ରାଜ୍ୟ

ଟୁଁଡ୍‌କେ ସୁଆଦ ବମ୍ବେଇ ଲଡୁ

  ଗଣ୍ଡତୁରୁମ, ୨୪।୧୨ (ଡି.ଏନ୍‌.ଏ.)- ଉତ୍ତର ପ୍ରଦେଶ କାନପୁର ଜିଲା ରସୁଲ୍ଲାବାଦ ଗଁାର ସୁରଜ ଗୁପ୍ତା(୨୩)। ସେ ଆଜ୍‌କେ ୨ ବଛର ହେଲା ବରଗଡ଼ ଜିଲାକେ କମେଇ ଖାଏବାର ଲାଗି ଆସିଛନ୍‌। ସୁରଜ ନିଜେ ବମ୍ବେଇ ଲଡୁ ତିଆର କରବାର ସଂଗେ…

କ୍ୟୁଆର-ଏସ୍‌ଏଏମ୍‌ କ୍ଷେପଣାସ୍ତ୍ରର ପରୀକ୍ଷଣ

ବାଲେଶ୍ୱର ଅଫିସ,୨୩।୧୨-ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ଆଇଟିଆର(ସମନ୍ବିତ ପରୀକ୍ଷଣ କେନ୍ଦ୍ର) ପରିସର ୩ ନମ୍ବର ଲଞ୍ଚପ୍ୟାଡରୁ ପୂର୍ବାହ୍ନ ୧୧ଟା ୪୫ ମିନିଟ୍‌ରେ ସ୍ବଳ୍ପ ଦୂରଗାମୀ କ୍ୟୁଆର-ଏସ୍‌ଏଏମ୍‌ କ୍ଷେପଣାସ୍ତ୍ରର ପରୀକ୍ଷଣ କରାଯାଇଛି। ଏକ ଟ୍ରକ୍‌ରେ ଲାଗିଥିବା କାନିଷ୍ଟରରୁ ଏହି କ୍ଷେପଣାସ୍ତ୍ରକୁ ଭୂପୃଷ୍ଠରୁ ଆକାଶମାର୍ଗକୁ ନିକ୍ଷେପ…

୩୫ ଦିନ ମଧ୍ୟରେ ଦାବି ପୂରଣ ନ ହେଲେ ଆତ୍ମାହୁତି: ସୁର ରାଉତରାୟ

ଭୁବନେଶ୍ୱର,୨୩।୧୨(ବ୍ୟୁରୋ): ଖୋର୍ଦ୍ଧା ଜିଲା ଜଟଣୀ ନିର୍ବାଚନମଣ୍ଡଳୀ ଅଧୀନରେ ଥିବା ୨୭ଟି ଗାଁର ସ୍ଥିତିବାନ ସମ୍ପତ୍ତିକୁ ପୂର୍ବ ସ୍ଥିତିକୁ ଫେରାଇବା ସହ ଦାରେୁଠଙ୍ଗ ଡମ୍ପିଂୟାର୍ଡକୁ ସ୍ଥାନାନ୍ତର କରିବା ଦାବି ଜୋର ଧରିଛି। ଆସନ୍ତା ୩୫ ଦିନ ମଧ୍ୟରେ ଏହି ଦାବି ପୂରଣ ନ…

କୁନ୍ଦୁଲି ଗଣବଳାତ୍କାର ଘଟଣା: ହାଇକୋର୍ଟରେ ପୂର୍ଣ୍ଣାଙ୍ଗ ରିପୋର୍ଟ ଦାଖଲ କଲା ଏସ୍‌ଆଇଟି

କଟକ ଅଫିସ,୨୩।୧୨: କୁନ୍ଦୁଲି ଗଣବଳାତ୍କାର ଓ ମୃତ୍ୟୁ ମାମଲାରେ ସୋମବାର ହାଇକୋର୍ଟରେ ପୂର୍ଣ୍ଣାଙ୍ଗ ରିପୋର୍ଟ ଦାଖଲ କରିଛି ଏସ୍‌ଆଇଟି। ରିପୋର୍ଟ ଦାଖଲ ପରେ ହାଇକୋର୍ଟ ଉକ୍ତ ମାମଲାର ଅନ୍ତ ଘଟାଇବା ସହିତ ଟ୍ରାଏଲ କୋର୍ଟରେ ମଧ୍ୟ ଉକ୍ତ ରିପୋର୍ଟକୁ ଦାଖଲ କରିବାକୁ…

ଓଏଚ୍‌ପିସି ଜେନେରାଲ ମ୍ୟାନେଜରଙ୍କ ମୃତ୍ୟୁ ଘଟଣା: ସିବିଆଇ ତଦନ୍ତ ଦାବି

ଧର୍ମଗଡ଼,୨୩।୧୩(ଡି.ଏନ.ଏ.):କଳାହାଣ୍ଡି ଜିଲା ମୁଖିଗୁଡା ଇନ୍ଦ୍ରାବତୀ ଓଏଚ୍‌ପିସିରେ କାର୍ଯ୍ୟରତ ଜେନେରାଲ ମ୍ୟାନେଜର ନାରାୟଣ ପ୍ରସାଦ ମେହେର ଗତ ୧୭ ତାରିଖରୁ ନିଖୋଜ ଥିବାବେଳେ ତାଙ୍କ ମୃତଦେହ ମୁଖିଗୁଡା ଏୟାରଟେଲ ଟାୱାର ନିକଟ ବୁଦା ଆଡୁଆଳରୁ ଠାବ ହୋଇଛି। ବୁଦା ମୂଳରୁ ଦୁର୍ଗନ୍ଧ ହେବାରୁ…

ଶ୍ରୀମନ୍ଦିର ଫଟୋ ଭାଇରାଲ ଘଟଣା: ପୋଲିସର ତତ୍ପରତା

ପୁରୀ ଅଫିସ୍‌, ୨୩।୧୨: ଶ୍ରୀମନ୍ଦିର ଓ ଗୁଣ୍ଡିଚା ମନ୍ଦିର ଫଟୋ ଭାଇରାଲ ନେଇ ଗଣମାଧ୍ୟମରେ ଖବର ପ୍ରକାଶ ପରେ ପୋଲିସ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଫଟୋ ଭାଇରଲ ହୋଇଥିବା ଫେସବୁକ ଆକାଉଣ୍ଟଧାରୀଙ୍କୁ ତଦନ୍ତ ପାଇଁ ଡକାଯାଇଛି। କେଉଁ ପରିସ୍ଥିତିରେ କିଭଳି…

କଡା ସୁରକ୍ଷା ମଧ୍ୟରେ ଓଡ଼ିଶା ଛାଡିଲେ ଭାରତୀୟ ଦଳ

ଭୁବନେଶ୍ୱର, ୨୩।୧୨(ବ୍ୟୁରୋ): ବାରବାଟୀ ଷ୍ଟାଡିୟମରେ ବିରାଟ ବିଜୟ ପରେ ଭାରତୀୟ କ୍ରିକେଟ ଦଳ ଓଡ଼ିଶା ଛାଡିଛି। କଡା ସୁରକ୍ଷା ମଧ୍ୟରେ ହୋଟେଲ ମେ ଫେୟାରରୁ ଖେଳାଳିଙ୍କୁ ଭୁବନେଶ୍ୱର ବିମାନବନ୍ଦରକୁ ନିଆଯାଇଥିଲା। ନିଜ ପ୍ରିୟ ଖେଳାଳିଙ୍କ ଝଲକ ଟିକେ ପାଇବା ପାଇଁ ହୋଟେଲ…

ସେବା ଯୋଗାଇବ ସିଟି ଆପ୍‌ ‘ଭୁବନେଶ୍ୱର ଡଟ୍‌ ମି’: ମିଳିବ ପାର୍କଠାରୁ ଐତିହ୍ୟସ୍ଥଳ ଯାଏ ତଥ୍ୟ

ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ସ୍ମାର୍ଟସିଟି ଭୁବନେଶ୍ୱରକୁ ଆସୁଥିବା ପର୍ଯ୍ୟଟକ କିମ୍ବା ସହରରେ ରହୁଥିବା ବାସିନ୍ଦାଙ୍କୁ ଆଉ ପାର୍କ କିମ୍ବା ଐତିହ୍ୟସ୍ଥଳ ଖୋଜିବାକୁ ପଡ଼ିବନି। ସହରର ଯେକୌଣସି ସ୍ଥାନ ବିଷୟରେ ସୂଚନା ଦେବା ପାଇଁ ସ୍ମାର୍ଟସିଟି ପକ୍ଷରୁ ଏକ ସିଟି ମୋବାଇଲ୍‌ ଫୋନ୍‌ ଆପ୍‌ ‘ଭୁବନେଶ୍ୱର…

୨୪ରୁ ଜାଗୃତି ଯାତ୍ରା: ଯୋଗଦେବେ ଓଡ଼ିଶାର ୨୦ ଉଦ୍ୟୋଗୀ

ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ଓଡ଼ିଶାରୁ ୨୦ ଉଦ୍ୟୋଗୀ ଜାଗୃତି ଯାତ୍ରାରେ ସାରା ଭାରତ ଭ୍ରମଣ କରିବାକୁ ମନୋନୀତ ହୋଇଛନ୍ତି। ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ(ଓଏସ୍‌ଡିଏ) ତତ୍ତ୍ୱାବଧାନରେ ଓଡ଼ିଶାରୁ ୧୦ ନାନୋ ୟୁନିକର୍ନ ଓ ୧୦ ଷ୍ଟାର୍ଟଅପ୍‌ ଏହି ଯାତ୍ରାରେ ସାମିଲ ହେବେ। ଏନେଇ ଓଏସ୍‌ଡିଏ…

ଓୟୁଜେର ୪୮ତମ ପ୍ରତିଷ୍ଠା ଦିବସ ସମାରୋହ: ସାମ୍ବାଦିକଙ୍କ ସୁରକ୍ଷା ଲାଗି ସମ୍ମିଳିତ ପ୍ରୟାସ ହେବ

ଭୁବନେଶ୍ୱର,୨୩ା୧୨ (ବ୍ୟୁରୋ): ରାଜ୍ୟରେ କାର୍ଯ୍ୟରତ ସାମ୍ବାଦିକଙ୍କ ସୁରକ୍ଷା ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ। ଏଥିଲାଗି ସମ୍ମିଳିତ ପ୍ରୟାସ ହେବ। ସମ୍ପୃକ୍ତ ବିଭାଗଗୁଡ଼ିକ ମଧ୍ୟରେ ଉପଯୁକ୍ତ ସମନ୍ବୟ ରକ୍ଷା କରାଯାଇ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯିବ। ଖୁବଶୀଘ୍ର ଏକ ମିଳିତ ବୈଠକ ବସିବାର ଆବଶ୍ୟକତା…

ମତ୍ସ୍ୟଜୀବୀଙ୍କ ପାଇଁ ୫ ବର୍ଷୀୟା ଯୋଜନା ଉପରେ ଗୁରୁତ୍ୱ

ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ଭାରତରେ ପାରମ୍ପରିକ କୃଷିକୁ ଛାଡ଼ି ଦେଲେ ଅନେକ ଲୋକ ମତ୍ସ୍ୟଜୀବୀ ଭାବେ ଜୀବିକା ନିର୍ବାହ କରିଥାନ୍ତି। କୃଷି ଭଳି ମତ୍ସ୍ୟଜୀବୀଙ୍କୁ ଅଧିକ ସଶକ୍ତୀକରଣ ସହ ସେମାନଙ୍କ ରୋଜଗାର ବୃଦ୍ଧି ପାଇଁ କେନ୍ଦ୍ର ସରକାର ଚିନ୍ତା କରୁଛନ୍ତି। ଏଥିପାଇଁ ଖୁବଶୀଘ୍ର ରାଜ୍ୟଗୁଡ଼ିକ…

ଏମ୍‌କେସିଜି ପଥ୍ୟ ବିଭାଗ ପଙ୍ଗୁ

ବ୍ରହ୍ମପୁର ଅଫିସ,୨୩ା୧୨-ବ୍ରହ୍ମପୁର ମେଡିକାଲକୁ ଦକ୍ଷିଣ ଓଡ଼ିଶା ସମେତ ଆନ୍ଧ୍ରପ୍ରଦେଶ, ଖୋର୍ଦ୍ଧା ଓ ପୁରୀ ଜିଲାରୁ ପ୍ରତିଦିନ ରୋଗୀ ଆସିଥାନ୍ତି। ଏମାନଙ୍କୁ ଉତ୍ତମ ସେବା ଯୋଗାଇଦେବା ସହ ମାଗଣାରେ ଖାଦ୍ୟ ଓ ଔଷଧ ଯୋଗାଇ ଦେବା ନେଇ ସରକାର ଅନେକ ଯୋଜନା କରିଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri