ରୋଟାରୀ କ୍ଲବ ଅନୁଗୋଳ ରୟାଲର ଅଧିଷ୍ଠାନ ଉତ୍ସବ:ସମାଜ ସେବା ବିସ୍ତାରିତ କରିବାକୁ ଆହ୍ବାନ
ଅନୁଗୋଳ ଅଫିସ, ୩୦।୭ଅନୁଗୋଳ ରୋଟାରୀ କ୍ଲବ ରୟାଲର ଅଧିଷ୍ଠାନ ଉତ୍ସବ ସ୍ଥାନୀୟ ହୋଟେଲ କମଲେଶ କଣ୍ଟିନେଣ୍ଟାଲ ପରିସରରେ ଅନୁଷ୍ଠିତ ହୋଇଯାଇଛି। ପୂର୍ବତନ ସଭାପତି ପ୍ରଭାତ କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ପୂର୍ବତନ ଜିଲା ଗଭର୍ନର ରବି...
ଜାତୀୟ କିକ୍ ବକ୍ସିଂରେ ଚମକିଲେ ଢେଙ୍କାନାଳର କ୍ରୀଡ଼ାବିତ୍
ଢେଙ୍କାନାଳ ଅଫିସ, ୩୦ା୭ ହରିୟାଣାର ରୋହତକରେ ଆୟୋଜିତ ଜାତୀୟ ସିନିୟର କିକ୍ ବକ୍ସିଂ ପ୍ରତିଯୋଗିତାରେ ଚମକିଛନ୍ତି ଢେଙ୍କାନାଳର କ୍ରୀଡ଼ାବିତ୍। ଏଥିରେ ଭାଗ ନେଇଥିବା ଖ୍ୟାତନାମା ମହିଳା କିକ୍ବକ୍ସର କୀର୍ତ୍ତିରାଣୀ ସାହୁ ୩ଟି ସ୍ବର୍ଣ୍ଣପଦକ ହାସଲ କରି ଜିଲାର ଗୌରବ ବଢ଼ାଇଛନ୍ତି।...
ଶ୍ରୀଲୋକନାଥଙ୍କ ପୀଠରେ ଜଳ ଲାଗିକଲେ ୩୨ ହଜାର କାଉଡ଼ିଆ
ପୁରୀ ଅଫିସ, ୨୯ା୭: ଶ୍ରାବଣ ମାସ ଦ୍ୱିତୀୟ ସୋମବାର ଶ୍ରୀଲୋକନାଥଙ୍କ ପୀଠରେ କାଉଡ଼ିଆଙ୍କ ପ୍ରବଳ ଭିଡ଼ ହୋଇଥିଲା। ରାଜ୍ୟର ବିଭିନ୍ନ ନଦୀରୁ ଜଳ ଆଣି ୩୨,୩୦୦ କାଉଡ଼ିଆ ଶ୍ରୀଲୋକନାଥଙ୍କୁ ଜଳ ଲାଗି କରିଛନ୍ତି। ତେବେ ରବିବାର ରାତିରେ ଲଗାଣ ବର୍ଷା...
ଓଡ଼ିଶା ରସଗୋଲାକୁ ଜିଆଇ ଟ୍ୟାଗ୍: ସିଂହଦ୍ୱାରରେ ମହାଦୀପ ଦାନ, ରସଗୋଲା ଭୋଗ
ପୁରୀ ଅଫିସ, ୨୯ା୭: ଓଡ଼ିଶା ରସଗୋଲାକୁ ମିଳିଛି ଜିଆଇ ଟ୍ୟାଗ୍। ଓଡ଼ିଶା ରସଗୋଲା ପାଇଛି ଭୌଗଳିକ ପରିଚୟ। ମାଡ୍ରାସ ଜିଆଇ କାର୍ଯ୍ୟାଳୟରୁ ଏହି ମାନ୍ୟତା ମିଳିବା ପରେ ସମଗ୍ର ରାଜ୍ୟରେ ଆନନ୍ଦର ଲହରୀ ଖେଳିଯାଇଛି। ସୋସିଆଲ ମିଡ଼ିଆରେ ଛାଇଯାଇଛି ରସଗୋଲା...
ଟ୍ରାକ୍ଟର ଓଲଟି ଚାଳକଙ୍କ ମୃତ୍ୟୁ
ହିଞ୍ଜିଳିକାଟୁ,୨୯ା୭(ଡି.ଏନ୍.ଏ.)- ହିଞ୍ଜିଳିକାଟୁ ବ୍ଲକ ଦାରୁଭଦ୍ରାଠାରେ ରବିବାର ସନ୍ଧ୍ୟାରେ ବିଲରେ ହଳ କରୁଥିବାବେଳେ ଏକ ଟ୍ରାକ୍ଟର ଓଲଟି ପଡିବାରୁ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ଉକ୍ତ ଗ୍ରାମର କାହ୍ନୁ ଦାଶ। ପ୍ରକାଶ ଯେ, କାହ୍ନୁ ରବିବାର ସନ୍ଧ୍ୟାରେ ଦାରୁଭଦ୍ରା ଗ୍ରାମର...
କୋରାପୁଟ: ସୋମବାର ୧୭୧୮.୬ ମିମି ବର୍ଷା ରେକର୍ଡ, କୋଟପାଡ଼ରେ ସର୍ବାଧିକ
କୋରାପୁଟ,୨୯।୭(ସ୍ବ.ପ୍ର.)- କୋରାପୁଟ ଜିଲାରେ ସୋମବାର ୧୭୨୮.୬ ମିଲିମିଟର ବର୍ଷା ହୋଇଥିବାବେଳେ ଜିଲାର କୋଟପାଡ ବ୍ଲକରେ ସର୍ବାଧିକ ୧୯୩ ମିମି ବର୍ଷା ହୋଇଥିବା ଜିଲା ଜରୁରୀ କାର୍ଯ୍ୟାଳୟ ସୂତ୍ରରୁ ଜଣାଯାଇଛି। ସେହିପରି ଜିଲାର ବୈପାରିଗୁଡା ବ୍ଲକରେ୧୭୫ ମିମି ବର୍ଷା ହୋଇଥିବାବେଳେ କୁନ୍ଦ୍ରା...
ପଡ଼ିଆ ପଡ଼ିଛି ଚାଷଜମି: ବର୍ଷା ପାଇଁ କଟଙ୍ଗପାଣି ପଞ୍ଚାୟତରେ ଇନ୍ଦ୍ରପୂଜା
ଜମନକିରା, ୨୯ା୭ (ଡି.ଏନ୍.ଏ): ସମ୍ବଲପୁର ଜିଲା ଜମନକିରା ବ୍ଲକ୍ କଟଙ୍ଗପାଣି ପଞ୍ଚାୟତରେ ସୋମବାର ଜଳ ବର୍ଷା ପାଇଁ ସ୍ଥାନୀୟ ଭୂତେଲ ଟୁଙ୍ଗରୀଠାରେ ୫ ଗାଁର ଗ୍ରାମବାସୀ ମିଶି ଇନ୍ଦ୍ରଦେବଙ୍କ ପୂଜାର୍ଚ୍ଚନା କରିଛନ୍ତି। ଚଳିତ ବର୍ଷ ବର୍ଷା ଅଭାବରୁ ଚାଷ ଜମି...
‘ଧରିତ୍ରୀ’ରେ ପ୍ରକାଶିତ ଖବରକୁ ନେଇ ଗୃହରେ ଉଦ୍ବେଗ: କୁମ୍ଭକାରଙ୍କ ଦୁରାବସ୍ଥା ସୁଧାରିବାକୁ ମହାରଥୀଙ୍କ ଅନୁରୋଧ
ଭୁବନେଶ୍ୱର,୨୯।୭(ବ୍ୟୁରୋ): ଚଳିତ ମାସ ୨୮ ତାରିଖରେ ଧରିତ୍ରୀରେ ପ୍ରକାଶିତ ହୋଇଥିବା ‘ଶ୍ରୀମନ୍ଦିରରେ କୁଡ଼ୁଆ ସଙ୍କଟ, ଫନୀ ପରଠୁ ଅଣ୍ଟା ସଳଖି ପାରିନାହାନ୍ତି କୁମ୍ଭକାର’ ଶୀର୍ଷକ ଖବରକୁ ନେଇ ସୋମବାର ଶୂନ୍ୟକାଳରେ ବିଜେଡି ବିଧାୟକ ପ୍ରଦୀପ ମହାରଥୀ ଗୃହର ଦୃଷ୍ଟି ଆକର୍ଷଣ...
ଓଡ଼ିଶା ରସଗୋଲାକୁ ଜିଆଇ ମାନ୍ୟତା
ନୂଆଦିଲ୍ଲୀ/ଭୁବନେଶ୍ୱର,୨୯।୭: ଓଡ଼ିଶା ରସଗୋଲାକୁ ଜିଆଇ (ଭୌଗୋଳିକ ସାଙ୍କେତିକ)ଟ୍ୟାଗ୍ ମାନ୍ୟତା ମିଳିଛି। ଏହାଅନୁସାରେ ରସଗୋଲା ଓଡ଼ିଶାର ଭୌଗୋଳିକ ସ୍ଥିତି ସହିତ ଜଡ଼ିତ ରହିଛି ବୋଲି ସ୍ବୀକୃତି ମିଳିଛି। ଓଡ଼ିଶାର ଶ୍ରୀଜଗନ୍ନାଥ ସଂସ୍କୃତି ସହିତ ରସଗୋଲାର ନିବିଡ଼ ସମ୍ପର୍କ ରହିଛି। ଓଡ଼ିଶାର ପରମ୍ପରା...
କଣିହାଁ ଏନ୍ଟିପିସିରେ କୋଇଲା ସଙ୍କଟ : ବନ୍ଦ ହେଲା ୩ ୟୁନିଟ୍
ତାଳଚେର,୨୯।୭(ନି.ପ୍ର.): ଅନୁଗୋଳ ଜିଲା ତାଳଚେରର କଣିହାଁସ୍ଥିତ ୩ ହଜାର ମେଗାୱାଟ୍ ବିଶିଷ୍ଟ ମହାରତ୍ନ କମ୍ପାନୀ ଏନ୍ଟିପିସି ବିଦ୍ୟୁତ ପ୍ରକଳ୍ପରେ ଘୋର କୋଇଲା ସଙ୍କଟ ଦେଖାଦେଇଛି। ଏବେ ଏନ୍ଟିପିସି ପାଖରେ ଅଧାଦିନର କୋଇଲା ମହଜୁଦ ରହିଛି। ଯାହା ବିଭାଗୀୟ କର୍ତ୍ତୃପକ୍ଷଙ୍କ ମୁଣ୍ଡବ୍ୟଥାକୁ...
ଆଜି ୪ଜିଲାରେ ଅତି ପ୍ରବଳ ବର୍ଷା
ଭୁବନେଶ୍ୱର,୨୯।୭(ବ୍ୟୁରୋ) : ମନ୍ସୁନ୍ ଟ୍ରପ୍ ଲାଇନ୍ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଲାଗି ରହିଛି। ସୋମବାର କଳାହାଣ୍ଡି, କନ୍ଧମାଳ, କୋରାପୁଟ ଓ ମାଲକାନଗିରି ଆଦି ୪ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ଏହିସବୁ...
ଏକ୍ସସାଇଜ୍ ଆକ୍ଟ ଓ ରୁଲ୍କୁ ନେଇ ଦ୍ୱନ୍ଦ୍ୱ : ଫାଇଦା ନେଉଛନ୍ତି ଡ୍ୟାନ୍ସ ବାର୍ ମାଲିକ
ଭୁବନେଶ୍ୱର,୨୯।୭(ବ୍ୟୁରୋ): ଡ୍ୟାନ୍ସ ବାର୍ରେ ଯୁବତୀଙ୍କୁ ନିୟୋଜିତ କରିବା ନେଇ ଏକ୍ସସାଇଜ୍ ଆକ୍ଟ ଓ ରୁଲ୍ ମଧ୍ୟରେ ତାଳମେଳ ନାହିଁ। ଓଡିଶା ଅବକାରୀ ଆଇନ୍ ୨୦୦୮ ସେକ୍ସନ-୨୬ରେ ଉଲ୍ଲେଖ ରହିଛି ଯେ, ଯୁବତୀମାନଙ୍କୁ ବାର୍ରେ ନିୟୋଜିତ କରାଯିବା ସମ୍ପୂର୍ଣ୍ଣ ବେଆଇନ। ସେପଟେ...
Archives


