ଭୁବନେଶ୍ୱର ଏମ୍ପିଙ୍କ ଜନଶୁଣାଣି, ଲୋକଙ୍କ ଅଭିଯୋଗ ଶୁଣିଲେ: ସମାଧାନ ପାଇଁ ପଦକ୍ଷେପ ନେଲେ
ଖୋର୍ଦ୍ଧା ଅଫିସ,୨୮ା୧୨: ଖୋର୍ଦ୍ଧା ସହରସ୍ଥିତ ପୂର୍ତ୍ତ ବିଭାଗ ଡାକବଙ୍ଗଳାରେ ଖୋର୍ଦ୍ଧା ନିର୍ବାଚନମଣ୍ଡଳୀସ୍ତରୀୟ ଜନଶୁଣାଣି ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଭୁବନେଶ୍ୱର ଏମ୍ପି ଅପରାଜିତା ଷଡଙ୍ଗୀ ଯୋଗଦେଇ ଲୋକଙ୍କ ଅଭିଯୋଗ ଶୁଣିଥିଲେ। କିଛି ଅଭିଯୋଗକୁ ଜନଶୁଣାଣି ଶିବିରରେ ସମାଧାନ କରାଇଥିଲେ। ଆଉ କିଛି…
ଜଟଣୀ ପଞ୍ଚାୟତ ସମିତି ବୈଠକରେ ହଟ୍ଟଗୋଳ: ବାତ୍ୟା ଫନୀ, ଆବାସ ଯୋଜନା ଚୟନରେ ଅନିୟମିତତା
ଜଟଣୀ,୨୮ା୧୨(ଡି.ଏନ.ଏ.): ଜଟଣୀ ପଞ୍ଚାୟତ ସମିତି ବୈଠକ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ହୋଇଥିଲା। ବ୍ଲକ ଅଧ୍ୟକ୍ଷା ବନଜା ଜେନାଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ବୈଠକରେ ବିଡିଓ ବାସୁଦେବ ମାହାରୀ ଓ ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ। ଏଥିରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ…
ଏଥର ୨୨ କୋଟିର ବ୍ୟବସାୟ
ଭୁବନେଶ୍ୱର,୨୮ା୧୨(ବ୍ୟୁରୋ): ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ପକ୍ଷରୁ ଜନତା ମଇଦାନଠାରେ ଚାଲିଥିବା ଚତୁର୍ଦ୍ଦଶ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା ଶୁକ୍ରବାର ଉଦ୍ଯାପିତ ହୋଇଯାଇଛି। ଉଦ୍ଯାପନୀ ଉତ୍ସବରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ହେମନ୍ତ କୁମାର ଶର୍ମା ଅତିଥିଭାବେ ଯୋଗଦେଇ ସନ୍ଧ୍ୟାର…
ଜାନୁୟାରୀ ୪ରୁ ଶିଶିର ସରସ ମେଳା: ଯୋଗଦେବେ ୨୫ ରାଜ୍ୟର କାରିଗର
ଭୁବନେଶ୍ୱର, ୨୮ା୧୨(ବ୍ୟୁରୋ): ଗ୍ରାମୀଣ ଉତ୍ପାଦକମାନଙ୍କ ସାମଗ୍ରୀକୁ ବିପଣନ ସୁବିଧା ଯୋଗାଇଦେବା ଲକ୍ଷ୍ୟରେ ଜାନୁୟାରୀ ୪ରୁ ଇଡ୍କୋ ପ୍ରଦର୍ଶନୀ ପଡ଼ିଆରେ ଆରମ୍ଭ ହେବ ଶିଶିର ସରସ ମେଳା। ରାଜ୍ୟ ସରକାରଙ୍କ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଅଧୀନସ୍ଥ ଓର୍ମାସ ପକ୍ଷରୁ ଆୟୋଜିତ…
କେନ୍ଦୁଝରରେ ୨ବର୍ଷର ରେକର୍ଡ ଭାଙ୍ଗିଲା ଶୀତ
କେନ୍ଦୁଝର,୨୮।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ବର୍ଷା ସାଙ୍ଗକୁ କୋହଲା ପାଗ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଚଳିତବର୍ଷ ସର୍ବନିମ୍ନ ତାପମାତ୍ରା ୫.୬ ଡିଗ୍ରୀ ରେକର୍ଡ କରାଯାଇଛି, ଯାହାକି ଗତ ଦୁଇ ବର୍ଷରେ ଦେଖିବାକୁ ମିଳି ନ ଥିଲା। ତେବେ କାଞ୍ଜିପାଣି, ତରମାକାନ୍ତ, କିରିବୁରୁ…
ରାୟଗଡ଼ାରେ ମାଓବାଦୀଙ୍କ ଲଙ୍କାକାଣ୍ଡ: ରାସ୍ତା କାମକୁ ବିରୋଧ କରି ପୋଡ଼ିଲେ ୩ଟି ଗାଡ଼ି
ମୁନିଗୁଡା,୨୮।୧୨: ରାୟଗଡା ଜିଲାରେ ପୁଣି ମାଓବାଦୀ ହିଂସା ଦେଖିବାକୁ ମିଳିଛି। ରାସ୍ତା କାମକୁ ବିରୋଧ କରି ୩ଟି ଗାଡିକୁ ପୋଡ଼ିଦେଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ ଶରଧାପୁରଠାରୁ ଥୁଆପାଡ଼ି ପର୍ଯ୍ୟନ୍ତ ହେଉଥିବା ପ୍ରଧାନମନ୍ତ୍ରୀ ଗ୍ରାମ୍ୟସଡ଼କ ଯୋଜନାକୁ ମାଓବାଦୀ…
ହାତୀ ଆକ୍ରମଣରେ ଜଣେ ବୃଦ୍ଧା ଗୁରୁତର
ଉଦଳା,୨୮।୧୨(ଡି.ଏନ୍.ଏ.): ଉଦଳା ବନଖଣ୍ତ ଅଞ୍ଚଳରେ ହାତୀ ଆତଙ୍କ ଦେଖାଦେଇଛି। ଶନିବାର ହାତୀପଲଙ୍କ ଆକମ୍ରଣରେ ଜଣେ ବୃଦ୍ଧା ଗୁରୁତର ଆହତ ହୋଇଛନ୍ତି । ସୂଚନାଯୋଗ୍ୟ, ଉଦଳା ବ୍ଲକ ଅଧିନରେ ଥିବା ଖଲାଡି ଓ କୋଚିଳା ଡିହା ପଞ୍ଚାୟତ ଅଞ୍ଚଳରେ ସକାଳେ କିଛି ହାତୀପଲ…
ସମଗ୍ର ଦେଶ ପାଇଁ ରହିବ ଗୋଟିଏ ଆପତ୍କାଳୀନ ନମ୍ବର
ଭୁବନେଶ୍ୱର,୨୮ା୧୨(ବ୍ୟୁରୋ): ସମଗ୍ର ଦେଶ ପାଇଁ ରହିବ ଗୋଟିଏ ଆପତ୍କାଳୀନ ନମ୍ବର ୧୧୨। ୨୦୨୦ ମାର୍ଚ୍ଚ ମାସରୁ ଏହି ବ୍ୟବସ୍ଥା କାର୍ଯ୍ୟକାରୀ କରିବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ଇମର୍ଜେନ୍ସି ରେସ୍ପନ୍ସ ସପୋର୍ଟ ସିଷ୍ଟମ(ଇଆର୍ଏସ୍ଏସ୍) ରାଜ୍ୟରେ ଖୁବ୍ଶୀଘ୍ର କାର୍ଯ୍ୟକ୍ଷମ ହେବ। ଦେଶର…
ବାଲେଶ୍ୱର-ନୀଳଗିରି ଷ୍ଟେଶନ ମଧ୍ୟରେ ମରାମତି: ୩ ଟ୍ରେନ ବାତିଲ୍, ୭ଟିର ସମୟ ପରିବର୍ତ୍ତନ
ଭୁବନେଶ୍ୱର, ୨୮ା୧୨(ବ୍ୟୁରୋ): ବାଲେଶ୍ୱର ଓ ନୀଳଗିରି ରୋଡ଼ ଷ୍ଟେଶନ ମଧ୍ୟରେ ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ପାଇଁ ରବିବାର ୩ ଟ୍ରେନ୍ ବାତିଲ୍ ସହ ୭ଟିର ସମୟ ପରିବର୍ତ୍ତନ କରାଯାଇଛି। ଦକ୍ଷିଣ ପୂର୍ବ ରେଳପଥ ପକ୍ଷରୁ ମିଳିଥିବା ସୂଚନାନୁସାରେ, ଏହି ଦୁଇ…
ଦେହରେ ପେଟ୍ରୋଲ ଢାଳି ଆତ୍ମହୁତି ଉଦ୍ୟମ: ଆଖି ବୁଜିଲେ କାର୍ତ୍ତିକ ମେହେର
ବରଗଡ଼ ଅଫିସ୍, ୨୮ା୧୨: ନୂଆଦିଲ୍ଲୀ ଇଣ୍ଡିଆ ଗେଟ୍ ସମ୍ମୁଖରେ ଦେହରେ ପେଟ୍ରୋଲ ଢାଳି ଆତ୍ମାହୂତି ଉଦ୍ୟମ କରିଥିବା ବରଗଡ଼ ଜିଲା ପଦ୍ମପୁର ନିକଟ ବୁଧାପାଲି ଗାଁର କାର୍ତ୍ତିକ ମେହେରଙ୍କ ମୃତ୍ୟୁ ଘଟିଛି। ଭାଇ କେଶବ ଦିଲ୍ଲୀ ଯାଇ ମୃତଦେହକୁ ସଂସ୍କାର କରିଛନ୍ତି।…
ୟେଲୋ ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ
ଭୁବନେଶ୍ୱର,୨୮ା୧୨(ବ୍ୟୁରୋ): ରାଜ୍ୟରେ ଚଳିତ ବର୍ଷ ପ୍ରଥମ ଥର ଲାଗି ପ୍ରଚଣ୍ଡ ଶୀତର ଅନୁଭୂତ ଆରମ୍ଭ ହୋଇଛି। ଆସନ୍ତା ଦୁଇ ତିନି ଦିନ ଯାଏ ଶୀତ ଲହରି ସମଗ୍ର ରାଜ୍ୟକୁ ଥଇାଇବ ବୋଲି ପାଣିପାଗ ବିଭାଗ ସତର୍କ କରାଇଛି। ଏହି ସମୟରେ ସର୍ବନିମ୍ନ…
ସାଇକେଲରେ ପରିବେଶ ସୁରକ୍ଷା ବାଣ୍ଟୁଥିବା ଅମରେଶଙ୍କୁ ସ୍ବାଗତ
ନୟାଗଡ଼ ଅଫିସ,୨୮।୧୨: ବୃକ୍ଷ ଓ ପରିବେଶ ସୁରକ୍ଷା ବାର୍ତ୍ତା ନେଇ ପାରାଦୀପରୁ ସାଇକେଲରେ ବ୍ରହ୍ମପୁର ଅଭିୁମୁଖେ ବାହାରିଥିବା ପରିବେଶବିତ ଅମରେଶ ନରେଶ ସାମନ୍ତଙ୍କୁ ଶୁକ୍ରବାର ନୟାଗଡ଼ ଜିଲାର ବିଭିନ୍ନ ଅଞ୍ଚଳରେ ସ୍ବାଗତ କରାଯାଇଥିଲା। ପ୍ରଥମେ ନୟାଗଡ଼ ଠାରେ ପହଞ୍ଚିବା ପରେ ବନ…
Archives


