ରାଜ୍ୟ

କିଡ୍‌ନୀ ଚୋରି ମାମଲା: ଆପୋଲୋ ହସ୍ପିଟାଲ ଉପରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ଭୁବନେଶ୍ୱର, ୨୯ା୧୨(ବ୍ୟୁରୋ): କିଡ୍‌ନୀ ଚୋରି ସଂକ୍ରାନ୍ତ ମାମଲାରେ ଭୁବନେଶ୍ୱର ଆପୋଲୋ ହସ୍ପିଟାଲ ପକ୍ଷରୁ କରାଯାଇଥିବା ଯୁକ୍ତିକୁ ଜାତୀୟ ମାନବାଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି) ଖାରଜ କରିଛନ୍ତି। ଏଥିସହ ହସ୍ପିଟାଲ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ହସ୍ପିଟାଲ…

ମାଟିରେ ମିଶିବ ଟାଗୋରଙ୍କ ପାଥେରପୁରୀ: ପୌର ପ୍ରଶାସନ ପକ୍ଷରୁ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ; ଆପତ୍ତି ଉଠାଇଲେ ବୁଦ୍ଧିଜୀବୀ

ପୁରୀ ଅଫିସ, ୨୯ା୧୨: ପୁରୀ ଚକ୍ରତୀର୍ଥ ରୋଡରେ ରହିଛି ବିଶ୍ୱକବି ରବୀନ୍ଦ୍ରନାଥ ଟାଗୋରଙ୍କ ଐତିହାସିକ ପାଥେରପୁରୀ। କୁହାଯାଏ ଏହି ସ୍ଥାନରେ ରହି ଟାଗୋର ‘ଗୀତାଞ୍ଜଳି’ ରଚନା କରିଥିଲେ। ଏହି ଐତିହାସିକ ସ୍ଥଳ ଏବେ ମାଟିରେ ମିଶିବାକୁ ଯାଉଛି। ପୌର ପ୍ରଶାସନ ପକ୍ଷରୁ…

ପ୍ରଶାସନର ନୂଆବର୍ଷ ପ୍ରସ୍ତୁତି: ଝଲସିଲାଣି ମେଘନାଦ ପାଚେରି; ଶେଷ ପର୍ଯ୍ୟାୟରେ ବ୍ୟାରିକେଡ କାମ

ପୁରୀ ଅଫିସ, ୨୯ା୧୨:  ଆଉ ୩ ଦିନ ପରେ ନୂଆବର୍ଷ। ପୁରୀରେ ଲକ୍ଷ ଲକ୍ଷ ଭକ୍ତ ଓ ପର୍ଯ୍ୟଟକଙ୍କ ସମାଗମ ହେବ। ଏହାକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ, ପୋଲିସ ଏବଂ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି।…

ଅଡ଼ୁଆରେ ପୁରୀ ପୋଲିସ: ଅଜଣା ମୃତଦେହକୁ ବ୍ୟବଚ୍ଛେଦ ବିନା ପୋଡ଼ିବା ପାଇଁ ଅନୁମତି, ମୃତକଙ୍କ ନାଁରେ ନିଖୋଜ ଅଭିଯୋଗ ଆଣିଲେ ସ୍ତ୍ରୀ

ପୁରୀ ଅଫିସ, ୨୯ା୧୨: ପୁରୀ ସହରରେ ଘଟିଛି ଏକ ଅଭାବନୀୟ ଘଟଣା। ମୃତ ବ୍ୟକ୍ତିଙ୍କ ନାମରେ ଥାନାରେ ହୋଇଛି ନିଖୋଜ ଅଭିଯୋଗ। ଏକ ଅଜଣା ମୃତଦେହକୁ ବ୍ୟବଚ୍ଛେଦ ବିନା ସ୍ବର୍ଗଦ୍ୱାରରେ ପୋଡ଼ିବା ଲାଗି ଅନୁମତି ଦେଇ ଅଡୁଆରେ ଫସିଛି ପୋଲିସ। ଅନ୍ୟପଟେ…

ବିଲ୍‌ ଆଦାୟ ପାଇଁ ତତ୍ପର ସେସୁ

କଟକ ସଦର,୨୯ା୧୨(ଡି.ଏନ୍‌.ଏ.): କଟକ ସଦର ବିଦ୍ୟୁତ୍‌ ଡିଭିଜନ ନଂ.୨ ଅନ୍ତର୍ଗତ ୩ଟି ବିଦ୍ୟୁତ୍‌ ସେକ୍ସନର ଉପଭୋକ୍ତାଙ୍କ ଉପରେ ପ୍ରାୟ ୧୪କୋଟି ୫୪ଲକ୍ଷ ଟଙ୍କାର ବିଦ୍ୟୁତ୍‌ ବିଲ୍‌ ବକେୟା ରହିଛି। ଜାନୁୟାରୀ ୧୫ ସୁଦ୍ଧା ବକେୟା ବିଲ୍‌ ଆଦାୟ ପାଇଁ ସେସୁ ପକ୍ଷରୁ…

ଆରମ୍ଭ ହେଲା ଭୁବନେଶ୍ୱର-ସୁରଟ ବିମାନ ଟିକେଟ ବୁକିଂ

ଭୁବନେଶ୍ୱର, ୨୯ା୧୨(ବ୍ୟୁରୋ): ଭୁବନେଶ୍ୱରରୁ ସୁରଟ ବିମାନ ଯାତ୍ରା ପାଇଁ ଏୟାର ଇଣ୍ଡିଆ ଟିକେଟ ବୁକିଂ ଆରମ୍ଭ କରିଛି। ଜାନୁୟାରୀ ୨୦ରୁ ଏହି ବିମାନ ସେବା ଆରମ୍ଭ ହେବାକୁ ଥିବା ବେଳେ ସପ୍ତାହକୁ ଦୁଇଥର ଅର୍ଥାତ୍‌ ସୋମବାର ଓ ଗୁରୁବାର ସୁରଟ ଯିବାକୁ…

ଶିଆଳି ବେଳାଭୂମିକୁ ପ୍ରଦୂଷିତ କରୁଛି କଇଁଛଙ୍କ ମୃତଦେହ, ନିରାଶ ହୋଇ ଫେରୁଛନ୍ତି ପର୍ଯ୍ୟଟକ

ଏରସମା,୨୯ା୧୨(ସ୍ବ.ପ୍ର.): ଏରସମା ବ୍ଲକ ଅନ୍ତର୍ଗତ ପଦ୍ମପୁର ପଞ୍ଚାୟତସ୍ଥିତ ଶିଆଳି ସମୁଦ୍ର ବେଳାଭୂମିରେ ଏବେ ଶତାଧିକ ପର୍ଯ୍ୟଟକଙ୍କ ଭିଡ ଦେଖିବାକୁ ମିଳୁଛି। ଶିଆଳି ସମୁଦ୍ର ବେଳାଭୂମି ଓଡ଼ିଶା ପର୍ଯ୍ୟଟନ ମାନଚିତ୍ରରେ ସ୍ଥାନ ପାଇବା ପରେ ବିଭିନ୍ନ ସ୍ଥାନରୁ ପର୍ଯ୍ୟଟଙ୍କ ସୁଅ ଛୁଟୁଛି। ହେଲେ…

ମହାପ୍ରଭୁଙ୍କୁ ଦର୍ଶନ କଲେ ବିହାର ରାଜ୍ୟପାଳ

ପୁରୀ ଅଫିସ,୨୮ା୧୨:ବିହାର ରାଜ୍ୟପାଳ ଫଗୁ ଚୌହ୍ବାନ ଶନିବାର ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ପୂର୍ବାହ୍ନ ପ୍ରାୟ ସାଢେ ୧୧ଟାରେ ରାଜ୍ୟପାଳ ଚୌହ୍ବାନ ସିଂହଦ୍ୱାର ନିକଟରେ ପହଞ୍ଚତ୍ଥିଲେ। ତାଙ୍କୁ ଅତିରିକ୍ତ ଜିଲାପାଳ ପ୍ରଦୀପ କୁମାର ସାହୁ ଏବଂ ଶ୍ରୀମନ୍ଦିର ପ୍ରଶାସନିକ ଅଧିକାରୀ…

କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିଲା ରାଜ୍ୟ କଂଗ୍ରେସ

ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ଶନିବାର କଂଗ୍ରେସ ୧୩୪ତମ ପ୍ରତିଷ୍ଠା ଦିବସ ପାଳନ କରୁଛି। କେନ୍ଦ୍ର ସରକାରଙ୍କ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ଦଳ ବିରୋଧ କରି ‘ସମ୍ବିଧାନ ବଞ୍ଚାଅ-ଭାରତ ବଞ୍ଚାଅ’ ବାର୍ତ୍ତା ନେଇ ଦେଶବ୍ୟାପୀ ଫ୍ଲାଗ୍‌ ମାର୍ଚ୍ଚ କରିଛି। ଏହି ଅବସରରେ ରାଜ୍ୟ କଂଗ୍ରେସ ପକ୍ଷରୁ…

ଅସହାୟଙ୍କ ପାଇଁ ରାତିରେ ଖୋଲା ରହିବ ସ୍କୁଲ କୋଠା

ଭୁବନେଶ୍ୱର,୨୮ା୧୨(ବ୍ୟୁରୋ): ରାଜ୍ୟରେ ଅସହ୍ୟ ଥଣ୍ଡାକୁ ଦୃଷ୍ଟିରେ ରଖି ସରକାର ସତର୍କ ପଦକ୍ଷେପ ଗ୍ରହଣ କରିଛନ୍ତି। ସବୁ ବ୍ଲକ, ତହସିଲ, ପଞ୍ଚାୟତକୁ ଆଲର୍ଟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହିଭଳି ଗରିବ, ବାସହୀନ, ଅସହାୟଙ୍କ ପାଇଁ ରାତ୍ର ଆଶ୍ରୟସ୍ଥଳ, ସ୍କୁଲ, ସର୍ବସାଧାରଣ କୋଠା ଖୋଲା…

ବର୍ଷାରେ ଭିଜିପାରେ ନୂଆବର୍ଷ

ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ବର୍ତ୍ତମାନ ରାଜ୍ୟର ଅଧିକାଂଶ ସ୍ଥାନରେ ଶୀତର ପ୍ରକୋପ ଜାରି ରହିଛି। ଶନିବାର ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଥିବା ରିପୋର୍ଟରେ ୯ଟି ସହରର ତାପମାତ୍ରା ୧୦ ଡିଗ୍ରୀରୁ ତଳେ ଥିବା ଦେଖାଯାଇଛି। ଅପରପକ୍ଷେ ନୂତନ ବର୍ଷକୁ ଆଉ ତିନି ଦିନ…

ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟର ନୂଆ କୁଳପତି ବ୍ୟୋମକେଶ ତ୍ରିପାଠୀ

ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟର ନୂଆ କୁଳପତି ଭାବେ ପ୍ରଫେସର ବ୍ୟୋମକେଶ ତ୍ରିପାଠୀଙ୍କୁ ଶନିବାର ନିଯୁକ୍ତି ମିଳିଛି। ସେ ବର୍ତ୍ତମାନ ମଧ୍ୟପ୍ରଦେଶ ଅମରକଣ୍ଟକସ୍ଥିତ ଇନ୍ଦିରା ଗାନ୍ଧୀ ନ୍ୟାଶନାଲ ଟ୍ରାଇବାଲ ୟୁନିଭରସିଟିରେ ଇତିହାସ ବିଭାଗର ପ୍ରଫେସର ଭାବେ କାର୍ଯ୍ୟ କରୁଛନ୍ତି। ଏହା ପୂର୍ବରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri