ଭାଗୀଦାରିରେ ଲୋକଙ୍କୁ ମିଳି ପାରିବ ନ୍ୟାୟୋଚିତ ସେବା
ଜଳେଶ୍ୱର,୧୨।୧୧(ଡି.ଏନ.ଏ.)-ପ୍ରଶାସନ ଓ ଲୋକ ପ୍ରତିନିଧିଙ୍କ ଭାଗୀଦାରିରେ ସମସ୍ତ ଉନ୍ନୟନ କାର୍ଯ୍ୟ ସୂଚାରୁ ରୂପେ ହୋଇପାରିବ ବୋଲି କେନ୍ଦ୍ର ଅଣୁ, କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ, ମତ୍ସ୍ୟ, ପ୍ରାଣୀବିକାଶ ଏବଂ ଗୋପାଳନ ରାଷ୍ଟ୍ରମନ୍ତ୍ରୀ ତଥା ବାଲେଶ୍ୱର ଏମ୍ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ କହିଛନ୍ତି।…
ସଂକଟରେ କାଠ ଶିଳ୍ପ: ଚିନ୍ତାରେ ଶ୍ରମିକ ପରିବାର
ବାଲେଶ୍ୱର ଅଫିସ,୧୨।୧୧- ବାଲେଶ୍ୱର ଜିଲାର କାଠ ଶିଳ୍ପ ସହିତ ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବରେ ଜଡ଼ିତ ଥିବା ବିଭିନ୍ନ ବର୍ଗର ୧୨ଶହରୁ ଊର୍ଦ୍ଧ୍ୱ ଶ୍ରମିକ ପରିବାର କାମଧନ୍ଦା ହରାଇ ସଙ୍କଟରେ ପଡ଼ିଛନ୍ତି। ରୋଜଗାର ନ ଥିବାରୁ ଆର୍ଥିକ ଦୁତ୍ଃସ୍ଥିତି ମଧ୍ୟରେ ସେମାନେ…
ଆମ୍ବୁଲାନ୍ସ ଧକ୍କାରେ ଜଣେ ମୃତ
ଠାକୁରମୁଣ୍ଡା,୧୨ା୧୧(ଡି.ଏନ୍.ଏ.)- ମୟୂରଭଞ୍ଜ ଜିଲା ମହୁଲଡ଼ିହା ଥାନା ଅନ୍ତର୍ଗତ ଠାକୁରମୁଣ୍ଡା-ଆନନ୍ଦପୁର ରାସ୍ତାର ଘୁଳୁଘୁଳିଆ ଶାଳନ୍ଦୀ ସେତୁ ନିକଟରେ ସୋମବାର ସାରେ ଏକ ଆମ୍ବୁଲାନ୍ସ ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଉଛନ୍ତି ସାତକୋଶିଆ ପଞ୍ଚାୟତ ଅନ୍ତର୍ଗତ ଘୁଳୁଘୁଳିଆ ଗ୍ରାମର ଦାଶରଥୀ…
ଅନ୍ଧାରରେ ବାସୁଦେବପୁର, ଧାମରା ଅଞ୍ଚଳ
ଭଦ୍ରକ ଅଫିସ/ପଦ୍ମପୁର, ୧୨।୧୧ (ଡି.ଏନ.ଏ.)- ବାତ୍ୟା ‘ବୁଲ୍ବୁଲ୍’ ପ୍ରଭାବରେ ଭଦ୍ରକ ଜିଲାର ଚାନ୍ଦବାଲି, ଧାମରା ଓ ବାସୁଦେବପୁର ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ଚାଷଜମିରେ ପାଚିଲା ଧାନ ପାଣିରେ ବୁଡ଼ିଛି। ବହୁ ଘର, ଗଛ ଓ ବିଦ୍ୟୁତ୍ ଖୁଣ୍ଟ ଭାଙ୍ଗି ପଡ଼ିଛି।…
ଲାବଣ୍ୟଦେଈପୁର ଓ ଶରତ ପଞ୍ଚାୟତବାସୀଙ୍କ ବିକ୍ଷୋଭ
କପ୍ତିପଦା,୧୨ା୧୧(ଡି.ଏନ.ଏ)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍ ଅଧୀନ ଶରତ ଓ ଲାବଣ୍ୟଦେଈପୁର ପଞ୍ଚାୟତବାସୀ ବିଭିନ୍ନ ଦାବି ନେଇ ସୋମବାର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଲାବଣ୍ୟଦେଈପୁର ପଞ୍ଚାୟତ ଅଧୀନରେ ଥିବା ଆଦିବାସୀ ଅଧ୍ୟୁଷିତ ଧନଚତୁରୀ, ହୁଡିସାହି, କଟୁରିଆ, ଶାଣଦେଇ,…
ଚାଷୀଙ୍କୁ କ୍ଷତିପୂରଣ ନେଇ ଦାବିପତ୍ର
ବଡ଼ସାହି,୧୨ା୧୧(ସ୍ବ.ପ୍ର)- ବୁଲ୍ବୁଲ୍ ବାତ୍ୟା ଯୋଗୁ ବଡ଼ସାହି ବ୍ଲକ ଅଞ୍ଚଳରେ କ୍ଷୟକ୍ଷତି ହୋଇଥିବା ଚାଷୀଙ୍କ ଧାନ ଓ ପରିବା ଚାଷର ଆକଳନ କରି କ୍ଷତିପୂରଣ ପ୍ରଦାନ ପାଇଁ ଦାବି ହୋଇଛି। ପୂର୍ବତନ ବିଧାୟକ ଗଣେଶ୍ୱର ପାତ୍ରଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ଜିଲାପାଳଙ୍କ…
ବାଲିଯାତ୍ରା ମହୋତ୍ସବ ଉଦ୍ଘାଟିତ : ଗଣପର୍ବରେ ପରଣିତ ହୋଇଛି କଳିଙ୍ଗ ବାଲିଯାତ୍ରା
ପାରାଦୀପ,୧୨ା୧୧(ସ୍ବ.ପ୍ର.): ପାରାଦୀପ ସମୁଦ୍ର ବେଳାଭୂମି ବିଜୁ ମଇଦାନଠାରେ ସୋମବାର ସନ୍ଧ୍ୟାରେ କଳିଙ୍ଗ ବାଲିଯାତ୍ରା ମହୋତ୍ସବ ଉଦ୍ଘାଟିତ ହୋଇଯାଇଛି। ମୁଖ୍ୟ ଅତିଥିଭାବେ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା ଯୋଗଦେଇ ଉତ୍ସବକୁ ଉଦ୍ଘାଟନ କରିଥିଲେ। ଏହି ଅବସରରେ ସେ କହିଥିଲେ, ଉତ୍କଳୀୟ ନୌବାଣିଜ୍ୟ ପରମ୍ପରା…
ବାଲି ବୋଝେଇ ଟ୍ରକ ଧକ୍କାରେ କଲେଜ ଛାତ୍ରୀଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ରାସ୍ତାରୋକୋ
ପୁରୁଷୋତ୍ତମପୁର, ୧୨ା୧୧(ଡି.ଏନ୍.ଏ.) -ବ୍ରହ୍ମପୁର ପୁରୁଷୋତ୍ତମପୁର ମୁଖ୍ୟରାସ୍ତାର ରଣଝାଲି ନିକଟସ୍ଥ ଋଷିକୁଲ୍ୟା ନଦୀ ବ୍ରିଜ ଉପରେ ସୋମବାର ବାଲିବୋଝେଇ ଟ୍ରକ ଧକ୍କାରେ ଜଣେ କଲେଜ ଛାତ୍ରୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ରଣଝାଲି ଗଁାର କେ.ଭାଗିରଥି ଦୋରାଙ୍କ ଝିଅ କେ.ତୃପ୍ତି। ପୋଲିସ ନଂ.…
ସରୁନି ଓଡିଆର୍ପି ଡ୍ରେନ୍, ରାସ୍ତା କାର୍ଯ୍ୟ ବିପଦସଙ୍କୁଳ ପ୍ରେମନଗର ମୁଖ୍ୟରାସ୍ତା
ବ୍ରହ୍ମପୁର ଅଫିସ,୧୨ା୧୧-ବ୍ରହ୍ମପୁର ସହରକୁ ସବୁଜ, ସୁନ୍ଦର ସହ ସ୍ମାର୍ଟ ସିଟିରେ ପରିଣତ କରିବାକୁ ନେଇ ବ୍ରହ୍ମପୁର ମହାନଗର ନିଗମ ପକ୍ଷରୁ ବହୁ ପଦକ୍ଷେପ ଗ୍ରହଣ କରାଯାଉଛି ା ରାସ୍ତା, ଡ୍ରେନ୍ ମରାମତି ଦିଗରେ ଅବହେଳା କରାଯାଉଥିବା ଅଭିଯୋଗ ହୋଇଛି ା ବିଶେଷ…
ରାଜଧାନୀ ରାସ୍ତା ମରଣଯନ୍ତା: ଓଏଚ୍ଆର୍ସିରେ ପିଟିଶନ
ଭୁବନେଶ୍ୱର, ୧୨ା୧୧(ବ୍ୟୁରୋ) ରାଜଧାନୀର ଅନେକ ରାସ୍ତା ଏବେ ମରଣାଯନ୍ତା ପାଲଟିଛି। ସାମାନ୍ୟ ବର୍ଷା ହେଲେ ଆବର୍ଜନା ପାଣି ଜମି ରହୁଛି। ସେହିଭଳି ରାସ୍ତା ପାର୍ଶ୍ୱରେ ବେଆଇ ପାର୍କିଂ ହେଉଥିବାରୁ ସହରବାସୀ ହଟହଟା ହେବା ସହ ଦୁର୍ଘଟଣାର ଶିକାର ହେଉଛନ୍ତି। ଏ ନେଇ…
ରାଜଧାନୀରେ ବାଲିଯାତ୍ରା ପାଇଁ ଟ୍ରାଫିକ କଟକଣା
ଭୁବନେଶ୍ୱର, ୧୨ା୧୧(ବ୍ୟୁରୋ) ମଞ୍ଚେଶ୍ୱର ଥାନା ଅଧୀନ ଜରିପାଟଣା ଗ୍ରାମ ପାର୍ଶ୍ୱରେ ଥିବା କୁଆଖାଇ ନଦୀପଠାରେ ମଙ୍ଗଳବାରଠାରୁ ଆସନ୍ତା ୨୦ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର ବାଲିଯାତ୍ରା ଅନୁଷ୍ଠିତ ହେବ। ଏନେଇ ଅପରାହ୍ନ ୩ଟାରୁ ରାତି ୧୧ଟା ପର୍ଯ୍ୟନ୍ତ ଟ୍ରାଫିକ୍ ନିୟନ୍ତ୍ରଣ ଓ ସର୍ବସାଧାରଣଙ୍କ ଯାତାୟାତ…
୩ ବଖରା ଜଳିଗଲା, ୪ ଛେଳି ଦଗ୍ଧ
ଦିଗପହଣ୍ଡି,୧୨ା୧୧(ଡି.ଏନ.ଏ.): ଦିଗପହଣ୍ଡି ବ୍ଲକ ଗଡ ସାମନ୍ତରାପୁର ଗଁାରେ ସୋମବାର ଅପରାହ୍ନ ସାଢ଼େ ୩ ଟାରେ ଅଗ୍ନିକାଣ୍ଡ ଘଟି କ୍ରିଷ୍ଣା ପାତ୍ର ଓ ନାଇନା ଗୌଡଙ୍କ ୩ ବଖରା ଜଳିଯାଇଛି। ଅଗ୍ନିକାଣ୍ଡରେ ୪ ଛେଳି ଜୀବନ୍ତ ଦଗ୍ଧ ହୋଇଥିବା ଜଣାପଡିଛି। ଦିଗପହଣ୍ଡି ଅଗ୍ନିିଶମ…
Archives


