ରାଜ୍ୟ

ରାଜନୈତିକ ଚାପରେ ଡ୍ରେନ ନିର୍ମାଣ: ଘଣ୍ଟାଏ ବର୍ଷାରେ ଘରେ ପଶିଲା ପାଣି

ଓଡ଼ଗାଁ,୮ା୮(ସ୍ବ.ପ୍ର.): ଓଡଗାଁ ଏନ୍‌ଏସି ମାନ୍ୟତା ପାଇବା ପରେ ବିଭିନ୍ନ ଓ୍ବାର୍ଡର ରାସ୍ତା ଓ ଡ୍ରେନ ନିର୍ମାଣ କରାଯାଇଥିଲା। ହେଲେ ଜରୁରୀ ଆବଶ୍ୟକତା ଥିବା ସ୍ଥାନକୁ ବାଦ୍‌ଦେଇ ରାଜନୈତିକ ଚାପରେ ଅନ୍ୟତ୍ର ଡ୍ରେନ ନିର୍ମାଣ ହୋଇଥିବାରୁ ବର୍ଷାପାଣି ବିଭିନ୍ନ ସାହିର ଲୋକଙ୍କ...

ସାରା ରାଜ୍ୟରେ ଲଗାଣ ବର୍ଷା: ୫ ଜିଲାରେ ବନ୍ୟା ପରିସ୍ଥିତି

ଭୁବନେଶ୍ୱର, ୭ା୮(ବ୍ୟୁରୋ): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇଛି। ବାଲେଶ୍ୱର ଉପକୂଳଠାରୁ ୭୦ କିଲୋମିଟର ଦୂର ଦକ୍ଷିଣ ପୂର୍ବ ଦିଗରେ ଏହା କେନ୍ଦ୍ରୀଭୂତ ହୋଇଛି। ଏହା କ୍ରମଶଃ ଘନୀଭୂତ ହୋଇ ପଶ୍ଚିମ-ଉତ୍ତରପଶ୍ଚିମ ଦିଗ...

ସୁଷମାଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇଲେ ରାଜ୍ୟପାଳ

ପୁରୀ ଅଫିସ, ୭ା୮: ପୂର୍ବତନ ବହିର୍ବ୍ୟାପାର ମନ୍ତ୍ରୀ ତଥା ବରିଷ୍ଠ ଭାଜପା ନେତା ସୁଷମା ସ୍ବରାଜଙ୍କ ପରଲୋକରେ ଦେଶବ୍ୟାପୀ ବହୁ ବିଶିଷ୍ଟ ବ୍ୟକ୍ତି ଗଭୀର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ମଧ୍ୟ ସୁଷମାଙ୍କ ଅମର ଆତ୍ମାର...

ରାଜ୍ୟ ପ୍ରଶାସନରେ ଅଦଳବଦଳ: ଅସିତଙ୍କୁ କେବିକେ ପ୍ରଶାସନର ଅତିରିକ୍ତ ଦାୟିତ୍ୱ

ଭୁବନେଶ୍ୱର,୭।୮(ବ୍ୟୁରୋ): ରାଜ୍ୟ ସରକାର ବୁଧବାର ରାଜ୍ୟ ଶୀର୍ଷସ୍ତରୀୟ ପ୍ରଶାସନରେ ବ୍ୟାପକ ଅଦଳବଦଳ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ(ସିଏମ୍‌ଓ)ର ଅନୁମୋଦନ କ୍ରମେ ସାଧାରଣ ପ୍ରଶାସନ(ଜିଏ) ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ(ଏସିଏସ୍‌)...

ବାଘଲଟି ଜଳ ଭଣ୍ଡାରରେ ଫସିଥିବା ୪ ଜଣ ଉଦ୍ଧାର

ପାତ୍ରପୁର,୭।୮(ଡି.ଏନ୍‌.ଏ.)- ପାତ୍ରପୁର ବ୍ଲକ ତୁରୁବୁଡ଼ିଠାରେ ଥିବା ବାଘଲଟି ଜଳଭଣ୍ଡାରରେ ବୁଧବାର ଫସିଥିବା ୪ଜଣକୁ ଉଦ୍ଧାର କରିଛି ପାତ୍ରପୁର ଦମକଳ ବାହିନୀ। ସେମାନେ ହେଲେ ବେହେରାପୁଟୁ ଗ୍ରାମର ସବିତା କାର୍ଯୀ (୧୯), ନରସିଂହ କାର୍ଯୀ (୪୫), ଏଲଗଲ ଗ୍ରାମର ଦଣ୍ଡପାଣି କାର୍ଯୀ...

ଋଷିକୁଲ୍ୟା, ବଡନଦୀରେ ପ୍ରଥମ ବନ୍ୟାଜଳ

ଆସିକା,୭।୮(ଡି.ଏନ୍‌.ଏ.)- ଗତ ସୋମବାର ଠାରୁ ଆସିକା ତଥା ଆଖପାଖ ଅଞ୍ଚଳରେ ଲଘୁଚାପ ଜନିତ ଲଗାଣ ବର୍ଷା ଲାଗି ରହିଛି ା ବୁଧବାର ମଧ୍ୟାହ୍ନରେ ଆସିକାର ଉଭୟ ପାର୍ଶ୍ୱରେ ପ୍ରବାହିତ ଋଷିକୂଲ୍ୟା ଓ ବଡନଦୀରେ ପ୍ରଥମ ବନ୍ୟାଜଳ ପ୍ରବେଶ କରିଛି। ଆସିକାଠାରେ...

ରାୟଗଡ଼ା ଜଳାର୍ଣ୍ଣବ: ଲଗାଣ ବର୍ଷାରେ ଧୋଇଗଲା ରେଲଓ୍ବେ ଟ୍ରାକ

ରାୟଗଡା ଅଫିସ/ମୁନିଗୁଡ଼ା/ଅମ୍ବାଦଳା, ୭।୮(ଡି.ଏନ୍‌.ଏ.): ଗତ ୪୦ ଘଣ୍ଟାରୁ ଅଧିକ ସମୟ ଧରି ଲଗାଣ ବର୍ଷା ଯୋଗୁ ରାୟଗଡ଼ାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏଥିରେ ସବୁଠୁ ଅଧିକ ପ୍ରଭାବିତ ହୋଇଛି ମୁନିଗୁଡ଼ା ବ୍ଲକ। ମୁଖ୍ୟତଃ ଅମ୍ବାଦଳା, ଇଚ୍ଛାପୁର, ରଘୁବାରି ଓ...

ଅବପାତରେ ପରିଣତ ହେଲା ଲଘୁଚାପ: ୧୧ଟି ଜିଲାରେ ରେଡ୍‌ ଆଲର୍ଟ

ଭୁବନେଶ୍ୱର,୭।୮: ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇ ବର୍ତ୍ତମାନ ଅବପାତରେ ପରିଣତ ହୋଇଛି। ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିଯୋଗୁ ଦକ୍ଷିଣ ଆଭ୍ୟନ୍ତରୀଣ ଓ...

ବଣ୍ଡାଘାଟିରେ ବନ୍ୟା ପରିସ୍ଥିତି: ଅନେକ ଗ୍ରାମରେ ପହଞ୍ଚିପାରିନି ପ୍ରଶାସନ

ଖଇରପୁଟ, ୭ା୮(ଡି.ଏନ.ଏ.): ମାଲକାନଗିରି ଜିଲାର ଖଇରପୁଟ ବ୍ଲକରେ ଲଗାଣବର୍ଷା ଯୋଗୁ ଅନେକ ସ୍ଥାନରେ ବନ୍ୟା ପରିସ୍ଥିତି ଉପୁଜିଛି। ଅନେକ ଗ୍ରାମ ଜଳବନ୍ଦୀ ହୋଇରହିଛି। କେତେକ ଗ୍ରାମ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇପଡିଛି। ବଣ୍ଡାଘାଟିରେ ମଧ୍ୟ ପ୍ରବଳ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି...

ପଡିଆ ବାହ୍ୟ ଜଗତରୁ ବିଚ୍ଛିନ୍ନ

ପଡିଆ,୭ା୮(ଡି.ଏନ.ଏ.): ମାଲକାନଗିରି ଜିଲାରେ ପୁଣି ଲଘୁଚାପଜନିତ ଲଗାଣ ବର୍ଷା ଜିଲାକୁ ବେହାଲ କରିଦେଇଛି। ସୋମବାର ରାତିରୁ ବର୍ଷା ଲାଗିରହିଥିବାରୁ ଜିଲାରେ ବନ୍ୟା ପରିସ୍ଥିତି ଗମ୍ଭୀର ହୋଇଛି। ଅଧିକାଂଶ ନଦୀର ଜଳପତ୍ତନ ବୃଦ୍ଧି ପାଇଛି। ଜିଲାର ପଡିଆ ବ୍ଲକ ୨ଦିନ ହେଲା...

ବରିଷ୍ଠ ଆଇପିଏସ୍‌ ବି.କେ. ଶର୍ମାଙ୍କୁ ଇନ୍‌ଚାର୍ଜ ଡିଜିପି ଦାୟିତ୍ୱ

ଭୁବନେଶ୍ୱର, ୭।୮(ବ୍ୟୁରୋ): ୧୯୮୬ ବ୍ୟାଚର ବରିଷ୍ଠ ଆଇପିଏସ୍‌ ବିଜୟ କୁମାର ଶର୍ମାଙ୍କୁ ବୁଧବାର ଇନ୍‌ଚାର୍ଜ ଡିଜିପି ଭାବେ ନିଯୁକ୍ତି ଦିଆଯାଇଛି। ତେବେ ଡିଜିପି ରାଜେନ୍ଦ୍ର ପ୍ରସାଦ ଶର୍ମାଙ୍କୁ ନୂତନ ନିଯୁକ୍ତି ଦିଆଯିବା ହେତୁ ବିଜୟଙ୍କୁ ଭାରପ୍ରାପ୍ତ ଅଧିକାରୀ ଭାବେ ଦାୟିତ୍ୱ...

ହଂସରାଳି, ୧୦ ଛୁଆ ଉଦ୍ଧାର

ଭୁବନେଶ୍ୱର,୭।୮(ବ୍ୟୁରୋ): କଟକ ଜିଲା ବାଙ୍କୀ ଗଡ଼ର କୃଷ୍ଣଚନ୍ଦ୍ର ବେହେରାଙ୍କ ଘରୁ ଗୋଟିଏ ହଂସରାଳି ମା’ ଏବଂ ୧୦ଟି ଛୁଆକୁ ବୁଧବାର ସ୍ନେକ୍‌ ହେଲ୍ପ ଲାଇନ ସଦସ୍ୟ ଉଦ୍ଧାର କରିଛନ୍ତି। ସେମାନଙ୍କୁ ଅରାଚଣ୍ଡୀ ପାଟରେ ଛାଡ଼ି ଦିଆଯାଇଥିବା ଜଣାପଡ଼ିଛି। ସୂଚନାନୁଯାୟୀ, ମଙ୍ଗଳବାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri