ମହୀପୁରକୁ ପରୀକ୍ଷାମୂଳକ ଭାବେ ଗଡ଼ିବ ଟ୍ରେନ୍: ଅନୁଧ୍ୟାନ କରିବେ ରେଳ ସୁରକ୍ଷା ଆୟୁକ୍ତ
ନୟାଗଡ଼ ଅଫିସ,୨୫ା୭: ନୟାଗଡ଼ ଜିଲା ନୂଆଗାଁ ବ୍ଲକର ମହୀପୁର ଷ୍ଟେଶନକୁ ପରୀକ୍ଷାମୂଳକ ଭାବେ ଗୁରୁବାର ଗଡ଼ିବ ଟ୍ରେନ୍। ଏହାକୁ ଅନୁଧ୍ୟାନ କରିବା ପାଇଁ ଗୁରୁବାର ରେଳ ସୁରକ୍ଷା ଆୟୁକ୍ତ (ସିଆରଏସ୍) ନୟାଗଡ଼କୁ ଆସିବେ। ନୟାଗଡ଼ ଟାଉନ ଷ୍ଟେଶନଠାରୁ ମହୀପୁର ପର୍ଯ୍ୟନ୍ତ...
ପ୍ରାଥମିକ ଶିକ୍ଷକଙ୍କ ପଦୋନ୍ନତିରେ ବିଳମ୍ବ : ଅଗଷ୍ଟ ୧ରେ ଜିଲା ଶିକ୍ଷା କାର୍ଯ୍ୟାଳୟ ଆଗରେ ଧାରଣା
ନୟାଗଡ଼ ଅଫିସ,୨୫।୭: ନୟାଗଡ଼ ଜିଲାରେ ପ୍ରାଥମିକ ଶିକ୍ଷକମାନଙ୍କ ପଦୋନ୍ନତିରେ ବିଳମ୍ବ ହୋଇଥିବା ନେଇ ଜିଲା ପ୍ରାଥମିକ ଶିକ୍ଷକ ସଂଘ ଅଭିଯୋଗ କରିଛି । ଏ ନେଇ ସଂଘ ପକ୍ଷରୁ ବାରମ୍ବାର ଜିଲା ଶିକ୍ଷା ଅଧିକାରୀଙ୍କ ଠାରେ ଅଭିଯୋଗ ହୋଇଥିଲେ ମଧ୍ୟ...
ଭାରତୀୟ ନୌସେନା ଚିଲିକା ପକ୍ଷରୁ କାର୍ଗିଲ ବିଜୟ ଦିବସ
ବାଲୁଗାଁ,୨୫ା୭(ଡି.ଏନ.ଏ.): ଭାରତୀୟ ନୌସେନା ବିଭାଗ ଚିଲିକା ତରଫରୁ ବୁଧବାର କାର୍ଗିଲ ବିଜୟ ଦିବସ ପାଳିତ ହୋଇଯାଇଛି। ବିଜୟ ଦିବସର ୨୦ବର୍ଷ ପୂର୍ତ୍ତି ଅବସରରେ ଦେଶର ସୁରକ୍ଷା ନିମନ୍ତେ ତଟରକ୍ଷୀ କ୍ଷେତ୍ରରେ ମତ୍ସ୍ୟଜୀବୀ ଓ ଜନସାଧାରଣଙ୍କୁ ସଚେତନ ପାଇଁ ନୌସେନା ପକ୍ଷରୁ...
ଅଗ୍ନିକାଣ୍ଡ: ୨୦ ବଖରା ଜଳିଗଲା
ଚିକିଟି/ହାତୀଓଟ,୨୫ା୭(ଡି.ଏନ୍.ଏ.)- ଚିକିିଟି ବ୍ଲକ ଚାନ୍ଦପୁର ପଞ୍ଚାୟତ ଆଦିବାସୀ ବାତରଡାପଲ୍ଲୀ ଗ୍ରାମରେ ମଙ୍ଗଳବାର ରାତିରେ ଅଗ୍ନିକାଣ୍ଡ ଘଟି ୮ ଆଦିବାସି ପରିବାରଙ୍କ ୧୬ ବଖରା ଜଳିଯାଇଛି। ସେହିପର ପୋଲସରା ବ୍ଲକ ହାତୀଓଟ ପଞ୍ଚାୟତର ପ୍ରାଣଦେଇପୁର ଗ୍ରାମରେ ବୁଧବାର ଅଗ୍ନିକାଣ୍ଡ ଘଟି ୪...
ଲାଞ୍ଚ ମାମଲା: ବରିଷ୍ଠ କିରାଣିଙ୍କୁ ୨ ବର୍ଷ ଜେଲ
ଫୁଲବାଣୀ ଅଫିସ, ୨୫ା୭-ଏକ ଲାଞ୍ଚ ମାମଲାର ବିଚାର କରି ବୁଧବାର ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍ ଭଗବାନ ପ୍ରଧାନ ଅଭିଯୁକ୍ତ ବରିଷ୍ଠ କିରାଣିଙ୍କୁ ୨ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ଏଥିସହ ୫ ହଜାର ଟଙ୍କା ଜରିମାନା କରିଛନ୍ତି। ଏହା...
ପଥର, ବାଲି ଚାଲାଣବେଳେ ୬ ଗାଡ଼ି ଜବତ
ଭଞ୍ଜନଗର,୨୪।୭(ଡି.ଏନଏ): ପଥର, ବାଲି, ଗୋଡ଼ି ବେନିୟମ ଚାଲାଣ ଯୋଗୁ ସରକାର ବିପୁଳ ରାଜସ୍ବ ହରାଉଛନ୍ତି। ବୁଧବାର ଭଞ୍ଜନଗର ତହସିଲ ଓ ଗାଲେରୀ, ଭଞ୍ଜନଗର ପୋଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ମିଳିତ ଭାବେ ଚଢ଼ାଉ କରାଯାଇଥିଲା। ଏହି ସମୟରେ ୬ଟି ଗାଡ଼ିରେ...
ମଧ୍ୟାହ୍ନ ଭୋଜନ ତଦାରଖ କଲେ ବ୍ଲକ ଅଧକ୍ଷା, ବିଡ଼ିଓ
ଶେରଗଡ,୨୪ା୭(ଡି.ଏନ୍.ଏ.)- ଶେରଗଡ଼ ବ୍ଲକ ବାଦୁଆ ଗ୍ରାମରେ ଥିବା ପ୍ରାଥମିକ ବିଦ୍ୟାଳୟ ପରିଦର୍ଶନରେ ଯାଇ ବୁଧବାର ଶେରଗଡ଼ ବିଡ଼ିଓ ସୁରଞ୍ଜନ କୁମାର ସାହୁ ଓ ବ୍ଲକ ଅଧକ୍ଷା ସାରସ ସ୍ବାଇଁ ବିଦ୍ୟାଳୟର ମଧ୍ୟାହ୍ନ ଭୋଜନ ବ୍ୟବସ୍ଥାର ତଦାରଖ କରିଥିଲେ। ଛାତ୍ରୀଛାତ୍ର ମାନେ...
ଟ୍ରାକ୍ଟର ଓଲଟି ଶ୍ରମିକ ମୃତ
କ.ନୂଆଗଁା,୨୪ା୭(ଡି.ଏନ୍.ଏ.)-କନ୍ଧମାଳ ଜିଲା ସାରଙ୍ଗ ଗଡ଼ ଥାନା ଅଞ୍ଚଳରେ ବୁଧବାର ଏକ ଟ୍ରାକ୍ଟର ଦୁର୍ଘଟଣାରେ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବନେଗଁାର ଜମ୍ବେବ ପ୍ରଧାନ (୨୦)। ଟ୍ରାକ୍ଟରଟି ଗୋଡ଼ି ନେଇ ଗୁଟିଙ୍ଗିଆ ଅଭିମୁଖେ ଯାଉଥିବା ବେଳେ କାଣିବିଡ଼ିକାଠାରେ ଓଲଟିପଡ଼ିଥିଲା।...
ବାରଙ୍ଗ ଧନ୍ଦାମୂଳକ ତାଲିମ କେନ୍ଦ୍ରକୁ ଉତ୍ପାଦନମୁଖୀ କରାଯିବ
ଭୁବନେଶ୍ୱର, ୨୪ା୭(ବ୍ୟୁରୋ): ବାରଙ୍ଗସ୍ଥିତ ଧନ୍ଦାମୂଳକ ତାଲିମ କେନ୍ଦ୍ରକୁ ଅଧିକ ସଶକ୍ତ ଓ କ୍ରିୟାଶୀଳ କରାଯିବ। ଏଥିସହିତ ସେଠାରେ ଭିନ୍ନକ୍ଷମମାନଙ୍କ ନିମନ୍ତେ ତାଲିମ ବ୍ୟବସ୍ଥାକୁ ଦୃଢ଼ କରାଯିବ। ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ପ୍ରମୁଖ ଶାସନ ସଚିବ ନିତେନ୍...
ଅନୁଗୋଳ କୃଷି ବିଜ୍ଞାନ କେନ୍ଦ୍ରକୁ ପଣ୍ଡିତ ଦୀନ ଦୟାଲ ଉପାଧ୍ୟାୟ ରାଷ୍ଟ୍ରୀୟ କୃଷି ବିଜ୍ଞାନ ପ୍ରୋତ୍ସାହନ ପୁରସ୍କାର
ଭୁବନେଶ୍ୱର, ୨୪ା୭(ବ୍ୟୁରୋ): ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି) ଅଧୀନ ଅନୁଗୋଳ କୃଷି ବିଜ୍ଞାନ କେନ୍ଦ୍ରକୁ ପଣ୍ଡିତ ଦୀନ ଦୟାଲ ଉପାଧ୍ୟାୟ ରାଷ୍ଟ୍ରୀୟ କୃଷି ବିଜ୍ଞାନ ପ୍ରୋତ୍ସାହନ ପୁରସ୍କାର ମିଳିଛି। ଭାରତୀୟ କୃଷି ଅନୁସନ୍ଧାନ ପରିଷଦ ଅଟାରି ଜୋନ୍-୫ର...
ଜିଲା କାର୍ଯ୍ୟାଳୟ ସମ୍ମୁଖରେ କଂଗ୍ରେସର ଧାରଣା: ‘ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ’
ଢେଙ୍କାନାଳ ଅଫିସ, ୨୪।୭: ରାଜ୍ୟରେ ବିପର୍ଯ୍ୟସ୍ତ ହୋଇପଡ଼ିଥିବା ଆଇନଶୃଙ୍ଖଳା ପରିସ୍ଥିତି ପ୍ରତିବାଦରେ ଢେଙ୍କାନାଳ ଜିଲା କଂଗ୍ରେସ ପକ୍ଷରୁ ବୁଧବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦିଆଯାଇଛି। ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଜିଲା କମିଟି ପକ୍ଷରୁ ପୂର୍ବାହ୍ନ ୧୦ଟାରୁ...
ଘର ଭାଙ୍ଗିଲା ହାତୀ
ବଇଣ୍ଡା, ୨୪ା୭(ଡି.ଏନ.ଏ.): କିଶୋରନଗର ବ୍ଲକ ହଣ୍ଡପା ରେଞ୍ଜ କଣ୍ଟେଇକୁଳିଆ ଗ୍ରାମରେ ମଙ୍ଗଳବାର ହାତୀ ଉପଦ୍ରବ କରି ବ୍ୟାପକ ଫସଲ ନଷ୍ଟ କରିବା ସହ କୁନା ସାହୁଙ୍କ ୩ ବଖରା ଚାଳ ଘର ଭାଙ୍ଗି ଦେଇଛନ୍ତି। ନିକଟସ୍ଥ ଜଙ୍ଗଲରୁ ହାତୀପଲ ବାରମ୍ବାର...
Archives


