ଗଞ୍ଜାମ ତହସିଲରେ କର୍ମଚାରୀ ଅଭାବ : ଏକାଥରକେ ୬ କର୍ମଚାରୀଙ୍କ ବଦଳି, କାର୍ଯ୍ୟ ବାଧାପ୍ରାପ୍ତ
ଗଞ୍ଜାମ, ୨୪।୮ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ଐତିହାସିକ ପୋତାଗଡ଼ ରାସ୍ତାରେ ଅବସ୍ଥିତ ଗଞ୍ଜାମ ତହସିଲ କାର୍ଯ୍ୟାଳୟରେ କର୍ମଚାରୀ ଅଭାବ ଯୋଗୁ ବିଭିନ୍ନ ସରକାରୀ କାର୍ଯ୍ୟ ବାଧାପ୍ରାପ୍ତ ହେଉଥିବା ଅଭିଯୋଗ ହୋଇଛି। ଏହି ତହସିଲ ଅଧୀନରେ ଗଞ୍ଜାମ ଓ ରମ୍ଭା ଏନ୍ଏସି…
୨,୨୪୮ କୋଟି ତୁରନ୍ତ ଫେରାଅ, ୨୧ ବିଭାଗକୁ ଅର୍ଥ ବିଭାଗର ପତ୍ର
ଭୁବନେଶ୍ୱର,୨୪ା୮(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ୨୧ଟି ବିଭାଗ କେନ୍ଦ୍ରୀୟ ପ୍ରବର୍ତ୍ତିତ ଯୋଜନା ଅର୍ଥ ଖର୍ଚ୍ଚ କରିପାରି ନ ଥିବାରୁ ଏବେ ସମସ୍ୟା ସୃଷ୍ଟି ହୋଇଛି। ୨୦୨୫-୨୬ ଆର୍ଥିକବର୍ଷର ୨,୨୪୮କୋଟି ଟଙ୍କା ତୁରନ୍ତ ଫେରାଇବା ଲାଗି ଅର୍ଥ ବିଭାଗ ପକ୍ଷରୁ ସମ୍ପୃକ୍ତ ବିଭାଗକୁ…
ମାନବିକତା ଦେଖାଇଲେ ଶିଶୁରୋଗ ବିଶେଷଜ୍ଞ: ବାଟେଘାଟେ କରୁଛନ୍ତି ଶିଶୁଙ୍କ ଚିକିତ୍ସା
କେସିଙ୍ଗା, ୨୪/୮ (ତୁମେଶ୍ୱର ସାହୁ): ଶି ଶୁଙ୍କ ପ୍ରତି ଜଣେ ଡାକ୍ତରଙ୍କ ଅନାବିଳ ମାନବିକତା ଏବେ କେସିଙ୍ଗା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। କଳାହାଣ୍ଡି ଜିଲାକେସିଙ୍ଗା ସହରସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଶିଶୁରୋଗ ବିଶେଷଜ୍ଞ ଡା. ଲଳିତ କୁମାର ଅଗ୍ରୱାଲଙ୍କ ଏଭଳି…
ସରକାରୀ ସେବାରେ ବିଳମ୍ବ ହେଲେ ଅଧିକାରୀଙ୍କୁ ଜରିମାନା, ଦିନକୁ କଟିବ ୨୫୦ ଟଙ୍କା
ଭୁବନେଶ୍ବର,୨୪।୮: ସରକାରୀ ସେବା ପ୍ରଦାନ ବ୍ୟବସ୍ଥାକୁ ଅଧିକ ପାରଦର୍ଶୀ ଓ ଉତ୍ତରଦାୟୀ କରିବା ପାଇଁ ଓଡ଼ିଶା ସରକାର ଏକ ଗୁରୁତ୍ୱପୂର୍ଣ୍ଣ ବ୍ୟବସ୍ଥା ଲାଗୁ କରିଛନ୍ତି । ଏଣିକି ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ଲୋକଙ୍କୁ ସେବା ଯୋଗାଇ ନଦେଲେ ସମ୍ପୃକ୍ତ ଦାୟୀ ଅଧିକାରୀଙ୍କୁ…
ବଦଳିଲା ସରକାର, ବଦଳିଲେ ବିଧାୟକ, ହେଲେ ବଦଳିଲାନି ହିରାପାଲି ଗ୍ରାମବାସୀଙ୍କ ଦୁର୍ଦ୍ଦଶା, ଆଜି ବି…
ଅମରପାଲି,୨୪ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ କେନଝିରିଆପାଲି ପଞ୍ଚାୟତର ହିରାପାଲି ଗ୍ରାମରେ ସରକାର ଓ ବିଧାୟକ ବଦଳିଥିଲେ ବି ଗ୍ରାମବାସୀଙ୍କ ଦୁର୍ଦ୍ଦଶା ବଦଳିନାହିଁ। ବଳିପାଲିରୁ ହିରାପାଲି ପର୍ଯ୍ୟନ୍ତ ପ୍ରାୟ ଦେଢ଼ କିଲୋମିଟର ରାସ୍ତା ଆଜି ବି କଚ୍ଚା ହୋଇ ରହିଥିବା…
ଖୁବ୍ଶୀଘ୍ର ଲାଗୁ ହେବ ‘ୱାନ୍ ନେଶନ ୱାନ୍ ହେଲ୍ଥ’ ଯୋଜନା
ଭୁବନେଶ୍ୱର,୨୪ା୮(ବନ୍ଦନା ସେଠୀ): ଦେଶରେ ଖୁବ୍ଶୀଘ୍ର ଲାଗୁ ହେବ ‘ୱାନ୍ ନେଶନ ୱାନ୍ ହେଲ୍ଥ’ ବା ଏକ ଦେଶ, ଏକ ସ୍ବାସ୍ଥ୍ୟ ଯୋଜନା। ଏଥିସହ ଡାକ୍ତରମାନେ କିଭଳି ଡିଜିଟାଲ ପ୍ରେସ୍କ୍ରିପ୍ଶନ କରିବେ, ସେ ନେଇ ଚେଷ୍ଟା କରାଯିବ ବୋଲି ସ୍ବାସ୍ଥ୍ୟ ଓ ପରିବାର…
ଗୁପଚୁପ ଖାଇବା ପରେ ଆସିଲା ନିଦ; ବାକ୍ସ ଉପରେ ଶୋଇପଡ଼ିଲା ହନୁ ମାଙ୍କଡ଼, ଭାଇରାଲ ହେଉଛି Video
ପାଟଣା,୨୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଷ୍ଟେଟବ୍ୟାଙ୍କ ସମ୍ମୁଖରେ ରବିବାର ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଥିଲା। ବଜାର ଅଞ୍ଚଳର ବିଭିନ୍ନ ଦୋକାନରୁ ଖାଦ୍ୟ ମାଗି ଖାଉଥିବା ଏକ ବୁଲା ହନୁ ମାଙ୍କଡ଼ ଅପରାହ୍ନ ପ୍ରାୟ ୩ଟା ସମୟରେ ଷ୍ଟେଟବ୍ୟାଙ୍କ…
ହୀରାକୁଦ ଡ୍ୟାମର ଖୋଲିଲା ଆଉ ୩ ଗେଟ୍, ୮ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ
ସମ୍ବଲପୁର,୨୪।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ବର୍ଷା ପରିମାଣ ବୃଦ୍ଧି ଯୋଗୁଁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବନ୍ୟା ଜଳ ପ୍ରବେଶ ବୃଦ୍ଧି ପାଇଛି । ଫଳରେ ଜଳଭଣ୍ଡାରର ଜଳସ୍ତର ୬୨୩ ଫୁଟ ଟପିଛି । ଏହାକୁ ଦୃଷ୍ଟିରେ ରଖି ଜଳଭଣ୍ଡାରରୁ…
ବିନା ଲାଇସେନ୍ସରେ ବିଭିନ୍ନ ବ୍ରାଣ୍ଡ୍ର ମଦ ବିକ୍ରି, ୩ ବ୍ୟବସାୟୀଙ୍କୁ ଗିରଫ କରି…
ଦିଗପହଣ୍ଡି,୨୪ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଚାନ୍ଦପୁର ଗ୍ରାମ ବଜାରରେ ଚିକିଟି ଏସ୍ଡିପିଓ ବିଶ୍ୱାମିତ୍ର ହରପାଲ, ଚିକିଟି ଫାଣ୍ଡି ଅଧିକାରୀ ଏସ୍ଆଇ ଗୌତମ ସାହୁ, ହାବିଲଦାର କିଶୋର ନାୟକ, କନଷ୍ଟେବଳ ବାବୁଲା ସାହୁ, ସତୀଶ କୁମାର…
ପରଘର ବାରଣ୍ଡାରେ ଚାଲିଛି ପାଠପଢ଼ା: ଅନ୍ଧକାରରେ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ
ଜୁନାଗଡ଼,୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ୍ର ଅନେକ ପ୍ରାଥମିକ ବିଦ୍ୟାଳୟର ଭିତ୍ତିଭୂମି ଦୟନୀୟ ଅବସ୍ଥାରେ ରହିଛି। ଫଳରେ ସେଠାକାର ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଅନ୍ଧକାର ମଧ୍ୟକୁ ଠେଲି ହୋଇଯାଇଛି। ମୋହନପଡ଼ା ପ୍ରାଥମିକ ବିଦ୍ୟାଳୟ ଏହାର ଏକ ଜ୍ୱଳନ୍ତ ଉଦାହରଣ। ୨୦୦୦…
ପାରାଦୀପ ଜାହାଜ ବୁଡ଼ି ଘଟଣା: ଏବେ ବି ୨୨ ନାବିକଙ୍କର ମିଳିନି ପତ୍ତା, ଚାଲିଛି ଖୋଜା
ପାରାଦୀପ/ଭୁବନେଶ୍ୱର,୨୪।୮(ଶରତ ରାଉତ/ପି.ଟି.): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଅଭିମୁଖେ ଯାଉଥିବା ପାନାମା-ପତାକାବାହୀ ଜାହାଜ ‘ଏମ୍ଭି ଓସେନ ୱିନର୍’ ବଙ୍ଗୋପସାଗରରେ ବୁଡ଼ିଯାଇଛି। ପାରାଦୀପ ଉପକୂଳରୁ ପ୍ରାୟ ୨୩୦ ନଟିକାଲ ମାଇଲ (୩୯୬ କି.ମି.) ଦୂରରେ ଏହି ଦୁର୍ଘଟଣା ଘଟିଛି। ଜାହାଜରେ…
ଭୂସ୍ଖଳନ ଯୋଗୁ ବାରବାଙ୍କ ଘାଟିରେ ଖସୁଛି ପଥର, ପୋଲିସ ଦେଲା ସତର୍କ ସୂଚନା
କେନ୍ଦୁଝର,୨୪।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଲଗାଣ ବର୍ଷା ଯୋଗୁ ବିଭିନ୍ନ ଜାତୀୟ ରାଜପଥ କଡ଼ରେ ଥିବା ପାହାଡରୁ ମାଟି ଓ ପଥର ଅତଡ଼ା ଖସି ରାସ୍ତା ଅବରୋଧ ହେବା ସହ ଯାତାୟାତ ବ୍ୟାହତ ହେଉଛି। କେନ୍ଦୁଝରରୁ ଭଦ୍ରାସାହି ଦେଇ କୋଇଡା,…

