ରାଜ୍ୟ

ଆୟୋଗ ବିରୋଧରେ ଅପପ୍ରଚାରକୁ ଓପିଏସ୍‌ସିର ଖଣ୍ଡନ: -ଅପପ୍ରଚାର କଲେ ପରବର୍ତ୍ତୀ ପରୀକ୍ଷାରୁ ବଞ୍ଚିତ ହେବେ

ଭୁବନେଶ୍ୱର,୮।୮(ବ୍ୟୁରୋ)- ଓଡିଶା ସିଭିଲ୍‌ ସର୍ଭିସ୍‌-୨୦୧୫ ଏବଂ ସହକାରୀ ଉପବିଭାଗ ଅଧିକାରୀ-୨୦୧୮(ଏ.ଏସ୍‌.ଓ) ପରୀକ୍ଷାରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଥିଲା। ହେଲେ ଓଡ଼ିଶା ଲୋକସେବା ଆୟୋଗ ପକ୍ଷରୁ ଗୁରୁବାର ଏହାକୁ ଖଣ୍ଡନ କରାଯାଇଛି। ଆୟୋଗ ପକ୍ଷରୁ କୁହାଯାଇଛି ଯେ, କେତେକ ପ୍ରାର୍ଥୀ ଗଣମାଧ୍ୟମ...

ପେଣ୍ଠକଟାର ସ୍ବଚ୍ଛତା ଉପରେ ଜିଲାପାଳଙ୍କ ଗୁରୁତ୍ୱ

ପୁରୀ ଅଫିସ, ୮ା୮:  ବାତ୍ୟା ଫନୀରେ ପୁରୀ ସହରସ୍ଥ ବସ୍ତିଗୁଡ଼ିକ ମଧ୍ୟରୁ ସମୁଦ୍ର ଉପକୂଳ ପେଣ୍ଠକଟା ବସ୍ତି ଅଧିକ କ୍ଷତିଗ୍ରସ୍ତ ହୋଇଥିଲା। ଏଠାରେ ବ୍ୟାପକ ସଂଖ୍ୟାରେ ଘର ଭାଙ୍ଗିଥିଲା। ତେଣୁ ଏହି ଅଞ୍ଚଳର ସ୍ବଚ୍ଛତା ଓ ପରିମଳ ଉପରେ ଗୁରୁତ୍ୱ...

କାର୍ଯ୍ୟକ୍ଷମ ହେବ ଜୟପୁର ‘ସେବା ପେପର ମିଲ୍‌’: ମିଳିବ ସରକାରୀ ସହାୟତା

ଭୁବନେଶ୍ୱର,୮।୮(ବ୍ୟୁରୋ)- କୋରାପୁଟ ଜିଲାର ଜୟପୁର ନିକଟସ୍ଥ ସେବା ପେପର ମିଲ୍‌କୁ କାର୍ଯ୍ୟକ୍ଷମ କରାଯିବ। ଏ ନେଇ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଗୁରୁବାର ସଚିବାଳୟରେ ଅନୁଷ୍ଠିତ ହୋଇଯାଇଛି। ଶିଳ୍ପ ଓ ଏମ୍‌ଏସ୍‌ଏମ୍‌ଇ ଏବଂ ଗୃହ ବିଭାଗୀୟ ମନ୍ତ୍ରୀ କ୍ୟାପ୍‌ଟେନ ଦିବ୍ୟଶଙ୍କର...

୬ ଶିଶୁ ଶ୍ରମିକ ଉଦ୍ଧାର

ବାଲିଆପାଳ, ୮।୮(ସ୍ବ.ପ୍ର.)-ବାଲିଆପାଳ ବ୍ଲକ ବାଲିଆପାଳ ବଜାର ଏବଂ କାଳିପଦା ଅଞ୍ଚଳରେ ଚାଇଲ୍ଡଲାଇନ ଏବଂ ଶ୍ରମ ବିଭାଗ ପକ୍ଷରୁ ଗୁରୁବାର ମିଳିତ ଭାବେ ବିଭିନ୍ନ ଦୋକାନ ଉପରେ ଚଢ଼ାଉ କରାଯାଇ ୬ଜଣ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କରାଯାଇଛି। ଜିଲା ଶ୍ରମ ଅଧିକାରୀ...

ଜୟପୁରରେ ପ୍ରତିଷ୍ଠା ହେବ ସ୍ବତନ୍ତ୍ର ଜେଲ

ଜୟପୁର,୮ା୮(ଡି.ଏନ୍‌.ଏ.): କୋରାପୁଟ ଜିଲା ଜୟପୁରରେ ସ୍ବତନ୍ତ୍ର ଜେଲ ପ୍ରତିଷ୍ଠା ଦାବି ଦୀର୍ଘଦିନରୁ ହୋଇଆସୁଛି। ଏଥିପାଇଁ ଜେଲ ଏଡିଜି ମହେନ୍ଦ୍ର ପ୍ରତାପ ଗତ ୫ ତାରିଖରେ ଜେଲ୍‌ ପ୍ରତିଷ୍ଠା ଲାଗି ସହରାଞ୍ଚଳ କିମ୍ବା ଏହାର ଆଖପାଖରେ ୨୦ ଏକର ଜମି ଯୋଗାଇଦେବା...

ଜାତୀୟ କୃମି ଦିବସ: କୃମି ଔଷଧ ଖାଇ ୨୬ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଅସୁସ୍ଥ

ଛେଣ୍ଡିପଦା, ୮।୮(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ବାଲିପଟା ରଥସାହି ପ୍ରାଥମିକ ବିଦ୍ୟାଳୟରେ କୃମି ଔଷଧ ଖାଇ ଗୁରୁବାର ୨୬ରୁ ଊଦ୍ଧର୍‌ବ ଛାତ୍ରୀଛାତ୍ର ଅସୁସ୍ଥ ହୋଇପଡ଼ିଛନ୍ତି। ପ୍ରକାଶ ଯେ, ଛେଣ୍ଡିପଦାର ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କୁ ମାଗଣାରେ...

ଲୋକାୟୁକ୍ତ ସଦସ୍ୟଭାବେ ଦାୟିତ୍ୱ ନେଲେ ରାଜେନ୍ଦ୍ର ଶର୍ମା

ଭୁବନେଶ୍ୱର, ୮।୮(ବ୍ୟୁରୋ): ନୂଆ ଦାୟିତ୍ୱ ଗ୍ରହଣ କଲେ ବିଦାୟୀ ଡିଜିପି ରାଜେନ୍ଦ୍ର ପ୍ରସାଦ ଶର୍ମା। ଲୋକାୟୁକ୍ତ ସଦସ୍ୟ ଭାବେ ସେ ଗୁରୁବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବାହ୍ନରେ ଡିଜିପି ଦାୟିତ୍ୱ ହସ୍ତାନ୍ତର କରିଥିଲେ ରାଜେନ୍ଦ୍ର ପ୍ରସାଦ।

୧୨ କୋଟି ଜିଏସ୍‌ଟି ଠକି ବ୍ୟବସାୟୀ ଗିରଫ

କଟକ ଅଫିସ, ୮।୮: ଜିଏସ୍‌ଟି ଠକେଇ ମାମଲାରେ ବଲାଙ୍ଗୀରର ଜଣେ ବ୍ୟବସାୟୀଙ୍କୁ ଗୁରୁବାର ଗିରଫ କରାଯାଇଛି। ସେ ହେଲେ ଟିଟଲାଗଡ଼ର ତୀର୍ଥଙ୍କର ପଟେଲ। ତୀର୍ଥଙ୍କର ୧୨ କୋଟି ୮୪ ଲକ୍ଷ ଟଙ୍କା ଠକେଇ କରିଥିବା ଜଣାପଡ଼ିଛି। ରାଜ୍ୟ ଜିଏସ୍‌ଟି କମିଶନଙ୍କ...

ଉପବାଚସ୍ପତି ରଜନୀକାନ୍ତ ସିଂହ ଆହତ

ଭୁବନେଶ୍ୱର, ୮।୮(ବ୍ୟୁରୋ): ଓଡ଼ିଶା ବିଧାନସଭାର ଉପବାଚସ୍ପତି ରଜନୀକାନ୍ତ ସିଂହ ଗୁରୁବାର ଆହତ ହୋଇଛନ୍ତି। ଝୁଣ୍ଟିପଡ଼ିବାରୁ ତାଙ୍କ ଆଣ୍ଠୁରେ ଗୁରୁତର ଆଘାତ ଲାଗିଥିବା ସୂଚନା ମିଳିଛି।

ପୋଲିସ ଡିଜି ଭାବେ ଦାୟିତ୍ୱ ଗ୍ରହଣକଲେ ବି.କେ. ଶର୍ମା

ଭୁବନେଶ୍ୱର, ୮।୮(ବ୍ୟୁରୋ): ବରିଷ୍ଠ ଆଇପିଏସ୍‌ ଅଧିକାରୀ ବିଜୟ କୁମାର ଶର୍ମା ଗୁରୁବାର ପୋଲିସ ଡିଜି ଭାବେ ଅତିରିକ୍ତ ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ଡିଜିପି ଥିବା ଡା. ରାଜେନ୍ଦ୍ର ପ୍ରଶାଦ ଶର୍ମା ଲୋକାୟୁକ୍ତ ସଦସ୍ୟ ଭାବେ ମନୋନୀତ ହେବା ପରେ...

ଅଲୋଡା ଶିଶୁକନ୍ୟା: ଅନ୍ଧାର ରାତିରେ ଚାଳିଆରୁ ଉଦ୍ଧାର ହେଲା ନବଜାତକ

ସଜନାଗଡ଼, ୮।୮(ଡି.ଏନ.ଏ.)-ଶିଶୁ କନ୍ୟା ପ୍ରତି ଘୃଣା ଭାବ ପୋଷଣ ନ କରିବା ପାଇଁ ବିଭିନ୍ନ ପ୍ରକାର ସଚେତନତା କାର୍ଯ୍ୟକ୍ରମ କରାଯାଉଥିଲେ ମଧ୍ୟ ତାହା ସମ୍ପୂର୍ଣ୍ଣ ସଫଳ ହୋଇପାରିନି। ଏବେ ବି ଶିଶୁକନ୍ୟାକୁ ଅଲୋଡା ଭାବି ଅତି ନିର୍ଦ୍ଦୟ ଭାବେ ରାସ୍ତାକଡରେ...

ଜୀବିତ ଲୋକଙ୍କୁ ବ୍ୟବଚ୍ଛେଦ ପାଇଁ ପଠାଇଲା ପୋଲିସ

ବରଗଡ଼ ଅଫିସ/ଅତାବିରା,୮ା୮: ଜଣେ ଜୀବିତ ଲୋକଙ୍କୁ ପୋଲିସ ମୃତ ଭାବିବା ଓ ବ୍ୟବଚ୍ଛେଦ ପାଇଁ ପଠାଇବା ଘଟଣା ଏଠାରେ ଚର୍ଚ୍ଚାର ବିଷୟ ହୋଇଛି। ବ୍ୟବଚ୍ଛେଦ ଗୃହରେ ସମ୍ପୃକ୍ତ ବ୍ୟକ୍ତି ଜୀବିତ ଥିବା ଜଣାପଡିବା ପରେ ତାଙ୍କୁ ତୁରନ୍ତ ଡାକ୍ତରଖାନାକୁ ନିଆଯାଇଥିଲା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri