ତାତିଲେ ରୁଙ୍ଗ୍ଟା କ୍ଷତିଗ୍ରସ୍ତ: କମ୍ପାନୀ ଫାଟକରେ ତାଲା ଠୁଙ୍କିଲେ
ଢେଙ୍କାନାଳ ଅଫିସ, ୨୪।୭-ନିର୍ଦ୍ଧାରିତ ସମୟ ମଧ୍ୟରେ ଦାବି ପୂରଣ ନ ହେବାରୁ ଆନ୍ଦୋଳନକୁ ଓହ୍ଲାଇଛନ୍ତି ରୁଙ୍ଗ୍ଟା କମ୍ପାନୀ ପ୍ରଭାବିତ ଝାଡ଼ବନ୍ଧ ଅଞ୍ଚଳର କ୍ଷତିଗ୍ରସ୍ତ ପ୍ରଜା। ୧୩ ଦଫା ଦାବି ନେଇ ସେମାନେ ମଙ୍ଗଳବାର କମ୍ପାନୀ ମୁଖ୍ୟ ଫାଟକରେ ତାଲା ପକାଇ...
ସାତକୋଶିଆରେ ହେବ ଶମ୍ବର ପ୍ରଜନନ କେନ୍ଦ୍ର
ବନ୍ତଳା,୨୪ା୭-ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପ ପାଇଁ ଖୁସି ଖବର। ଅନ୍ୟ ତୃଣଭୋଜୀ ଅପେକ୍ଷା ଶମ୍ବର ଶିକାର ବାଘର ପ୍ରଥମ ପସନ୍ଦ ହୋଇଥିବାରୁ ଏଠାରେ ଏକ ଶମ୍ବର ପ୍ରଜନନ କେନ୍ଦ୍ର କରାଯିବ। ଯେହେତୁ ଅଭୟାରଣ୍ୟରେ ଶମ୍ବର ସଂଖ୍ୟା ହ୍ରାସ ପାଉଛି ତେଣୁ ଭବିଷ୍ୟତରେ...
ଅନୁଗୋଳ ମେଡିକାଲରେ ପୁଣି ଉତ୍ତେଜନା: ବ୍ୟବଚ୍ଛେଦ ପୂର୍ବରୁ ଗୋଟିଏ ଆଖି ଗାଏବ
ଅନୁଗୋଳ ଅଫିସ, ୨୪।୭-ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ ଶବ ସଂରକ୍ଷଣ ଗୃହରେ ଥିବା ଏକ ମୃତଦେହରୁ ପୁଣି ଗାଏବ ହୋଇଛି ଆଖି। ମଙ୍ଗଳବାର ସକାଳେ ଏପରି ଏକ ଅଭିଯୋଗକୁ ନେଇ ଡାକ୍ତରଖାନା ପରିସରରେ ଉତ୍ତେଜନା ଦେଖାଦେଇଥିଲା। ଖବରପାଇ ଅନୁଗୋଳ ଥାନା...
ଢେଙ୍କାନାଳରେ ୩୫.୬% କମ୍ ବର୍ଷିଛି: ଦୁଇ ସପ୍ତାହରେ ବର୍ଷା ନ ହେଲେ ମରୁଡ଼ି
ଢେଙ୍କାନାଳ ଅଫିସ, ୨୪।୭-ଠକିଦେଲା ମୌସୁମୀ। ଲଘୁଚାପ ବର୍ଷା ବି ସେମିତି ଖାସ୍ ହେଲାନି। ଆକାଶରେ ବାଦଲ ଭାସୁଛି। ହେଲେ ବର୍ଷୁନି। ଯଦିବା କାଁ ଭାଁ ବର୍ଷା ହେଉଛି ସେତକ ଚାଷକୁ ପାଉନି। ଏପରି ସ୍ଥିତିରେ ଢେଙ୍କାନାଳ ଜିଲାରେ ଚାଷ ଉଜୁଡ଼ିଯିବା...
ସିକରମାହା ସ୍କୁଲରେ ଟିଜିଟି ଶିକ୍ଷକ ନାହାନ୍ତି: ନବମ,ଦଶମ ଶ୍ରେଣୀ ଛାତ୍ରୀଛାତ୍ର ହଇରାଣ
ଫୁଲବାଣୀ ଅଫିସ,୨୪ା୭-ସରକାର ଅଷ୍ଟମ ଶ୍ରେଣୀ ଥିବା ବିଦ୍ୟାଳୟକୁ ଅପଗ୍ରେଡ କରି ନବମ ଓ ଦଶମ ଶ୍ରେଣୀ ଖୋଲିଛନ୍ତି। ହେଲେ ପିଲାମାନଙ୍କୁ କିପରି ପଢ଼ାଯିବ ତାର ବ୍ୟବସ୍ଥା କରି ନାହାନ୍ତି। ଅର୍ଥାତ ବିଦ୍ୟାଳୟଗୁଡିକରେ ଟିଜିଟି(ହାଇସ୍କୁଲ) ଶିକ୍ଷକ ପଦବୀ ସୃଷ୍ଟି କରି ନାହାନ୍ତି।...
ତଦନ୍ତ ପାଇଁ ଚିଠି ଲେଖିଥିଲେ ବାଚସ୍ପତି: ଘରୋଇ ଟ୍ୟୁଶନରେ ଉଚ୍ଚଶିକ୍ଷା ଆଞ୍ଚଳିକ ନିର୍ଦ୍ଦେଶକଙ୍କ ଚଢ଼ାଉ; ଅଭିଯୋଗ ଆସିଥିବା ଅଧ୍ୟାପକଙ୍କୁ ତାଗିଦ୍
ଦିଗପହଣ୍ଡି,୨୪ା୭(ଡି.ଏନ.ଏ.)-ଦିଗପହଣ୍ଡିସ୍ଥିତ ବିଜୁ ପଟ୍ଟନାୟକ ମହିଳା କଲେଜ ଇଂଲିଶ ଅଧ୍ୟାପକ ସୁଧୀରକାନ୍ତ ପଣ୍ଡା ଘରୋଇ ଟ୍ୟୁଶନ ପଢ଼ାଉଛନ୍ତି। ଯେଉଁ ଛାତ୍ରୀମାନେ ତାଙ୍କ ପାଖରେ ଟ୍ୟୁଶନ ପଢ଼ିବେ ନାହିଁ, ପରୀକ୍ଷାରେ ସେମାନଙ୍କ ମାର୍କ କମାଇଦେବେ ବୋଲି ଧମକ ଦେଉଥିବା ନେଇ ଓଡ଼ିଶା ବିଧାନସଭା...
ଜିଲା ପ୍ରଶାସନର ଦ୍ୱାରସ୍ଥ ପଦ୍ମଶ୍ରୀ ଦୈତାରୀ ନାଏକ: ୧୦ ଗାଁର ବିକାଶ ଲାଗି ଦାବିପତ୍ର
କେନ୍ଦୁଝର, ୨୪ା୭(ଡି.ଏନ.ଏ./ସ୍ବ.ପ୍ର.)-ବିଭିନ୍ନ ସମସ୍ୟା ନେଇ ପଦ୍ମଶ୍ରୀ ଦୈତାରୀ ନାଏକ ଜିଲା ପ୍ରଶାସନର ଦ୍ୱାରସ୍ଥ ହୋଇଛନ୍ତି। ପଦ୍ମଶ୍ରୀ ନାଏକଙ୍କୁ ଗେଟ୍ ପାସ ମିଳିନଥିବାରୁ କଟକ ଓ ଭୁବନେଶ୍ୱରକୁ ଯାତ୍ରା କରୁଥିବା ସମୟରେ ବିଭିନ୍ନ ଟୋଲଗେଟରେ ଅଯଥା ହଇରାଣ ହେଉଥିବା ଦାବିପତ୍ରରେ ଉଲ୍ଲେଖ...
କୃତ୍ରିମ ବନ୍ୟାକୁ ବର୍ଷେ ବିତିବାକୁ ବସିଲାଣି:ଏଯାଏ ଚାଷୀଙ୍କୁ ମିଳିନି କ୍ଷତିପୂରଣ
ଆନନ୍ଦପୁର,୨୪।୭ (ସ୍ବ.ପ୍ର.)-କୃଷି ଓ କୃଷକଙ୍କ ସମସ୍ୟା ପ୍ରତି ସରକାର ଓ ପ୍ରଶାସନ ସ୍ତରରେ କିଭଳି ଅବହେଳା କରାଯାଉଛି ତାହାର ଏକ ନଜିର ପଦାକୁ ଆସିଛି। ଗତ ବର୍ଷ ଅଗଷ୍ଟ ୨୪ ତାରିଖରେ କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଅନ୍ତର୍ଗତ କଣ୍ଟିପାଳ...
ଏକ୍ସପୋର୍ଟ, ଇମ୍ପୋର୍ଟ କମ୍ପାନୀ ନାଁରେ ୭୫ଲକ୍ଷ ଠକେଇ
ବାଲେଶ୍ୱର ଅଫିସ,୨୪।୭-ବାଲେଶ୍ୱର ଜିଲା ସହଦେବଖୁଣ୍ଟା ମଡ଼େଲ ଥାନା ଭାସ୍କରଗଞ୍ଜ(ବି) ଅଞ୍ଚଳରେ ଗତ ୯ ତାରିଖରେ ନ୍ୟାଶନାଲ ପୋର୍ଟ ପ୍ରାଇଭେଟ୍ ଲିମିଟେଡ୍ ନାମକ ଏକ କମ୍ପାନୀ ଖୋଲି ମାତ୍ର ୧୨ଦିନ ଭିତରେ ୭୫ଲକ୍ଷ ଟଙ୍କା ସଂଗ୍ରହ କରି ପଳାଇଯାଇଥିବା ଅଭିଯୋଗ ହୋଇଛି।...
ସରକାରୀ ଜମି ଅବରୋଧ ପ୍ରତିବାଦରାସ୍ତା ଅବରୋଧ କଲେ ଶ୍ରୀଜଙ୍ଗ ଗ୍ରାମବାସୀ
ବାହାନଗା,୨୪।୭(ଡି.ଏନ.ଏ.)-ଖନ୍ତାପଡ଼ା ଥାନା ଅଧୀନସ୍ଥ ରେମୁଣା ବ୍ଲକର ଶ୍ରୀଜଙ୍ଗ ଗ୍ରାମର ସରକାରୀ ଗୋଚର ଓ ଆଡ଼ିବନ୍ଧକୁ ପ୍ରଭାବଶାଳୀ ଲୋକମାନେ ଜବରଦସ୍ତ ଅବରୋଧ କରି ରଖିଥିବାରୁ ଗ୍ରାମବାସୀ ଏହାର ପ୍ରତିବାଦ କରିଛନ୍ତି। ଗ୍ରାମବାସୀ ମଙ୍ଗଳବାର ଅବରୋଧ ହଟାଇବା ଦାବିରେ ଗ୍ରାମ ରାସ୍ତା ଓ...
ଅସହ୍ୟ ହେଲା ଋଣ ବୋଝ, ବିଷ ପିଇ ଆତ୍ମହତ୍ୟା କଲେ ଚାଷୀ
ବାଲେଶ୍ୱର ଅଫିସ,୨୩।୭-ଋଣ ବୋଝ ସହି ନ ପାରି ବାଲେଶ୍ୱର ଚାନ୍ଦିପୁର ଥାନା ପଦ୍ମପୁର ଗ୍ରାମର ଚାଷୀ ସୁମନ୍ତ ବେହେରା (୪୬) ମଙ୍ଗଳବାର ବିଷ ପିଇ ଆତ୍ମହତ୍ୟା କରିଛନ୍ତି। ଏନେଇ ଚାନ୍ଦିପୁର ଥାନାରେ ଏକ ଅପମୃତ୍ୟୁ ମାମଲା (ନଂ. ୬୨୦/୧୯) ରୁଜୁ...
ଗଞ୍ଜେଇ ଚେରାଚାଲାଣ ଧରପଗଡ ବେଳେ ଗୁଳିଚାଳନା: ୧୧୨୩ କିଲୋ ଗଞ୍ଜେଇ ଜବତ,୨ ଗିରଫ
କୋରୁକୋଣ୍ଡା, ୨୩ା୭(ଡି.ଏନ.ଏ)- ମାଲକାନଗିରି ଜିଲାରେ ଦିନକୁ ଦିନ ଗଞ୍ଜେଇ ଚୋରା ଚାଲାଣ ବଢ଼ିବାରେ ଲାଗିଛି। ମାଲକାନଗିରି ପୋଲିସ ପକ୍ଷରୁ ଏହାକୁ ରୋକିବା ପାଇଁ ବିଭିନ୍ନ ପଦକ୍ଷେପ ନିଆଯାଉଥିଲେ ମଧ୍ୟ ସମ୍ପୂର୍ଣ୍ଣ ରୂପେ ବନ୍ଦ କରାଯାଇପାରୁ ନାହିଁ। ଗତ ରବିବାର ରାତିରେ...
Archives


