ରାଜ୍ୟ

ସରକାରୀ କର୍ମଚାରୀଙ୍କୁ ମିଡିଆ କଟକଣା: ମତାମତ ଦେଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୩୧ା୧୦(ବ୍ୟୁରୋ): ସରକାରୀ ଅଧିକାରୀ ଓ କର୍ମଚାରୀ ସରକାରଙ୍କ ବିନା ଅନୁମତିରେ କୌଣସି ପ୍ରକାର ମନ୍ତବ୍ୟ, ଲେଖା କିମ୍ବା ବିବୃତି ଗଣମାଧ୍ୟମକୁ ଦେଇପାରିବେ ନାହିଁ। ଏହା ଓଡ଼ିଶା ସରକାରୀ କର୍ମଚାରୀ ଆଚରଣ ବିଧି-୧୯୫୯ର ବିରୋଧାଚରଣ ବୋଲି ଧରାଯିବ। ବିନାନୁମତିରେ କୌଣସି ଗଣମାଧ୍ୟମକୁ ବିବୃତି…

କଥାରେ ସୀମିତ ସ୍ବଚ୍ଛତା

ସ୍ବଚ୍ଛ ସୁନ୍ଦର ସହର ହେବ ଢେଙ୍କାନାଳ। ଥରେ ମାତ୍ର ବ୍ୟବହାର ଉପଯୋଗୀ ପ୍ଲାଷ୍ଟିକ୍‌, ପଲିଥିନ ସାମଗ୍ରୀ ଉପରେ ଜାରି କରାଯିବ କଟକଣା। ଏହାକୁ କାର୍ଯ୍ୟକାରୀ କରିବାକୁ ୫ମାସ ହେଲା ଗୁରୁତ୍ୱ ଦେଇଆସୁଛି ଜିଲା ପ୍ରଶାସନ। ସଭାସମିତି, ବୈଠକରେ ଅଧିକାରୀମାନେ ପ୍ଲାଷ୍ଟିକ୍‌ ବାରଣ…

ଓଏଏସ୍‌ ଅଫିସରସ୍ତରରେ ଅଦଳବଦଳ

ଭୁବନେଶ୍ୱର,୩୧ା୧୦(ବ୍ୟୁରୋ): ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ଅଫିସରସ୍ତରରେ ବୁଧବାର ଅଦଳବଦଳ କରାଯାଇଛି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। କୃଷିବିଭାଗ ଅତିରିକ୍ତ ନିର୍ଦ୍ଦେଶକ(ଆଡମିନ୍‌) ଶିବନାରାୟଣ ନନ୍ଦଙ୍କୁ ଓଡ଼ିଶା ବନ ଉନ୍ନୟନ ନିଗମ(ଓଏଫ୍‌ଡିସି)ର ଜେନେରାଲ ମ୍ୟାନେଜର(ଜିଏମ୍‌)ଭାବେ ନିଯୁକ୍ତି ମିଳିଛି। ସନତ…

ଭାଲୁ ଆକ୍ରମଣରେ ଜଣେ ଗୁରୁତର

ଛେଣ୍ଡିପଦା,୩୧।୧୦(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳ ଅନ୍ତର୍ଗତ ମାରୁଢିପ ଗାଁରେ ଭାଲୁ ଆକ୍ରମଣରେ ଗୁରୁବାର ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ଗୁରୁତର ଆହତ ଜଣକ ହେଲେ ମାରୁଢିପ ଗାଁର ଅଚ୍ୟୁତ ମାଝି (୪୧)। ସୂଚନାଯୋଗ୍ୟ, ଉକ୍ତ ଗଁାର ଅଚ୍ୟୁତ ମାଝି…

କାମ କରୁଥିବା ବ୍ୟକ୍ତିର ପଦପାଇଁ କୌଣସି ଆକାଂକ୍ଷା ନ ଥାଏ

୧୯୯୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର ମଧୁସୂଦନ ପାଢ଼ୀ ରାଜ୍ୟ ପ୍ରଶାସନର ଏକ ଜଣାଶୁଣା ନଁା। ଦୀର୍ଘ ୨୮ବର୍ଷ ଧରି ସେ ବିଭିନ୍ନ ସରକାରୀ ସଂସ୍ଥା ଓ ବିଭାଗରେ କାର୍ଯ୍ୟକରି ଆସିଛନ୍ତି। ସରକାରଙ୍କ ବିଭିନ୍ନ ଜନହିତକର ଯୋଜନାକୁ ତୃଣମୂଳ ସ୍ତରରେ ପହଞ୍ଚାଇବାକୁ ସେ…

ଏଣ୍ଡୋକ୍ରାଇନୋଲୋଜି ବିଭାଗରେ ତାଲା ଝୁଲିବ

କଟକ ଅଫିସ,୩୧ା୧୦: ଏସ୍‌ସିବି ମେଡିକାଲ୍‌ର ଗୋଟିକ ପରେ ଗୋଟିଏ ବିଭାଗ ଏବେ ବନ୍ଦ ହେବା ସ୍ଥିତିରେ। ଗୁରୁତ୍ୱପୂର୍ଣ୍ଣ ହୃଦ୍‌ବକ୍ଷଶଲ୍ୟ (ସିଟିଭିଏସ୍‌) ବିଭାଗ ଡାକ୍ତର ଅଭାବରୁ ଅଚଳାବସ୍ଥାକୁ ଆସି ଥିବାବେଳେ ତା’ଠୁ ଅଧିକ ସମସ୍ୟା ଅନ୍ୟ ଏକ ଗୁରୁତ୍ୱପୂର୍ଣ୍ଣ ବିଭାଗ ଅନ୍ତଃସ୍ରାବୀ ବିଜ୍ଞାନ…

ଆଇଏଏସ୍‌ ଅଫିସରଙ୍କୁ ମେଡିକାଲ ଦାୟିତ୍ୱ

ଭୁବନେଶ୍ୱର,୩୧।୧୦(ବ୍ୟୁରୋ): ସାରା ରାଜ୍ୟର ସ୍ବାସ୍ଥ୍ୟ ଭିତ୍ତିଭୂମି, ରକ୍ଷଣାବେକ୍ଷଣ, ସାମଗ୍ରିକ ପ୍ରଦର୍ଶନ ଇତ୍ୟାଦି ସମ୍ପର୍କିତ କାର୍ଯ୍ୟର ସଂଯୋଜନା ପାଇଁ ବୁଧବାର ୧୦ ଜଣ ବରିଷ୍ଠ ଆଇଏଏସ୍‌ ଅଧିକାରୀଙ୍କୁ ଦାୟିତ୍ୱ ଦିଆଯାଇଛି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ(ସିଏମ୍‌ଓ) ପକ୍ଷରୁ ଏନେଇ ଗଣମାଧ୍ୟମକୁ ଅବଗତ କରାଯାଇଛି। ତଦନୁଯାୟୀ ଉନ୍ନୟନ…

ଟ୍ରେନ, ଷ୍ଟେଶନରେ କମିଛି ଫେରି ବିକ୍ରି

ଭୁବନେଶ୍ୱର,୩୧ା୧୦(ବ୍ୟୁରୋ): ଜିରୋ ଟଲରେନ୍ସ ନୀତିରେ ପୂର୍ବତଟ ରେଳପଥ ଷ୍ଟେଶନ ଓ ଟ୍ରେନରେ ଅଣସ୍ବୀକୃତିପ୍ରାପ୍ତ ଫେରିବାଲା ବିକ୍ରି ଉପରେ ଅଙ୍କୁଶ ଲଗାଯିବା ପରେ ଦୁଇଟି ପର୍ଯ୍ୟାୟରେ କାର୍ଯ୍ୟାନୁଷ୍ଠାନ ନେଇ ସଫଳତା ପାଇଛି। ପୂର୍ବ ଅପେକ୍ଷା ଏବେ ଅଣସ୍ବୀକୃତିପ୍ରାପ୍ତ ଫେରିବାଲାଙ୍କ ବହୁମାତ୍ରାରେ ହ୍ରାସ ପାଇଛି…

ଥାନାରେ ନିର୍ଦ୍ଦୋଷ ଅଟୋ ଚାଳକଙ୍କୁ ମାଡ଼

କଟକ ଅଫିସ,୩୧ା୧୦: ରାଜଧାନୀର ନନ୍ଦନକାନନ ଥାନାରେ ଜଣେ ନିର୍ଦ୍ଦୋଷ ଅଟୋ ଚାଳକଙ୍କୁ ପୋଲିସ ମାଡ ମାରିଥିବା ଅଭିଯୋଗ ହୋଇଛି। ୧୪ ଘଣ୍ଟାର ଅଟକ ପରେ କୌଣସି ପ୍ରମାଣ ନ ପାଇ ଶେଷରେ ସମ୍ପୃକ୍ତ ଅଟୋ ଚାଳକଙ୍କୁ ଛାଡି ଦେଇଛି। ସେ ହେଲେ…

ପାଠ୍ୟପୁସ୍ତକ ଜ୍ଞାନକୁ ଜୀବନରେ ବିନିଯୋଗ କର: ଓ୍ବାଙ୍ଗ୍‌ଚୁକ୍‌

ଭୁବନେଶ୍ୱର, ୩୧ା୧୦(ବ୍ୟୁରୋ):ଶିକ୍ଷା କ୍ରାନ୍ତି ବା କୌଣସି ବ୍ୟକ୍ତିର ଶିକ୍ଷାର ବିକାଶ ପାଇଁ ‘ପଢ଼ିବା, ଲେଖିବା ଓ ଗଣିତ’ର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଛାତ୍ରୀଛାତ୍ରମାନେ ସମାଜରେ ସକାରାତ୍ମକ ଚିନ୍ତନ ଆଣିବା ପାଇଁ ନିଜର ପାଠ୍ୟପୁସ୍ତକ ଜ୍ଞାନକୁ ବାସ୍ତବିକ ଜୀବନରେ ବିନିଯୋଗ କରି ନିଜକୁ ମଜଭୁତ୍‌…

ଡିସେମ୍ବର ୭ରୁ ଡଗ୍‌ ଶୋ’: ପ୍ରଥରଥର ପାଇଁ ହେବ ବିଗଲ ସ୍ପେଶିଆଲିଟି

ଭୁବନେଶ୍ୱର, ୩୧ା୧୦(ବ୍ୟୁରୋ): ଓଡ଼ିଶା କେନେଲ କ୍ଲବ ପକ୍ଷରୁ ପ୍ରତିବର୍ଷ ହେଉଥିବା ଡଗ୍‌ ଶୋ’ ଆସନ୍ତା ଡିସେମ୍ବର ୭ରୁ ଆରମ୍ଭ ହେବ। ୟୁନିଟ୍‌-୬ ବାଳକ ଉଚ୍ଚ ବିଦ୍ୟାଳୟ ପଡ଼ିଆରେ ଏହା ଦୁଇଦିନ ଧରି ଚାଲିବ। ଶୋ’ ପାଇଁ କ୍ଲବ୍‌ ପକ୍ଷରୁ ପ୍ରସ୍ତୁତି ପ୍ରାୟତଃ…

ଷ୍ଟିଚ୍‌ ଖୋଲୁଖୋଲୁ ପେଟ ମେଲା ହୋଇଗଲା

କଟକ ଅଫିସ, ୩୧ା୧୦: ଷ୍ଟିଚ୍‌ ଖୋଲୁଖୋଲୁ ପେଟ ମେଲା ହୋଇଯାଇଛି। ସକାଳୁ ସନ୍ଧ୍ୟା ପର୍ଯ୍ୟନ୍ତ ରୋଗୀ ଜଣକ ଛଟପଟ ହେଉଥିଲେ ମଧ୍ୟ କୌଣସି ପ୍ରତିକାର କରାଯାଇନାହିଁ। ଉକ୍ତ ଘଟଣାକୁ ନେଇ ପାରାଲିଗାଲ ଭଲ୍ୟୁଣ୍ଟିୟର ବିଭୂତି ରାୟ ଏସ୍‌ସିବି ମେଡିକାଲ ଅଧୀକ୍ଷକଙ୍କୁ ଭେଟି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri