ଟାର୍ଗେଟରେ ଟିକସ ଫାଙ୍କୁଥିବା ଖଣି ମାଲିକ, ସହଯୋଗୀ : ଓଡ଼ିଶା, କଲିକତାର ୧୧ ସ୍ଥାନରେ ଆୟକର ବିଭାଗ ଚଢ଼ାଉ
ଭୁବନେଶ୍ୱର, ୩୧ା୭(ବ୍ୟୁରୋ): ଦୀର୍ଘଦିନ ଧରି ଟିକସ ଫାଙ୍କୁଥିବା ଖଣି ମାଲିକ ଓ ସହଯୋଗୀଙ୍କୁ ଟାର୍ଗେଟ କରିଛି ଆୟକର ବିଭାଗ। ମଙ୍ଗଳବାର ସେମାନଙ୍କ କାର୍ଯ୍ୟାଳୟ ଓ ବାସଭବନରେ ବିଭାଗ ପକ୍ଷରୁ ଚଢାଉ କରାଯାଇଛି। ଭୁବନେଶ୍ୱରର ୪, ରାଉରକେଲାର ୩ ଓ କଲିକତାର...
ଭଡ଼ାରେ ଲାଗିଥିଲା ପଞ୍ଚାୟତ କାର୍ଯ୍ୟାଳୟ : ବିଡିଓଙ୍କ ଉପସ୍ଥିତିରେ ଖାଲିହେଲା ଘର
ନାଉଗାଁ,୩୧ା୭(ସ୍ବ.ପ୍ର.): ନାଉଗାଁ ପଞ୍ଚାୟତ କାର୍ଯ୍ୟାଳୟକୁ ଦୀର୍ଘ ୬ ବର୍ଷ ହେଲା ଭଡ଼ା ସୂତ୍ରରେ ପ୍ରଦାନ କରାଯାଇଥିଲା। ଜଣେ ବ୍ୟବସାୟୀ ସେଠାରେ ସିମେଣ୍ଟ, ରଡ୍, ସାର ଆଦି ରଖି ବ୍ୟବସାୟ କରୁଥିଲେ। ଏ ସମ୍ପର୍କରେ ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ...
ଆରମ୍ଭ ହେବ ମୋ କଲେଜ ଯୋଜନା
ଭୁବନେଶ୍ୱର,୩୧।୭(ବ୍ୟୁରୋ): ‘ମୋ ସ୍କୁଲ’ଭଳି ଖୁବ୍ଶୀଘ୍ର ‘ମୋ କଲେଜ’ କାର୍ଯ୍ୟକ୍ରମ ଆରମ୍ଭ ହେବ। ପୁରାତନ ଛାତ୍ରମାନଙ୍କୁ ଏଥିରେ ସାମିଲ କରାଯିବ। କଲେଜର ବିକାଶ ତଥା ଗୁଣାତ୍ମକ ଶିକ୍ଷା ଦିଗରେ ସେମାନଙ୍କଠାରୁ ମତାମତ ସଂଗ୍ରହ କରାଯିବ। ଏଥିସହିତ ସେମାନଙ୍କ ଅନୁଦାନରେ କଲେଜର ଭିତ୍ତିଭୂମି...
ଦାଦନ ଦୁଖ୍:ଯାଇଥିଲେ ରୁଜ୍ଗାର କରି, ଫିରଲେ ଦିବ୍ୟାଙ୍ଗ ହେଇ
ଖଡ଼ିଆଳ,୩୧। ୭(ଡି.ଏନ୍.ଏ.): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଖଇରପଦର ଗଁାର ଚରଣ ମାଝି। ସେ ଆଦିବାସୀ ସମାଜର ହେଇଥିଲାବେଲେ କାମ୍ଧଁଦାର ଲାଗି ଗୁଜରାଟ ଗାନ୍ଧିଧାମ ଅଂଚଲକେ ଦାଦନ ଖଟି ଯାଇଥିଲେ। ହେଲେ ବାଟେ ଟ୍ରେନରୁ ତାକର ଗୋଡ଼ ଖସରି ଯାଇ...
ଅସହାୟ ୨ ଶିଶୁଙ୍କୁ ଉଦ୍ଧାର କଲା ପ୍ରଶାସନମୁକ୍ତ ଆଶ୍ରୟ ସ୍ଥଳରେ ଥଇଥାନ
ନୂଆପଡା ଅଫିସ,୩୧ା୭- ନୂଆପଡା ଜିଲା ସିନାପାଲି ବ୍ଲକ ନୂଆପଡା ଗ୍ରାମପଞ୍ଚାୟତ ସଦର ଗାଁର ମା’ବାପାଙ୍କ ମୃତ୍ୟୁ ପରେ ଅସହାୟ ଭାବେ ଜୀବନ କାଟୁଥିବା ୨ ଶିଶୁଙ୍କୁ ଜିଲା ପ୍ରଶାସନ ଉଦ୍ଧାର କରି ମୁକ୍ତ ଆଶ୍ରମ ସ୍ଥଳରେ ଥଇଥାନ କରିଛି ।...
ମରୁଡ଼ି ଚିନ୍ତା: ବୀମାରେ ସର୍ବକାଳୀନ ରେକର୍ଡ: ପଞ୍ଜୀକରଣ କଲେଣି ୪୫ ହଜାର ଚାଷୀ
ଅନୁଗୋଳ ଅଫିସ, ୩୧।୭-ଆବଶ୍ୟକ ବର୍ଷା ହେଉ ନ ଥିବାରୁ ମରୁଡ଼ି ନେଇ ଅନୁଗୋଳ ଜିଲାର ଚାଷୀମାନେ ଚିନ୍ତିତ ହୋଇପଡ଼ିଛନ୍ତି। ତେଣୁ ମରୁଡ଼ି ଜନିତ ଫସଲ କ୍ଷତିରୁ ତ୍ରାହି ପାଇବା ପାଇଁ ସେମାନେ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାର ସାହାରା ନେଉଛନ୍ତି।...
ସମଗ୍ର ଶିକ୍ଷା କାର୍ଯ୍ୟକ୍ରମ ସମୀକ୍ଷା: ଜିଲାକୁ ଶିକ୍ଷାରେ ଅଗ୍ରଣୀ କରିବାକୁ ଆହ୍ବାନ
ଢେଙ୍କାନାଳ ଅଫିସ, ୩୧।୭-ଢେଙ୍କାନାଳ ସମଗ୍ର ଶିକ୍ଷା କାର୍ଯ୍ୟାଳୟ ସଭାଗୃହରେ ସୋମବାର ଶିକ୍ଷା ବ୍ୟବସ୍ଥା ସମ୍ପର୍କିତ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ଏଥିରେ ଅଧ୍ୟକ୍ଷତା କରି ଜିଲାକୁ ଶିକ୍ଷାରେ ଅଗ୍ରଣୀ କରିବାକୁ ଆହ୍ବାନ ଦେଇଥିଲେ।...
ବ୍ୟାଙ୍କ ସୁରକ୍ଷା ଯାଞ୍ଚ କଲା ପୋଲିସ
ବ୍ରହ୍ମପୁର ପୋଲିସ, ୩୧ା୭- ବ୍ୟାଙ୍କ ସୁରକ୍ଷା ବ୍ୟବସ୍ଥାରେ ଢିଲା ରହିଥିବା ଯୋଗୁ ବିଗତ ଦିନରେ ଅନେକ ଗ୍ରାହକ ଠକେଇର ଶିକାର ହୋଇଥିବା ନଜିର ରହିଛି। ଏପରିକି ଗ୍ରାହକମାନେ ବିଭିନ୍ନ ସମୟରେ ବ୍ୟାଙ୍କରେ ନାନା ପ୍ରକାର ଠକେଇର ଶିକାର ହେଉଛନ୍ତି। ଗତ...
ବାରଣ୍ଡାରେ ଚାଲିଛି ପାଠପଢ଼ା
ହାଟଡ଼ିହୀ, ୩୧।୭ (ଡି.ଏନ.ଏ.)-ସରକାର ଅଙ୍ଗନୱାଡ଼ି ପାଇଁ ଯୋଜନାମାନ କରି ସ୍ବାସ୍ଥ୍ୟ ପରିବେଶ ଓ ଉନ୍ନତ ମାନର ଗୃହ ପାଇଁ ଅନୁଦାନ ଯୋଗାଇ ଦେଉଛନ୍ତି । ପ୍ରଶାସନର ଅବହେଳା ପାଇଁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ବହୁ ଅଙ୍ଗନୱାଡ଼ିର ଗୃହ ନ...
ବେପରୁଆ ଗାଡି ଚାଳନା ଉପରେ ଲାଗିବ କଟକଣା
ବାଲେଶ୍ୱର ଅଫିସ, ୩୧।୭-ବଲେଶ୍ୱର ଜିଲା ପ୍ରକଳ୍ପ ଉନ୍ନୟନ ଅଧିକାରୀଙ୍କ ସଭାଗୃହରେ ମଙ୍ଗଳବାର ସଡକ ସୁରକ୍ଷା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ କେ.ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ଅଧ୍ୟକ୍ଷତା କରି ବେପରୁଆ ଯାନ ଚାଳନା ଉପରେ ଗୁରୁତ୍ୱ ଦେଇ କଟକଣା ଲାଗିବ ପାଇଁ...
ବର୍ଷାରେ ଭୁଶୁଡିଲା ପୋଲ, ଯାତାୟାତ ବାଧାପ୍ରାପ୍ତ: ଯୋଗାଯୋଗରୁ ବିଚ୍ଛିନ୍ନ କଛାରପଡାବାସୀ
ଜୁନାଗଡ,୩୦।୭(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକରେ ଗତ ରବିବାର, ସୋମବାର ୨ ଦିନ ଧରି ଲଗାଣ ବର୍ଷାରେ ଚାରିଆଡେ ଜଳମଗ୍ନ ହୋଇଥିଲା। ଏଥିଯୋଗୁ ନାଳ(ଯୋର), ନଦୀରେ ଜଳସ୍ତର ବୃଦ୍ଧି ପାଇଥିଲା। ଫଳରେ ଜୁନାଗଡ ବ୍ଲକ ଗୌଡଛେଣ୍ଡିଆ-କଛାରପଡାକୁ ସଂଯୋଗ କରୁଥିବା ରାସ୍ତା...
ମରୁଡି ଘୋଷଣା ଦାବି, ବୋଡେନ ବ୍ଲକ ଭାଜପାର ତହସିଲ ଅଫିସ ଘେରାଉ
ନୂଆପଡା ଅଫିସ/ବୋଡେନ,୩୦ା୭: ନୂଆପଡା ଜିଲା ପ୍ରତିବର୍ଷ ମରୁଡି କବଳିତ ହେଉଥିବାବେଳେ ଏଠାରେ ଚାଷୀଙ୍କ ଗୁହାରି ଶୁଣିବାକୁ କର୍ତ୍ତୃପକ୍ଷ ହେଳା କରୁଥିବା ଅଭିଯୋଗ କରି ବୋଡେନ ବ୍ଲକ ଭାଜପା ତରଫରୁ ତହସିଲ ଅଫିସ ଘେରାଉ କରାଯାଇଛି। ଏହି ପରିପ୍ରେକ୍ଷୀରେ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ...
Archives


