ରାଜ୍ୟ

ଲଘୁ ଖଣିଜ ସମ୍ପଦ ଲୁଟ୍‌ ରୋକିବାକୁ ପ୍ରୟାସ:ଜଗିବେ ସ୍ବତନ୍ତ୍ର ଅଧିକାରୀ

ଭୁବନେଶ୍ୱର,୧୭।୧୨ (ବ୍ୟୁରୋ): କେବଳ ଲୁହାପଥର, ମାଙ୍ଗାନିଜ୍‌, କ୍ରୋମାଇଟ ଭଳି ବୃହତ୍‌ ଖଣିଜ ସମ୍ପଦ ଚୋରି ହେଉ ନାହିଁ। ରାଜ୍ୟର ବିଭିନ୍ନ ଜିଲାରେ ଥିବା ବାଲି, ମୋରମ, ମାଙ୍କଡ଼ା ପଥର, ମୁଗୁନି ପଥର, ମାଟି, ଚୂନପଥର ଭଳି ଅନେକ ଲଘୁଖଣିଜ ପଦାର୍ଥ ମଧ୍ୟ…

ସ୍ତ୍ରୀ ମୃତଦେହକୁ ଟ୍ରଲିରେ ବୋହିନେଲେ ସ୍ବାମୀ

ଉଦଳା,୧୭ା୧୨(ଡି.ଏନ୍‌.ଏ.)- ସ୍ତ୍ରୀଙ୍କ ମୃତଦେହକୁ ତାଙ୍କ ସ୍ବାମୀ ଟ୍ରଲିରେ ରଖି ବୋହି ନେବା ଭଳି ଏକ ଘଟଣା ପଦାକୁ ଆସିଛି। ସୋମବାର ସନ୍ଧ୍ୟାରେ ମୃତଦେହକୁ ଟ୍ରଲିରେ ନିଆଯାଉଥିବା ଖବରପାଇ ମୟୂରଭଞ୍ଜ ଜିଲା ଉଦଳା ଥାନା ପୋଲିସ ଏଠାରୁ ୮ କି.ମି ଦୂର ନାବରା…

ନାବାଳିକା ବଳାତ୍କାର ମାମଲା ଦୋଷୀଙ୍କୁ ୨୦ ବର୍ଷ ଜେଲ୍‌

ବାଲେଶ୍ୱର ଅଫିସ,୧୭।୧୨-ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ସୋମବାର ବାଲେଶ୍ୱର ପୋକ୍‌ସୋ ଅଦାଲତର ସ୍ବତନ୍ତ୍ର ବିଚାରପତି ଗିରିଜା ମହାପାତ୍ର ଦୋଷୀଙ୍କୁ ୨୦ ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି। ୨୦୧୮ ଜୁନ୍‌ ୫ ତାରିଖରେ ସୋର ଥାନା ଅଞ୍ଚଳରେ ଜଣେ ୧୬…

ଜାଗା ଯୋଜନାରେ ମିଳୁନି ଘର

ବାଲେଶ୍ୱର ଅଫିସ, ୧୭।୧୨ (ମାନସ ବିଶ୍ୱାଳ)-ସହର ତଳି ଅଞ୍ଚଳରେ ଥିବା ସରକାରୀ ଜାଗାରେ ଦୀର୍ଘଦିନ ଧରି ବସବାସ କରିଆସୁଥିବା ବସ୍ତିବାସିନ୍ଦାଙ୍କ ପାଇଁ ରାଜ୍ୟ ସରକାର ଜାଗା ଯୋଜନାରେ ୩୫୦ ସ୍କୋୟାର ଫୁଟ୍‌ ଜମି ଓ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ପକ୍କା ଘର…

ନାବାଳିକା ବଳାତ୍କାର ମାମଲା : ଦୋଷୀଙ୍କୁ ୭ ବର୍ଷ ଜେଲ୍‌

ବାଲେଶ୍ୱର ଅଫିସ,୧୭।୧୨-ଏକ ବଳାତ୍କାର ମାମଲାର ବିଚାର କରି ସୋମବାର ବାଲେଶ୍ୱର ସ୍ପେଶାଲ ଟ୍ରାକ୍‌ କୋର୍ଟ କମ୍‌ ଆସିଷ୍ଟାଣ୍ଟ ସେସନ ଜଜ୍‌ ଆରାଧନା ଷଡ଼ଙ୍ଗୀ ଦୋଷୀଙ୍କୁ ୭ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି। ଏହାସହ ୫ହଜାର ଟଙ୍କା ଜରିମାନା କରାଯାଇଛି। ଜରିମାନା ଅନାଦାୟ ଆଉ…

ସହାୟିକା ଚୟନରେ ଅନିୟମିତତା ଘଟଣା ସିଡିପିଓଙ୍କୁ ଘେରିଲେ ମହିଳା

ବାହାନଗା, ୧୭ା୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ସମନ୍ବିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧୀନରେ ଥିବା ବିଷ୍ଣୁପୁର ଅଙ୍ଗନୱାଡି କେନ୍ଦ୍ର-୧ରେ ସହାୟିକା ଚୟନରେ ଅନିୟମିତତା ହୋଇଥିବା ଘଟଣା ନେଇ ବିବାଦ ଲାଗିରହିଛି। ଦୀର୍ଘ ୫ ମାସ ପରେ ବି ସେହି ଘଟଣାର…

ଉଚ୍ଛେଦ ଜାଗା ଚିହ୍ନଟ ନ କରି ହଟହଟା

ସଜନାଗଡ଼, ୧୭।୧୨(ଡି.ଏନ.ଏ.)-ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ନୀଳଗିରି ତହସିଲଦାର ସୁଶ୍ରୀତା ଟୁଡୁ ସୋମବାର ପଞ୍ଚଲିଙ୍ଗେଶ୍ୱର ଶୈବପୀଠରେ ଥିବା ୭ ଡିସିମିଲ ଗୋଚର ଜାଗା ଉପରେ ହୋଇଥିବା ଦୋକାନ ଗୃହ ଉଚ୍ଛେଦ ପାଇଁ ପୋଲିସ ଫୋର୍ସ ସହ ଯାଇଥିଲେ। ହେଲେ ସ୍ଥାନୀୟ ଲୋକେ ଏହାକୁ…

ସେବାଶ୍ରମ ଛାତ୍ରୀଙ୍କୁ ପଢ଼ାଇଲେ ମନ୍ତ୍ରୀ

ଦାରିଙ୍ଗବାଡି,୧୭ା୧୨(ଡି.ଏନ୍‌.ଏ.)-ଆଇଟି ଏବଂ କ୍ରୀଡ଼ା ଓ ଯୁବବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରା ଦାରିଙ୍ଗବାଡି ବ୍ଲକ ଗସ୍ତରେ ଆସିଥିଲେ। ସୋମବାର ପୂର୍ବାହ୍ନରେ ସ୍ଥାନୀୟ କନ୍ୟାଶ୍ରମକୁ ଯାଇଥିବା ବେଳେ ସେଠାରେ ପ୍ରଧାନସେବକ ଅନୁପସ୍ଥିତ ଥିବା ଦେଖି ଉଦ୍‌ବେଗ ପ୍ରକାଶ କରିଥିଲେ। ସେବାଶ୍ରମ ଛାତ୍ରୀଙ୍କୁ ମନ୍ତ୍ରୀ କିଛି…

ଦାରିଙ୍ଗବାଡିରେ ଅଭିଯୋଗ ଶୁଣାଣି

ଦାରିଙ୍ଗବାଡି,୧୭ା୧୨(ଡି.ଏନ୍‌.ଏ.)-ାରିଙ୍ଗବାଡି ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ମିଳିତ ଅଭିଯୋଗ ଶୂଣାଣି ଅନୁଷ୍ଠିତ ହୋଇଛି। କନ୍ଧମାଳ ଜିଲା ଅତିରିକ୍ତ ଜିଲାପାଳ ବସନ୍ତ ସାହୁ ମୋଟ ୩୯ ଅଭିଯୋଗ ଣୁଣିଥିଲେ। ସେଥିରେ ୧୭ ସାମୂହିକ ଥିବା ବେଳେ ୨୨ ବ୍ୟକ୍ତିଗତ ଅଭିଯୋଗ ଥିଲା। ବିଭିନ୍ନ ପ୍ରକାର…

୬ ଘଣ୍ଟା ରାଇକିଆ-ଜି.ଉଦୟଗିରି ରାସ୍ତା ଅବରୋଧ

ରାଇକିଆ,୧୭ା୧୨(ଡ଼ି.ଏନ.ଏ.)-ରାଇକିଆ ସାପ୍ତାହିକ ହାଟକୁ ନେଇ ୨ ପଞ୍ଚାୟତ ମଧ୍ୟରେ ଳାଗି ରହିଥିବା ବିବାଦ ଥମୁନି। କ୍ରମାଗତ ଦ୍ୱିତୀୟ ଥର ପାଇଁ ସୋମବାର ହାଟରେ ବାଧା ସୃଷ୍ଟି ହୋଇଛି। ଉଭୟ ପଞ୍ଚାୟତରେ ହାଟ ପାଇଁ ରାସ୍ତାରୋକୋ ଯୋଗୁ ରାଇକିଆ-ଜି.ଉଦୟଗିରି ରାସ୍ତା ୬ଘଣ୍ଟା ଧରି…

ମୁଖ୍ୟମନ୍ତ୍ରୀଙ୍କ ନଁ।ରେ ଏତଲା ଦେଲା କୃଷକ ସଙ୍ଗଠନ

ଛତ୍ରପୁର,୧୭ା୧୨(ଡି.ଏନ.ଏ)-କାଳିଆ ଯୋଜନାରେ ରାଜ୍ୟ ସରକାର ଲୋକଙ୍କୁ ଠକିଥିବା ନେଇ ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ଅଭିଯୋଗ ହୋଇଛି। ମୁଖ୍ୟମନ୍ତ୍ରୀଙ୍କ ନଁ। ରେ ଠକେଇ, ବିଶ୍ୱାସଭଙ୍ଗ ଓ ବିଶ୍ୱାସଘାତକ ପାଇଁ ଆଇନଗତ ତଦନ୍ତ କରି ମାମଲା ରୁଜୁ କରିବାକୁ ଦାବି ହୋଇଛି ।…

ଛତ୍ରପୁର ବଜାର ରାସ୍ତାରେ ଟ୍ରାଫିକ୍‌ ବ୍ୟବସ୍ଥା ବିପର୍ଯ୍ୟସ୍ତ

ଛତ୍ରପୁର,୧୭ା୧୨(ଡି.ଏନ.ଏ.)-ଗଞ୍ଜାମ ଜିଲା ସଦରମହକୁମା ଛତ୍ରପୁର ସହର ବଜାର ମୁଖ୍ୟ ରାସ୍ତାରେ ଟ୍ରାଫିକ୍‌ ସମସ୍ୟା ବିପର୍ଯ୍ୟସ୍ତ ହେବାରେ ଲାଗିଛି। ଫଳରେ ଦୀର୍ଘ ସମୟ ଧରି ଟ୍ରାଫିକ୍‌ ଜାମ୍‌ ରହୁଛି। ଏଥିପାଇଁ ଲୋକଙ୍କୁ ନାକେଦମ ହେବାକୁ ପଡୁଛିା ଅପରପକ୍ଷରେ ଏହାକୁ ସୁଧାରିବା ପାଇଁ ପୂର୍ବରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri