ରାଜ୍ୟ

୩୨୭୮ ଡାକ୍ତର ପଦବୀ ପୂରଣ ପାଇଁ ଓପିଏସ୍‌ସିକୁ ଚିଠି

ଭୁବନେଶ୍ୱର,୨୯ା୧୦(ବ୍ୟୁରୋ): ରାଜ୍ୟରେ ଡାକ୍ତର ପଦବୀ ପୂରଣ ପାଇଁ ସୋମବାର ଓଡ଼ିଶା ପବ୍ଲିକ ସର୍ଭିସ କମିଶନ(ଓପିଏସ୍‌ସି)କୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଚିଠି ଲେଖିଛି। ବିଭାଗୀୟ ସଚିବ ଡା. ପ୍ରମୋଦ କୁମାର ମେହେର୍ଦ୍ଦା ରାଜ୍ୟରେ ଖାଲି ପଡ଼ିଥିବା ମୋଟ ୩୨୭୮ ଡାକ୍ତର…

ସୁପ୍ରିମକୋର୍ଟ ପରେ ଆଇନଜୀବୀଙ୍କୁ ବିସିଆଇର ଚରମବାଣୀ: ଆନ୍ଦୋଳନ ବନ୍ଦ କର

କଟକ ଅଫିସ,୨୯ା୧୦: ବିଭିନ୍ନ ଦାବିରେ ଓଡ଼ିଶା ହାଇକୋର୍ଟ ବାର ଆସୋସିଏଶନ ଓ ରାଜ୍ୟର ୬୮ଟି ବାର ଆସୋସିଏଶନ ପକ୍ଷରୁ କାର୍ଯ୍ୟବନ୍ଦ ଆନ୍ଦୋଳନ ଜାରି ରହିଛି। ଫଳରେ ହାଇକୋର୍ଟ ଓ ତଳ କୋର୍ଟଗୁଡ଼ିକ ଅଚଳ ରହିଛି। ଏହାକୁ ନେଇ କିଛିଦିନ ତଳେ ସୁପ୍ରିମ୍‌କୋର୍ଟ…

ମହାବାତ୍ୟାକୁ ୨୦ ବର୍ଷ : ସ୍ମୃତି ଆଜି ବି ଅଭୁଲା

କରାଳ ରାତି, ଘନ ଅନ୍ଧକାର ମଧ୍ୟରେ କେବଳ ପବନର ସୁ ସୁ ଶବ୍ଦ। ପ୍ରଚଣ୍ଡ ବର୍ଷା ଓ ବିଜୁଳି ଆଲୋକରେ ଘରୁ ବାହାରିବା ଥିଲା କଷ୍ଟକର। ହଠାତ୍‌ ସମୁଦ୍ରରୁ ମାଡ଼ି ଆସିଲା ନଡ଼ିଆ ଗଛ ପ୍ରାୟ ଉଚ୍ଚର ଜୁଆର। ନିମିଷକ ମଧ୍ୟରେ…

ପ୍ରସିଦ୍ଧ ଭଦ୍ରକ କାଳୀପୂଜା: ରଙ୍ଗିନ ଆଲୋକମାଳାରେ ଝଲସୁଛି ସହର

ଭଦ୍ରକ ଅଫିସ,୨୯।୧୦- ଦୀପାବଳିଠାରୁ ଆରମ୍ଭ ହୋଇଛି ଓଡ଼ିଶା ପ୍ରସିଦ୍ଧ ଭଦ୍ରକ କାଳୀପୂଜା।୧୧ଟି ଅସ୍ଥାୟୀ ମଣ୍ଡପରେ ମା’ଙ୍କ ମୃଣ୍ମୟୀ ମୂର୍ତ୍ତିକୁ ପୂଜାର୍ଚ୍ଚନା କରାଯାଇ ଆବାହନ କରାଯାଇଛି। ସୋମବାର ଦ୍ୱିତୀୟ ଦିନରେ ପାଗ ଅନୁକୂଳ ଥିବାରୁ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଥିଲା। ରାତି ବଢ଼ିବା ସହିତ…

ୱାର୍ଡମେମ୍ବରଙ୍କୁ ମାଓବାଦୀଙ୍କ ନଁ।ରେ ଧମକପୂର୍ଣ୍ଣ ଚିଠି

ଦାରିଙ୍ଗବାଡ଼ି,୨୯।୧୦(ଡି.ଏନ.ଏ)-ଦାରିଙ୍ଗବାଡ଼ି ବ୍ଲକ ତିଲୋରୀ ପଞ୍ଚାୟତ ଗ୍ଳୁଡା ଗ୍ରାମର ୯ ନଂ. ୱାର୍ଡମେମ୍ବର ବୁଗିରା ପ୍ରଧାନଙ୍କୁ ମାଓବାଦୀଙ୍କ ନଁ।ରେ ଧମକ ପୂର୍ଣ୍ଣ ଚିଠି ମିଳିଛି। ଗତ ୧୭ ତାରିଖ ସକାଳୁ ଘର ଆଗରେ ଚିଠି ପଡିଥିବା ଦେଖି ଭୟରେ ଗାଁ ଲୋକଙ୍କୁ ବୁଗିରା…

ଶିକ୍ଷୟିତ୍ରୀଙ୍କ ବଦଳି ପ୍ରତିବାଦରେ ଧାରଣା : ବିଇଓ କାର୍ଯ୍ୟାଳୟରେ ତାଲା ପକାଇଲେ ଗ୍ରାମବାସୀ

ଗଞ୍ଜାମ,୨୯ା୧୦(ଡି.ଏନ.ଏ.)-ଗଞ୍ଜାମ ବ୍ଲକ ସାନରାମଚନ୍ଦ୍ରପୁର ପଞ୍ଚାୟତ ମଧୁରଚୁଆଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସହ-ଶିକ୍ଷୟିତ୍ରୀ ଭାଗ୍ୟବତୀ ବେହେରାଙ୍କୁ ବଦଳି ନ କରିବାକୁ ଗ୍ରାମବାସୀ ସୋମବାର ବିଇଓ କାର୍ଯ୍ୟାଳୟରେ ତାଲା ପକାଇ ଧାରଣାରେ ବସିଥିଲେ। ଏଥିସହ ଉକ୍ତ ସ୍କୁଲ ପ୍ରଧାନ ଶିକ୍ଷକ ତଥା ଗଞ୍ଜାମ ବ୍ଲକ…

ଲଘୁଚାପ ବର୍ଷାରେ ବ୍ୟାପକ ଫସଲ ନଷ୍ଟ

ଭାପୁର,୨୯।୧୦(ଡି.ଏନ.ଏ.) ଢେଙ୍କାନାଳ ଜିଲା ସଦର ବ୍ଲକ ଓ ଓଡ଼ାପଡ଼ା ବ୍ଲକ ଅନ୍ତର୍ଗତ ଛଦେଶ ଅଞ୍ଚଳରେ ଗତ ଲଘୁଚାପ ବର୍ଷାରେ ବ୍ୟାପକ ଧାନ ଓ ପନିପରିବା ଫସଲ ନଷ୍ଟ ହୋଇଛି। ବିଲରେ ପାଣି ଜମିଥିବାରୁ ଧାନ ଗଜା ହୋଇଛି। ଟମାଟୋ, ବାଇଗଣ, କୋବି…

ଆହାର କେନ୍ଦ୍ରରେ ଖାଇଲେ ମନ୍ତ୍ରୀ

ଢେଙ୍କାନାଳ ଅଫିସ,୨୯ା୧୦ ଢେଙ୍କାନାଳ ପୌରସଂସ୍ଥା କାର୍ଯ୍ୟାଳୟ ଓ ବ୍ଲକ କାର୍ଯ୍ୟାଳୟ ଅଚାନକ ଗସ୍ତରେ ଆସିଥିବା ରାଜ୍ୟ ପଞ୍ଚାୟତିରାଜ, ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ବସଷ୍ଟାଣ୍ଡ ନିକଟସ୍ଥ ଆହାର କେନ୍ଦ୍ରକୁ ଯାଇଥିଲେ। ୫ ଟଙ୍କାର ଟିକେଟ୍‌ କାଟି ଖାଦ୍ୟ…

ପୌରସଂସ୍ଥା, ସଦରବ୍ଲକ କାର୍ଯ୍ୟାଳୟକୁ ମନ୍ତ୍ରୀଙ୍କ ଅଚାନକ ଗସ୍ତ:ଯୋଜନାର ଠିକ୍‌ ତଥ୍ୟ ରଖିବାକୁ ନିର୍ଦ୍ଦେଶ

ଢେଙ୍କାନାଳ ଅଫିସ,୨୯ା୧୦ ମୁଖ୍ୟମନ୍ତ୍ରୀଙ୍କ ୫-ଟି କାର୍ଯ୍ୟକ୍ରମକୁ ସଫଳତାର ସହ କାର୍ଯ୍ୟକାରୀ କରିବାକୁ ସଚିବମାନେ ବିଭିନ୍ନ ସ୍ଥାନ ଗସ୍ତ କରୁଥିବାବେଳେ ଏହାର ଅନୁଧ୍ୟାନ କରିବାକୁ ଏବେ ମନ୍ତ୍ରୀଙ୍କ ପାଳିପଡିଛି। ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ପଞ୍ଚାୟତିରାଜ, ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ…

ପରିବହନ ବନ୍ଦ ବିରୋଧରେ ଧାରଣା:ପ୍ରଶାସନ ସହ ଆଲୋଚନା ବିଫଳ

ଅନୁଗୋଳ ଅଫିସ, ୨୯ା୧୦ କୋଇଲା ପରିବହନ ନେଇ ବିବାଦ ଯୋଗୁ ତାଳଚେରଠାରେ ଥିବା ଏମ୍‌ସିଏଲ୍‌ର ବଳରାମ ଖଣି ଗତ ୧୨ ତାରିଖ ଠାରୁ ବନ୍ଦ ରହିଛି। ପ୍ରଶାସନ, ପୋଲିସ ଓ ଖଣି କର୍ତ୍ତୃପକ୍ଷଙ୍କ ସହ ଆଲୋଚନା ପରେ ମଧ୍ୟ କୌଣସି ସୁଫଳ…

ଗଛ ବଞ୍ଚାଇଦେଲା ଜୀବନ:ନାଳରେ ଭାସି ଯାଇଥିବା ବୃଦ୍ଧା ଉଦ୍ଧାର

ରାସୋଳ, ୨୯ା୧୦(ଡି.ଏନ.ଏ) ଗଛ ବଞ୍ଚାଇଦେଲା ବୃଦ୍ଧାଙ୍କ ଜୀବନ। ଘଟଣା ଘଟିଛି ଢେଙ୍କାନାଳ ଜିଲା ହିନ୍ଦୋଳ ଥାନା ବାହାଲୁଣ୍ଡା ଗ୍ରାମ ନିକଟରେ। ରବିବାର ରାତିରେ ସ୍ଥାନୀୟ ବଡଯୋରା ନାଳରେ ବୃଦ୍ଧା ଜଣକ ଭାସିଯାଇଥିବା ବେଳେ ସୋମବାର ସକାଳେ ତାଙ୍କୁ ଉଦ୍ଧାର କରାଯାଇଛି। ରାତି…

ପ୍ରଦୂଷଣ ବଢ଼ାଇଲା ଦୀପାବଳି:ଅଢ଼େଇଗୁଣ ବୃଦ୍ଧି ଆଶଙ୍କା

ଅନୁଗୋଳ ଅଫିସ, ୨୯ା୧୦ ଦେଶର ପ୍ରଦୂଷିତ ଜିଲା ଓ ସହର ତାଲିକାରେ ଅନେକ ସମୟରେ ନିଜ ଉପସ୍ଥିତି ଜାହିର କରୁଥିବା ଅନୁଗୋଳର ପ୍ରଦୂଷଣ ଦୀପାବଳିରେ ବେଶ୍‌ ବଢ଼ିଯାଇଛି। ଏହାକୁ ସହରବାସୀ, ପରିବେଶବିତ୍‌ମାନେ ସିଧାସଳଖ ଅନୁଭବ କରିପାରୁଥିବା ବେଳେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri