ବଲାଙ୍ଗୀର ଜିଲାର ବିଭିନ୍ନ ସମସ୍ୟାକୁ ନେଇ ବିଧାନସଭାରେ ପ୍ରଶ୍ନ କଲେ କଳିକେଶ, ରାଜନୀତିରେ ହଇଚଇ
ବଲାଙ୍ଗୀର,୧୩ା୩(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ଜିଲାର ବିଭିନ୍ନ ସମସ୍ୟାକୁ ନେଇ ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂଦେଓ ବିଧାନସଭାରେ ପ୍ରଶ୍ନ ଉଠାଇଛନ୍ତି। ଜିଲାର ପାନୀୟ ଜଳ ସମସ୍ୟା, ଶିକ୍ଷା, ସ୍ବାସ୍ଥ୍ୟ, ରାସ୍ତା ଉନ୍ନତିକରଣ ଏବଂ ଯୁବତୀ-ଯୁବକଙ୍କ ନିଯୁକ୍ତି ପ୍ରସଙ୍ଗକୁ ନେଇ ସେ…
ଭିଜିଲାନ୍ସ ଜାଲରେ ବଡ଼ଗାଁ ଥାନା ASI: ଢାବା ବ୍ୟବସାୟୀଙ୍କୁ ଗିରଫ ଭୟ ଦେଖାଇ ନେଉଥିଲେ ଲାଞ୍ଚ, ମାଡ଼ି ବସିଲା…
କଟକ,୧୨।୩(ପ୍ରଭୁ କଲ୍ୟାଣ ପାଲ): ପୁଣି ଜଣେ ପୋଲିସ ଅଧିକାରୀ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଛନ୍ତି। ମୋଟା ଅଙ୍କର ଲାଞ୍ଚ ନେଉଥିବା ସମୟରେ ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନାର ଏଏସ୍ଆଇ ଅରୂପାନନ୍ଦ ଦାସଙ୍କୁ ମାଡ଼ି ବସିଛି ଭିଜିଲାନ୍ସର ସ୍ବତନ୍ତ୍ର ଟିମ। ସୂଚନା ମୁତାବକ,…
ବନ୍ତଳାରେ ଭୟାବହ ଅଗ୍ନିକାଣ୍ଡ: ଗ୍ୟାସ ଟାଙ୍କି ଫାଟି ଜଳିଗଲା ୧୦ ଦୋକାନ, ୫ ଦମକଳ ଗାଡ଼ି…
ବନ୍ତଳା, ୧୨।୩(ସୁଶିତ ସାହୁ): ଅନୁଗୋଳ ଜିଲା ଶଙ୍ଖପୁର ମଦନମୋହନ ଛକସ୍ଥିତ ବନ୍ତଳା ବଜାରରେ ଗୁରୁବାର ଅପରାହ୍ନରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଗ୍ୟାସ ଟାଙ୍କି ବିସ୍ଫୋରଣ ଯୋଗୁ ପ୍ରାୟ ୧୦ ଦୋକାନ ଜଳିଯାଇଥିବା ବେଳେ ସେଥିମଧ୍ୟରୁ ୩ଟି ଦୋକାନ ସମ୍ପୂର୍ଣ୍ଣ ଭସ୍ମୀଭୂତ…
ରାଜ୍ୟରେ ବଢ଼ିଲା ତାତି; ଚଳିତ ବର୍ଷ ପ୍ରଥମ ଥର ୪୦ ଡିଗ୍ରୀ ପାର କଲା ତାପମାତ୍ରା
ଭୁବନେଶ୍ୱର,୧୨।୩: ମାର୍ଚ୍ଚ ମାସ ଅଧା ନହେଉଣୁ ଓଡ଼ିଶାରେ କଲବଲ କଲାଣି ଖରା। ଚଳିତ ବର୍ଷ ପ୍ରଥମ ଥର ପାଇଁ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ୍ ଅତିକ୍ରମ କରିଛି। ପଶ୍ଚିମ ଓଡ଼ିଶାର ଶିଳ୍ପ ସହର ଝାରସୁଗୁଡ଼ା ଏବେ ରାଜ୍ୟର ସବୁଠୁ…
ଶ୍ୱଶୁର ଘରେ ଜ୍ୱାଇଁଙ୍କ ରହସ୍ୟମୟ ମୃତ୍ୟୁ: ସ୍ତ୍ରୀଙ୍କ ଉପସ୍ଥିତିକୁ ନେଇ ବଢୁଛି ସନ୍ଦେହ, ହତ୍ୟା ନା ଆତ୍ମହତ୍ୟା…
ଥୁଆମୂଳ ରାମପୁର,୧୨।୩: ଶ୍ୱଶୁର ଘରେ ଜ୍ୱାଇଁଙ୍କ ମୃତ୍ୟୁକୁ ନେଇ ଏବେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ବଢ଼ିବା ସହ ସନ୍ଦେହ ପ୍ରକାଶ ପାଇଛି। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କୁମାରକାନୀ ଗ୍ରାମରେ ଏହି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ…
ତଣ୍ଟି କାଟି ମହିଳାଙ୍କୁ ବିଭତ୍ସ ହତ୍ୟା ଘଟଣା, ପ୍ରେମିକାକୁ ହତ୍ୟା ପରେ ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା କଲେ ପ୍ରେମିକ
ବାଲେଶ୍ୱର,୧୨ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ଶିଳ୍ପାଞ୍ଚଳ ଥାନା ଅର୍ନ୍ତଗତ ଫକୀରମୋହନ ନଗରରେ ଜଣେ ମହିଳାଙ୍କ ତଣ୍ଟି କାଟି ବିଭତ୍ସ ହତ୍ୟା ଘଟଣାର ପର୍ଦ୍ଦାଫାଶ ହୋଇଛି । ପୁରୁଷବନ୍ଧୁ ଜଣକ ପ୍ରେମିକାଙ୍କ ତଣ୍ଟି କାଟି ହତ୍ୟା କରିବା ପରେ ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା…
ଜମିବାଡ଼ି ବିବାଦକୁ ନେଇ ହତ୍ୟା ମାମଲା, ୨ ଦୋଷୀଙ୍କୁ ଆଜୀବନ ଜେଲ୍
ବଲାଙ୍ଗୀର,୧୨ା୩(ସୁନିଲ କୁମାର ମହାନ୍ତି): ଜମିବାଡ଼ି ବିବାଦକୁ ନେଇ ହତ୍ୟାକାଣ୍ଡ ମାମଲାର ରାୟ ଆଜି ପ୍ରକାଶ ପାଇଛି । ଅତିରିକ୍ତ ଜିଲା ଦୌରାଜଜ୍ (ଦ୍ୱିତୀୟ) ଏହି ମାମଲାର ବିଚାର କରି ଦୁଇ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ଆଜୀବନ କାରାଦଣ୍ଡ ଓ…
ମଧ୍ୟପ୍ରାଚ୍ୟରେ ଯୁଦ୍ଧ ପ୍ରଭାବ, କୋରାପୁଟରେ ପେଟ୍ରୋଲ ଆଗରେ ଗ୍ରାହକଙ୍କ ଲମ୍ବା ଧାଡ଼ି
କୋରାପୁଟ,୧୨ା୩( ଅମିତାଭ ବେହେରା ): ମଧ୍ୟପ୍ରାଚ୍ୟ ଅଞ୍ଚଳରେ ଚାଲୁଥିବା ଯୁଦ୍ଧ ପରିସ୍ଥିତିକୁ ନେଇ ଇନ୍ଧନ ଯୋଗାଣ ଉପରେ ପ୍ରଭାବ ପଡିପାରେ ବୋଲି ଆଶଙ୍କାରେ ରହିଛନ୍ତି ଲୋକେ । ଫଳରେ ଆଜି କୋରାପୁଟ ସହରର ବିଭିନ୍ନ ପେଟ୍ରୋଲ ପମ୍ପରେ ଗ୍ରାହକମାନଙ୍କ ଭିଡ଼ ଦେଖାଯାଇଛି ।…
ଓଡ଼ିଶାରେ ସରିଯିବ କି ଗ୍ୟାସ? ଜାଣନ୍ତୁ କ’ଣ କହିଲେ ବିଧାୟକ
ଭୁବନେଶ୍ୱର,୧୨।୩: ସାଧାରଣ ଖାଉଟୀଙ୍କ ରୋଷେଇ ଘରେ ମଧ୍ୟପ୍ରାଚ୍ୟ ଯୁଦ୍ଧର ସିଧା ଅଭାବ ପଡିଛି। ଏଲପିଜି ସିଲିଣ୍ଡରର ଅଭାବ ପାଇଁ ଅଚଳାବସ୍ଥା ସୃଷ୍ଟି ହେଲାଣି। ଯୁଦ୍ଧ ପ୍ରଭାବରୁ ଗ୍ୟାସ ଯୋଗାଣ ଗୁରୁତର ବ୍ୟାହତ ହେବାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ଗ୍ୟାସର ଘୋର ଅଭାବ…
ସି-ସୋର ଚିଟ୍ଫଣ୍ଡ କେଳେଙ୍କାରୀ ମାମଲା: ପୂର୍ବତନ ଏମ୍ପିଙ୍କୁ ହାଇକୋର୍ଟରୁ ମିଳିଲା ଆଶ୍ୱସ୍ତି
କଟକ,୧୨ା୩(ପ୍ରଭୁକଲ୍ୟାଣ ପାଲ): ବହୁଚର୍ଚ୍ଚିତ ସି-ସୋର୍ ଚିଟ୍ଫଣ୍ଡ୍ କେଳେଙ୍କାରୀ ମାମଲାରେ ଅଭିଯୁକ୍ତ ବାଲେଶ୍ୱରର ପୂର୍ବତନ ଏମ୍ପି ରବୀନ୍ଦ୍ର କୁମାର ଜେନାଙ୍କୁ ହାଇକୋର୍ଟରୁ ସାମୟିକ ଆଶ୍ୱସ୍ତି। ତାଙ୍କୁ ପୂର୍ବରୁ ମିଳିଥିବା ‘ଅନ୍ତରୀଣ ସୁରକ୍ଷା’ ଅବଧିକୁ ଆସନ୍ତା ଏପ୍ରିଲ ୧୩ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି ହାଇକୋର୍ଟ।…
ବିନା ଲାଇସେନ୍ସ, କାଗଜପତ୍ରରେ ଗଡୁଛି ଟ୍ରାକ୍ଟର, ଗୋଟିଏ ରେଜିଷ୍ଟ୍ରେଶନ ନମ୍ବରରେ ଏକାଧିକ ଗାଡ଼ି
ଧର୍ମଶାଳା,୧୨ା୩(ଶିବ ପ୍ରସାଦ ମହାନ୍ତି): ପରିବହନ ବିଭାଗ ପକ୍ଷରୁ ନିୟମ ଅନେକ ରହିଥିଲେ ସୁଦ୍ଧା ତାହା ଟ୍ରାକ୍ଟରଗୁଡ଼ିକ ପାଇଁ ସଠିକ୍ ଭାବରେ ପାଳନ କରାଯାଉନାହିଁ। ଯାଜପୁର ଜିଲା ଧର୍ମଶାଳା ଅଞ୍ଚଳରେ ଏହାର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳୁଛି । ଟ୍ରାକ୍ଟରଗୁଡ଼ିକ ବିନା ଫିଟନେସ୍,ଇନ୍ସ୍ୟୁରାନସ୍…
IAS ସ୍ତରରେ ଅଦଳବଦଳ, ୫ IASଙ୍କୁ….
ଭୁବନେଶ୍ବର,୧୨।୩: IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର । ୨୦୨୨ କ୍ୟାଡରର ୫ IASଙ୍କୁ ଉପଜିଲାପାଳ ଭାବେ ନିଯୁକ୍ତି ଦିଆଯାଇଛି । ବରିଷ୍ଠ ପ୍ରଶାସକ ମନୀଷ ଅଗ୍ରଓ୍ୱାଲଙ୍କୁ ସମବାୟ ବିଭାଗର ରେଜିଷ୍ଟ୍ରାର ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ଏନେଇ…
Archives


