ରାଜ୍ୟ

ଚାନ୍ଦିପୁର ଆଇଟିଆରରେ ବ୍ୟବହାରିକ ପରୀକ୍ଷଣ:‘ବଂଶୀ’କୁ ଭେଦ କଲା ‘କ୍ୟୁଆର୍‌ଏସ୍‌ଏମ୍‌’

ବାଲେଶ୍ୱର ଅଫିସ, ୪।୮-ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ସମନ୍ବିତ ପରୀକ୍ଷଣ ରେଞ୍ଜ(ଆଇଟିଆର୍‌)ରୁ ଭ୍ରାମ୍ୟମାଣ ଟ୍ରକ ସାହାଯ୍ୟରେ ଭୂପୃଷ୍ଠରୁ ଆକାଶ ମାର୍ଗକୁ ନିକ୍ଷେପ କରାଯାଉଥିବା ‘କ୍ୟୁଆର୍‌ଏସ୍‌ଏମ୍‌’ (କୁଇକ୍‌ ରିଆକଶନ୍‌ ସର୍ଫେସ୍‌-ଟୁ-ଏୟାର ମିଶାଇଲ୍‌)ର ସଫଳ ପରୀକ୍ଷଣ କରାଯାଇଛି। ରବିବାର ପୂର୍ବାହ୍ନ ୧୦ଟା ୫୮ ମିନିଟ୍‌ରେ...

ମେଟଲ୍‌ ମିଟ୍‌ ସିନିୟର ଗ୍ରାଣ୍ଡ ଫିନାଲେ ଆରମ୍ଭ: ମଞ୍ଚରେ ଶ୍ରେଷ୍ଠ ୮ଟିମ୍‌

ଭୁବନେଶ୍ୱର,୪।୮(ବ୍ୟୁରୋ): ମେଟଲ୍‌ ମିଟ୍‌ ସିନିୟର ଚାମ୍ପିୟନ୍‌ ଟାଇଟଲ ପାଇଁ ଆରମ୍ଭ ହୋଇଛି ଜୋରଦାର ଲଢ଼େଇ। ମଞ୍ଚରେ ଶ୍ରେଷ୍ଠ ୮ ଟିମ୍‌ ଏନ୍‌ଆଇଟି ରାଉରକେଲା, ଆଇଆଇଟି ଭୁବନେଶ୍ୱର, ଏମ୍‌ସ ଭୁବନେଶ୍ୱର, କଲେଜ ଅଫ୍‌ ଇଞ୍ଜିନିୟରିଂ ଆଣ୍ଡ୍‌ ଟେକ୍ନୋଲୋଜି(ସିଇଟି), ଏକ୍ସଆଇଏମ୍‌ବି, ଏସ୍‌ସିବି ମେଡିକାଲ...

ଜେଜେମା’ଙ୍କ ନିଷ୍ଠୁରତା, ପଡୋଶୀ ଘରେ ଖାଇବାରୁ ମା’ଛେଉଣ୍ଡ ନାତୁଣୀଙ୍କୁ ନିର୍ଦ୍ଧୁମ୍‌ ପିଟିଲେ

ବନ୍ତଳା, ୪।୮(ଡି.ଏନ.ଏ): ଜେଜେମା’ଙ୍କ ନିଷ୍ଠୁରତା। ପଡୋଶୀ ଘରେ ଯାଇ ଖାଇବାରୁ ତିନି ବର୍ଷର ଶିଶୁ କନ୍ୟାକୁ ଜେଜେମା ମାଡ଼ ମାରି ଘର ଭିତରେ ରଖି ତାଲା ପକାଇବା ଖବର ଜିଲାରେ ଚର୍ଚ୍ଚାର ବିଷୟ ହୋଇଛି। ଅନୁଗୋଳ ଜିଲା ବନ୍ତଳା ଥାନା...

ମେଟଲ୍‌ ମିଟ୍‌ ଗ୍ରାଣ୍ଡ ଫିନାଲେ : ରାଉଣ୍ଡ ‘ଟିକ୍‌ଟାକ୍‌ଟୋ’ରେ ବାଜିମାରିଲା ୟୁନିଟ୍‌-୮ ଡିଏଭି

ଭୁବନେଶ୍ୱର,୪।୮(ବ୍ୟୁରୋ): ମେଟଲ୍‌ ମିଟ୍‌ ଜୁନିୟର ଗ୍ରୁପ୍‌ ଗ୍ରାଣ୍ଡ ଫିନାଲେ ଦ୍ୱିତୀୟ ରାଉଣ୍ଡ ତଥା ରାଉଣ୍ଡ୍‌ ‘ଟିକ୍‌ଟାକ୍‌ଟୋ’ରେ ବାଜି ମାରିଛି ୟୁନିଟ୍‌-୮ ଡିଏଭି ପବ୍ଲିକ୍‌ ସ୍କୁଲ୍‌। ସର୍ବାଧିକ ୭୩ ସ୍କୋର୍‌ କରି ଆଗରେ ରହିଛି ୟୁନିଟ୍‌-୮ ଡିଏଭି। ତେବେ ମଦର୍ସ ପବ୍ଲିକ୍‌ସ୍କୁଲ୍‌ସେହି...

ମେଟଲ୍‌ ମିଟ୍‌ ଗ୍ରାଣ୍ଡ ଫିନାଲେ ଜୁନିୟର ଗ୍ରୁପ୍‌ ରାଉଣ୍ଡ-୧: ଆଗରେ ମଦର୍ସ ପବ୍ଲିକ ସ୍କୁଲ

ଭୁବନେଶ୍ୱର,୪।୮(ବ୍ୟୁରୋ): ମେଟଲ୍‌ ମିଟ୍‌-୨୦୧୯ ଜୁନିୟର ଗ୍ରୁପ୍‌ ଗ୍ରାଣ୍ଡ ଫିନାଲେର ରାଉଣ୍ଡ-୧ ଏହା ମଧ୍ୟରେ ଶେଷ ହୋଇଛି। ଏହି ‘ଇନ୍‌ଫିନାଇଟ୍‌’ ରାଉଣ୍ଡରେ ୧୬ଟି ପ୍ରଶ୍ନ ରହିଥିବା ବେଳେ ଏଥିରେ ସର୍ବାଧିକ ୭୦ ସ୍କୋର୍‌ କରି ଆଗରେ ରହିଛି ଭୁବନେଶ୍ୱରର ମଦର୍ସ ପବ୍ଲିକ୍‌...

ଆଜି ଶ୍ରାଦ୍ଧବାର୍ଷିକୀ: ଉତ୍କଳ ସମ୍ମିଳନୀ ପକ୍ଷରୁ ନନ୍ଦିନୀ ଶତପଥୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

ଭୁବନେଶ୍ୱର,୪।୮(ବ୍ୟୁରୋ): ଓଡ଼ିଶାର ପ୍ରଥମ ତଥା ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ଶ୍ରାଦ୍ଧଦିବସ ଉପଲକ୍ଷେ ଉତ୍କଳ ସମ୍ମିଳନୀ ପକ୍ଷରୁ ରାଜଭବନ ନିକଟସ୍ଥ ଏଲ୍‌ଆଇସି ଛକରେ ଥିବା ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଛି। ମଞ୍ଚେଶ୍ୱର ଶିଳ୍ପାଞ୍ଚଳ ଶାଖା ସଭାପତି ଦିଲ୍ଲୀପ ଦାଶବର୍ମାଙ୍କ ସଭାପତିତ୍ୱରେ...

ମେଟଲ୍‌ ମିଟ୍‌-୨୦୧୯: ଗ୍ରାଣ୍ଡ ଫିନାଲେ ଆରମ୍ଭ

ଭୁବନେଶ୍ୱର,୪।୮(ବ୍ୟୁରୋ): ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ଆୟୋଜିତ ମେଗା କୁଇଜ୍‌ ଇଭେଣ୍ଟ ‘ମେଟଲ୍‌ ମିଟ୍‌-୨୦୧୯’ର ଗ୍ରାଣ୍ଡ ଫିନାଲେ ହୋଟେଲ ସ୍ବସ୍ତି ପ୍ରିମିୟମ୍‌ଠାରେ ରବିବାର ଆରମ୍ଭ ହୋଇଛି। ପ୍ରଥମେ ଜୁନିୟର ବିଭାଗର ଟପ୍‌-୮ଟି ଟିମ୍‌ ଫିନାଲେ ପ୍ରତିଯୋଗିତାରେ ଅବତୀର୍ଣ୍ଣ...

କ୍ୱାରସମ୍‌ର ସଫଳ ପରୀକ୍ଷଣ

ନୂଆଦିଲ୍ଲୀ/ବାଲେଶ୍ୱର,୪।୮: ଓଡ଼ିଶା ବାଲେଶ୍ୱରର ଚାନ୍ଦିପୁରସ୍ଥିତ କ୍ଷେପଣାସ୍ତ୍ର ଘାଟିରୁ କ୍ୱାରସମ୍‌ (କୁଇକ୍‌ ରିଆକସନ୍‌ ସର୍ଫେସ୍‌-ଟୁ-ଏୟାର ମିଜାଇଲ୍‌)ର ସଫଳ ପରୀକ୍ଷଣ ହୋଇଛି। ରବିବାର ପୂର୍ବାହ୍ନ ୧୧ଟା ୫ରେ ଏହି ପରୀକ୍ଷଣ କରାଯାଇଛି। ଏହୀ କ୍ଷେପଣାସ୍ତ୍ରର ଲକ୍ଷ୍ୟଭେଦ କ୍ଷମତା ୩୦ କିଲୋମିଟର। ଏହା ଭୂପୃଷ୍ଠରୁ...

ପ୍ରଥମ ଦରମା ଟଙ୍କାରେ ଠାକୁରଙ୍କ ପାଖେ ଭୋଗ କରିଥିଲି

ଲେଖିକା ତଥା ପ୍ରାଧ୍ୟାପିକା ମିନତି ମିଶ୍ର ନିଜ ପ୍ରଥମ ରୋଜଗାର ସମ୍ପର୍କରେ ଯାହା କୁହନ୍ତି… କେନ୍ଦ୍ରାପଡା ଜିଲା ମାର୍ଶାଘାଇଠାରେ ମୋ ଜନ୍ମ। ମାର୍ଶାଘାଇ ବାଳିକା ଉଚ୍ଚ ବିଦ୍ୟାଳୟରୁ ୧୯୮୧ରେ ଦଶମ ପାସ୍‌ କରିବା ପରେ କେନ୍ଦ୍ରାପଡା କଲେଜରେ ପଢିଥିଲି। ସେଠାରୁ...

ରୋଡ଼ ରୋମିଓଙ୍କୁ ଗଛରେ ବାନ୍ଧି ନିସ୍ତୁକ ଛେଚିଲେ ଗାଁଲୋକେ

ବାଲେଶ୍ୱର ଅଫିସ୍‌,୪।୮: ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ଅନ୍ତର୍ଗତ ଲକ୍ଷ୍ମଣନାଥ ପଞ୍ଚାୟତର ଗୋପ ଗାଁରେ ଏକ ଭିଡିଓ ସାମ୍ନାକୁ ଆସିଛି। ଯେଉଁଥିରେ ଉକ୍ତ ଗାଁର ଲୋକେ ଜଣେ ରୋଡ଼ ରୋମିଓଙ୍କୁ ଗଛରେ ବାନ୍ଧି ନିସ୍ତୁକ ମାଡ଼ମାରିଥିବା ଦେଖିବାକୁ ମିଳିଛି। ଏହି...

ଭୁଶୁଡ଼ି ପଡ଼ିଲାଣି ପ୍ରାଥମିକ ଶିକ୍ଷା

ଭୁବନେଶ୍ୱର, ୪ା୮(ବ୍ୟୁରୋ): ୫ମ ଶ୍ରେଣୀ ପିଲାଙ୍କୁ ମିଶାଣ ଫେଡାଣ, ହରଣ ଗୁଣନ ଜଣାନାହିଁ। ସେମାନେ ଦ୍ୱିତୀୟ ଶ୍ରେଣୀ ପାଠ ବିଷୟରେ କହିପାରୁ ନାହାନ୍ତି। ରାଜ୍ୟରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ଭୁଶୁଡି ପଡିଲାଣି। ଗୋଟିଏ ଜାତିର ମେରୁଦଣ୍ଡ ଭାଙ୍ଗିବାକୁ ହେଲେ ପ୍ରଥମେ...

କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ସହ ସାତଟି ବୁଝାମଣାପତ୍ର ସ୍ବାକ୍ଷରିତ: ‘ଓଡ଼ିଶା ହେବ କୃଷିରେ ବଳକା ରାଜ୍ୟ’

ଭୁବନେଶ୍ୱର, ୪ା୮(ବ୍ୟୁରୋ): କୃଷି କ୍ଷେତ୍ରରେ ଉନ୍ନତି ଆଣିବା ପାଇଁ ରାଜ୍ୟ ସରକାର ଅନେକ ଦୀର୍ଘ ମିଆଦୀ କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି। ଉନ୍ନତ ମାନର ବିହନ ସୃଷ୍ଟି ସହ କୃଷକମାନଙ୍କୁ ଅଧିକ ପରିମାଣରେ ଏହାକୁ ଦିଆଯିବାର ଲକ୍ଷ୍ୟ ରଖାଯାଇଛି ବୋଲି କୃଷି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri