ବୁଲେଟ୍ ଧକ୍କାରେ କାଉଡ଼ିଆ ଗୁରୁତର
ଫୁଲନଖରା,୨୮।୭(ଡି.ଏନ୍.ଏ.)- କଟକ-ଭୁବନେଶ୍ୱର ୧୬ନଂ ଜାତୀୟ ରାଜପଥର ବମ୍ପକୁଦଠାରେ ଶନିବାର ରାତିରେ ଏକ ବୁଲେଟ ଧକ୍କାରେ ଜଣେ କାଉଡିଆ ଗୁରୁତର ହୋଇଛନ୍ତି। ଖବରପାଇ ଟ୍ରାଫିକ ଥାନା ପୋଲିସ ପହଞ୍ଚତ୍ ତାଙ୍କୁ କ୍ୟାପିଟାଲ ହସ୍ପିଟାଲ ପଠାଇଛନ୍ତି। ସେ ହେଲେ ଜଟଣୀ ଥାନା ଯାଅଁାଳା...
ବୋହୂଙ୍କୁ ମାଡ଼ମାରି ଶ୍ୱଶୁର ଗିରଫ
ବାଲିଅନ୍ତା,୨୮।୭(ଡି.ଏନ୍.ଏ.)- ଘରୋଇ କଳହକୁ ନେଇ ବୋହୂଙ୍କୁ ଗାଳିଗୁଲଜ ସହ ମାଡ଼ମାରିବା ଅଭିଯୋଗରେ ବାଲିଅନ୍ତା ପୋଲିସ ରବିବାର ଜଣେ ଶ୍ୱଶୁରଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେ ହେଲେ ଭିଙ୍ଗାରପୁର ଜ୍ୟୋତିଷ ସାହିର ରଘୁନାଥ ସେନାପତି(୫୮)। ତଦନ୍ତକାରୀ ଅଧିକାରୀ ଏସଆଇ ତୃପ୍ତିମୟୀ...
ସୁନ୍ଦର ହେବ ବ୍ରହ୍ମପୁର: ପୋଷ୍ଟର୍ ଚିରା ଅଭିଯାନରେ ସାମିଲ ହୋଇ ଜିଲାପାଳ କହିଲେ ‘ଜନଭାଗିତା ଦ୍ୱାରା ପରିବର୍ତ୍ତନ ସମ୍ଭବ’
ବ୍ରହ୍ମପୁର ଅଫିସ୍, ୨୮।୭: ଗଞ୍ଜାମ ଜିଲା ବ୍ରହ୍ମପୁର ସହରକୁ ସୁନ୍ଦର କରିବା ପାଇଁ ସରକାରୀସ୍ତରରେ ପ୍ରୟାସ ଚାଲିଛି । ଏଥିରେ ସହରର ବୁଦ୍ଧିଜୀବୀ ଏବଂ ବିଭିନ୍ନ ବର୍ଗର ଲୋକମାନେ ମଧ୍ୟ ସାମିଲ ହେଉଛନ୍ତି । ସହରର ପ୍ରମୁଖ ରାସ୍ତାକଡ଼ କାନ୍ଥ...
କୋରାପୁଟ ଜିଲାରେ ୩୦୪.୯ ମିଲିମିଟର ବର୍ଷା ରେକର୍ଡ
କୋରାପୁଟ,୨୮।୭(ସ୍ବ.ପ୍ର.) : କୋରାପୁଟ ଜିଲାରେ ରବିବାର ୩୦୪.୯ ମିଲିମିଟର ବର୍ଷା ହୋଇଥିବାବେଳେ କେବଳ ବୈପାରୀଗୁଡା ବ୍ଲକରେ ସର୍ବାଧିକ ୫୮ମିମି ବର୍ଷା ହୋଇଥିବା ଜିଲା ଜରୁରୀ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ। ସେହିପରି ଜିଲାର କୋଟପାଡ଼ ବ୍ଲକରେ ୧୬ ମିଲିମିଟର ବର୍ଷା ହୋଇଥିବାବେଳେ...
ମାଓବାଦୀଙ୍କ ଶହୀଦ ସପ୍ତାହ : କୋରାପୁଟ ଜିଲାରେ ହାଇଆର୍ଲଟ, ଗାଡ଼ି ଚଳାଚଳ ବନ୍ଦ
କୋରାପୁଟ,୨୮।୭(ସ୍ବ.ପ୍ର.): ଅବିଭକ୍ତ କୋରାପୁଟ ଜିଲାରେ ମାଓବାଦୀଙ୍କ ପକ୍ଷରୁ ଶହୀଦ ସପ୍ତାହ ଆରମ୍ଭ ହୋଇଥିବାବେଳେ କୋରାପୁଟରେ ଆଂଶିକ ପ୍ରଭାବ ଦେଖାଯାଇଛି। ବିଶେଷକରି ଜିଲାର ପଟ୍ଟାଙ୍ଗି ବ୍ଲକର ଆବଲି, ଏ.ଗୋଲୁର, ତଳ ଗୋଲୁର, ନନ୍ଦପୁର ବ୍ଲକର ପାଡ୍ରୁଆ, ଅତଣ୍ଡା ଅଞ୍ଚଳ, ଲମତାପୁଟ ବ୍ଲକର...
ମାଓବାଦୀଙ୍କ ଶହୀଦ ସପ୍ତାହ ଆରମ୍ଭ : ପ୍ରଶାସନ ପକ୍ଷରୁ ଅଗଷ୍ଟ ୩ ପର୍ଯ୍ୟନ୍ତ ସରକାରୀ ବସ୍ ଚଳାଚଳ ବନ୍ଦ
ଦାରିଙ୍ଗବାଡ଼ି,୨୮।୭(ଡି.ଏନ୍.ଏ.) : କନ୍ଧମାଳ ଜିଲାରେ ମାଓବାଦୀଙ୍କ ଶହୀଦ ସପ୍ତାହ ରବିବାରଠାରୁ ଆରମ୍ଭ ହୋଇଛି। ଏଥିପାଇଁ ଦାରିଙ୍ଗବାଡ଼ି ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହେବା ସହ ସରକାରୀ ବସ୍ ଚଳାଚଳକୁ ଜିଲା ପ୍ରଶାସନ ସମ୍ପୂର୍ଣ୍ଣ ଭାବେ ଅଗଷ୍ଟ ୩ ତାରିଖ ପର୍ଯ୍ୟନ୍ତ...
ଚିନ୍ତା ହେଉଛି, ତଦାରଖ ନାହିଁ: ପଲିଥିନମୁକ୍ତ ହୋଇପାରିନି ଆନନ୍ଦବଜାର
ପୁରୀ ଅଫିସ, ୨୮।୭: ପ୍ଲାଷ୍ଟିକ ଓ ପଲିଥିନର ବହୁଳ ବ୍ୟବହାର ମଣିଷ ପାଇଁ ମାରାତ୍ମକ ସାବ୍ୟସ୍ତ ହେଲାଣି। ପରିବେଶ ଲାଗି ମଧ୍ୟ ଏହା ଘାତକ ପାଲଟିଛି। ଏଗୁଡ଼ିକର ବହୁଳ ବ୍ୟବହାର ଫଳରେ ମାଟିର ଉର୍ବରତା ହ୍ରାସ, ଗୃହପାଳିତ ପ୍ରାଣୀଙ୍କ ପ୍ରତି...
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସୈରାତ ନିଲାମ: ଚୋରି ପାଇଁ ପ୍ରଶ୍ରୟ ଦେଲା ପ୍ରଶାସନ
ଖୋର୍ଦ୍ଧା ଅଫିସ,୨୮।୭: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ସୈରାତକୁ ନିଲାମରେ ନେଇ ଲୁଟ୍ ପାଇଁ ପ୍ରତିଯୋଗିତା ଚାଲିଛି। ସୈରାତ ନିଲାମ କରି କୋଟି କୋଟି ଟଙ୍କାର ରାଜସ୍ବ ହଡପ ହେଉଛି। ଚୋରି କରି ବଡ ହେବାକୁ ମନ୍ଦିର ପ୍ରଶାସନ ଦେଉଛି ସୁଯୋଗ। ହାତଛଡା...
୧୧ ଡ୍ୟାନ୍ସ ବାର୍ରେ ଚଢ଼ାଉ, ରାଜ୍ୟ ବାହାରର ୯୬ ଯୁବତୀ ଉଦ୍ଧାର: କାହିଁକି ତତ୍ପର ହୋଇଉଠିଲା ପୋଲିସ
ଭୁବନେଶ୍ୱର, ୨୮।୭(ବ୍ୟୁରୋ): ରାଜଧାନୀରେ ବେଆଇନ ଭାବେ ଚାଲୁଥିବା ଡ୍ୟାନ୍ସ ବାର୍ ଉପରେ ହଠାତ୍ ପୋଲିସ ଚଢ଼ାଉ ଆରମ୍ଭ କରିଥିଲା। ଶୁକ୍ରବାର ରାତିରେ କଟକରୋଡ୍ରେ ଥିବା ୧୧ ଡ୍ୟାନ୍ସ ବାରରେ ଚଢାଉ କରି ୯୬ ଜଣ ଯୁବତୀଙ୍କୁ ଉଦ୍ଧାର କରିଥିଲା। ତେବେ...
କଟକରେ ୩ ଜଣଙ୍କୁ ଗଳାକାଟି ହତ୍ୟା ଘଟଣା: ୭୨ ଘଣ୍ଟା ପରେ ବି ଅନ୍ଧାରରେ ପୋଲିସ, ଲୋକେ ଭୟଭୀତ
କଟକ ଅଫିସ,୨୮।୭: କଟକରେ ୨୪ ଘଣ୍ଟା ମଧ୍ୟରେ ୩ଜଣ ଦିନମଜୁରିଆଙ୍କ ଗଳାକାଟି ହତ୍ୟା କରାଯିବା ଘଟଣାକୁ ଇତିମଧ୍ୟରେ ୭୨ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ବିତିଯାଇଛି। ଏ ପର୍ଯ୍ୟନ୍ତ ଅଭିଯୁକ୍ତଙ୍କ ପତ୍ତା ପାଇବା ତ ଦୂରର କଥା ପୋଲିସ କେବଳ ଅନ୍ଧାରରେ...
୧୦ରେ ଓଡ଼ିଶା ଜର୍ନାଲିଜିମ୍ ଆଓ୍ବାର୍ଡ: ‘ଓଡ଼ିଶା ପୋଷ୍ଟ’, ‘ଧରିତ୍ରୀ’ର ସସ୍ମିତା ହେବେ ସମ୍ମାନିତ
ଭୁବନେଶ୍ୱର,୨୮।୭(ବ୍ୟୁରୋ): ପଲ୍ଲୀବାଣୀ ମିଶନ ପକ୍ଷରୁ ଅଗଷ୍ଟ ୧୦ରେ ଓଡ଼ିଶା ଜର୍ନାଲିଜିମ୍ ଆଓ୍ବାର୍ଡ ପ୍ରଦାନ କରାଯିବ। ନୂଆଦିଲ୍ଲୀର କନ୍ଷ୍ଟିଚ୍ୟୁଶନ କ୍ଲବର ସ୍ପିକର ହଲ୍ରେ ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ ଚଳିତବର୍ଷ ଓଡ଼ିଶାର ୭ଜଣ ବ୍ୟକ୍ତିବିଶେଷ ଓ ଗୋଟିଏ ସଂସ୍ଥାକୁ ଏହି ସମ୍ମାନ...
‘ଫନୀ’ ପରଠୁ ଅଣ୍ଟା ସଳଖି ପାରିନାହାନ୍ତି କୁମ୍ଭକାର: ଶ୍ରୀମନ୍ଦିରରେ କୁଡ଼ୁଆ ସଙ୍କଟ
ପୁରୀ ଅଫିସ, ୨୮ା୭: ଆଉ ୬ ଦିନ ପରେ ‘ଫନୀ’କୁ ପୂରିବ ୩ମାସ। ହେଲେ ଏ ଯାଏ ଅଣ୍ଟା ସଳଖି ପାରିନାହାନ୍ତି କୁମ୍ଭକାର। ବାତ୍ୟାରେ ଭାଙ୍ଗିଯାଇଥିବା ଶାଳଘର ଏବେ ବି ମାଟି କାମୁଡ଼ି ପଡ଼ିରହିଛି। ନିଜ କୌଳିକ ବୃତ୍ତିର ଭବିଷ୍ୟତକୁ...
Archives


