ଲକରୁ ରିପୋର୍ଟମାନ ଆସିବାରେ ଲାଗିଛି। ୩ ଦିନ ମଧ୍ୟରେ...
ଗନ୍ଧମାର୍ଦ୍ଦନ ପାହାଡରେ ପ୍ରବଳ ବର୍ଷା: ଉଛୁଳିଲା ପାପନାଶିନୀ ଝରଣା
ଖପ୍ରାଖୋଲ,୧୩ା୮(ଡି.ଏନ.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଗନ୍ଧମାର୍ଦ୍ଦନ ପାହାଡରେ ପ୍ରବଳ ବର୍ଷା ଯୋଗୁ ହରିଶଙ୍କର ପାପନାଶିନୀ ଝରଣା ଉଛୁଳି ପଡିଥିଲା ା ଆଜି ଥିଲା ଶ୍ରାବଣ ମାସର ଶେଷ ସୋମବାର ା ସେଥିପାଇଁ ହରିଶଙ୍କରରେ ପ୍ରବଳ ଭିଡ଼ ଲାଗିଥିଲା ା...
୯ ଜିଲାରେ ପ୍ରବଳ ବର୍ଷା, ୩ ଦିନ ଯାଏ ଜାରି ରହିବ
ଭୁବନେଶ୍ୱର, ୧୨।୮(ବ୍ୟୁରୋ): ଆସନ୍ତା ୩ ଦିନ ଯାଏ ରାଜ୍ୟରେ ବର୍ଷା ଜାରି ରହିବ। ଉତ୍ତର ପୂର୍ବ ଓ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଏହାର...
ସିବିଏସ୍ଇ ବୋର୍ଡ ପରୀକ୍ଷା ଫି ବୃଦ୍ଧି ପ୍ରସଙ୍ଗ: ଓଡ଼ିଶା ଅଭିଭାବକ ମହାସଂଘ ପକ୍ଷରୁ ବିରୋଧ
ଭୁବନେଶ୍ୱର, ୧୨।୮(ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍ଇ) ଦଶମ ଓ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ଫି ବୃଦ୍ଧି କରିଛନ୍ତି। ହଠାତ୍ ଏପରି ପରୀକ୍ଷା ଫି ବୃଦ୍ଧିକୁ ଓଡ଼ିଶା ଅଭିଭାବକ ମହାସଂଘ ସୋମବାର ବିରୋଧ କରିବା ସହ ମୁଖ୍ୟମନ୍ତ୍ରୀ...
ବଢ଼ୁଛି ହୀରାକୁଦ ଜଳସ୍ତର
ଭୁବନେଶ୍ୱର, ୧୨।୮(ବ୍ୟୁରୋ): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ଆଉ ଏକ ଲଘୁଚାପ ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି। ଲଗାଣ ବର୍ଷା କାରଣରୁ ହୀରାକୁଦ ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଉଛି। ଡ୍ୟାମ୍ର ଜଳଧାରଣ କ୍ଷମତା...
କନ୍ଧମାଳରେ ପ୍ରବଳରୁ ଅତିପ୍ରବଳ ବର୍ଷା: ଧୋଇଗଲା ଡାଇଭର୍ସନ, ଦାରିଙ୍ଗବାଡ଼ି-ଭବାନୀପାଟଣା-ତୁମୁଡ଼ିବନ୍ଧ ଯାତାୟାତ ଠପ୍
ଦାରିଙ୍ଗବାଡ଼ି/କୋଟଗଡ଼,୧୨।୮(ଡି.ଏନ୍.ଏ.): କନ୍ଧମାଳ ଜିଲାରେ ରବିବାର ସନ୍ଧ୍ୟାରୁ ପ୍ରବଳରୁ ଅତିପ୍ରବଳ ବର୍ଷା ହେଉଛି । ଫଳରେ ଜିଲାର ବିଭିନ୍ନ ଅଞ୍ଚଳ ଜଳମଗ୍ନ ସହ ରାସ୍ତା ଧୋଇଯିବା କାରଣରୁ ଯାତାୟାତରେ ସମସ୍ୟା ଦେଖାଯାଇଛି । ଦାରିଙ୍ଗବାଡ଼ିଠାରୁ ବାଲିଗୁଡ଼ା, ତୁମୁଡ଼ିବନ୍ଧ, ଭବାନୀପାଟଣା, ରାଇପୁର ଆଦିକୁ...
ନନ୍ଦନକାନନରେ ବାଘୁଣୀର ମୃତ୍ୟୁ
ଭୁବନେଶ୍ୱର, ୧୨।୮(ବ୍ୟୁରୋ): ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ସୋମବାର ଏକ ବାଘୁଣୀର ମୃତ୍ୟୁ ହୋଇଛି। ‘ପ୍ରିୟଙ୍କା’ ନାମ୍ନୀ ଏହି ବାଘୁଣୀର ବୟସ ୧୯ ବର୍ଷ ୫ ମାସ ହେବ। ବୟସାଧିକ ଯୋଗୁ ବାଘୁଣୀର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଗତ ୨ ବର୍ଷ...
୧୫ ଜିଲାକୁ ବଜ୍ରପାତ ସତର୍କତା
ଭୁବନେଶ୍ୱର, ୧୨।୮(ବ୍ୟୁରୋ): ସୋମବାର ରାଜ୍ୟର ଅନେକ ଜିଲାରେ ବର୍ଷା ଓ ବଜ୍ରପାତର ଆଶଙ୍କା ରହିଛି। ଏଥିପାଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଅପରାହ୍ନ ସାଢ଼େ ଗୋଟାଏ ପର୍ଯ୍ୟନ୍ତ ସତର୍କ ରହିବାକୁ ୧୫ଟି ଜାଲାବାସୀଙ୍କୁ...
Archives


