ରାଜ୍ୟ

ଧବଳେଶ୍ୱର ପୀଠରେ ୬୦ ହଜାରରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁଙ୍କ ଭିଡ଼

ଖୁଣ୍ଟୁଣୀ,୧୦।୧୧(ଡି.ଏନ୍‌.ଏ.): ବଡ଼ଓଷା ଉପଲକ୍ଷେ ପ୍ରସିଦ୍ଧ ଶୈବପୀଠ ଧବଳେଶ୍ୱରଙ୍କଠାରେ ରବିବାର ୬୦ ହଜାରରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁଙ୍କ ଭିଡ଼ ପରିଲକ୍ଷିତ ହୋଇଛି। ଆଜି ପ୍ରତ୍ୟୁଷରେ ଠାକୁରଙ୍କ ପହଡ଼ ଖୋଲିବା ପରେ ମଙ୍ଗଳ ଆଳତି ଓ ପରେ ସ୍ନାନ ନୀତି ଏବଂ ବଡ଼ସିଂହାର ବେଶ ଅନୁଷ୍ଠିତ…

ମୁନିଗୁଡ଼ା ଅଞ୍ଚଳରେ ମାଓବାଦୀ ପୋଷ୍ଟର, ବ୍ୟାନର: ଲୋକେ ଭୟଭୀତ

ମୁନିଗୁଡା,୧୦।୧୧(ଡି.ଏନ୍‌.ଏ.): ରାୟଗଡା ଜିଲା ମୁନିଗୁଡା ବ୍ଲକ ତଥା ଅମ୍ବାଦଳା ଥାନା ଅନ୍ତର୍ଗତ ବିଜାବଣ୍ଡଳି ଗ୍ରାମ ଛକ ନିକଟରେ ରବିବାର ମାଓବାଦୀ ବ୍ୟାନର ଓ ପୋଷ୍ଟର ଲାଗିଥିବା ଦେଖାଯାଇଛି। ଉକ୍ତ ବ୍ୟାନର ଓ ପୋଷ୍ଟରଟି ବଂଶଧାର ଘୁମୁସୁରା ନାଗାବଳି ଡିଭିଜନ କମିଟି ସିପିଆଇ(ମାଓବାଦୀ…

ଶିଶୁ ମୃତ୍ୟୁକୁ ନେଇ ଏସ୍‌ସିବି ମେଡିକାଲରେ ଉତ୍ତେଜନା

କଟକ ଅଫିସ,୧୦।୧୧: ଶିଶୁ ମୃତ୍ୟୁକୁ ନେଇ ଏସ୍‌ସିବି ମେଡିକାଲରେ ରବିବାର ଉତ୍ତେଜନା ପ୍ରକାଶ ପାଇଛି। ସିଡିଏ ୬ ନଂ ଅଞ୍ଚଳର ଜଣେ ୩ ବର୍ଷର ଶିଶୁ ତାଜାରୁ ଖସି ପଡି ଆହତ ହୋଇ ଏସ୍‌ସିବି କାଜୁଆଲଟିକୁ ଶନିବାର ରାତିରେ ଆସିଥିଲେ। କାଜୁଆଲଟି…

ଇସ୍ପାତ ଉତ୍ପାଦନ ପାଇଁ ପୂର୍ବ ଭାରତ ଆମର ପ୍ରାଥମିକତା: ଧର୍ମେନ୍ଦ୍ର

ଭୁବନେଶ୍ୱର,୧୦।୧୧(ବ୍ୟୁରୋ): ପୂର୍ବ ଭାରତରେ ଅଧିକ ଇସ୍ପାତ ଉତ୍ପାଦନ ହେଉଥିବା କାରଣରୁ ଏହି ଅଞ୍ଚଳକୁ ଅଧିକ ପ୍ରାଧାନ୍ୟ ଦିଆଯାଇଛି। ଭାରତର ବିଭିନ୍ନ ଅଞ୍ଚଳରୁ ଉତ୍ପାଦିତ ହେଉଥିବା ଇସ୍ପାତ ପରିମାଣ ତୁଳନାରେ ଅଧିକ ଭାଗ ପୂର୍ବଭାରତରେ ରହିଥାଏ। ଆନ୍ଧ୍ରପ୍ରଦେଶ ଗସ୍ତରେ ଥିବା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର…

କାର୍‌ରେ ଯୁବତୀଙ୍କୁ ଗଣବଳାତ୍କାର ମାମଲା: ମିଳିଲା ମେଡିକାଲ ରିପୋର୍ଟ, କେବେ ହଟିବ ପର୍ଦ୍ଦା

ଭୁବନେଶ୍ୱର, ୧୦।୧୧(ବ୍ୟୁରୋ): ଚଳନ୍ତା କାର୍‌ରେ ଯୁବତୀଙ୍କୁ ଗଣବଳାତ୍କାର ଘଟଣାର ଏକ ନୂଆ ମୋଡ଼ ସାମ୍ନାକୁ ଆସିଛି। ଇତିମଧ୍ୟରେ ଯୁବତୀଙ୍କ ମେଡିକାଲ ରିପୋର୍ଟ ପୋଲିସକୁ ହସ୍ତଗତ ହୋଇଛି। ବଳାକତ୍ାର କରାଯାଇ ନ ଥିବା ନେଇ ସେଥିରେ ଉଲ୍ଲେଖ ରହିଥିବା ବିଶ୍ୱସ୍ତ ସୂତ୍ରରୁ ଖବର…

ସ୍ବଚ୍ଛ ସର୍ବେକ୍ଷଣ-୨୦୨୦ ପାଇଁ ବିଏମ୍‌ସିର ତତ୍ପରତା: ଶିଶୁ ଦିବସରୁ ଗଡ଼ିବ ସ୍ବଚ୍ଛତା ରଥ

ଭୁବନେଶ୍ୱର, ୧୦।୧୧: ଆଗକୁ ରହିଛି ସ୍ବଚ୍ଛ ସର୍ବେକ୍ଷଣ-୨୦୨୦। ସ୍ବାର୍ଟସିଟି ଭୁବନେଶ୍ୱର କିପରି ଚଳିତଥର ଭଲ ପ୍ରଦର୍ଶନ କରିବ ସେନେଇ ପ୍ରସ୍ତୁତି ଜୋର୍‌ଦାର ହୋଇଛି। କିଛିଦିନ ହେବ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଏନେଇ ବହୁ ଯୋଜନା କାର୍ଯ୍ୟକାରୀ କରୁଛି। ‘ମୁଁ ସଫେଇବାଲା’…

ବାତ୍ୟା କ୍ଷତିଗ୍ରସ୍ତ ଅଞ୍ଚଳରେ ଅଗ୍ନିଶମ, ଓଡ୍ରାଫ ଟିମ୍‌: ଉଦ୍ଧାର କାର୍ଯ୍ୟକୁ ପ୍ରଶଂସା କଲେ ଅଗ୍ନିଶମ ଡିଜି

ଭୁବନେଶ୍ୱର, ୧୦।୧୧(ବ୍ୟୁରୋ): ବାତ୍ୟା ‘ବୁଲ୍‌ବୁଲ୍‌’ ପ୍ରଭାବରେ ଓଡ଼ିଶାର ଉପକୂଳବର୍ତ୍ତୀ ଜିଲାରେ ବ୍ୟାପକ କ୍ଷତି ଘଟିଛି। କେନ୍ଦ୍ରାପଡ଼ା, ବାଲେଶ୍ୱର ଓ ଭଦ୍ରକ ଜିଲାରେ ଗଛ ଓ ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ପଡ଼ିଥିବାବେଳେ ବ୍ୟାପକ ଘର ଭାଙ୍ଗିଛି। ବିଶେଷକରି ଗଛ ଓ ବିଦ୍ୟୁତ୍‌ ଖୁଣ୍ଟ…

୫-ଟି ପ୍ରଭାବ: ଦେଢବର୍ଷ ପରେ ନିଯୁକ୍ତି ପାଇଁ ପରୀକ୍ଷା; ୨୪ ଘଣ୍ଟାରେ ବାହାରିଲା ପରୀକ୍ଷାଫଳ

ଭୁବନେଶ୍ୱର, ୧୦।୧୧(ବ୍ୟୁରୋ): ପଞ୍ଚାୟତିରାଜ ବିଭାଗ ଅଧୀନରେ କାର୍ଯ୍ୟ କରୁଥିବା ଓଡ଼ିଶା ଲାଇଭ୍‌ଲି ହୁଡ୍‌ ମିଶନ (ଓଏଲ୍‌ଏମ୍‌) ପାଇଁ ଜିଲା ଓ ବ୍ଲକ୍‌ ସ୍ତରୀୟ ସହାୟକ ପଦବୀ ପାଇଁ ଲିଖିତ ପରୀକ୍ଷା ଅନୁଷ୍ଠିତ ହୋଇଯାଇଛି। ଗତ ୧୮ ମାସ ହେବ ବନ୍ଦ ଥିବା…

ଭିନ୍ନ ମୋଡ ନେଲା ରାଜା ଧରଣୀଧର ସ୍କୁଲ ଛାତ୍ର ମୃତ୍ୟୁ ଘଟଣା: ଶିକ୍ଷକଙ୍କ ନିର୍ଯାତନା ସହି ନ ପାରି ମୃତ୍ୟୁ ଅଭିଯୋଗ

ବଣାଇ,୧୦।୧୧(ସ୍ବ.ପ୍ର.): ସୁନ୍ଦରଗଡ଼ ଜିଲା ବଣାଇ ରାଜା ଧରଣୀଧର ଉଚ୍ଚବିଦ୍ୟାଳୟର ଦଶମ ଶ୍ରେଣୀ ଛାତ୍ର ମୁରଲୀଧର ଭୂମିଜ(୧୫)ଙ୍କ ମୃତ୍ୟୁ ଘଟଣା ଭିନ୍ନ ମୋଡ଼ ନେଇଛି। ଶିକ୍ଷକ ନିର୍ଯାତନା ସହି ନ ପାରି ତାଙ୍କ ମୃତ୍ୟୁ ଘଟିଥିବା ଶୁକ୍ରବାର ସନ୍ଧ୍ୟାରେ ବଣାଇ ଥାନାରେ ପରିବାର…

ଧରିତ୍ରୀ ପ୍ରଭାବ: ନିରୀହ ଲୋକଙ୍କୁ ପୋଲିସର ମାଡ଼ ଘଟଣାରେ କ୍ଷତିପୂରଣ ଲାଗି ଏନ୍‌ଏଚ୍‌ଆର୍‌ସିର ନିର୍ଦ୍ଦେଶ

ପୁରୁଷୋତ୍ତମପୁର, ୧୦।୧୧ (ଡି.ଏନ.ଏ.): ଜାତୀୟ ମାନବାଧିକାର କମିଶନ ପୋଲିସ ମାଡରେ ଆହତ ୭ ଜଣଙ୍କୁ ୨୫ହଜାର ଲେଖାଏ କ୍ଷତିପୂରଣ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। କ୍ଷତିପୂରଣ ପାଇବାକୁ ଥିବା ବ୍ୟକ୍ତିହେଲେ କୁମାରୀର ଅଧିକାରୀ ବେହେରା, ପୁରୁଷୋତ୍ତମପୁର ମେନ୍‌ରୋଡ୍‌ର ଗଣପତି ସାହୁ, ମହେଶ୍ୱର ମହାନ୍ତି,…

ଗଞ୍ଜାମ ଜିଲା ଚିଠି: ପଛକୁ ଦେଖ

ଗତ ଏକ ବର୍ଷ ହେଲା ବ୍ରହ୍ମପୁର ମହାନଗର ନିଗମ(ବିଏମ୍‌ସି)ରେ ଅମଲାତନ୍ତ୍ର ଶାସନ ଚାଲିଛି। ୨୦୧୮ ସେପ୍ଟେମ୍ବର ୩୦ରେ ରାଜ୍ୟବ୍ୟାପୀ ସମସ୍ତ ପୌରସଂସ୍ଥାକୁ ରାଜ୍ୟ ସରକାର ଭାଙ୍ଗିଦେଇଥିଲେ ମଧ୍ୟ ଏଯାଏଁ ନିର୍ବାଚନ କରାଇନାହାନ୍ତି। ସୁତରାଂ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଏବେ…

ଭବାନୀପାଟଣା ହାତୀଦାନ୍ତ ଓ ବାଘଛାଲ ଜବତ ଘଟଣା: ଆଉ ଜଣଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର, ୧୦।୧୧(ବ୍ୟୁରୋ): ଭବାନୀପାଟଣା ହାତୀଦାନ୍ତ ଓ ବାଘଛାଲ ଜବତ ଘଟଣାରେ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଶନିବାର ଆଉ ଜଣେ ଶିକାରୀଙ୍କୁ ଗିରଫ କରିଛି। ସେ ହେଉଛନ୍ତି ଭାସ୍କର ନାୟକ। ଏସ୍‌ଟିଏଫ୍‌ ଟିମ୍‌ ଶୁକ୍ରବାର କଳାହାଣ୍ଡି-ରାୟଗଡ଼ା ସୀମାରେ ଚଢ଼ାଉ କରି ଲାଞ୍ଜିଘର ଅଞ୍ଚଳରୁ ଭାସ୍କରଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri