ପ୍ରକାଶ ପାଇଛି ବିଜ୍ଞପ୍ତି: କାଳିଆ ଯୋଜନାରେ ସାମିଲ ଅଯୋଗ୍ୟ ହିତାଧିକାରୀଙ୍କ ଟଙ୍କା ଫେରିବ
ଭୁବନେଶ୍ୱର, ୬ା୮(ବ୍ୟୁରୋ): କାଳିଆ ଯୋଜନାରେ ବର୍ତ୍ତମାନ ସୁଦ୍ଧା ୫୧ଲକ୍ଷ ହିତାଧିକାରୀଙ୍କୁ ସରକାର ଅର୍ଥ ପ୍ରଦାନ କରିଛନ୍ତି। ଆଗକୁ ଆଉ ୨୪ ଲକ୍ଷ କ୍ଷୁଦ୍ର, ନାମମାତ୍ର ଏବଂ ଭୂମିହୀନ ଚାଷୀଙ୍କୁ ଏଥିରେ ସାମିଲ କରାଯିବ ବୋଲି ସରକାର କହିଥିଲେ। ଏହି ଯୋଜନାରେ...
୪ ବର୍ଷ ପରେ ବି ହଟିଲାନି ଗ୍ରାମପଞ୍ଚାୟତ ଲେଖାଥିବା ଗେଟ
ଚମ୍ପୁଆ, ୬।୮(ଡି.ଏନ.ଏ.)- ୪ ବର୍ଷ ପରେ ବି ଚମ୍ପୁଆ ଏନଏସିର ମୁଖ ଶାଳାରେ ଥିବା ଗେଟରେ ଏବେବି ଚମ୍ପୁଆ ପଞ୍ଚାୟତ ଲେଖା ହୋଇଥିବା ଦେଖିବାକୁ ମିଳିଛି। ୪ ବର୍ଷ ଧରି ଏନଏସି ପକ୍ଷରୁ ପୂର୍ବ ପଞ୍ଚାୟତ କାର୍ଯ୍ୟାଳୟରେ ଚମ୍ପୁଆ ବିଜ୍ଞାପିତ...
ଭାଜପା ଛାଡି ବିଜେଡିରେ ଯୋଗଦେଲେ ୨୦ ସମିତିସଭ୍ୟାସଭ୍ୟ: ଜୁନାଗଡ ବ୍ଲକ ଅଧ୍ୟକ୍ଷା, ଉପାଧ୍ୟକ୍ଷ ଆସନ ଟଳମଳ
ଜୁନାଗଡ,୬।୮(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକର ୨୦ଜଣ ସମିତିସଭ୍ୟାସଭ୍ୟ ଭାଜପା ଛାଡି ବିଜେଡିରେ ଯୋଗଦେଇଛନ୍ତି। ଜୁନାଗଡ ବିଧାୟକ ତଥା ରାଜ୍ୟ ଶକ୍ତମନ୍ତ୍ରୀ କ୍ୟାପଟେନ୍ ଦିବ୍ୟ ଶଙ୍କର ମିଶ୍ରଙ୍କ ନେତୃତ୍ୱରେ ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ସେମାନେ ବିଜେଡିରେ ଯୋଗଦେଇଥିଲେ। ଏପଟେ...
ସବ୍ୟସାଚୀ ମିଶ୍ରଙ୍କୁ ଧମକ
ଭୁବନେଶ୍ୱର, ୬।୮(ବ୍ୟୁରୋ): ଓଡ଼ିଆ ସିନେ ଅଭିନେତା ସବ୍ୟସାଚୀ ମିଶ୍ରଙ୍କୁ ଧମକ ମିଳିଛି। ସୋସିଆଲ ମିଡିଆରେ ଏକ ପୋଷ୍ଟକୁ ନେଇ ତାଙ୍କୁ ଏହି ଧମକ ମିଳିଥିବା ସେ ମଙ୍ଗଳବାର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ତେବେ ଜମ୍ମୁ-କାଶ୍ମୀରରେ ୩୭୦ ଧାରା ଉଚ୍ଛେଦକୁ ନେଇ...
ନବରଙ୍ଗପୁର ଜିଲାପାଳଙ୍କ ମାନବିକତା: ରାସ୍ତାରୁ ଗୁରୁତରଙ୍କୁ ଉଦ୍ଧାର କରି ଡାକ୍ତରଖାନା ନେଲେ
ନବରଙ୍ଗପୁର, ୬।୮(ବି.ପ୍ର.): ଦୁର୍ଘଟଣାରେ ରାସ୍ତା କଡରେ ରକ୍ତାକ୍ତ ଅବସ୍ଥାରେ ପଡିଥିଲେ ଜଣେ ଯୁବ ଚାଷୀ। କଥା ମଧ୍ୟ କହି ପାରୁ ନ ଥିଲେ। ଉକ୍ତ ରାସ୍ତାରେ ନବରଙ୍ଗପୁର ଜିଲାପାଳ ଅଜିତ କୁମାର ମିଶ୍ର ଏହି ସମୟରେ ଯାଉଥିବା ବେଳେ ଏହା...
ରବିବାର ସ୍କୁଲ, ସୋମବାର ଛୁଟି: ଦେଓଗାଁର ୨୭ ସ୍କୁଲରେ ଚାଲିଛି ଏଭଳି ବ୍ୟବସ୍ଥା
ଆନନ୍ଦପୁର, ୬।୮(ଡି.ଏନ୍.ଏ.): କେନ୍ଦୁଝର ଜିଲା ଘସିପୁରା ବ୍ଲକ ଅଧୀନ ଦେଓଗାଁ ପାଲଟିଛି ବିରଳ ଉଦାହରଣ। ଦେଓଗାଁ ସର୍କଲର ୨୭ଟି ପ୍ରାଥମିକ ବିଦ୍ୟାଳୟ ରବିବାର ଖୋଲା ରହୁଥିବା ବେଳେ ସୋମବାର ଏହା ବନ୍ଦ ରୁହେ। ତେବେ ଏହା କୌଣସି ଜୋରଜବରଦସ୍ତ ଭାବେ...
ଭରତପୁର କୋଇଲା ଖଣି ଦୁର୍ଘଟଣା: ଜିଲାପାଳଙ୍କ କାର୍ଯ୍ୟାଳୟରେ ବୈଠକ
ଅନୁଗୋଳ ଅଫିସ, ୬।୮: ଅନୁଗୋଳ ଜିଲାପାଳଙ୍କ କାର୍ଯ୍ୟାଳୟରେ ମଙ୍ଗଳବାର ତାଳଚେର ଭରତପୁର କୋଇଲା ଖଣି ଦୁର୍ଘଟଣାରେ ମୃତ ଶ୍ରମିକଙ୍କ ପରିବାର ଓ ବିଧାୟକଙ୍କ ସହିତ ଜିଲା ପ୍ରଶାସନର ଏକ ବୈଠକ ଅନୁଷ୍ଠିତ ହୋଇଛି। ବନ୍ଦ ଥିବା ଖଣି ଖୋଲିବା, ମୃତକଙ୍କ...
ଆର୍. ପି. ଶର୍ମା ଲୋକାୟୁକ୍ତ ସଦସ୍ୟ
ଭୁବନେଶ୍ୱର,୬।୮(ବ୍ୟୁରୋ): ପୋଲିସ ଡିଜି ରାଜେନ୍ଦ୍ର ପ୍ରସାଦ ଶର୍ମା ଲୋକାୟୁକ୍ତ ସଦସ୍ୟ ହେବେ। ଏଥିପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ଲୋକାୟୁକ୍ତ ସଦସ୍ୟ ପାଇଁ ଚୟନ କମିଟି ପକ୍ଷରୁ ଶର୍ମାଙ୍କ ନାମ ସୁପାରିଶ କରାଯାଇଥିଲା। ତେବେ ଚୟନ କମିଟିର ସୁପାରିଶକୁ ରାଜ୍ୟପାଳ ପ୍ରଫେସର...
ରାଜଧାନୀରେ ସିରିଜ୍ ଏନ୍କାଉଣ୍ଟର ଘଟଣା: ଲୁଟ୍ କାର୍ରେ ରାତି କାଟୁଥିଲେ ଗ୍ୟାଙ୍ଗ୍ ସଦସ୍ୟ
ଭୁବନେଶ୍ୱର,୬।୮(ବ୍ୟୁରୋ): କମିଶନରେଟ ପୋଲିସ ରାଜଧାନୀରେ ଗୋଟିଏ ଗ୍ୟାଙ୍ଗ୍ର ୫ ଅଭିଯୁକ୍ତଙ୍କୁ ଏନ୍କାଉଣ୍ଟର କରିବା ପରେ ସେମାନଙ୍କ ସମ୍ପର୍କରେ ବହୁ ଗୁମର ଧୀରେ ଧୀରେ ପଦାକୁ ଆସିବାରେ ଲାଗିଛି। ପୋଲିସର ପଞ୍ଚମ ଗୁଳିରେ ଆହତ ରବି ରାଓ ଗ୍ୟାଙ୍ଗ୍ର ମାଷ୍ଟରମାଇଣ୍ଡ ଥିବାବେଳେ...
ଶ୍ରୀଲିଙ୍ଗରାଜଙ୍କ ଜମିରେ ରହିତାଦେଶ ପ୍ରସଙ୍ଗ:ଶୁକ୍ରବାରକୁ ଘୁଞ୍ଚିଲା ଶୁଣାଣି
ପୁରୁଣା ଭୁବନେଶ୍ୱର, ୬। ୮ (ଡି.ଏନ୍.ଏ.): ମହାପ୍ରଭୁ ଶ୍ରୀଲଙ୍ଗରାଜଙ୍କ ନୂଆଗାଁ ମୌଜା ଗଙ୍ଗୁଆ ବ୍ରିଜ୍ ନିକଟରେ ରହିଥିବା ଏ୨.୬୩୦ ଡିସିମିଲ ପରିମିତ ଜାଗାରେ ବେଆଇନ ଗୃହ ନିର୍ମାଣ ଚାଲିଥିଲା। ମନ୍ଦିର ପ୍ରଶାସନ ପକ୍ଷରୁ ସିଆରପିସି ଧାରା ୧୪୪ ଅନୁଯାୟୀ ଏହାକୁ...
ସିଂହଦ୍ୱାରରେ ଦୀପଦାନ, ମିଠା ବଣ୍ଟା
ପୁରୀ ଅଫିସ, ୬।୮: ଦୀର୍ଘବର୍ଷ ଧରି ଅନୁଚ୍ଛେଦ ୩୭୦କୁ ନେଇ ଯେଉଁ କଳ୍ପନାଜଳ୍ପନା ଲାଗି ରହିଥିଲା ସେଥିରେ ପୂର୍ଣ୍ଣଚ୍ଛେଦ ପଡ଼ିିଛି। ଜମ୍ମୁ-କଶ୍ମୀରରୁ ଉଚ୍ଛେଦ ହୋଇଛି ଏହି ଅନୁଚ୍ଛେଦ। ଏହାକୁ ନେଇ ଦେଶବ୍ୟାପୀ ଖୁସିର ଲହରି ଖେଳିଯାଇଥିବା ବେଳେ ସିଂହଦ୍ୱାର ସମ୍ମୁଖରେ...
ବାବା ବେଶରେ ଲୁଟେରା
ଭୁବନେଶ୍ୱର,୬।୮(ବ୍ୟୁରୋ): ଲୁଟେରାଙ୍କୁ ସାବାଡ୍ କରିବାକୁ କମିଶନରେଟ ପୋଲିସ ଏନ୍କାଉଣ୍ଟର ପରେ ଏନ୍କାଉଣ୍ଟର କରୁଥିବାବେଳେ ସୋମବାର ରାଜଧାନୀରେ ଘଟିଛି ଅଭିନବ ଲୁଟ୍। ଲୁଟେରାମାନେ ବାବା ବେଶରେ ଆସି ଜଣେ ନୋଟାରିଙ୍କଠାରୁ ୩୪ହଜାର ଟଙ୍କା ଓ ସୁନାମୁଦି ଆଦି ଲୁଟି ନେଇଛନ୍ତି। ଲୁଟ୍ର...
Archives


