ଭୁଶୁଡ଼ି ପଡ଼ିଲାଣି ପ୍ରାଥମିକ ଶିକ୍ଷା
ଭୁବନେଶ୍ୱର, ୪ା୮(ବ୍ୟୁରୋ): ୫ମ ଶ୍ରେଣୀ ପିଲାଙ୍କୁ ମିଶାଣ ଫେଡାଣ, ହରଣ ଗୁଣନ ଜଣାନାହିଁ। ସେମାନେ ଦ୍ୱିତୀୟ ଶ୍ରେଣୀ ପାଠ ବିଷୟରେ କହିପାରୁ ନାହାନ୍ତି। ରାଜ୍ୟରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ଭୁଶୁଡି ପଡିଲାଣି। ଗୋଟିଏ ଜାତିର ମେରୁଦଣ୍ଡ ଭାଙ୍ଗିବାକୁ ହେଲେ ପ୍ରଥମେ...
କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ସହ ସାତଟି ବୁଝାମଣାପତ୍ର ସ୍ବାକ୍ଷରିତ: ‘ଓଡ଼ିଶା ହେବ କୃଷିରେ ବଳକା ରାଜ୍ୟ’
ଭୁବନେଶ୍ୱର, ୪ା୮(ବ୍ୟୁରୋ): କୃଷି କ୍ଷେତ୍ରରେ ଉନ୍ନତି ଆଣିବା ପାଇଁ ରାଜ୍ୟ ସରକାର ଅନେକ ଦୀର୍ଘ ମିଆଦୀ କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି। ଉନ୍ନତ ମାନର ବିହନ ସୃଷ୍ଟି ସହ କୃଷକମାନଙ୍କୁ ଅଧିକ ପରିମାଣରେ ଏହାକୁ ଦିଆଯିବାର ଲକ୍ଷ୍ୟ ରଖାଯାଇଛି ବୋଲି କୃଷି...
ବିଧାନସଭାରେ ୩ ବିଧେୟକ ଗୃହୀତ
ଭୁବନେଶ୍ୱର, ୪ା୮(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ବିଧାନସଭାରେ ଆଗତ ହୋଇଥିବା ୩ ଗୁରୁତ୍ୱପୂର୍ଣ୍ଣ ବିଧେୟକ ଶନିବାର ଗୃହୀତ ହୋଇଛି। ଏଥି ମଧ୍ୟରେ ଦୁଇଟି ସଂଶୋଧନ ଏବଂ ଗୋଟିଏ ବେସରକାରୀ ବିଶ୍ୱବିଦ୍ୟାଳୟ ସମ୍ପର୍କିତ ବିଧେୟକ ରହିଥିଲା। ଏଗୁଡ଼ିକ ହେଉଛି- ଓଡ଼ିଶା ଲୋକାୟୁକ୍ତ(ସଂଶୋଧନ)...
୫ ଦଫା ଦାବି ପୂରଣ ନେଇ ରାଜ୍ୟପାଳଙ୍କୁ ଭେଟିଲା ଭାଜପା: ଓବିସି କମିଶନ ଲାଗୁ ନ ହେଲେ ଆନ୍ଦୋଳନ ଚେତାବନୀ
ଭୁବନେଶ୍ୱର, ୪ା୮(ବ୍ୟୁରୋ):ରାଜ୍ୟରେ ଓବିସି କମିଶନ ଗଠନ, ପଛୁଆବର୍ଗ ଛାତ୍ରୀଛାତ୍ରଙ୍କୁ ବୃତ୍ତି ପ୍ରଦାନ, ଉଭୟ ସରକାରୀ ଓ ବେସରକାରୀ ନିଯୁକ୍ତି କ୍ଷେତ୍ରରେ ୨୭ପ୍ରତିଶତ ସଂରକ୍ଷଣ ବୃଦ୍ଧି, ଓବିସି ଫାଇନାନ୍ସ କର୍ପୋରେଶନ ମାଧ୍ୟମରେ ଋଣ ପ୍ରଦାନ ଏବଂ ସାମାଜିକ, ଶିକ୍ଷାଗତ ପଛୁଆବର୍ଗଙ୍କୁ(ଏସ୍ଇବିସି)ଙ୍କୁ ଓବିସି...
ଆତଙ୍କବାଦୀଙ୍କ ଟାର୍ଗେଟରେ ଶ୍ରୀମନ୍ଦିର: ମୁକୁଳା ପଡ଼ିିଛି ସମୁଦ୍ର ତଟ
ପୁରୀ ଅଫିସ, ୪ା୮: ଦେଶର ଅନ୍ୟତମ ପ୍ରମୁଖ ତୀର୍ଥସ୍ଥଳ ହେଉଛି ଶ୍ରୀକ୍ଷେତ୍ର। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବା ସହ ସମୁଦ୍ର ସ୍ନାନ ଓ ବେଳାଭୂମି ବୁଲିବା ଲାଗି ଏଠାକୁ ଦୈନିକ ଲକ୍ଷାଧିକ ଭକ୍ତ ଏବଂ ପର୍ଯ୍ୟଟକ ଦେଶ ବିଦେଶରୁ ଛୁଟି...
ଶିଶୁ ଓ ମହିଳାଙ୍କ ସୁରକ୍ଷାକୁ ନେଇ ଜାତୀୟ କର୍ମଶାଳା: ‘ପରୀ ପାଇଁ କଥାଟିଏ’ ସମାଜରେ ନୂଆ ଜାଗରଣ ସୃଷ୍ଟି କରିଛି
ଭୁବନେଶ୍ୱର, ୪ା୮(ବ୍ୟୁରୋ): ‘ପରୀ ପାଇଁ କଥାଟିଏ’ କାର୍ଯ୍ୟକ୍ରମ ସମାଜରେ ନୂଆ ଜାଗରଣ ସୃଷ୍ଟି କରିଛି। ନାବାଳିକାଙ୍କୁ ଉଦ୍ଧାର କରାଯାଇ ଠିକଣା ସ୍ଥାନରେ ପହଁଞ୍ଚାଇ ପାରିଛି ପୋଲିସ। ଏହି ଅଭିଯାନରେ ରାଜ୍ୟ ପୋଲିସ ଏକ ଗୁରୁଦାୟିତ୍ୱ ବହନ କରିଛି। ପୋଲିସ ନାଗରିକଙ୍କୁ...
ଗାନ୍ଧୀ ମାର୍ଗରେ ହୋଇ ନ ପାରେ ରାଜ୍ୟସ୍ତରୀୟ ପରେଡ୍: ୩ ସ୍ଥାନ ବୁଲି ଦେଖିଲେ ଡିଜିପି, ସିପି
ଭୁବନେଶ୍ୱର, ୪ା୮(ବ୍ୟୁରୋ): ରାଜ୍ୟରେ ୭୨ତମ ସ୍ବାଧୀନତା ଦିବସ ପାଳନ ପାଇଁ ଚାଲିଛି ପ୍ରସ୍ତୁତି। ସବୁଥର ପରି ଏଥର ମଧ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପତାକା ଉତ୍ତୋଳନ କରିବେ। କିନ୍ତୁ କେତେକ କାରଣ ପାଇଁ ଚଳିତବର୍ଷ ଗାନ୍ଧୀମାର୍ଗରେ ରାଜ୍ୟସ୍ତରୀୟ ପରେଡ କରା...
ଦଳିତ ମହିଳାଙ୍କୁ ପୋଲିସ ଏସ୍ଆଇଙ୍କ ଅସଦାଚରଣ
ଭୁବନେଶ୍ୱର, ୪ା୮(ବ୍ୟୁରୋ): ସାଧାରଣ ଲୋକଙ୍କୁ ଉତ୍ତମ ବ୍ୟବହାର ଦେଖାଇବା ପାଇଁ ପୋଲିସ ଡିଜିଙ୍କଠାରୁ ଆରମ୍ଭ କରି ସିପି ପର୍ଯ୍ୟନ୍ତ ପୋଲିସ ଅଫିସରମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। କେତେଜଣ ପୋଲିସ ଅଫିସର ଏହି ନିର୍ଦ୍ଦେଶକୁ ମାନୁ ନ ଥିବା ଜଣାପଡିଛି। ଥାନାକୁ କେହି...
କାଦୁଆ ଆଶ୍ରମ ଏବେ ଜରାଜୀର୍ଣ୍ଣ
ପୁରୀ ଅଫିସ/ସାକ୍ଷୀଗୋପାଳ, ୪ା୮ (ଡି.ଏନ.ଏ.): ସାକ୍ଷୀଗୋପାଳ ନିକଟ ପୁରୀ-ଭୁବନେଶ୍ୱର ଜାତୀୟ ରାଜପଥ ପାର୍ଶ୍ୱରେ ଅବସ୍ଥିତ କାଦୁଆ ଗଁ।। ଏହି ଗଁ।ରେ ୧୯୨୫ ମସିହାରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ତିଆରି କରିଥିଲେ ଦରିଦ୍ର ନାରାୟଣ ସେବା ସଂଘ। ଲୋକମୁଖରେ ଏହା...
୫ ଜିଲାରେ ପ୍ରବଳ ବର୍ଷା:୪୮ ଘଣ୍ଟାରେ ଲଘୁଚାପ
ଭୁବନେଶ୍ୱର,୪।୮(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି ଏବଂ ନୂଆପଡା ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲା ପାଇଁ ପାଣିପାଗ ବିଭାଗ ଅରେଞ୍ଜ ଓ୍ବାର୍ନିଂ ସତର୍କ ସୂଚନା...
ବନ୍ଧୁ ବିନା ଜୀବନ ରଙ୍ଗହୀନ
ଭୁବନେଶ୍ୱର, ୪ା୮(ବ୍ୟୁରୋ)/ କଟକ ଅଫିସ: ‘ବନ୍ଧୁ’ – ତୁମ ଖୁସିରେ ଯିଏ ଖୁସି ହୁଏ। ତୁମକୁ ସବୁ ବେଳେ ଆଗକୁ ବଢିବାରେ ପ୍ରେରଣା ଦିଏ। ଯିଏ ସବୁ ସମୟ, ସବୁ ପରିସ୍ଥିତିରେ ପାଖେ ପାଖେ ରହିଥାଏ ସେ ହିଁ ପ୍ରକୃତ...
ଶେଷ ହେଲା ବିଧାନସଭା ଅଧିବେଶନ: ୫ ଦିନ ଆଗରୁ ସରିଲା
ଭୁବନେଶ୍ୱର,୪।୮(ବ୍ୟୁରୋ): ଷୋଡ଼ଶ ବିଧାନସଭାର ପ୍ରଥମ ଅଧିବେଶନ ଶନିବାର ଶେଷ ହୋଇଛି। ନିର୍ଦ୍ଧାରିତ ସମୟର ୫ ଦିନ ପୂର୍ବରୁ ଅଧିବେଶନକୁ ବନ୍ଦ କରି ଦିଆଯାଇଛି। ଏହି ଅଧିବେଶନ ଦୁଇଟି ପର୍ଯ୍ୟାୟରେ ଅଗଷ୍ଟ ୮ ତାରିଖ ଯାଏ ଚାଲିବାର ଥିଲା। ଏହାର ପ୍ରଥମ...
Archives


