ପିଆଜ, ପନିପରିବା ଦର ଆକାଶଛୁଆଁ
ଭୁବନେଶ୍ୱର,୬-୧୧(ବ୍ୟୁରୋ):ଆକାଶ ଛୁଆଁ ପିଆଜ ଦର ଖାଉଟିଙ୍କୁ କନ୍ଦାଇଲାଣି। ଗୋଦାମରେ ହୋଲସେଲ ଦର ୬୦ ଟଙ୍କା ହୋଇଥିବା ବେଳେ ଖୁଚୁରା ବଜାରରେ ୬୫କୁ ଟପିଲାଣି। ଏହି ଦର ଆହୁରି ଆଗକୁ ବଢିବ । ଗରିବ ଲୋକମାନଙ୍କର ମୁଖ୍ୟ ଆହାର ପିଆଜ ଏବେ ଚିନ୍ତା…
ସାଧାରଣ ସେବା କେନ୍ଦ୍ରରେ ମିଳିବ ଡିଏଲ୍ ଆବେଦନ ସୁବିଧା
ଭୁବନେଶ୍ୱର, ୬-୧୧(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୫-ଟି ମନ୍ତ୍ରର ସଫଳ ପ୍ରୟୋଗ ବାଣିଜ୍ୟ ଓ ପରିବହନ ବିଭାଗରେ କରାଯାଉଛି। ଏ ସମ୍ପର୍କିତ ଏକ ସମୀକ୍ଷା ବୈଠକ ମୁଖ୍ୟ ଶାସନ ସଚିବ ଅସିତ୍ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଲୋକସେବା ଭବନରେ ଅନୁଷ୍ଠିତ ହୋଇଯାଇଛି। ବାଣିଜ୍ୟ…
ପଶ୍ଚିମବଙ୍ଗ, ବାଂଲାଦେଶ ମୁହାଁ ‘ବୁଲ୍ବୁଲ୍’:ଓଡ଼ିଶାକୁ ମାଡ଼ ନ କରିପାରେ
ଭୁବନେଶ୍ୱର,୬-୧୧(ବ୍ୟୁରୋ):ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଏବଂ ଉତ୍ତର ଆଣ୍ଡାମାନ ନିକଟରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତ(ଡିପ୍ରେଶନ)ରେ ପରିଣତ ହୋଇଛି। ଧୀରେ ଧୀରେ ଏହା ଶକ୍ତିଶାଳୀ ହେଉଛି। ଘଣ୍ଟା ପ୍ରତି ୧୧ କିଲୋମିଟର ବେଗରେ ଏହା ପଶ୍ଚିମ ଦିଗକୁ ଗତି କରୁଛି। ସାମୁଦ୍ରିକ ଝଡ଼…
ଶ୍ରୀମନ୍ଦିର ରୀତିନୀତିରେ ଶଙ୍କରାଚାର୍ଯ୍ୟ ସାଜିବେ ମାର୍ଗଦର୍ଶକ
ପୁରୀ ଅଫିସ, ୫ା୧୧: ଶ୍ରୀମନ୍ଦିର ସଂସ୍କାର ମାମଲାରେ ସୁପ୍ରିମ୍କୋର୍ଟ ସୋମବାର ମଧ୍ୟବର୍ତ୍ତିକାଳୀନ ରାୟ ଦେଇଛନ୍ତି। ଶ୍ରୀମନ୍ଦିରରେ ଶୃଙ୍ଖଳିତ ଦର୍ଶନ, ଶ୍ରଦ୍ଧାଳୁଙ୍କ ରହଣି, ମହାପ୍ରଭୁଙ୍କ ସେବାପୂଜା, ଶ୍ରୀମନ୍ଦିର ପରିଚାଳନା ବ୍ୟବସ୍ଥା, ମହାପ୍ରଭୁଙ୍କ ଜମିଜମାର ହିସାବ ଏହିଭଳି ୨୨ଟି ନିର୍ଦ୍ଦେଶନାମା ଜାରି କରିଛନ୍ତି। ଠାକୁରଙ୍କ…
ପରିବାର ସହ ବଚସା: ନଦୀକୁ ଡେଇଁବାକୁ କହି ପରିବାର ଲୋକଙ୍କୁ ହଇରାଣ କଲେ ଯୁବକ
ପଡିଆ, ୫ା୧୧(ଡି.ଏନ.ଏ.)- ଜଣେ ଯୁବକ ପରିବାର ଲୋକଙ୍କ ସହ ଝଗଡା କରି ଘରୁ ଚାଲିଆସି ନଦୀକୁ ଡେଇଁ ଆତ୍ମହତ୍ୟା କରିବା ନେଇ ତିଆରି କରିଥିବା ନଟକ ଧରାପଡିଛି। ସେ ଜଗଦ୍ଦଲପୁରର ଜଣେ ବନ୍ଧୁଙ୍କ ନିକଟରେ ଜଣାପଡିବା ପରେ ତାଙ୍କୁ ନେଇ ସଅଷ୍ଟି…
ବାଘ ଠାବ ପାଇଁ ଟ୍ରାପ୍ କ୍ୟାମେରା ଲାଗିପାରୁନାହିଁ: ଗୁଣ୍ଡିରିବାଡ଼ିବାସୀ ଆତଙ୍କିତ, ଘୁରି ବୁଲିଛି ବନ ବିଭାଗ
ଭଞ୍ଜନଗର,୫।୧୧(ଡି.ଏନ.ଏ)- ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଜଗନ୍ନାଥପ୍ରସାଦ ରେଞ୍ଜ ଗୁଣ୍ଡିରିବାଡ଼ି, ତେନ୍ତୁଳିଆ, ଲଣ୍ଡେଇହିଲ୍ ଅଞ୍ଚଳବାସୀଙ୍କୁ ବିଗତ କିଛିଦିନ ହେବ ବାଘ ଆତଙ୍କ ଘାରିଛି। ସୋମବାର ରାତିରେ ଗୁଣ୍ଡିରିବାଡ଼ି ଗ୍ରାମ ମୁଣ୍ଡରେ ଥିବା ଏକ ଗୁହାଳ ଦେଇ ଏକ ବାଘ ଦୌଡ଼ି ପଳାଉଥିବା…
କେନ୍ଦ୍ରାପଡ଼ା ବଳଦେବଜୀଉ ମନ୍ଦିର, ବଡ଼ଦାଣ୍ଡର ଉନ୍ନତୀକରଣ: ୮.୫ କୋଟି ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୫।୧୧(ବ୍ୟୁରୋ)- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ରାପଡ଼ାର ପ୍ରସିଦ୍ଧ ବଳଦେବଜୀଉ ମନ୍ଦିର ଏବଂ ଗ୍ରାଣ୍ଡରୋଡ୍(ବଡ଼ଦାଣ୍ଡ)ର ଉନ୍ନୟନ ପାଇଁ ୮ କୋଟି ୫୦ ଲକ୍ଷ ଟଙ୍କା ଅନୁମୋଦନ କରିଛନ୍ତି। ଲୋକସେବା ଭବନର ସମ୍ମିଳନୀ କକ୍ଷରେ ମଙ୍ଗଳବାର ଏ ସମ୍ପର୍କିତ ଏକ ଉଚ୍ଚସ୍ତରୀୟ ବୈଠକ…
ଭିଜିଲାନ୍ସ ଜାଲରେ ଝାରସୁଗୁଡ଼ା ଓଏଫ୍ଡିସି ସୁପରଭାଇଜର, ବ୍ୟବସାୟୀଙ୍କଠାରୁ ଲାଞ୍ଚ ନେବା ବେଳେ ଗିରଫ
ଝାରସୁଗୁଡା ଅଫିସ୍/ଲଖନପୁର,୫।୧୧(ଡି.ଏନ୍.ଏ)-ଝାରସୁଗୁଡା ଓଡିଶା ଫରେଷ୍ଟ୍ ଡେଭ୍ଲପ୍ମେଣ୍ଟ କର୍ପୋରେଶନ(ଓଏଫ୍ଡିସି)ସୁପରଭାଇଜର୍ ସୁମନ୍ତ ପାଇକରାୟ ଜଣେ କାଠ ବ୍ୟବସାୟୀଙ୍କ ନିକଟରୁ ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ମଙ୍ଗଳବାର ଧରାପଡିଛନ୍ତି। ତାଙ୍କ ନିକଟରୁ ୧୬ହଜାର ଟଙ୍କା ଭିଜିଲାନ୍ସ ବିଭାଗ ଜବତ କରିଛି। ଏହି ମାମଲାରେ ତାଙ୍କୁ ଗିରଫ…
ଶିଶୁକନ୍ୟାଙ୍କୁ ବଳାତ୍କାର: ନାବାଳକ କୋର୍ଟଚାଲାଣ
ବିଜେପୁର, ୫।୧୧(ଡି.ଏନ୍.ଏ.): ବରଗଡ଼ ଜିଲା ବିଜେପୁର ଥାନା ଅଞ୍ଚଳର ୪ବର୍ଷର ଶିଶୁକନ୍ୟାଙ୍କୁ ଉକ୍ତ ଅଞ୍ଚଳର ଜନୈକ ୧୭ବର୍ଷର ନାବାଳକ ସୋମବାର ବଳାତ୍କାର କରିଥିବା ଅଭିଯୋଗ ହୋଇଥିଲା। ମଙ୍ଗଳବାର ପୋଲିସ ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଉଭୟଙ୍କ ଡାକ୍ତରୀମାଇନା କରାଇଛି। ପୀଡିତାଙ୍କ ପିତାଙ୍କ ଏତଲାକୁ…
ବରଗଡ଼ ଧନୁଯାତ୍ରା: କଂସ ଚୟନକୁ ନେଇ ଉଠିଲା ବିରୋଧର ସ୍ବର, ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ
ବରଗ ଅଫିସ,୫।୧୧- ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଡିସେମ୍ବର ୩୧ ତାରିଖରୁ ଆରମ୍ଭ ହୋଇ ୨୦୨୦ ଜାନୁଆରୀ ୧୦ ପର୍ଯ୍ୟନ୍ତ ଚାଲିବ। ଦୀର୍ଘ ୧୧ ଦିନ ଧରି ଅନୁଷ୍ଠିତ ହେବାକୁ ଥିବା ଏହି ଧନୁଯାତ୍ରା ପାଇଁ ମୁଖ୍ୟ…
ବାତ୍ୟାକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ: ଏସ୍ଆର୍ସି
ଭୁବନେଶ୍ୱର, ୫।୧୧(ବ୍ୟୁରୋ) : ଉତ୍ତର ଆଣ୍ଡାମାନରେ ସୃଷ୍ଟି ଲଘୁଚାପ ବାତ୍ୟାର ରୂପ ନେଇପାରେ ବୋଲି ଆଶଙ୍କା କରାଯାଉଛି। ଏପରିକି ଉପକୂଳ ଓଡ଼ିଶାରେ ବାତ୍ୟା ମାଡ଼ ହେବ ବୋଲି ଖବର ପ୍ରକାଶ ପାଉଛି। ଏହାକୁ ନେଇ ସାଧାରଣ ଲୋକମାନେ ଆତଙ୍କିତ ହୋଇପଡ଼ିଛନ୍ତି। ତେବେ…
ରାଜ୍ୟ ପୋଲିସରେ ବଡ଼ଧରଣର ବଦଳି
ଭୁବନେଶ୍ୱର, ୫ା୧୧(ବ୍ୟୁରୋ): ରାଜ୍ୟ ପୋଲିସରେ ସୋମବାର ବଡ଼ଧରଣର ଅଦଳବଦଳ କରାଯାଇଛି। ବିଭିନ୍ନ ଜିଲାରେ କାର୍ଯ୍ୟ କରୁଥିବା ୫୧ ଡିଏସ୍ପିଙ୍କ ଅନ୍ୟତ୍ର ବଦଳି କରାଯାଇଥିବାବେଳେ ନିକଟରେ ବିଜୁ ପଟ୍ଟନାୟକ ପୋଲିସ ଏକାଡେମୀରୁ ପାସଆଉଟ୍ ୧୬ଜଣ ଡିଏସ୍ପିଙ୍କୁ ନୂଆ ନିଯୁକ୍ତି ମିଳିଛି। ପୋଲିସ ଏଷ୍ଟାବ୍ଲିଶମେଣ୍ଟ…
Archives


