ରାଜ୍ୟ

ନକଲି ସାର୍ଟିଫିକେଟ୍‌ ଦେଇ ଧରାପଡ଼ିଲେ ୪ ଶିକ୍ଷକ: ଏତଲା ସହ ବହିଷ୍କାର ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ବ୍ରହ୍ମପୁର ଅଫିସ୍‌,୩ା୧୧- ନିଯୁକ୍ତି ବେଳେ ଶିକ୍ଷାଗତ ଯୋଗ୍ୟତାର ନକଲି ସାର୍ଟିଫିକେଟ୍‌ ଦେଇ ଗଞ୍ଜାମ ଜିଲାର ୪ଜଣ ଶିକ୍ଷକ ଧରାପଡ଼ିଛନ୍ତି। ଏହି ସମସ୍ତ ଶିକ୍ଷକ ଧରାକୋଟ ବ୍ଲକର ବିଭିନ୍ନ ବିଦ୍ୟାଳୟରେ ଶିକ୍ଷକତା କରୁଥିଲେ। ସାର୍ଟିଫିକେଟ୍‌ ଯାଞ୍ଚ ବେଳେ ଏମାନେ ଧରିପଡ଼ିଥିଲେ। ଅପରପକ୍ଷେ ଏହି…

ସ୍ବର୍ଗଦ୍ୱାରରୁ ବିଜୁ ପଟ୍ଟନାୟକଙ୍କ ସମାଧି ହଟିବା ଘଟଣା: ଶ୍ରେୟ ପାଇଁ ପ୍ରତିଯୋଗିତା, ଦ୍ୱନ୍ଦ୍ୱରେ ଲୋକେ

ପୁରୀ ଅଫିସ, ୩।୧୧: ସ୍ବର୍ଗଦ୍ୱାରରୁ ହଟିବ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ସମାଧି ସ୍ଥଳ। ସ୍ମାରକୀ ଭାବେ କେବଳ ସ୍ମୃତି ଫଳକ ହିଁ ରହିବ। ଶୁକ୍ରବାର ବିଜେଡି ପକ୍ଷରୁ ଏଭଳି ଘୋଷଣା କରାଯାଇଛି। ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ସ୍ବର୍ଗତ…

ଏସ୍‌ସିବି ମେଡିକାଲ: ୫୦୦ରୁ ୨୫୦ ପ୍ରକାର ଔଷଧ ମିଳୁଛି

କଟକ ଅଫିସ, ୩।୧୧: ନିରାମୟ ଯୋଜନାରେ ସରକାର ୫୦୦ରୁ ଊର୍ଦ୍ଧ୍ୱ ପ୍ରକାରର ଔଷଧ ଯୋଗାଇଦେବା ପାଇଁ ବ୍ୟବସ୍ଥା କରିଥିଲେ। ମାତ୍ର ଏବେ ଏସ୍‌ସିବି ମେଡିକାଲରେ ୨୦୦ରୁ ୨୫୦ ପ୍ରକାରର ଔଷଧ ମହଜୁଦ ରହୁଛି। ଜୀବନରକ୍ଷାକାରୀ ଏଆର୍‌ଭି ଇଞ୍ଜେକଶନ (କୁକୁର କାମୁଡ଼ା), ଏଏସ୍‌ଭି…

କେନ୍ଦୁଝର ଜିଲା ଚିଠି: ରାସ୍ତାଘାଟ ପାଲଟିଛି ମୃତ୍ୟୁପଥ ; ପ୍ରତିବର୍ଷ ୨୫୦ ଜଣଙ୍କ ମୃତ୍ୟୁ ଘଟୁଛି

କେନ୍ଦୁଝର ଜିଲାରେ ମୂଲ୍ୟବାନ ଖଣିଜ ସମ୍ପଦ ଭରି ରହିଛି। ସେଥିପାଇଁ ଏହି ଜିଲାକୁ ଧନଶାଳୀ ଜିଲା ଭାବେ ମାନ୍ୟତା ମିଳିଛି। ଏହା ପରେ ବି ଜିଲାର ବିଭିନ୍ନ ରାସ୍ତାଘାଟ ମୃତ୍ୟୁପଥ ପାଲଟିଛି। ଅର୍ଥର ଅଭାବ ନ ଥିଲେ ହେଁ ଭଙ୍ଗାଦଦରା ଅବସ୍ଥାରେ…

ଘରଭଙ୍ଗା ସହାୟତାକୁ ନେଇ ଅଭିନବ ଧାରଣା: ବ୍ଲକ ସମ୍ମୁଖରେ ରୋଷେଇ କରି ଖାଇଲେ କ୍ଷତିଗ୍ରସ୍ତ

ପୁରୀ ଅଫିସ, ୩।୧୧: ବାତ୍ୟା ଫନୀକୁ ୬ ମାସ ପୂରିଛି। ହେଲେ ଏବେ ବି ଅନେକ କ୍ଷତିଗ୍ରସ୍ତଙ୍କୁ ଘରଭଙ୍ଗା ସହାୟତା ମିଳିପାରିନାହିଁ। ତଦନ୍ତରେ ବ୍ୟାପକ ଅନିୟମିତତା ନେଇ କ୍ଷତିଗ୍ରସ୍ତମାନେ ଅଭିଯୋଗ କରୁଥିବାବେଳେ ପ୍ରଶାସନ କୌଣସି ପଦକ୍ଷେପ ନେଉନି। ଏହାର ପ୍ରତିବାଦରେ ଶନିବାର…

ଫିଲ୍ମରେ ଦିବ୍ୟାଙ୍ଗମାନଙ୍କୁ ସୁଯୋଗ ଦେବାକୁ ଅଭିନବ ପ୍ରୟାସ: ପ୍ରତିଭା ଦେଖାଇବେ ‘ସୁପର୍‌ ୨୨’

ଭୁବନେଶ୍ୱର, ୩।୧୧(ବ୍ୟୁରୋ): ସେମାନେ ଦିବ୍ୟାଙ୍ଗ। ହେଲେ ନାଚିବା, ଗାଇବା ଓ ଅଭିନୟ କରିବା ପାଇଁ ତାଙ୍କ ନିକଟରେ ଯଥେଷ୍ଟ ଦକ୍ଷତା ରହିଛି। ସକ୍ଷମଙ୍କ ଭଳି ସବୁକିଛି କରିବାର ମନୋବଳ ବି ଅଛି। ବାସ୍‌ ପ୍ରତିଭା ଦେଖାଇବା ଲାଗି ଆବଶ୍ୟକ ହେଉଛି ଗୋଟିଏ…

ପେପରବିହୀନ ରେଳ କାର୍ଯ୍ୟାଳୟକୁ ଗୁରୁତ୍ୱ: ପ୍ରଥମ ପର୍ଯ୍ୟାୟରେ ୫୮ୟୁନିଟ୍‌ ହେଲା ଇ- ଅଫିସ୍‌

ଭୁବନେଶ୍ୱର, ୩।୧୧(ବ୍ୟୁରୋ): କାର୍ଯ୍ୟକ୍ଷେତ୍ରରେ ସ୍ବଚ୍ଛତା ଆଣିବା ସହ ପେପରବିହୀନ ରେଳ କାର୍ଯ୍ୟାଳୟ (ଇ -ଅଫିସ୍‌) କାର୍ଯ୍ୟକାରୀ ଉପରେ ଭାରତୀୟ ରେଳପଥ ବେଶ୍‌ ତତ୍ପରତାର ସହ କାର୍ଯ୍ୟ କରୁଛି। ନ୍ୟାଶନାଲ ଇ-ଗଭର୍ନାନ୍ସ ଯୋଜନାରେ ରେଲଓ୍ବେ ପ୍ରଥମ ପର୍ଯ୍ୟାୟରେ ୫୮ଟି ୟୁନିଟ୍‌କୁ ସମ୍ପୂର୍ଣ୍ଣ ଇ-ଅଫିସ୍‌ରେ…

ପ୍ରଦୂଷଣକୁ ଅଣଦେଖା: ଧୂଆଁ, ଧୂଳି ବଳୟରେ ଉପକୂଳ

ଭୁବନେଶ୍ୱର,୩।୧୧(ବ୍ୟୁରୋ): ସହରାଞ୍ଚଳ ଓ ଶିଳ୍ପାଞ୍ଚଳ ବାୟୁ ପ୍ରଦୂଷଣ ବେଳକୁବେଳ ଘାତକ ହେବାରେ ଲାଗିଛି। ଯାନବାହନ ସଂଖ୍ୟା ବୃଦ୍ଧି ସାଙ୍ଗକୁ ଧୂଳି, ଧୂଆଁରେ ସହରାଞ୍ଚଳ ବାୟୁମଣ୍ଡଳ ଭରିଯାଉଛି। ଦେଶର ରାଜଧାନୀ ଦିଲ୍ଲୀ ପ୍ରଦୂଷଣ ବଳୟରେ ଅଣନିଃଶ୍ୱାସୀ ହେଉଛି। ଖୋଲା ନିଃଶ୍ୱାସପ୍ରଶ୍ୱାସ ନେବା ଏକପ୍ରକାର…

ଲଟା ମଧ୍ୟରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ପାଟଣା,୩।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ କଣ୍ଟିଆପଡ଼ା ପଞ୍ଚାୟତ ମାନପୁର ଗ୍ରାମ ମାନପୁର ଡେଣୁଆ ରାସ୍ତା ପାର୍ଶ୍ୱରେ ଥିବା ଏକ ବଗିଚାରୁ ରବିବାର ସକାଳେ ଏକ ନବଜାତ ଶିଶୁପୁତ୍ରକୁ ଉଦ୍ଧାର କରାଯାଇଛି। ଶିଶୁଟି ସୁସ୍ଥ ଥିବା ବେଳେ ଆମ୍ବୁଲାନ୍ସ ଯୋଗେ ତାକୁ…

ଜଟଣୀ ତହସିଲରେ ଦଲାଲଙ୍କୁ ଧରିଲେ ଆଇନଜୀବୀ :ଆଣିଥିବା ସରକାରୀ ରେକର୍ଡ ଛଡ଼ାଇ ରଖିଲେ

ଜଟଣୀ,୩।୧୧(ଡି.ଏନ.ଏ) ସରକାରୀ କାର୍ଯ୍ୟାଳୟଗୁଡିକରୁ ଦଲାଲ ହଟାଇବା, ଲାଞ୍ଚ କାରବାର ବନ୍ଦ କରି ଦୁର୍ନୀତିମୁକ୍ତ କରି ଲୋକଙ୍କୁ ଠିକ୍‌ ସେବା ଯୋଗାଇବା ପାଇଁ ସରକାର ୫-ଟି ଓ ମୋ ସରକାର ପରି ପଦକ୍ଷେପ ଆରମ୍ଭ କରିଛନ୍ତି। ଜଟଣୀରେ ଥିବା କାର୍ଯ୍ୟାଳୟଗୁଡିକରେ ସରକାରଙ୍କ ଏହି…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ବ୍ୟାପକ ଦୁର୍ନୀତି ବିଡିଓଙ୍କୁ ଭେଟିଲେ ଏମ୍‌ପି

ବେଗୁନିଆ, ୩।୧୧ (ଡି.ଏନ.ଏ.): ବାସ ଖଣ୍ଡିଏ ପାଇଁ ଏବେବି ବହୁ ଗରିବ ଲୋକ ସରକାରୀ ଯୋଜନାର ଠିକଣା ଖୋଜୁଛନ୍ତି। ବିଶେଷକରି ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ତାଲିକାରେ ପଞ୍ଜୀକରଣ ହୋଇ ମଧ୍ୟ ବହୁ ଲୋକ ବାଦ୍‌ ପଡିଛନ୍ତି। ପ୍ରଶାସନିକ ସ୍ତରରେ ହେଉ ଅବା…

ସଂଶୋଧିତ ହୋଲ୍ଡିଂ ଟିକସ ଆଦାୟ କରିବ ବିଏମ୍‌ସି

ଭୁବନେଶ୍ୱର, ୩।୧୧(ବ୍ୟୁରୋ) ବହୁ ବାଦ ବିବାଦ ପରେ ମଧ୍ୟ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ସଂଶୋଧିତ ହୋଲ୍ଡିଂ ଟିକସ ବା ସମ୍ପତ୍ତି ଟିକସ ଲାଗୁ କରିବାକୁ ବିଜ୍ଞପ୍ତି ପ୍ରକାଶ କରିଛି। ବିଏମ୍‌ସି ଅଞ୍ଚଳରେ ଜମି କିମ୍ବା ଘର କିଣିଥିବା ଲୋକମାନଙ୍କୁ ବର୍ଦ୍ଧିତ ଆକାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri