ଟିକ୍ଟକ୍ରେ ଶ୍ରୀମନ୍ଦିର ଭିତର ବେଢ଼ାର ଦୃଶ୍ୟ ଭାଇରାଲ ଘଟଣା: କ୍ଷମା ମାଗିଲେ ଯୁବତୀ
ପୁରୀ ଅଫିସ,୩୦।୧୦: ଶ୍ରୀମନ୍ଦିର ଭିତର ବେଢ଼ାର ଦୃଶ୍ୟକୁ ଟିକ୍ଟକ୍ ଭିଡିଓ କରି ସୋସିଆଲ ମିଡିଆରେ ଶେୟାର କରିଥିବା ଯୁବତୀ ଶେଷରେ ଭୁଲ ମାଗିଛନ୍ତି। ସେ ଭୁଲ କରିଥିବା ନିଜ ଟିକ୍ଟକ୍ ସାଇଟ୍ରେ ଦର୍ଶାଇ କ୍ଷମା ପ୍ରାର୍ଥନା କରି ଏକ ଅଡିଓ ଅପଲୋଡ୍…
୧୮ ଲକ୍ଷ ଟଙ୍କା ଲୁଟ୍ର ପର୍ଦ୍ଦାଫାଶ: ଅଭିଯୋଗକାରୀ ନିଜେ ଲୁଟେରା
ଖୁଣ୍ଟୁଣୀ, ୩୦।୧୦(ଡି.ଏନ୍.ଏ.): କଟକ ଜିଲା ଖୁଣ୍ଟୁଣୀ ଥାନାଠାରୁ ମାତ୍ର ୩ଶହ ମିଟର ଦୂର ୫୫ ନମ୍ବର ଜାତୀୟ ରାଜପଥର ରାଧାକିଶୋରପୁର ଓଭରବ୍ରିଜ୍ ଉପରୁ ଜର୍ଦ୍ଦା କାରଖାନା କର୍ମଚାରୀ ସନ୍ତୋଷ ରାଜ ମଙ୍ଗଳବାର ୧୮ ଲକ୍ଷ ଟଙ୍କା ଲୁଟ୍ର ଶିକାର ହୋଇଥିଲେ। ତେବେ…
ଜୋର ଧରିଲା ପିସିସି ସଭାପତି ହଟାଅ ରାଜନୀତି: ପାନ୍ଥନିବାସରେ କଂଗ୍ରେସ ନେତାଙ୍କ ମେଳି, ମୋକିମ୍ଙ୍କୁ ଦାୟିତ୍ୱ ଦେବା ନେଇ ଯୋଜନା
ଭୁବନେଶ୍ୱର, ୩୦।୧୦(ବ୍ୟୁରୋ): ପିସିସି ସଭାପତି ପଦରୁ ନିରଞ୍ଜନ ପଟ୍ଟନାୟକଙ୍କୁ ହଟାଇ ମହମ୍ମଦ ମୋକିମ୍ଙ୍କୁ ଦାୟିତ୍ୱ ଦିଆଯିବା ନେଇ ଆରମ୍ଭ ହୋଇଛି ରଣନୀତି। କଂଗ୍ରେସ ନେତା ବାପି ସର୍କେଲଙ୍କ ନେତୃତ୍ୱରେ ସ୍ଥାନୀୟ ପାନ୍ଥନିବାସ ପରିସରରେ ବୁଧବାର ବସିଥିବା ବୈଠକରେ ସଭାପତି ହଟାଅ ଅଭିଯାନ…
ପୋଖରୀରେ ପଶିଲା ସ୍କୁଲଭ୍ୟାନ୍
ଦିଗପହଣ୍ଡି, ୩୦।୧୦(ଡି.ଏନ୍.ଏ.): ଗଞ୍ଜାମ ଜିଲା ଚିକିଟି ବ୍ଲକ ନୂଆପଡ଼ା ନିକଟସ୍ଥ ପହଁରାବାଡ଼ି ନିକଟରେ ବୁଧବାର ଛାତ୍ରୀଛାତ୍ରଙ୍କୁ ନେଇ ଯାଉଥିବା ଏକ ସ୍କୁଲ ଭ୍ୟାନ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଭାରସାମ୍ୟ ହରାଇ ପୋଖରୀରେ ପଶିଯିବା କାରଣରୁ ଗାଡ଼ିରେ ଥିବା ୧୩ଜଣ ସାମାନ୍ୟ ଆହତ ହୋଇଥିବା…
ଉଦୟକଣି ଗ୍ରାମ ନିକଟରେ ପୁଣି କୂଳ ଲଙ୍ଘିଲା ଅଶାନ୍ତ ସମୁଦ୍ର: ଚାଷଜମିରେ ମାଡ଼ିଗଲା ଲୁଣାଜୁଆର, ଗ୍ରାମବାସୀ ଆତଙ୍କିତ
କାକଟପୁର,୩୦।୧୦(ଡି.ଏନ୍.ଏ.): ପୁଣି ଥରେ ଅସ୍ତରଙ୍ଗ ଉପକୂଳ ଉଦୟକଣି ଗ୍ରାମଠାରେ କୂଳ ଲଙ୍ଘିଛି ଅଶାନ୍ତ ସମୁଦ୍ର। ମେଲା ପଡ଼ିଥିବା ବେଳାଭୂମି ଦେଇ ବୁଧବାର ଲୁଣା ଜୁଆର ସ୍ଥଳଭାଗକୁ ମାଡ଼ି ଚାଲିଛି। ଅସ୍ତରଙ୍ଗ ବ୍ଲକ ଶିଶୁଅ ପଞ୍ଚାୟତର ଉଦୟକଣି, ଛେନୁ, ତଣ୍ଡାହାର, କଟକଣା, ବାଘଡ଼ିହା…
ବିବାଦରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର
ଭୁବନେଶ୍ୱର,୩୦ା୧୦(ବ୍ୟୁରୋ):୨୦୧୭ ଏବଂ ୨୦୧୮ ମସିହା ଲାଗି ଘୋଷଣା ହୋଇଥିବା ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାରକୁ ନେଇ ପୁଣିଥରେ ବିବାଦ ଉପୁଜିଛି। ନାଟ୍ୟାନୁଷ୍ଠାନ ‘ଏବଂ ଆମେ’ର ସଭାପତି ତଥା କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ସମ୍ମାନ ପାଇଥିବା ଡ. ସଚ୍ଚି ଦାସ ଏବଂ…
ବିକ୍ରିହେଲା ୧କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ସାମଗ୍ରୀ
ଭୁବନେଶ୍ୱର, ୩୦ା୧୦(ବ୍ୟୁରୋ):ଓଡ଼ିଶା ଖଦି ଓ ଗ୍ରାମୋଦ୍ୟୋଗ ବୋର୍ଡ ଦ୍ୱାରା ୟୁନିଟ୍-୩ ଇଡ୍କୋ ପ୍ରଦର୍ଶନୀ ପଡ଼ିଆଠାରେ ଚାଲିଥିବା ଜାତୀୟ ଖଦି ଓ ଗ୍ରାମୋଦ୍ୟୋଗ ପ୍ରଦର୍ଶନୀ ଓ ବିକ୍ରୟ ମେଳା ‘ଖଦି ବଜାର’ ମଙ୍ଗଳବାର ଉଦ୍ଯାପିତ ହୋଇଯାଇଛି। ଉଦ୍ଯାପନୀ ସମାରୋହରେ ବୋର୍ଡ ସଭାପତି ସଂଗ୍ରାମ…
ସୁପ୍ରିମକୋର୍ଟ, ବିସିଆଇଙ୍କ ତାଗିଦ୍ ସତ୍ତ୍ୱେ ଓଡ଼ିଶା ହାଇକୋର୍ଟ ବାର୍ ସଭାପତି କହିଲେ ଦାବି ପୂରଣ ନ ହେବାଯାଏ ଆନ୍ଦୋଳନ
କଟକ ଅଫିସ,୩୦ା୧୦:ବିଭିନ୍ନ ଦାବି ନେଇ ପ୍ରାୟ ୨ମାସ ହେବ ଓଡ଼ିଶା ହାଇକୋର୍ଟ ବାର୍ ଆସୋସିଏଶନ ପକ୍ଷରୁ କୋର୍ଟ ବର୍ଜନ ଆନ୍ଦୋଳନ ଜାରି ରହିଛି। ଏହାକୁ ନେଇ ପ୍ରଥମେ ଓଡ଼ିଶା ହାଇକୋର୍ଟରେ ଏକ ଅଦାଲତ ଅବମାନନା ମାମଲା ରୁଜୁ ହୋଇଥିଲା। ପରବର୍ତ୍ତୀ ସମୟରେ…
ଶ୍ରୀମନ୍ଦିର ସୁରକ୍ଷା ଜୋନ:ପୁଣି ଜମି ହସ୍ତାନ୍ତର କଲେ ୨ ପରିବାର
ପୁରୀ ଅଫିସ,୩୦ା୧୦:ଶ୍ରୀମନ୍ଦିର ସୁରକ୍ଷା ଜୋନରୁ ସରକାର ଜମି ଅଧିଗ୍ରହଣ ଆରମ୍ଭ କରିଛନ୍ତି। ଗତ ୨୧ତାରିଖରେ ପ୍ରଥମକରି ୫ ପରିବାର ସରକାରଙ୍କୁ ପ୍ରତ୍ୟକ୍ଷ ଜମି ବିକ୍ରି କରିଥିବାବେଳେ ପରେ ୧୧ ପରିବାର ଜମି ହସ୍ତାନ୍ତର କରିଥିଲେ। ପୁନଶ୍ଚ ଏହି ଧାରା ଜାରି ରହିବା…
ଆଜି ଆଣ୍ଡାମାନ ଫେରିଯିବେ ଅମ୍ରିତ
ପୁରୀ ଅଫିସ, ୩୦ା୧୦:୨୬ ଦିନ ଧରି ଲୁଣି ପାଣି ପିଇ ଜୀବନ ସହ ସଂଘର୍ଷ କରି କୃଷ୍ଣପ୍ରସାଦ ବ୍ଲକ ଖିରିସାହି ସମୁଦ୍ରରେ ଲାଗିଥିଲେ ଆଣ୍ଡାମାନ ନାବିକ ଅମ୍ରିତ କୁଜୁର। ବୁଧବାର ସେ ଆଣ୍ଡାମାନ ଫେରିଯିବେ। ତାଙ୍କ ଫେରିବା ପାଇଁ ପର୍ଯ୍ୟଟନ ବିଭାଗ…
ବେଆଇନ ପଥର ଖଣି ମାମଲା:ମହମ୍ମଦ ତାବ୍ରେଜ କଲିକତା ବିମାନବନ୍ଦରରୁ ଗିରଫ
ଭୁବନେଶ୍ୱର,୩୦ା୧୦(ବ୍ୟୁରୋ):ଖୋର୍ଦ୍ଧା ବେଆଇନ ପଥର ଖଣି ଓ ଚୋରା ଚାଲାଣ ଘଟଣାର ଅନ୍ୟତମ ମାଷ୍ଟରମାଇଣ୍ଡ୍ ତଥା ପୋଲିସର ମୋଷ୍ଟ ଓ୍ବାଣ୍ଟେଡ୍ ଥିବା ମହମ୍ମଦ ତାବ୍ରେଜଙ୍କୁ କ୍ରାଇମବ୍ରାଞ୍ଚ ଏସ୍ଟିଏଫ୍ କଲିକତାରୁ ଗିରଫ କରିଛି। ସେ ନିଜ ସ୍ତ୍ରୀଙ୍କ ସହ ଥାଇଲାଣ୍ଡ ଲୁଚି ପଳାଉଥିବାବେଳେ ଏସ୍ଟିଏଫ୍…
ଦୟାନଦୀ ବୋଇତ ବନ୍ଦାଣ ଉତ୍ସବ: ପ୍ଲାଷ୍ଟିକ୍ ପରିବର୍ତ୍ତେ ଏଥର କଦଳୀ ବାସୁଙ୍ଗା ଡଙ୍ଗା
ଭୁବନେଶ୍ୱର/ପୁରୁଣା ଭୁବନେଶ୍ୱର, ୩୦ା୧୦(ବ୍ୟୁରୋ/ ଡି.ଏନ୍.ଏ.):କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ଆସନ୍ତା ୧୨ରେ ଦୟାନଦୀ ଲିଙ୍ଗିପୁର ଘାଟରେ ‘୮ମ ଦୟାନଦୀ ବୋଇତ ବନ୍ଦାଣ ଉସତ୍ବ’ ଅନୁଷ୍ଠିତ ହେବ। ଏଥିପାଇଁ ଦୟାନଦୀ କୂଳରେ କଳିଙ୍ଗ ସଂସ୍କୃତି ଓ ଐତିହ୍ୟ ସୁରକ୍ଷା ମଞ୍ଚ(କାପୋଚ୍)ର ଅଧ୍ୟକ୍ଷ ସଂଗ୍ରାମ କେଶରୀ…
Archives


