ବିଦ୍ୟୁତ ସଂସ୍ପର୍ଶରେ ଆସି ଲାଇନମ୍ୟାନ ଆହତ
ଭଦ୍ରକ ଅଫିସ,୨୬।୧୦: ଭଦ୍ରକ ଚରମ୍ପାରେ ଶନିବାର ସକାଳେ ଜଣେ ଠିକା କର୍ମଚାରୀ ବିଦ୍ୟୁତ ସଂସ୍ପର୍ଶରେ ଆସି ଆହତ ହୋଇଥିବା ଜଣାପଡ଼ିଛି। ଚରମ୍ପା ନିକଟରେ ଥିବା ଏକ ବିଦ୍ୟତ ଖୁଣ୍ଟରେ ଠିକା କର୍ମଚାରୀ ପ୍ରଦୀପ କୁମାର ମହାପାତ୍ର କାମ କରୁଥିବା ସମୟରେ ହଠାତ…
ଏଟିଏମ ଭାଙ୍ଗି ଲୁଟ ଉଦ୍ୟମ
ଭଦ୍ରକ ଅଫିସ,୨୬।୧୦: ଭଦ୍ରକ ଗ୍ରାମାଞ୍ଚଳ ଥାନା ବଜାର ଅଧିନସ୍ତ ବଜାର ରାନ୍ଦିଆ ବଜାରରେ ଥିବା ଏସବିଆଇ ଏଟିଏମରୁ ଲୁଟ ଉଦ୍ୟମ। କେହି ଦୁର୍ବୃତ୍ତ ଏଟିଏମ୍ର ସମ୍ମୁଖ କବାଟକୁ ଭାଙ୍ଗି ଦେଇଥିବା ଦେଖିବାକୁ ମିଳିଛି। ଶନିବାର ସକାଳେ ଏଟିଏମ୍ ଭାଙ୍ଗିବା ଦେଖି ସ୍ଥାନୀୟ…
ପାରିବାରିକ କଳହ: ଆତ୍ମହତ୍ୟା କଲେ ୪ସ୍ତ୍ରୀଙ୍କ ସ୍ବାମୀ
ଭଦ୍ରକ ଅଫିସ,୨୬।୧୦: ପାରିବାରିକ ଅଶାନ୍ତିକୁ ସହ୍ୟ କରି ନ ପାରି ଶେଷରେ ୪ ସ୍ତ୍ରୀ ଗ୍ରହଣ କରିଥିବା ସ୍ବାମୀ ଆତ୍ମହତ୍ୟା କରିଛନ୍ତି। ମୃତକ ଜଣକ ହେଲେ ଭଦ୍ରକ ବ୍ଲକ ବେନ୍ତାଳ ପଞ୍ଚାୟତର ଅଜୟ ଦାସ। ସୂଚନାଯୋଗ୍ୟ, ଅଜୟ ଜଣେ ଇଲେକ୍ଟ୍ରିକାଲ ମିସ୍ତ୍ରୀ…
ନାବାଳକଙ୍କୁ ଅପହରଣ ପରେ ଆକ୍ରମଣ
ଭୁବନେଶ୍ୱର,୨୬।୧୦(ବ୍ୟୁରୋ): ପୂର୍ବ ଝଗଡ଼ାକୁ କେନ୍ଦ୍ରକରି ଫିଲ୍ମ ଷ୍ଟାଇଲରେ ଜଣେ ନାବାଳକ ଛାତ୍ରଙ୍କ ବେକରେ ଛୁରି ଲଗାଇ ଆଉ ଜଣେ ନାବାଳକ ତାଙ୍କୁ ଅପହରଣ କରିବା ଘଟଣା ନୟାପଲ୍ଲୀ ଥାନା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ସମ୍ପୃକ୍ତ ଛାତ୍ରଙ୍କୁ ଅନ୍ୟ ସ୍ଥାନକୁ ସ୍କୁଟିରେ…
ବିଳମ୍ବିତ ରାତି ପର୍ଯ୍ୟନ୍ତ ବାଣ ଫୁଟାଇଲେ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର,୨୬।୧୦(ବ୍ୟୁରୋ): ରବିବାର ଆଲୋକର ପର୍ବ ଦୀପାବଳି। କିଭଳି ଏହାକୁ ଶାନ୍ତିଶୃଙ୍ଖଳାରେ ପାଳନ କରାଯିବ ସେନେଇ କମିଶନରେଟ ପୋଲିସ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି। ରାଜଧାନୀର ବିଭିନ୍ନ ଛକରେ ଅଧିକ ୩ପ୍ଲାଟନ ପୋଲିସ ଫୋର୍ସ ମୁତୟନ ରହିବେ। ଏଥିସହ ୧୦୦ ଜଣ ଅଫିସର…
ଗୋଟିଏ ନମ୍ବରରେ ଚାଲୁଥିଲା ଏକାଧିକ ଟାଟା ଏସିଇ: ୧୩ ଗାଡ଼ି ଜବତ, ୬ଟିର ନମ୍ବର ଜାଲ
ଭୁବନେଶ୍ୱର,୨୬।୧୦(ବ୍ୟୁରୋ): ଫାଇନାନ୍ସ ଓ ଜରିମାନା ଫାଙ୍କିବାକୁ ଜଣେ ଟ୍ରାଭେଲ୍ ଏଜେନ୍ସି ମାଲିକ କରିଥିଲେ ଚଞ୍ଚକତା। ଗୋଟିଏ ନମ୍ବରରେ ଚଳାଉଥିଲେ ଏକାଧିକ ଗାଡ଼ି। ଏପରି କି ୩ଟି ଟାଟା ଏସିଇ ଗାଡ଼ିିର ନମ୍ବରରେ ଅନ୍ୟ ଗାଡ଼ିି ମଧ୍ୟ ଚଲାଉଥିଲେ। ତେବେ ନୀହାର ରଞ୍ଜନ…
ଅନ୍ଲାଇନ୍ରେ ହେବ ପ୍ରେକ୍ଷାଳୟ ବୁକିଂ
ଭୁବନେଶ୍ୱର, ୨୬।୧୦(ବ୍ୟୁରୋ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନରେ ଥିବା ପ୍ରେକ୍ଷାଳୟ ଏବଂ ମଣ୍ଡପଗୁଡ଼ିକୁ ଏଣିକି ଘରେ ବସି ଅନ୍ଲାଇନ୍ରେ ବୁକିଂ କରିହେବ। ଏଥିନିମନ୍ତେ ଶୁକ୍ରବାର ବିଭାଗ ଏବଂ ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ମଧ୍ୟରେ ଏକ ଚୁକ୍ତିନାମା ସ୍ବାକ୍ଷରିତ…
କୃଷ୍ଣପ୍ରସାଦରେ ଲାଗିଲା ଆଣ୍ଡାମାନ ବୋଟ
ବ୍ରହ୍ମଗିରି/କୃଷ୍ଣପ୍ରସାଦ,୨୬।୧୦(ଡି.ଏନ୍.ଏ.): ଆଣ୍ଡାମାନ ଦ୍ବୀପରେ ବ୍ୟବସାୟ କରୁଥିବା ଏକ ବୋଟ ସାମୁଦ୍ରିକ ଝଡ଼ରେ ବାଟବଣା ହୋଇ ଗୁରୁବାର ରାତିରେ ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ଖିରିସାହି ଉପକୂଳରେ ଲାଗିଛି। ଉକ୍ତ ବୋଟର ୨ ନାବିକଙ୍କ ମଧ୍ୟରୁ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟଜଣଙ୍କୁ…
‘ମିସ୍ ବ୍ରିଟିଶ ଏମ୍ପାୟାର୍ ୨୦୧୯’: ଶେଫାଳିଙ୍କ ସଫଳତା
ଭୁବନେଶ୍ୱର,୨୬।୧୦(ବ୍ୟୁରୋ): ବଲାଙ୍ଗୀର ଜନ୍ମିତ ଓଡ଼ିଆ ଝିଅ ଶେଫାଳି ଉଦ୍ଗାତା ନିକଟରେ ଶ୍ରୀଲଙ୍କାରେ ଅନୁଷ୍ଠିତ ‘ମିସ୍ ବ୍ରିଟିଶ ଏମ୍ପାୟାର୍-୨୦୧୯’ ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ଦ୍ୱିତୀୟ ରନର୍ସଅପ୍ ହେବାର ଗୌରବ ଅର୍ଜନ କରିଛନ୍ତି। ଏକାଧିକ ରାଷ୍ଟ୍ରରୁ ଅଂଶଗ୍ରହଣ କରିଥିବା ପ୍ରତିଯୋଗୀମାନଙ୍କୁ ପଛରେ ପକାଇ ଶେଫାଳି ୩ୟ…
ବିପଦ ସାଜୁଛି ସ୍ତନକର୍କଟ
ଭୁବନେଶ୍ୱର, ୨୬।୧୦(ବ୍ୟୁରୋ): ମହିଳାମାନଙ୍କ କ୍ଷେତ୍ରରେ ସ୍ତନକର୍କଟ ଏକ ଜଣାଶୁଣା ବ୍ୟାଧି। ପାଶ୍ଚାତ୍ୟ ଦେଶଗୁଡ଼ିକରେ ସ୍ତନକର୍କଟ ପ୍ରାଥମିକ ଅବସ୍ଥାରେ ଚିହ୍ନଟ ହୋଇପାରୁଥିବା ସ୍ଥଳେ ଭାରତରେ ଏହା ପ୍ରାୟ ଶେଷ ଅବସ୍ଥାରେ ଜଣାପଡ଼ିଥାଏ। ତେଣୁ ସ୍ତନକର୍କଟ ରୋଗର ସ୍କ୍ରିନିଂ କାର୍ଯ୍ୟକ୍ରମ ଅତ୍ୟନ୍ତ ଜରୁରୀ। ସ୍ତନକର୍କଟ…
ଅଲୋଡ଼ା କନ୍ୟା ସନ୍ତାନ: ମେଡିକାଲ ବେଡ୍ରେ ଛାଡ଼ି ପଳାଇଲେ ମା’
କଟକ ଅଫିସ, ୨୬।୧୦: ସମାଜରେ କନ୍ୟା ସନ୍ତାନଙ୍କ ପ୍ରତି ଥିବା ହୀନମନ୍ୟତା ବଢିବାରେ ଲାଗିଛି, ଯାହାର ଏକ ଉଦାହରଣ ଏସ୍ସିବି ମେଡିକାଲରେ ଦେଖିବାକୁ ମିଳିଛି। ଗତ ୩ରେ ଯାଜପୁର ଅଞ୍ଚଳର ଜଣେ ମହିଳା ପ୍ରସବ ନିମନ୍ତେ ଏସ୍ସିବି ମେଡିକାଲର ସ୍ତ୍ରୀ ଓ…
୧୩୮ କୋଟିର ଜିଏସ୍ଟି ଠକେଇ: ୪ ଗିରଫ
କଟକ ଅଫିସ/ରାଉରକେଲା ଅଫିସ୍, ୨୬।୧୦: ନା କିଣା ହୋଇଛି ସାମଗ୍ରୀ, ନା ବିକ୍ରୟ ହୋଇଛି। ମାତ୍ର କାଗଜପତ୍ରରେ ଦର୍ଶାଯାଇଛି ବହୁ କୋଟି ଟଙ୍କାର କାରବାର। ଏହିଭଳି ଜାଲିଆତି ମାଧ୍ୟମରେ ୧୩୮ କୋଟି ଟଙ୍କାର ଜିଏସ୍ଟି ଠକେଇ ହୋଇଛି। ଏଥିରେ ସମ୍ପୃକ୍ତ ରହିଛି…
Archives


