ରାଜ୍ୟ

ବର୍ଷାରେ ଭୁଶୁଡିଲା ପୋଲ, ଯାତାୟାତ ବାଧାପ୍ରାପ୍ତ: ଯୋଗାଯୋଗରୁ ବିଚ୍ଛିନ୍ନ କଛାରପଡାବାସୀ

ଜୁନାଗଡ,୩୦।୭(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକରେ ଗତ ରବିବାର, ସୋମବାର ୨ ଦିନ ଧରି ଲଗାଣ ବର୍ଷାରେ ଚାରିଆଡେ ଜଳମଗ୍ନ ହୋଇଥିଲା। ଏଥିଯୋଗୁ ନାଳ(ଯୋର), ନଦୀରେ ଜଳସ୍ତର ବୃଦ୍ଧି ପାଇଥିଲା। ଫଳରେ ଜୁନାଗଡ ବ୍ଲକ ଗୌଡଛେଣ୍ଡିଆ-କଛାରପଡାକୁ ସଂଯୋଗ କରୁଥିବା ରାସ୍ତା...

ମରୁଡି ଘୋଷଣା ଦାବି, ବୋଡେନ ବ୍ଲକ ଭାଜପାର ତହସିଲ ଅଫିସ ଘେରାଉ

ନୂଆପଡା ଅଫିସ/ବୋଡେନ,୩୦ା୭: ନୂଆପଡା ଜିଲା ପ୍ରତିବର୍ଷ ମରୁଡି କବଳିତ ହେଉଥିବାବେଳେ ଏଠାରେ ଚାଷୀଙ୍କ ଗୁହାରି ଶୁଣିବାକୁ କର୍ତ୍ତୃପକ୍ଷ ହେଳା କରୁଥିବା ଅଭିଯୋଗ କରି ବୋଡେନ ବ୍ଲକ ଭାଜପା ତରଫରୁ ତହସିଲ ଅଫିସ ଘେରାଉ କରାଯାଇଛି। ଏହି ପରିପ୍ରେକ୍ଷୀରେ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ...

କେଳୁଣୀ ମୁହାଁଣ ବନ୍ଦ ଯୋଗୁ ପ୍ରାଚୀ, କାଦୁଆରେ କୃତ୍ରିମ ବନ୍ୟା: ପାଣି ଘେରରେ ୫ ଗାଁ, ରାସ୍ତରେ ୪ଫୁଟର ପାଣି

କାକଟପୁର, ୩୦।୭(ଡି.ଏନ୍‌.ଏ.)-ପୁରୀ ଜିଲା ଅସ୍ତରଙ୍ଗ ବ୍ଲକ ତଣ୍ଡାହାର ଗ୍ରାମ ନିକଟରେ ରହିଛି କେଳୁଣୀ ମୁହାଁଣ। ଏଠାରେ ପ୍ରାଚୀ ଓ କାଦୁଆ ନଦୀ ସମୁଦ୍ରରେ ମିଶିଛନ୍ତି। ପ୍ରାଚୀ ଓ କାଦୁଆ ନଦୀରେ ବର୍ଷା ଯୋଗୁ ଜଳ ବୃଦ୍ଧି ଏବଂ କେଳୁଣୀ ମୁହାଁଣ...

ବିରଳ ପ୍ରଜାତିର ସାପ ‘ବାମ୍ବପିଟ୍‌ ଭାଇପର’ ଉଦ୍ଧାର: କାମୁଡିଲେ ଶରୀରରେ ହୁଏ ଫୋଟକା

ଉଦଳା,୩୦ା୭(ଡି.ଏନ୍‌.ଏ.) – ମୟୂରଭଞ୍ଜ ଜିଲା ଉଦଳା ବ୍ଲକ ଅଧୀନ ରାଢୋ ଗ୍ରାମରୁ ସ୍ନେକ ଲାଇଫ୍‌ ଲାଇନର ସଦସ୍ୟ ମଙ୍ଗଳବାର ଏକ ବିରଳ ପ୍ରଜାତିର ବିଷାକ୍ତ ସାପ ଉଦ୍ଧାର କରିଛନ୍ତି। ଉଦ୍ଧାର ସାପଟିର ନାମ ବାମ୍ବପିଟ୍‌ ଭାଇପର ବା ଫଟକା ବଡା...

ନାଥୁରାମଙ୍କୁ ନେଇ ପୁଣି କଂଗ୍ରେସ-ଭାଜପା ମୁହାଁମୁହିଁ

ଭୁବନେଶ୍ୱର, ୩୦।୭(ବ୍ୟୁରୋ):ସୋମବାର ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀକୁ ନେଇ ଉଭୟ କଂଗ୍ରେସ ଏବଂ ଭାଜପା ମୁହାଁମୁହିଁ ହୋଇଥିଲେ। କଂଗ୍ରେସ ବିଧାୟକ ଦଳର ନେତା ନରସିଂହ ମିଶ୍ର ମହାତ୍ମା ଗାନ୍ଧୀଙ୍କ ହତ୍ୟାକାରୀ ନାଥୁରାମ ଗଡ୍‌ସେଙ୍କ ପ୍ରସଙ୍ଗ ଉଠାଇ ପରୋକ୍ଷରେ ଭାଜପା ଓ...

ଚଳିତବର୍ଷ ୩୮ଟି ଜେଏମ୍‌ଏଫ୍‌ସି କୋର୍ଟ ଖୋଲିବ

ଭୁବନେଶ୍ୱର, ୩୦।୭(ବ୍ୟୁରୋ):ରାଜ୍ୟରେ ଆଉ ୬୦ଟି ସ୍ଥାନରେ କୋର୍ଟ ଖୋଲିବ। ଚଳିତବର୍ଷ ୩୮ଟି ସ୍ଥାନରେ ଜେଏମ୍‌ଏଫ୍‌ସି କୋର୍ଟ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି। ମଙ୍ଗଳବାର ପ୍ରଶ୍ନକାଳବେଳେ ଆଇନ୍‌ ମନ୍ତ୍ରୀ ପ୍ରତାପ ଜେନା ଏହି ସୂଚନା ଦେଇଛନ୍ତି। ବିଜେଡି ସଭ୍ୟ ଧ୍ରୁବଚରଣ ସାହୁ ପଟ୍ଟାମୁଣ୍ଡାଇଠାରେ...

ଆଉ ନୂଆ ୧୭ ଏନ୍‌ଏସି ଗଠନ ହେବ

ଭୁବନେଶ୍ୱର, ୩୦।୭(ବ୍ୟୁରୋ):ରାଜ୍ୟରେ ଆଉ ୧୭ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନ୍‌ଏସି) ଖୋଲିବା ପାଇଁ କେବଳ ଜନସଂଖ୍ୟା ନୁହେଁ, ସେଠାକାର ଭୌଗୋଳିକ ପରିସ୍ଥିତି, ରାଜସ୍ବ ଆୟ ଓ ଅନ୍ୟାନ୍ୟ ଦିଗକୁ ଦେଖି ନୂତନ ଏନ୍‌ଏସି ଗଠନକୁ ଅନୁମତି ଦିଆଯାଇଥାଏ। ମଙ୍ଗଳବାର ପ୍ରଶ୍ନୋତ୍ତର...

ବନୀକରଣ ପାଇଁ ରାଜ୍ୟ ସରକାର କାମ୍ପା ପାଣ୍ଠିରୁ ପାଇଛନ୍ତି ୨୬୪୪ କୋଟି, ଖର୍ଚ୍ଚ କରିଛନ୍ତି ୨୫୪୮ କୋଟି

ଭୁବନେଶ୍ୱର, ୩୦।୭(ବ୍ୟୁରୋ): କ୍ଷତି ପୂରକ ବନୀକରଣ ପାଣ୍ଠି ପରିଚାଳନା ଏବଂ ଯୋଜନା କର୍ତ୍ତୃପକ୍ଷ(କାମ୍ପା) ୨୦୦୯ରୁ ରାଜ୍ୟରେ କାର୍ଯ୍ୟକାରୀ ହେଉଛି। ସେବେଠାରୁ ରାଜ୍ୟକୁ କେନ୍ଦ୍ର ସରକାର ଆଡ୍‌ହକ୍‌ କାମ୍ପା ପାଣ୍ଠିରୁ ୨୬୪୪ କୋଟି ୧୫ ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି। ୨୦୦୯-୧୦ରେ...

ସଂରକ୍ଷିତ ଲିଫ୍ଟରେ ଧସେଇ ପଶୁଛନ୍ତି ଲୋକେ

ଭୁବନେଶ୍ୱର,୩୦(ବ୍ୟୁରୋ): ବଜେଟ୍‌ରେ ବ୍ୟୟ ଅଟକଳ ବଢ଼ାଇ ନୂଆ ଟ୍ରେନ, ଟ୍ରାକ୍‌ ଓ ଷ୍ଟେଶନକୁ ଚକାଚକ୍‌ କରିବାରେ ଲାଗିଛି ଭାରତୀୟ ରେଳବାଇ। ହେଲେ ଷ୍ଟେଶନ ଓ ଟ୍ରେନ ଭିତରେ ଥିବା କେତେକ ଗୁରୁତ୍ୱପୂର୍ଣ୍ଣ ତଥା ସମ୍ବେଦନଶୀଳ ସମସ୍ୟାକୁ ଅଣଦେଖା କରୁଛନ୍ତି ରେଳ...

ବାଟହୁଡ଼ା ଉଜ୍ଜ୍ୱଳା ଯୋଜନା: ମିଳୁନି ଏଲ୍‌ଇଡି ବଲ୍‌ବ: କାର୍ଯ୍ୟାଳୟ ବନ୍ଦ

ଭୁବନେଶ୍ୱର,୩୦।୭(ବ୍ୟୁରୋ): ସବୁ ଘରକୁ ବିଦ୍ୟୁତ୍‌ ସଂଯୋଗ ସହ ଏଲଇଡି ବଲ୍‌ବ। ଘର ପିଛା ୧୦ ଏଲ୍‌ଇଡି ବଜାର ମୂଲ୍ୟଠାରୁ ଅଧା ଦାମରେ ମିଳିବ। କେନ୍ଦ୍ର ସରକାରଙ୍କ ଉଜ୍ଜ୍ୱଳା ଯୋଜନାରେ ସବୁ ବିଦ୍ୟୁତ୍‌ କାର୍ଯ୍ୟାଳୟରେ ଏହା ଉପଲବ୍ଧ ହେବ ବୋଲି ପ୍ରଧାନମନ୍ତ୍ରୀ...

ବିଏସ୍‌ସିଏଲ୍‌ ପାଇଲା ସାଣ୍ଡଭିକ୍‌ ଇଣ୍ଡିଆ ଜେଣ୍ଡର ଆଓ୍ବାର୍ଡ

ଭୁବନେଶ୍ୱର, ୩୦।୭(ବ୍ୟୁରୋ): ଭୁବନେଶ୍ୱର ସ୍ମାର୍ଟସିଟି ଲିମିଟେଡ(ବିଏସ୍‌ସିଏଲ୍‌)ର ସ୍ମାର୍ଟ ସାମାଜିକ ପ୍ରକଳ୍ପ ସାଣ୍ଡଭିକ୍‌ ଇଣ୍ଡିଆ ଜେଣ୍ଡର ଆଓ୍ବାର୍ଡ ୨୦୧୯ର ତୃତୀୟ ସଂସ୍କରଣର ବିଜେତା ହୋଇଛି। ଗତ ଶନିବାର ପୁଣେଠାରେ ବିଏସ୍‌ସିଏଲ୍‌କୁ ଏହି ପୁରସ୍କାର ମିଳିଛି। ମହିଳାଙ୍କ ବିରୋଧରେ ହେଉଥିବା ହିଂସା, ନାରୀ...

ଖୁବ୍‌ଶୀଘ୍ର ସେବାୟତଙ୍କୁ ପରିଚୟପତ୍ର

ପୁରୀ ଅଫିସ, ୩୦।୭: ଶ୍ରୀମନ୍ଦିର ସଂସ୍କାର ମାମଲାର ଶୁଣାଣି ବେଳେ ସେବକ ଏବଂ କର୍ମଚାରୀଙ୍କୁ ପରିଚୟପତ୍ର ପ୍ରଦାନ ପାଇଁ ସୁପ୍ରିମ୍‌କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଏହାକୁ କିପରି କାର୍ଯ୍ୟକାରୀ କରାଯିବ ତାହା ଉପରେ ଗୁରୁତ୍ୱ ଦେଇଥିଲା ଶ୍ରୀମନ୍ଦିର ପ୍ରଶାସନ। ହେଲେ ଏ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri