ଭୟଙ୍କର ରୂପ ନେଲାଣି ‘ବୁଲ୍ବୁଲ’: ପାରାଦୀପରେ ପବନ ସହ ବର୍ଷା
ଭୁବନେଶ୍ୱର, ୮।୧୧(ବ୍ୟୁରୋ): ଅତି ଭୟଙ୍କର ରୂପ ନେଲାଣି ବାତ୍ୟା ‘ବୁଲ୍ବୁଲ’। ଶୁକ୍ରବାର ସକାଳ ସାଢ଼େ ୫ଟାରେ ଏହା ଭେରି ସିଭିୟର ସାଇକ୍ଲୋନିକ୍ ଷ୍ଟର୍ମର ରୂପ ନେଇଥିବା ଭାରତୀୟ ପାଣିପାଗ ବିଭାଗ ତରଫରୁ ସୂଚନା ଦିଆଯାଇଛି। ପାରାଦୀପଠାରୁ ପ୍ରାୟ ୩୯୦ କିମି ଦୂରରେ…
ଚଳନ୍ତା କାରରେ ଯୁବତୀଙ୍କୁ ଗଣବଳାତ୍କାର ମାମଲା : ପୀଡ଼ିତାଙ୍କ ବୟାନକୁ ନେଇ ଦ୍ୱନ୍ଦ୍ୱରେ ପୋଲିସ
ଭୁବନେଶ୍ୱର,୮ା୧୧(ବ୍ୟୁରୋ) : ଚଳନ୍ତା କାରରେ ଜଣେ ଯୁବତୀଙ୍କୁ ଗଣବଳାକତ୍ାର କରି ଖୋର୍ଦ୍ଧା ପିଏନ୍ କଲେଜ ନିକଟରେ ଫିଙ୍ଗିଦେବା ଘଟଣା ରାଜଧାନୀରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ଏହି ଘଟଣାକୁ ନେଇ ଗୁରୁବାର ଦିନତମାମ ଖଣ୍ଡଗିରି ଥାନାରେ ତନାଘନା ଚାଲିଥିଲା। ସକାଳେ ଭୁବନେଶ୍ୱର ଡିସିପି…
ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ସ୍ଥାନ ପାଇବ ଓଡ଼ିଶା ମଣ୍ଡପ : ପୁଞ୍ଜିନିବେଶ ଆକୃଷ୍ଟ ଉପରେ ଗୁରୁତ୍ୱ
ଭୁବନେଶ୍ୱର,୮ା୧୧(ବ୍ୟୁରୋ) : ଚଳିତବର୍ଷ ନୂଆଦିଲ୍ଲୀର ପ୍ରଗତି ମଇଦାନଠାରେ ଆୟୋଜିତ ହେବାକୁ ଥିବା ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ସ୍ଥାନ ପାଇବ ଓଡ଼ିଶାର ଆକର୍ଷଣୀୟ ମଣ୍ଡପ। ରାଜ୍ୟର ବଛା ବଛା କଳାକାରଙ୍କୁ ନେଇ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବା ସହ ଓଡ଼ିଶାର ଶିଳ୍ପାନୁକୁଳ ବାତାବରଣ…
ଏକାଥରକେ ଦାନ୍ତ ଘଷି ଗିନିଜ୍ ବିଶ୍ୱ ରେକର୍ଡ
ଭୁବନେଶ୍ୱର,୮ା୧୧(ବ୍ୟୁରୋ) : ଜଣେ କି ଦୁଇଜଣ ନୁହେଁ, ଗୋଟିଏ ସ୍ଥାନରେ ଏକାସାଙ୍ଗରେ ୨୬,୩୮୨ଜଣ ଦାନ୍ତ ଘଷିି କରିଛନ୍ତି ବିରଳ ବିଶ୍ୱ ରେକର୍ଡ। ଗୁରୁବାର କଳିଙ୍ଗ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ସୋସିଆଲ ସାଇନ୍ସ(କିସ୍) ପରିସରରେ ଅନୁଷ୍ଠିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ କିସ୍ ଛାତ୍ରୀଛାତ୍ର, ଅନୁଷ୍ଠାନର…
ଛୁରାମାଡ଼ ଘଟଣା: ଜେଲ ଗଲେ ଦୁଇ ଅଭିଯୁକ୍ତ, ନୟାପଲ୍ଲୀ ଥାନାଧିକାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା
ଭୁବନେଶ୍ୱର,୮ା୧୧(ବ୍ୟୁରୋ) : ନୟାପଲ୍ଲୀ ଥାନା ଅନ୍ତର୍ଗତ ପାସ୍ପୋର୍ଟ ଅଫିସ ନିକଟରେ ବୁଧବାର ଅଭୟ ନାୟକ ନାମକ ଜଣେ ଯୁବକଙ୍କୁ ଛୁରାମାଡ଼ ହେଉଥିଲା। ଏହି ସମୟରେ ଥାନା ଅଧିକାରୀ ଅରୁଣ ସ୍ବାଇଁ ଏକାକୀ ଅଭିଯୁକ୍ତଙ୍କୁ ମାଡ଼ି ବସିବା ସହ ଆକ୍ରମଣର ଶିକାର ଯୁବକଙ୍କୁ…
ସିଏସ୍ଏନ୍ଆର୍ ଓ ସିଏଚ୍ଆର୍ଆଇ ପକ୍ଷରୁ ଅପରାଧ ରିପୋର୍ଟ ପ୍ରକାଶ : ଭୁବନେଶ୍ୱର ପୋଲିସ ଜିଲାରେ ସର୍ବାଧିକ ମାମଲା
ଭୁବନେଶ୍ୱର,୮ା୧୧(ବ୍ୟୁରୋ) : ସିଏସ୍ଏନ୍ଆର୍ ଓ ସିଏଚ୍ଆର୍ଆଇ ପକ୍ଷରୁ ରାଜ୍ୟର ୪ ପୋଲିସ ଜିଲାର ଅପରାଧ ରିପୋର୍ଟ ଗୁରୁବାର ପ୍ରକାଶ ପାଇଛି। ୨୦୧୭ ରୁ ୨୦୧୮ ମେ’ ମଧ୍ୟରେ ଭୁବନେଶ୍ୱର, କଟକ, ଯାଜପୁର ଓ କନ୍ଧମାଳ ପୋଲିସ ଜିଲାରେ ଘଟିଥିବା ଅପରାଧର ସ୍ଥିତି…
ବିଭିନ୍ନ ପ୍ରାନ୍ତକୁ ପୂର୍ବତଟ ରେଳପଥର ସ୍ବତନ୍ତ୍ର ଟ୍ରେନ
ଭୁବନେଶ୍ୱର,୮ା୧୧(ବ୍ୟୁରୋ):ପୂଜା ସମୟରେ ପୂର୍ବତଟ ରେଳପଥ ପକ୍ଷରୁ କରାଯାଇଥିବା ସ୍ବତନ୍ତ୍ର ଟ୍ରେନ ପାଇଁ ଯାତ୍ରୀ ଆଗ୍ରହ ଦେଖାଇଛନ୍ତି। ପୁରୀ-ଅମୃତସର ସ୍ବତନ୍ତ୍ର ଟ୍ରେନରେ ପୂର୍ଣ୍ଣମାତ୍ରାରେ ସଂରକ୍ଷିତ ହୋଇଛି ବୋଲି ପୂର୍ବତଟ ରେଳପଥ ପକ୍ଷରୁ କୁହାଯାଇଛି। ପୁରୀ-ଅମୃତସର-ପୁରୀ ସ୍ବତନ୍ତ୍ର ଟ୍ରେନ ଶନିବାରରୁ ରାତି ୧୨. ୩୫ରେ…
ରାଜ୍ୟରେ ବଢ଼ୁଛି ବନ୍ୟପ୍ରାଣୀ ଅପରାଧ : ଭବାନୀପାଟଣାରୁ ହାତୀଦାନ୍ତ ଜବତ, ୩ ଗିରଫ
ଭୁବନେଶ୍ୱର,୮ା୧୧(ବ୍ୟୁରୋ) : ଦିନକୁ ଦିନ ଓଡ଼ିଶାରେ ବଢ଼ିଚାଲିଛି ବନ୍ୟପ୍ରାଣୀ ଅପରାଧ। ଏହି କ୍ରମରେ ଗୁରୁବାର କ୍ରାଇମବ୍ରାଞ୍ଚ୍ ଏସ୍ଟିଏଫ୍ ଭବାନୀପାଟଣାରୁ ଏକ ହାତୀଦାନ୍ତ ଓ ବାଘଛାଲ ଜବତ କରିବା ସହ ୩ଜଣଙ୍କୁ ଗିରଫ କରିଛି। ଗତ ଏକ ବର୍ଷ ମଧ୍ୟରେ କେବଳ କ୍ରାଇମବ୍ରାଞ୍ଚ୍…
ପ୍ରତାପ ଜେନା ପାଇବେ ଶ୍ରେଷ୍ଠ ମନ୍ତ୍ରୀ ପୁରସ୍କାର
ଭୁବନେଶ୍ୱର,୮ା୧୧(ବ୍ୟୁରୋ) : ପଞ୍ଚାୟତିରାଜ ଓ ପାନୀୟଜଳ, ଗୃହ ଓ ନଗର ଉନ୍ନୟନ, ଆଇନ ମନ୍ତ୍ରୀ ପ୍ରତାପ ଜେନା ଚଳିତ ବର୍ଷର ଫେମ୍ ଇଣ୍ଡିଆ ପକ୍ଷରୁ ଶ୍ରେଷ୍ଠ ମନ୍ତ୍ରୀ ପୁରସ୍କାର ପାଇବେ। ନଭେମ୍ବର ୯ରେ ନୂଆଦିଲ୍ଲୀର ବିଜ୍ଞାନ ଭବନରେ ସେ ଏହି ପୁରସ୍କାର…
ବିଭୁ ରାଉତରାୟ ହାଇକୋର୍ଟ ବିଚାରପତି ନିଯୁକ୍ତ: ଆଜି ନେବେ ଶପଥ
କଟକ ଅଫିସ, ୮-୧୧:ଓଡ଼ିଶା ହାଇକୋର୍ଟର ନୂଆ ବିଚାରପତି ଭାବେ ବ୍ରହ୍ମପୁର ଜିଲା ଦୌରାଜଜ୍ ଥିବା ବିଭୁ ପ୍ରସାଦ ରାଉତରାୟ ଶୁକ୍ରବାର ଶପଥ ଗ୍ରହଣ କରିବେ। କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ଗୁରୁବାର ତାଙ୍କ ନିଯୁକ୍ତି ନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି।…
ଆଜି ମନ୍ତ୍ରୀ ପରିଷଦ ବୈଠକ
ଭୁବନେଶ୍ୱର,୮-୧୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ମନ୍ତ୍ରୀ ପରିଷଦ ବୈଠକ ଶୁକ୍ରବାର ଲୋକସେବା ଭବନଠାରେ ଅନୁଷ୍ଠିତ ହେବ। ଅପରାହ୍ନ ୧୨ଟା ୫ମିନିଟ୍ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେବ। ଚଳିତ ମାସ ୧୩ ତାରିଖରେ ରାଜ୍ୟ ସରକାର ୨୦୧୯-୨୦ ଆର୍ଥିକ…
କୋଇଲା ମନ୍ତ୍ରୀଙ୍କ ଦିନିକିଆ ତାଳଚେର ଗସ୍ତ:ଖଣି ଦୁର୍ଘଟଣା କ୍ଷତିପୂରଣ ୧୫ ଲକ୍ଷକୁ ବୃଦ୍ଧି
ତାଳଚେର,୮-୧୧(ନି.ପ୍ର.):ଦେଶରେ ପ୍ରଚୁର କୋଇଲା ରହିଛି। କେବଳ ଓଡ଼ିଶାରେ ଦେଶର ୨୫ ପ୍ରତିଶତ (୭୫ ବିଲିୟନ ଟନ୍) କୋଇଲା ଗଚ୍ଛିତ ଅଛି। ତଥାପି ବିଦେଶରୁ ବାର୍ଷିକ ୨୩୫ ମିଲିୟନ ଟନ୍ କୋଇଲା ଆମଦାନୀ କରାଯାଉଛି। ଫଳରେ ଦେଶର ୨ଲକ୍ଷ ୭୧ କୋଟି ଟଙ୍କା…
Archives


