ରାଜ୍ୟରେ ଶିଳ୍ପ ବନ୍ଦର ପ୍ରଭାବ: ୮ବର୍ଷରେ ୯୩୯୦ଜଣ ଚାକିରି ହରାଇଛନ୍ତି
ଭୁବନେଶ୍ୱର,୬ା୮(ବ୍ୟୁରୋ): ରାଜ୍ୟର ଅନୂ୍ୟନ ୧୭ ଶିଳ୍ପ ୨୦୧୦ରୁ ୨୦୧୮ ମଧ୍ୟରେ ବନ୍ଦ ହୋଇଯିବା କାରଣରୁ ୯,୩୯୦ ଲୋକ ଚାକିରି ହରାଇଛନ୍ତି। ରାଜ୍ୟ ଶିଳ୍ପମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ବିଧାନସଭାରେ ଏକ ଲିଖିତ ଉତ୍ତରରେ ଏହା ଦର୍ଶାଇଛନ୍ତି। ସେ ସୂଚନା ଦେଇଛନ୍ତି ଯେ,...
ଆଦର୍ଶ ବିଦ୍ୟାଳୟରେ ସମସ୍ୟା:ଜିଲାପାଳଙ୍କ ଦ୍ୱାରସ୍ଥ ହେଲା ଅଭିଭାବକ ସଂଘ
ଅନୁଗୋଳ ଅଫିସ, ୬।୮ ଅନୁଗୋଳ ସହର ଉପକଣ୍ଠ ଖଣ୍ଡହତାରେ ଥିବା ଆଦର୍ଶ ବିଦ୍ୟାଳୟ ସମସ୍ୟା ନେଇ ପୁଣି ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛି ଅଭିଭାବକ ସଂଘ। ୨୦୧୮-୧୯ ଶିକ୍ଷା ବର୍ଷରୁ ଏଠାରେ ପାଠପଢ଼ା ଆରମ୍ଭ ହୋଇଥିଲେ ମଧ୍ୟ ଛାତ୍ରୀଛାତ୍ରଙ୍କୁ ଅଦ୍ୟାବଧି ମୌଳିକ...
ଜମ୍ମୁ-କଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ଖୁସିରେ ପାଳନ ହେଲା ଭାରତ ଉତ୍ସବ
ଜଗତ୍ସିଂହପୁର ଅଫିସ,୬ା୮: କଶ୍ମୀରରୁ ଧାରା ୩୭୦ ଓ ୩୫ଏ ଉଚ୍ଛେଦ କରାଯିବା ସହ ଏହାକୁ କେନ୍ଦ୍ର ଶାସିତ ଅଞ୍ଚଳ ମାନ୍ୟତା ଦିଆଯାଇଛି। ଜମ୍ମୁ-କଶ୍ମୀର ଓ ଲଦାଖ ପୃଥକ କେନ୍ଦ୍ର ଶାସିତ ଅଞ୍ଚଳ ହୋଇଛି। କଶ୍ମୀର ଦେଶର ଅନ୍ୟ କେନ୍ଦ୍ର ଶାସିତ...
୬ଟି ଗାଁକୁ ନିର୍ମାଣ ହେବ ରାସ୍ତା
ଦଶମନ୍ତପୁର, ୬ା୮(ଡି.ଏନ.ଏ.) କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ବ୍ଲକ । ବଣ, ପାହାଡ, ପର୍ବତଘେରରେ ରହିଥିବା ବ୍ଲକର ଅନେକଗୁଡିଏ ଦୁର୍ଗମ ଅଞ୍ଚଳକୁ ଭଲ ରାସ୍ତାଟିଏ ନାହିଁ ା ଅଞ୍ଚଳବାସୀ ବାରମ୍ବାର ରାସ୍ତା ପାଇଁ ଗୁହାରି କରିଥିଲେ...
ବର୍ଷା ସାଜିଛି ବାଧକ, ଚାଷ ଆଗେଇ ପାରୁନି୨ ମାସରେ ୪୦୫ ମି.ମି. ବର୍ଷା ହୋଇଛି
କର୍ଲାମୁଣ୍ଡା,୬।୮(ଡି.ଏନ.ଏ.) ଦିନକୁ ଦିନ ଗଡି ଚାଲିଥିଲେ ହେଁ ବର୍ଷା ହେଉ ନ ଥିବାରୁ ଚାଷୀଙ୍କ ଚାଷ କାର୍ଯ୍ୟ ଏବେ ଠପ୍ ହୋଇଯାଇଛି । କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ଏଭଳି ପରିସ୍ଥିତି ଦେଖିବାକୁ ମିଳିଛି । କର୍ଲାମୁଣ୍ଡା ବ୍ଲକ କୃଷି...
କୋଡ଼ିବାହାଲ ଗଁ। ରେ କିଡ଼୍ନୀ ରୋଗ୍ ଆତଁକ୍:ବାପର ଚିକିଛା ଲାଗି ଦାଦନ ଯାଇଛେ ପୁଓ
ଘଣ୍ଟାପଡା, ୬।୮ (ଡି.ଏନ୍.ଏ.): ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକ ଘଣ୍ଟାପଡ଼ା ପଁଚେତ୍ ଅଧୀନ କୋଡ଼ିବାହାଲ ଗଁାରେ ଏହେଦେ କିଡ଼୍ନୀ ରୋଗ୍ ଆତଁକ୍ ଦେଖା ଦେଇଛେ। ୨ ବଛର ଭିତରେ କିଡ଼୍ନୀ ରୋଗ୍ରେ ଗଁାର ୬ ଝନ୍କର ଜୀବନ୍ ଯାଇଥିଲାବେଲେ...
ଶିଁକ୍ଲା ବଁଧା ଜୀବନ୍ ବିତଉଛନ୍ ସିନିକଟ୍
ବିଜେପୁର, ୬।୮ (ଡି.ଏନ୍.ଏ): ବରଗଡ଼ ଜିଲା ବିଜେପୁର ବ୍ଲକ ଟି.ଗଣ୍ଡପାଲି ପଁଚେତ୍ ସଦର ଗଁାର ସନିକଟ୍ ସାହୁ(୪୮)। ଦିନ୍ଥିଲା ସେ ବାହାଜଁାଗଲ୍ ମାଜି ମା’ବାପ୍, ସିଆନି ସଂଗେ ତିନ୍ ତିନଟା ଛୁଆପିଲାକୁ ପୁଷୁଥିଲେ। ଜମିବାଡ଼ି ବଲି କିଛି ନାଇଁ, ପରିବାରଟା...
ପୋଲିସ ଏନ୍କାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ଗୁରୁ ଆହତ
ଆସିକା,୫।୮(ଡି.ଏନ୍.ଏ.): ଗଞ୍ଜାମ ଜିଲା ଆସିକା-ବାଲିପଦର ମୁଖ୍ୟ ରାସ୍ତାର ଚାରିମଇଲି ନିକଟରେ ସୋମବାର ଭୋର ସମୟରେ ଆସିକା ପୋଲିସ ପକ୍ଷରୁ ହୋଇଥିବା ଏନ୍କାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ଗୁରୁଚରଣ ସ୍ବାଇଁ (୨୯) ଗୁରୁତର ହୋଇଛନ୍ତି। ତାଙ୍କ ବାମଗୋଡ଼ର ପଛପଟ ଆଣ୍ଠୁ ଉପରକୁ ଗୁଳି...
ନିମ୍ନମାନର ଖାଦ୍ୟ ଯୋଗାଣ ଅଭିଯୋଗ : ହଷ୍ଟେଲ ଛାଡ଼ିଲେ ୪୮ ଛାତ୍ରୀ
ରାମନାଗୁଡ଼ା/ଗୁଣପୁର,୫ା୮(ଡି.ଏନ.ଏ.) : ରାୟଗଡ଼ା ଜିଲା ପଦ୍ମପୁର ବ୍ଲକ ନାଇରା ଆଶ୍ରମ ବିଦ୍ୟାଳୟର ୪୮ ଜଣ ଛାତ୍ରୀ ହଷ୍ଟେଲ ଛାଡ଼ି ଚାଲିଯାଇଛନ୍ତି। ନିମ୍ନମାନର ଖାଦ୍ୟ ପ୍ରଦାନ ଓ ସହାକରୀ ସୁପରିଣ୍ଟେଣ୍ଡେଣ୍ଟଙ୍କ ବ୍ୟବହାରରେ ଅତିଷ୍ଠ ହୋଇ ହଷ୍ଟେଲ ଛାଡ଼ିଥିବା ଛାତ୍ରୀମାନେ ପ୍ରକାଶ କରିଛନ୍ତି।...
କୁନ୍ଦୁଲି ବଳାତ୍କାର ଘଟଣା : କମିଶନଙ୍କ ରିପୋର୍ଟ ନେଇ ବିରୋଧୀ ଗରମ
ଭୁବନେଶ୍ୱର,୫ା୮(ବ୍ୟୁରୋ): କୁନ୍ଦୁଲି ରିପୋର୍ଟ ବିଧାନସଭାରେ ଉପସ୍ଥାପିତ ହେବାପରେ ବିରୋଧୀଙ୍କ ଟାର୍ଗେଟରେ ରାଜ୍ୟ ସରକାର। କାହାକୁ ସୁରକ୍ଷା ଦେବାକୁ ଏଭଳି ରିପୋର୍ଟ ପ୍ରସ୍ତୁତ କରାଯାଇଛି ବୋଲି ବିରୋଧୀ ପ୍ରଶ୍ନ କରିଥିଲେ। ତଦନ୍ତ କମିଶନ ଗତ ସରକାରଙ୍କୁ ଦେଇଥିବା ରିପୋର୍ଟ ଅନୁଯାୟୀ, କୁନ୍ଦୁଲି...
ରାଜଧାନୀରେ ପୋଲିସ-ଅପରାଧୀ ମୁହାଁମୁହିଁ : ୨୯ ଘଣ୍ଟାରେ ୫ ଏନ୍କାଉଣ୍ଟର
ଭୁବନେଶ୍ୱର,୫ା୮(ବ୍ୟୁରୋ) : ମଞ୍ଚେଶ୍ୱର ଥାନାଞ୍ଚଳରେ ସିରିଜ୍ ଲୁଟ୍ ପରେ କମିଶନରେଟ ପୋଲିସ ଆରମ୍ଭ କରିଛି ଅପରେଶନ ଏନ୍କାଉଣ୍ଟର। ୨୯ ଘଣ୍ଟାରେ ୫ ଏନ୍କାଉଣ୍ଟର କରିିଛି। ଶନିବାର ଭୋର୍ ୪ଟାରେ ବାଲିଅନ୍ତା ଥାନା ଅନ୍ତର୍ଗତ ଟଙ୍କପାଣି ସେତୁ ନିକଟରେ ପୋଲିସ ଗୁଳିରେ...
ପାଣି ପାଇଁ ଦୁଇ ଗ୍ରାମ ମଧ୍ୟରେ ସଂଘର୍ଷ: ତୀରମାଡ଼ରେ ଯୁବକ ମୃତ
ନରସିଂହପୁର, ୫ା୮(ଡି.ଏନ.ଏ./ସ୍ବ.ପ୍ର.): କଟକ ଜିଲା ନରସିଂହପୁର ଥାନା ଅଧୀନ ସାଗର ଏବଂ ପାଞ୍ଚଗୋଚ୍ଛିଆ ଗ୍ରାମବାସୀଙ୍କ ମଧ୍ୟରେ ରବିବାର ପାଣି ପାଇଁ ଗୋଷ୍ଠୀ ସଂଘର୍ଷ ଘଟିଛି। ଏଥିରେ ତୀର ମାଡ଼ରେ ସାଗର ଗ୍ରାମର ଶ୍ରୀଧର ସାମଲ(୪୦)ଙ୍କ ମୃତ୍ୟୁ ଘଟିଥିବାବେଳେ ୧୫ରୁ ଊର୍ଦ୍ଧ୍ୱ...
Archives


