ଟ୍ରେନ୍ ଇଞ୍ଜିନରୁ ଖସିଲା ବଗି, ଦୁଇ ଭାଗ ହେଲା ବିଶାଖା ଏକ୍ସପ୍ରେସ୍
ଖୋର୍ଦ୍ଧା ଅଫିସ,୨।୧୧: ଖାର୍ଦ୍ଧା ଜିଲା ବାଲୁଗାଁ ବଡ଼କୂଳ ରେଳକ୍ରସିଙ୍ଗ ପୂର୍ବରୁ ଭୁବନେଶ୍ୱରରୁ ସିକନ୍ଦରାବାଦ ଯାଉଥିବା ବିଶାଖା ଏକ୍ସପ୍ରେସ୍ ଶନିବାର ଦୁଇ ଭାଗ ହୋଇଯାଇଥିଲା। ଏହା ପୂର୍ବତନ ରେଳ କର୍ତ୍ତୃପକ୍ଷ ସ୍ବୀକାର କରିଛନ୍ତି। ତେବେ ଲକିଂ ସିଷ୍ଟମରେ ତ୍ରୁଟି ଯୋଗୁ ଏଭଳି ପରିସ୍ଥିିତି…
ଏକକ ଷାଣ୍ମାସିକ ପରୀକ୍ଷାରେ ବିଭ୍ରାଟ ପ୍ରସଙ୍ଗ: ତ୍ରୁଟିକୁ ସ୍ବୀକାର କଲେ ମନ୍ତ୍ରୀ
ଭୁବନେଶ୍ୱର,୨।୧୧(ବ୍ୟୁରୋ): ରାଜ୍ୟରେ ପ୍ରଥମରୁ ଅଷ୍ଟମ ପର୍ଯ୍ୟନ୍ତ ଏକକ ଷାଣ୍ମାସିକ ପରୀକ୍ଷାରେ ହୋଇଥିବା ତ୍ରୁଟିକୁ ସ୍ବୀକାର କରିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ। ଏନେଇ ପ୍ରତିକ୍ରିୟା ରଖି ସେ କହିଛନ୍ତି, ପ୍ରଥମ ଥର ପାଇଁ ଏକା ସାଙ୍ଗରେ ପରୀକ୍ଷା ହେଉଥିବାରୁ…
ଗୁଣି ଗାରେଡ଼ି ସନ୍ଦେହରେ ବାପା-ପୁଅଙ୍କୁ ହତ୍ୟା, ଥାନାରେ ଆତ୍ମସମର୍ପଣ କଲେ ଅଭିଯୁକ୍ତ
ମାଥିଲି,୨।୧୧(ଡି.ଏନ୍.ଏ.): ଗୁଣିଗାରେଡି ସନ୍ଦେହରେ ବାପାପୁଅଙ୍କୁ ହତ୍ୟା। ଏପରି ଏକ ଅଭାବନୀୟ ଘଟଣା ଘଟିଛି ମାଲକାନଗିରି ଜିଲା ମାଥିଲି ବ୍ଲକ ଅନ୍ତର୍ଗତ ଉଦୁଲିବେଡ଼ା ପଞ୍ଚାୟତ ଅଧୀନ ମାଳିଗୁଡ଼ା ଗ୍ରାମରେ। ମୃତକ ହେଲେ ଗ୍ରାମର ସଦନ ମାଳି ଏବଂ ତାଙ୍କ ପୁଅ ନିଳେନ୍ଦ୍ର ମାଳି।…
ପୂର୍ବତନ ନଗରପାଳଙ୍କ ଶବାଧାରରେ କାନ୍ଧ ଦେଲେ ମନ୍ତ୍ରୀ
ଆଠଗଡ଼,୨।୧୧(ସ୍ବ.ପ୍ର.): ମୃତଦେହକୁ କାନ୍ଧ ଦେଲେ ଖାଉଟି କଲ୍ୟାଣ ଏବଂ ସମବାୟ ବିଭାଗ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ। ଆଠଗଡ଼ ବିଜ୍ଞାପିତ ଅଞ୍ଚଳ ପରିଷଦର ପୂର୍ବତନ ନଗରପାଳ ପ୍ରମଥ ଚନ୍ଦ୍ର ମିଶ୍ରଙ୍କ ଶନିବାର ସକାଳେ ପରଲୋକ ଘଟିଥିଲା। ଏହି ଖବର ପ୍ରଚାରିତ ହେବା…
ସପ୍ତମାତୃକା ବେଶର ଅନ୍ତିମ ଦିବସ: ମହାଲକ୍ଷ୍ମୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ ଭଦ୍ରକାଳୀ
ଭଦ୍ରକ ଅଫିସ,୨ା୧୧: ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀଙ୍କ ସପ୍ତମାତୃକା ବେଶର ଶନିବାର ଅନ୍ତିମ ଦିବସ। ଶେଷ ଦିନରେ ମା’ ମହାଲକ୍ଷ୍ମୀ ବେଶରେ ଭକ୍ତମାନଙ୍କୁ ଦର୍ଶନ ଦେଇଛନ୍ତି। ସକାଳୁ ମା’ଙ୍କ ଏହି ବେଶ ଦର୍ଶନ ଲାଗି ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିଥିବା ଦେଖିବାକୁ ମିଳିଛି।…
ନିଯୁକ୍ତି ବାଟ ଫିଟୁନି
ଝାରସୁଗୁଡ଼ା ଏକ ଶିଳ୍ପ ବହୁଳ ଜିଲା। ଏଠାରେ ପ୍ରାୟ ୧୧ଟି ବୃହତ୍ ଓ ମଧ୍ୟମ ଶ୍ରେଣୀର ଶିଳ୍ପାନୁଷ୍ଠାନ ରହିଛି। ମାତ୍ର ସରକାରଙ୍କ କୋହଳ ନୀତି ଯୋଗୁ ଅଞ୍ଚଳର ବେକାର ଯୁବତୀ ଯୁବକଙ୍କ ନିଯୁକ୍ତି ପାଇଁ ବାଟ ଫିଟି ପାରୁନାହିଁ। ଏବେ ମଧ୍ୟ…
ସର୍କୁଲାର ଜାରି କଲେ ପରିବହନ କମିଶନର: ଯେକୌଣସି ଆର୍ଟିଓରେ ଡିଏଲ୍ ଆବେଦନ କରିହେବ
କଟକ ଅଫିସ, ଭୁବନେଶ୍ୱର,୨ା୧୧ (ବ୍ୟୁରୋ): ଯାନବାହନ ମାଲିକମାନେ ରାଜ୍ୟର ଯେକୌଣସି ଆଞ୍ଚଳିକ ପରିବହନ ଅଧିକାରୀ(ଆରଟିଓ)ଙ୍କ କାର୍ଯ୍ୟାଳୟରେ ନିଜ ଗାଡିର ପଞ୍ଜୀକରଣ କରିବା ସହ ଡ୍ରାଇଭିଂ ଲାଇସେନ୍ସ ପାଇଁ ମଧ୍ୟ ଆବେଦନ କରିପାରିବେ। ରାଜ୍ୟ ପରିବହନ କମିଶନର ସଞ୍ଜୀବ ପଣ୍ଡା ଶୁକ୍ରବାର ଏ…
ଉପକୂଳରେ ସବୁଜିମା ସୃଷ୍ଟିକୁ ଗୁରୁତ୍ୱ
ଭୁବନେଶ୍ୱର, ୨ା୧୧(ବ୍ୟୁରୋ): ତାପମାତ୍ରା ବୃଦ୍ଧି ଓ ଜଳବାୟୁ ପରିବର୍ତ୍ତନ ସମଗ୍ର ବିଶ୍ୱ ପାଇଁ ବଡ ସମସ୍ୟା ଭାବେ ଦେଖାଦେଲାଣି। ତାପମାତ୍ରା ବୃଦ୍ଧି ଯୋଗୁ ସମୁଦ୍ର ଜଳପତ୍ତନ ବୃଦ୍ଧି ପାଇବାରେ ଲାଗିଛି। ଆସନ୍ତା ୨୦୫୦ ସୁଦ୍ଧା ଅଧିକାଂଶ ଉପକୂଳବର୍ତ୍ତୀ ଅଞ୍ଚଳ ଜଳମଗ୍ନ ହୋଇଯିବ।…
ମାଟ୍ରିକ୍ ପରୀକ୍ଷାରୁ ଦଳିତ ଛାତ୍ର ବଞ୍ଚିତ ହେବା ମାମଲା: ୩୦ ହଜାର ଟଙ୍କା କ୍ଷତିପୂରଣ ଦେବାକୁ ଓଏଚ୍ଆରସିଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର, ୨ା୧୧(ବ୍ୟୁରୋ): ଆଡମିଟ୍ କାର୍ଡ ନ ପାଇବାରୁ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଆୟୋଜିତ ୨୦୧୫ ମାଟ୍ରିକ୍ ପରୀକ୍ଷାରୁ ବଞ୍ଚିତ ହୋଇଥିଲେ ଅନୁଗୋଳ ଜିଲା ପାଲଲହଡ଼ା ମହତାବ ହାଇସ୍କୁଲର ଜଣେ ଦଳିତ ଛାତ୍ର। ଏ ସମ୍ପର୍କିତ ଏକ ମାମଲାର ଶୁଣାଣି କରି…
ସ୍ବର୍ଗଦ୍ୱାରରୁ ହଟିବ ବିଜୁଙ୍କ ସମାଧି
ଭୁବନେଶ୍ୱର,୨ା୧୧(ବ୍ୟୁରୋ): ପୁରୀ ସ୍ବର୍ଗଦ୍ୱାରରେ ଥିବା ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ସମାଧିସ୍ଥଳ ହଟିବ। ତେବେ ସେଠାରେ କେବଳ ସ୍ମୃତିଫଳକ ରହିବ ବୋଲି ବିଜେଡି ଏକ ଖବରଦାତା ସମ୍ମିଳନୀ ଜରିଆରେ ଶୁକ୍ରବାର ଘୋଷଣା କରିଛି। ଉକ୍ତ ସ୍ଥାନ ସାଧାରଣ ଲୋକଙ୍କ ସେବାରେ ସମ୍ପୂର୍ଣ୍ଣ ସମର୍ପିତ…
କଟକ ବାଲିଯାତ୍ରାକୁ ମିଳିବ ରାଜ୍ୟସ୍ତରୀୟ ମହୋତ୍ସବ ମାନ୍ୟତା
ଭୁବନେଶ୍ୱର, ୨ା୧୧(ବ୍ୟୁରୋ): ଐତିହାସିକ କଟକ ବାଲିଯାତ୍ରାକୁ ମିଳିବ ରାଜ୍ୟସ୍ତରୀୟ ମହୋତ୍ସବ ମାନ୍ୟତା। ଏଥିସହ ଏହି ସର୍ବବୃହତ ମୁକ୍ତାକାଶ ମେଳା କିଭଳି ଜାତୀୟ ସ୍ତରରେ ମାନ୍ୟତା ପାଇବ ସେଥିପାଇଁ ଉଦ୍ୟମ କରାଯିବ ବୋଲି ପଞ୍ଚାୟତିରାଜ, ପାନୀୟଜଳ, ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ…
ନିର୍ମାଲ୍ୟ ସମ୍ମାନ ସମାରୋହ: ରାଇମୋହନଙ୍କୁ ଲାଇଫ ଟାଇମ୍ ଆଚିଭମେଣ୍ଟ ଆଓ୍ବାର୍ଡ
ପୁରୀ ଅଫିସ, ୨ା୧୧: ନିର୍ମାଲ୍ୟ ସଙ୍ଗଠନ ଆନୁକୂଲ୍ୟରେ ଶୁକ୍ରବାର ପୁରୀ ମୁକ୍ତାକାଶ ରଙ୍ଗମଞ୍ଚରେ ନିର୍ମାଲ୍ୟ ସମ୍ମାନ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡ଼ିଆ ଚଳଚ୍ଚିତ୍ର ଓ ଯାତ୍ରା ଅଭିନେତା ରାଇମୋହନ ପରିଡ଼ାଙ୍କୁ ଲାଇଫଟାଇମ୍ ଆଚିଭମେଣ୍ଟ ଆଓ୍ବାର୍ଡ ପ୍ରଦାନ କରାଯାଇଛି। ଏଥିସହିତ ଚଳଚ୍ଚିତ୍ର…
Archives


