ରାଜ୍ୟ

କ୍ଲିନିକ୍‌, ଡାଇଗ୍ନୋଷ୍ଟିକ ସେଣ୍ଟରରେ ଚଢ଼ାଉ

ନୟାଗଡ଼ ଅଫିସ,୨୬ା୧୦: ନୟାଗଡ଼ ସହରରେ ଥିବା ବିଭିନ୍ନ ଡାଇଗ୍ନୋଷ୍ଟିକ ସେଣ୍ଟରରେ ଅନିୟମିତତା ହେଉଥିବା ଅଭିଯୋଗ ହେବା ପରେ ଶୁକ୍ରବାର ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ତରଫରୁ ସହରରେ ଥିବା ୩ଟି କ୍ଲିନିକ ଓ ଡାଇଗ୍ନୋଷ୍ଟିକ ସେଣ୍ଟର ଉପରେ ଚଢ଼ାଉ କରାଯାଇଥିଲା। ଚଢ଼ାଉ ସମୟରେ…

ଦଶପଲ୍ଲା ଏନ୍‌ଏସିରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଦୁର୍ନୀତି: ଅଭିଯୋଗ କରିବାରୁ ପରିବାରବର୍ଗଙ୍କୁ ଆକ୍ରମଣ

ନୟାଗଡ଼ ଅଫିସ,୨୬ା୧୦: ନୟାଗଡ଼ ଜିଲା ଦଶପଲ୍ଲା ଏନ୍‌ଏସିର ୧୬ ନମ୍ବର ୱାର୍ଡ଼ ଖଣ୍ଡପଡ଼ା ଗ୍ରାମରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ସହରାଞ୍ଚଳ)ରେ ଦୁର୍ନୀତି ହୋଇଥିବା ନେଇ ଉକ୍ତ ଗ୍ରାମର ବିଭୂତି ଭୂଷଣ ବରାଡ଼ ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଥିଲେ। ଏଥିରେ ପ୍ରତିକ୍ରିୟାଶୀଳ ହୋଇ…

ନାବାଳିକାଙ୍କ ଆଖି ନଷ୍ଟ ହେବା ଘଟଣା: ଜିଲାପାଳ, ସିଡିଏମ୍‌ଓଙ୍କୁ ଭେଟିଲେ ଗ୍ରାମବାସୀ

ନୟାଗଡ଼ ଅଫିସ,୨୬ା୧୦: ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକ ନଛିପୁର ଗ୍ରାମର ଚନ୍ଦ୍ରକାନ୍ତ ଗୋଛାୟତଙ୍କ ଝିଅ ରିଙ୍କି ଗୋଛାୟତ (୬)ଙ୍କ ଆଖି ନଷ୍ଟ ହେବା ଘଟଣାରେ ଶୁକ୍ରବାର ଗ୍ରାମବାସୀ ଜିଲାପାଳ ଓ ସିଡିଏମ୍‌ଓଙ୍କୁ ଭେଟିଛନ୍ତି। ଏହାସହ ସେମାନେ ଦୋଷୀ ଡାକ୍ତରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ…

ଅଜଣା ରୋଗ:୧୦ ଗୋରୁ ମୃତ, ୫୦୦ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ

ରଣପୁର,୨୬।୧୦(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ବ୍ଳକ ଓ ଏନ୍‌ଏସି ଅଞ୍ଚଳରେ ଗୋରୁଙ୍କୁ ଅଜଣା ରୋଗ ବ୍ୟାପିବାରେ ଲାଗିଛି । ଅଜଣା ରୋଗରେ ଆକ୍ରାନ୍ତ ହୋଇ ୧୫ଦିନ ମଧ୍ୟରେ ୧୦ରୁ ଊର୍ଦ୍ଧ୍ୱ ଗୋରୁଙ୍କ ମୃତ୍ୟୁ ଘଟିଥିବାବେଳେ ୫ଶହରୁ ଊର୍ଦ୍ଧ୍ୱ ଅସୁସ୍ଥ ହୋଇପଡିଛନ୍ତି। ରୋଗରେ…

ପାଣିଘେରରେ ବିଦ୍ୟାଳୟ

ରଣପୁର,୨୬।୧୦(ସ୍ବ.ପ୍ର.): ରଣପୁର ବ୍ଳକ ଓ ଏନ୍‌ଏସି ଅଞ୍ଚଳରେ ୩ଦିନ ଧରି ଲାଗି ରହିଥିବା ବର୍ଷାରେ ବହୁ ଘରର କାନ୍ଥ ଭାଙ୍ଗିପଡିଛି। ଏକର ଏକର ଜମିର ଧାନ ଫସଲ ଉଜୁଡି ଯାଇଛି । ସ୍କୁଲ ଗୃହରେ ପାଣି ପଶିଯାଇଥିବାରୁ ପିଲାମାନେ ଅସୁବିଧାର ସମ୍ମୁଖୀନ…

ନିଷ୍କାସନ ପଥ ବନ୍ଦ : ବିଦ୍ୟାଳୟ ପରିସରରେ ବର୍ଷା ପାଣି

ଖଣ୍ଡପଡା,୨୬।୧୦(ସ୍ବ.ପ୍ର.): ଗତ ୩ଦିନ ଧରି ଲଘୁଚାପଜନିତ ଲଗାଣ ବର୍ଷା ଲାଗି ରହିଛି। ଏହାର ପ୍ରଭାବରେ ଖଣ୍ଡପଡା ବ୍ଲକ ଅନ୍ତର୍ଗତ କଣ୍ଟିଲୋ ନୀଳମାଧବ ବିଦ୍ୟାପୀଠ ପରିସରରେ ବର୍ଷାପାଣି ଜମି ରହି ଲହଡି ମାରୁଥିବା ପରିଲକ୍ଷିତ ହୋଇଛି। ବିଦ୍ୟାଳୟ ପୂର୍ବ ପାର୍ଶ୍ୱ ମାଳବନ୍ଧରେ ଥିବା…

ଲଘୁଚାପ ବର୍ଷା ନେଲା ଜୀବନ: କାନ୍ଥ ଭୁଶୁଡି ୪ମୃତ, ୩ ଆହତ

ପୁରୀ ଅଫିସ/ଜଳେଶ୍ୱର/ରାସଗୋବିନ୍ଦପୁର/ଆଳି, (ଡି.ଏନ୍‌.ଏ.)୨୫ା୧୦: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ସାରା ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଲଗାଣ ବର୍ଷା ଯୋଗୁ ଲୋକେ ନାହିଁ ନ ଥିବା ଅସୁବିଧା ଭୋଗୁଥିବାବେଳେ କାନ୍ଥ ଭୁଶୁଡ଼ି ରାଜ୍ୟର ବିଭିନ୍ନ ସ୍ଥାନରେ ୪ଜଣଙ୍କର ମୃତ୍ୟୁ…

ଉଚ୍ଚ ପଦବୀରେ ପୁଣି ଜଣେ ଓଡ଼ିଆ : ଜମ୍ମୁ-କଶ୍ମୀରର ପ୍ରଥମ ଉପ ରାଜ୍ୟପାଳ ହେଲେ ଗିରୀଶ ଚନ୍ଦ୍ର ମୁର୍ମୁ

ନୂଆଦିଲ୍ଲୀ,୨୫ା୧୦(ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଘନିଷ୍ଠ ଭାବେ ପରିଚିତ ଓଡ଼ିଆ ଆଇଏଏସ୍‌ ଅଫିସର ଗିରୀଶ ଚନ୍ଦ୍ର ମୁର୍ମୁଙ୍କୁ ଜମ୍ମୁ-କଶ୍ମୀରର ଉପରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଛି। ୧୯୮୫ ବ୍ୟାଚ୍‌ର ଏହି ଗୁଜରାଟ କ୍ୟାଡର ଆଇଏଏସ୍‌ ଅଫିସର କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟରେ ବ୍ୟୟ ବିଭାଗ…

ଧନ୍‌ତେରସରେ ଜମୁଛି ଗହଣା କ୍ରୟ, ଶୋ’ରୁମ୍‌ରେ ଗ୍ରାହକଙ୍କ ଭିଡ

ଭୁବନେଶ୍ୱର,୨୫।୧୦(ବ୍ୟୁରୋ): ଆଜି ଧନ୍‌ତେରସ। ଏହି ଦିନ ସୁନା କିଣିଲେ ଶୁଭ ବୋଲି କୁହାଯାଉଥିବାରୁ ରାଜ୍ୟର ପ୍ରମୁଖ ଶୋ’ରୁମ୍‌ଗୁଡ଼ିକରେ ଗ୍ରାହକଙ୍କ ଭିଡ ପରିଲକ୍ଷିତ ହେଉଛି। ଗ୍ରାହକଙ୍କ ଚାହିଦାକୁ ଦୃଷ୍ଟିରେ ରଖି ମନଲୋଭା ଅଫର୍‌ ସହ ବ୍ୟବସାୟୀମାନେ ସ୍ବତନ୍ତ୍ର ଡିଜାଇନର ଗହଣା ବଜାରକୁ ଆଣିଛନ୍ତି।…

ଲଗାଣ ବର୍ଷାରେ ନିରାକାରପୁର ଅଞ୍ଚଳ ଜଳାର୍ଣ୍ଣବ: ରାସ୍ତା ଉପରେ ଚାଲିଛି ୩ ଫୁଟରୁ ଅଧିକ ପାଣି, ବୁଡ଼ିଲା ଚାଷଜମି

ନିରାକାରପୁର,୨୫।୧୦(ଡି.ଏନ୍‌.ଏ.): ଦୁଇ ଦିନ ଧରି ଲଘୁଚାପ ଜନିତ ଲଗାଣ ବର୍ଷା କାରଣରୁ ଖୋର୍ଦ୍ଧା ଜିଲା ନିରାକାରପୁର ଲେଣ୍ଡୁ ଏବଂ ରାମେଶ୍ୱର ପଞ୍ଚାୟତର ଅନେକ ଗ୍ରାମ ଏବେ ପାଣି ଘେରରେ। ଭୋଗତିପଡ଼ା ଗ୍ରାମରେ ଥିବା ୧୦୦ ପରିବାର ପାଣି ଭିତରେ ଫସି ରହିଥିବା…

ଓଡ଼ିଶାକୁ ବାତ୍ୟା ଖବର ଗୁଜବ: ପ୍ରଦୀପ ଜେନା

ଭୁବନେଶ୍ୱର, ୨୫।୧୦(ବ୍ୟୁରୋ): ଆସନ୍ତା ୨୮ ତାରିଖରେ ବାତ୍ୟା ହେବ ବୋଲି ସୋସିଆଲ ମିଡିଆରେ ଗୁଜବ ଘୂରିବୁଲୁଥିଲା। ତେବେ ସେମିତି କୌଣସି ବାତ୍ୟା ହେବାର ନାହିଁ। ଏହା ଏକ ଗୁଜବ। ବାତ୍ୟା ଗୁଜବ ଉପରେ ବିଶ୍ୱାସ ନ କରିବାକୁ ସ୍ବତନ୍ତ୍ର ରିଲିଫ୍‌ କମିଶନର…

‘ଓଡ଼ିଶା-ମୋ ପରିବାର’ କାର୍ଯ୍ୟକ୍ରମର ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଅରୂପ ହେଲେ ଆବାହକ

ଭୁବନେଶ୍ୱର,୨୫।୧୦(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ‘ଓଡ଼ିଶା-ମୋ ପରିବାର’ କାର୍ଯ୍ୟକ୍ରମ ସମ୍ପର୍କରେ ଘୋଷଣା କରିଛନ୍ତି। ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ଏହି ସମାଜ ସେବାକାର୍ଯ୍ୟ ସମ୍ପର୍କରେ ସୂଚନା ଦେଇଥିଲେ। ଘୋଷଣା ନେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ବିଜୁ ଜନତା ଦଳ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri