ବାଇଗୁଣିଆରେ ଚୋରି: ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଲୁଟ୍
ଭାପୁର,୨୫।୭(ଡି.ଏନ୍.ଏ):ନୟାଗଡ଼ ଜିଲା ଫତେଗଡ଼ ଥାନା ବାଇଗୁଣିଆ ଗାଁରେ ୪ଜଣ ଚୋର ଚୋରି କରିଥିବା ଅଭିଯୋଗ ହୋଇଛି। ଉକ୍ତ ଗାଁରେ ରହୁଥିବା ପଠାଣି ନନ୍ଦଙ୍କ ଘରେ ବୁଧବାର ବିଳମ୍ବିତ ରାତିରେ ୪ଜଣ ଚୋର ପଶିଆସିଥିଲେ। ତାଙ୍କ ଘରୁ ସୁନା ରୂପା ଓ...
ବାଗେଡିଆ-ଛେଣ୍ଡିପଦା-ଅନୁଗୋଳ ମୁଖ୍ୟରାସ୍ତା ଉପରେ ଟାୟାର ଜାଳି ରାସ୍ତା ଅବରୋଧ
ଛେଣ୍ଡିପଦା,୨୫।୭(ସ୍ବ.ପ୍ର.): ଅନୁଗୋଳ ଜିଲା ବାଗେଡିଆ-ଛେଣ୍ଡିପଦା ୧୪୩ ବି ଜାତୀୟ ରାଜପଥ ଉପରେ ରାସ୍ତାରୋକ। ଗୁରୁବାର ସକାଳ ୬ଟାରୁ ପୁରୁଣାଗଡର ଶତାଧିକ ମହିଳା ଓ ପୁରୁଷ ରାସ୍ତା ଉପରେ ଟାୟାର ଜାଳି ଧାରଣା ଦେଇଛନ୍ତି। ରାସ୍ତା ଅବରୋଧ ଯୋଗୁ ରାସ୍ତାର ଉଭୟ...
ବଣ୍ଡାଖାଲି ଜଙ୍ଗଲରେ ମାଓବାଦୀ-ଏସ୍ଓଜି ଯବାନ ଗୁଳି ବିନିମୟ
ଭବାନୀପାଟଣା/ଲାଞ୍ଜିଗଡ଼, ୨୫।୭(ଡି.ଏନ.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ବିଜେପୁର ଥାନା ଅନ୍ତର୍ଗତ ବଣ୍ଡାଖାଲି ଜଙ୍ଗଲରେ ବୁଧବାର ସକାଳେ ମାଓବାଦୀ ଓ ଏସ୍ଓଜି ଯବାନଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏଥିରେ ଜଣେ ମାଓବାଦୀଙ୍କ ମୃତ୍ୟୁ ଘଟିଛି । ସ୍ଥାନୀୟ ପୋଲିସ...
ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ପ୍ରତିବାଦରେ ଜିଲା କଂଗ୍ରେସର ବିକ୍ଷୋଭ
ଭୁବନେଶ୍ୱର, ୨୫।୭(ବ୍ୟୁରୋ): ରାଜ୍ୟରେ ଶିଶୁ, ନାବାଳିକା, ନାରୀ ନିର୍ଯାତନା, ବଳାତ୍କାର ଓ ଗଣବଳାତ୍କାର, ଅପହରଣ, ନିଖୋଜ ଓ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ପରିସ୍ଥିତି କ୍ରମାଗତ ଭାବେ ବୃଦ୍ଧି ପାଉଛି। ସରକାର ଏହା ଉପରେ ରୋକ ଲଗାଇବାରେ ବିଫଳ ହୋଇଛନ୍ତି। ଏହାର ପ୍ରତିବାଦରେ...
ବାରଙ୍ଗର ୪ ସରକାରୀ ଅଫିସକୁ ନାହିଁ ରାସ୍ତା
ନରାଜ,୨୫।୭(ଡି.ଏନ୍.ଏ.): ବାରଙ୍ଗ ବ୍ଲକ ଅନ୍ତର୍ଗତ ନରଣପୁରର ଇଟାଖାଲ ଭିତରେ ରହିଛି ରାଜ୍ୟ ସରକାରଙ୍କର ବହୁ ଗୁରୁତ୍ୱପୂର୍ଣ୍ଣ ଚାରୋଟି କାର୍ଯ୍ୟାଳୟ। ସେଗୁଡ଼ିିକ ହେଲା ଅଗ୍ନିଶମ କେନ୍ଦ୍ର, କୃଷି ପ୍ରଯୁକ୍ତି ପରିଚାଳନା ଅନୁଷ୍ଠାନ, ଉଦ୍ୟାନ କୃଷି କାର୍ଯ୍ୟାଳୟ ଓ ଉପନିବନ୍ଧକଙ୍କ କାର୍ଯ୍ୟାଳୟ। ଏହି...
ଡଙ୍ଗା ଯୋଗାଣରେ ଦୁର୍ନୀତି ଅଭିଯୋଗକୁ ବିିତିଲା ୩ ବର୍ଷ: ପୁନଃ ତଦନ୍ତ ଲାଗି ରାଜ୍ୟପାଳଙ୍କୁ ପତ୍ର
ଗୋପ,୨୫।୭(ଡି.ଏନ୍.ଏ.): ଗୋପରେ ୨୦୧୧ମସିହା ବନ୍ୟା ସମୟରେ ଗୋପ ବ୍ଲକ୍ରେ ଡଙ୍ଗା ଯୋଗାଣ ନାଁରେ ୧୭ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଦୁର୍ନୀତି ହୋଇଥିବା ଅଭିଯୋଗକୁ ତିନି ବର୍ଷ ପୂରିଥିଲେ ସୁଦ୍ଧା ଏପର୍ଯ୍ୟନ୍ତ କାର୍ଯ୍ୟାନୁଷ୍ଠାନ ହୋଇପାରି ନାହିଁ। ତେବେ ଏହାର ପୁନଃ ତଦନ୍ତ...
୧୬ ନଂ. ଜାତୀୟ ରାଜପଥରେ ସ୍କୁଟି ପଛକୁ ପିଟିଲା କାର୍: ଶିକ୍ଷୟିତ୍ରୀ, ଅବସରପ୍ରାପ୍ତ ଶିକ୍ଷକଙ୍କ ମୃତ୍ୟୁ
ଯଁ।ଳା/ଜଟଣୀ,୨୫।୭(ଡି.ଏନ.ଏ.): ୧୬ ନଂ. ଜାତୀୟ ରାଜପଥର ଯଁ।ଳା ଫାଣ୍ଡି ଅନ୍ତର୍ଗତ ମହୁରା ଛକ ନିକଟରେ ବୁଧବାର ଅପରାହ୍ନ ସାଢ଼େ ୨ଟାରେ ସ୍କୁଟି ପଛକୁ କାର ଧକ୍କା ଦେବାରୁ ୨ ଜଣଙ୍କ ମୃତ୍ୟୁ ଘଟିଛି। ମତକଙ୍କ ମଧ୍ୟରୁ ଜଣେ ଶିକ୍ଷୟିତ୍ରୀ ଓ...
ସରକାରୀ ଯୋଜନା ଲୋକଙ୍କ ପାଖରେ ପହଞ୍ଚାଅ
ଭୁବନେଶ୍ୱର, ୨୫।୭(ବ୍ୟୁରୋ): ଭୁବନେଶ୍ୱର ସ୍ମାର୍ଟସିଟି ଲିମିଟେଡ (ବିଏସ୍ସିଏଲ) ପକ୍ଷରୁ ଆରମ୍ଭ ହୋଇଥିବା ‘ସୋସିଆଲି ସ୍ମାର୍ଟ ପ୍ରୋଜେକ୍ଟ’କୁ ନେଇ ବୁଧବାର ବୈଠକ ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ମୁଖ୍ୟ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଆୟୋଜିତ ବୈଠକରେ ସହରର ଉନ୍ନତୀକରଣ...
ତତ୍ପରତା ଦେଖାଇ ଶୋଇଗଲେ
ହକି ବିଶ୍ୱକପ୍ ପୂର୍ବରୁ ଭୁବନେଶ୍ୱରର ପରିମଳ ବ୍ୟବସ୍ଥାକୁ ସୁବ୍ୟବସ୍ଥିତ କରିବାକୁ ଅଧିକ ତତ୍ପରତା ପ୍ରକାଶ ପାଇବା ସହ ପ୍ରସ୍ତୁତି ଆରମ୍ଭ ହୋଇଥିଲା। ସହରର ୪୦ କିମି ରାସ୍ତାକୁ ମେଶିନରେ ସଫେଇ କରିବା, ନୂଆ ଡଷ୍ଟବିନ ଲଗାଇବା, ସମସ୍ତ ଅଳିଆ ଗାଡ଼ିରେ...
ବିଏମ୍ସିର ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ: ବିକୃତ ହେଉଛି ରାଜଧାନୀ
ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)ରୁ ଏବେ ଦୈନିକ ୬୦୦ ମେଟ୍ରିକ ଟନ୍ରୁ ଊର୍ଦ୍ଧ୍ୱ ଆବର୍ଜନା ବାହାରୁଛି। ବିଭିନ୍ନ ସ୍ଥାନରେ ଛୋଟବଡ଼ ଡଷ୍ଟବିନ୍ ରଖାଯାଇ ଆବର୍ଜନା ସଂଗ୍ରହ କରାଯିବାର ବ୍ୟବସ୍ଥା ରହିଛି। ହେଲେ ଡଷ୍ଟବିନଗୁଡ଼ିକର ଦୟନୀୟ ସ୍ଥିତିକୁ ଦେଖିଲେ ବ୍ୟବସ୍ଥାକୁ ନେଇ...
ନାବାଳିକା ବଳାତ୍କାର, ମହିଳା ନିର୍ଯାତିତାକୁ ନେଇ ସରକାରଙ୍କୁ ଟାର୍ଗେଟ୍: ଭାଜପା ମହିଳା ମୋର୍ଚ୍ଚାର ବିକ୍ଷୋଭ
ଭୁବନେଶ୍ୱର, ୨୫।୭(ବ୍ୟୁରୋ): ରାଜ୍ୟ ସରକାର ସମ୍ପୂର୍ଣ୍ଣ ଭାବେ ମହିଳା ବିରୋଧୀ ହୋଇଥିବା ବେଳେ ସେମାନଙ୍କ ସୁରକ୍ଷାକୁ ଗୁରୁତ୍ୱ ଦେଉନାହିଁ। ଶାସକ ଦଳ ନେତାଙ୍କ ଛତ୍ରଛାୟା ତଳେ ରହି ଅପରାଧୀମାନେ ମହିଳାଙ୍କୁ ସହ ନିର୍ଯାତନା ଦେଇ ଚାଲିଛନ୍ତି। ପ୍ରତିଦିନ ନାବାଳିକା ଓ...
ଅଭିଯୁକ୍ତଙ୍କୁ ଧରିବାକୁ ଆସି: ମାଡ଼ଖାଇଲେ ଆଇଆଇସି
ଖୁଣ୍ଟୁଣୀ,୨୫।୭(ଡି.ଏନ୍.ଏ.): ଗୁରୁଡ଼ିଝାଟିଆ ଥାନା ଅନ୍ତର୍ଗତ କପୁରସିଂ ଗ୍ରାମରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ଅଭିଯୁକ୍ତଙ୍କୁ ସାଦା ପୋଷାକରେ ଗିରଫ କରିବାକୁ ଆସିଥିବା ଜଗତପୁର ଥାନା ଆଇଆଇସି ପ୍ରଦୀପ କୁମାର ନାୟକଙ୍କୁ ଅଭିଯୁକ୍ତଙ୍କ ସମ୍ପର୍କୀୟ ଓ ସ୍ଥାନୀୟ ଲୋକେ...
Archives


