ବିଜେପୁରବାସୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୫ା୧୦(ବ୍ୟୁରୋ): ବିଜେପୁର ଉପନିର୍ବାଚନରେ ବିଜେଡି ପ୍ରାର୍ଥିନୀ ରୀତା ସାହୁ ସର୍ବକାଳୀନ ରେକର୍ଡ ୯୭,୯୯୦ ଖଣ୍ଡ ଭୋଟରେ ବିଜୟୀ ହୋଇଛନ୍ତି। ଦଳର ଏହି ସଫଳତା ପାଇଁ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମଗ୍ର ବିଜେପୁରବାସୀଙ୍କୁ କୃତଜ୍ଞତା ଜଣାଇଛନ୍ତି। ଗୁରୁବାର ପୂର୍ବାହ୍ନରେ…
ଟାଟାଷ୍ଟିଲ୍ ବିଏସ୍ଏଲ୍ର ଅଭିନବ ପ୍ରୟାସ: ଆରମ୍ଭ ହେଲା ସବୁଜ ବିଦ୍ୟାଳୟ ପରିଯୋଜନା
ଢେଙ୍କାନାଳ ଅଫିସ, ୨୫।୧୦- ଛାତ୍ରୀଛାତ୍ରଙ୍କୁ ପରିବେଶ ସହ ଯୋଡ଼ିବା ଭଳି ମହତ୍ ଉଦ୍ଦେଶ୍ୟ ରଖି ଢେଙ୍କାନାଳ ଜିଲା ନରେନ୍ଦ୍ରପୁରସ୍ଥିତ ଟାଟାଷ୍ଟିଲ୍ ବିଏସ୍ଏଲ୍ ପକ୍ଷରୁ ଗୁରୁବାରଠାରୁ ଆରମ୍ଭ ହୋଇଛି ସବୁଜ ବିଦ୍ୟାଳୟ ପରିଯୋଜନା। ନୂଆଦିଲ୍ଲୀସ୍ଥିତ ଶକ୍ତି ଓ ସମ୍ବଳ ଶିକ୍ଷାନୁଷ୍ଠାନ ସହଭାଗିତାରେ ଅନୁଗୋଳ…
କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟର ବିକଳ ଚିତ୍ର: ସ୍ବାସ୍ଥ୍ୟସେବା ସମୁଦ୍ରକୁ ଶଙ୍ଖେ
କାମାକ୍ଷାନଗର, ୨୫।୧୦(ଡି.ଏନ୍.ଏ.)-ବିଗିଡ଼ିଯାଇଛି କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟର ସ୍ବାସ୍ଥ୍ୟସେବା। ମେଡିକାଲ ଭିତରକୁ ପଶିବା କ୍ଷଣି ଶୁଣିବାକୁ ମିଳୁଛି କେବଳ ‘ନାହିଁ’। ବାରଣ୍ଡାରେ ପଡ଼ି ରୋଗୀ ଛଟପଟ ହେଉଥିବାବେଳେ ମନମାନି କରୁଛନ୍ତି ଡାକ୍ତର। ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀଙ୍କ କଥାକୁ ବି କେହି ଖାତିର କରୁନାହାନ୍ତି। ଓଲଟି…
ରେକର୍ଡ ରଚିଲେ ରୀତା
ବରଗଡ଼ ଅଫିସ/ପଦ୍ମପୁର/ଭୁବନେଶ୍ୱର(ବ୍ୟୁରୋ)୨୫-୧୦:ବରଗଡ଼ ଜିଲା ବିଜେପୁର ଉପନିର୍ବାଚନର ଭୋଟଗଣତି ଗୁରୁବାର ସରିବା ପରେ ଫଳାଫଳ ଘୋଷିତ ହୋଇଛି। ଏଥିରେ ବିଜେଡି ପ୍ରାର୍ଥୀ ରୀତା ସାହୁ ବିଜୟୀ ହେବା ସହିତ ଦଳ ପାଇଁ ହାଟ୍ରିକ ବିଜୟ ଆଣିଛନ୍ତି। କେବଳ ସେତିକି ନୁହେଁ, ବିଧାନସଭା ନିର୍ବାଚନରେ…
୫ଜିଲାକୁ ୟେଲୋ ଓ୍ବାର୍ନିଂ:ଆଜି ପ୍ରବଳ ବର୍ଷିବ
ଭୁବନେଶ୍ୱର, ୨୫-୧୦(ବ୍ୟୁରୋ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିଛି। ଗୁରୁବାର ଭୁବନେଶ୍ୱର ସମେତ କଟକ, ବାଲେଶ୍ୱର, ପୁରୀ, ଗଞ୍ଜାମ, ବାରିପଦା ଆଦି ଜିଲାରେ ସର୍ବାଧିକ ବର୍ଷା ରେକର୍ଡ ହୋଇଛି। ଶୁକ୍ରବାର ମଧ୍ୟ ଦିନତମାମ ବର୍ଷା…
ଗାଁ ଜଳାର୍ଣ୍ଣବ, ଧୋଇଗଲା ଅସ୍ଥାୟୀ ପୋଲ
ପାଟପୁର,୨୫ା୧୦(ଡି.ଏନ.ଏ.)- ସାନଖେମୁଣ୍ଡି ଅଞ୍ଚଳରେ ବୁଧବାର ସକାଳୁ ଜାରି ରହିଛି ଲଗାଣ ବର୍ଷା। ଏହାର ପ୍ରଭାବରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ବୁଧବାର ପୋଚକା ନାଳ ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଗୁରୁବାର ସକାଳ ୭ଟାରେ ବୁଦ୍ଧେଶ୍ୱର ଗ୍ରାମ ନିକଟ ରଘୁନାଥ ସାଗରରେ ବନ୍ୟାପାଣି…
ଭାଙ୍ଗିଦେଇ ଭୁଲିଗଲା ବିଏମ୍ସି
ବ୍ରହ୍ମପୁର ଅଫିସ୍,୨୫ା୧୦- ବ୍ରହ୍ମପୁର ମହାନଗର ନିଗମର ତ୍ରୁଟିପୂର୍ଣ୍ଣ କାର୍ଯ୍ୟ ଯୋଗୁ ସହରବାସୀ କେମିତି ହନ୍ତସନ୍ତ ହେଉଛନ୍ତି, ତାର ଏକ ଉଦାହରଣ ଗୁରୁବାର ଦେଖିବାକୁ ମିଳିଛି। ଜଗବନ୍ଧୁ ସାହିରେ ରାସ୍ତା କଡ଼ରୁ ଜବରଦଖଲ ହଟିଲା। ହେଲେ ଆବର୍ଜନା ସଫା କରାଗଲା ନାହିଁ। ଦୁଇ…
ବର୍ଷା ବିତ୍ପାତ: ବ୍ରହ୍ମପୁର ଜଳମଗ୍ନ
ବ୍ରହ୍ମପୁର ଅଫିସ,୨୫ା୧୦- ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ବୁଧବାରରୁ ଗଞ୍ଜାମ ଜିଲାରେ ବର୍ଷା ଜାରି ରହିଛି ା ଗୋପାଳପୁର ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ପ୍ରକାରେ ଗୁରୁବାର ସକାଳ ୮.୩୦ ସୁଦ୍ଧା ଗଞ୍ଜାମ ଜିଲାରେ ୧୦୪.୨ ମିଲିମିଟର…
ବଢ଼ୁଛି ଫ୍ୟାନ୍ସି ଦୀପର ଚାହିଦା: ସଙ୍କଟରେ କୁମ୍ଭକାରଙ୍କ ବେଉସା
ଭଦ୍ରକ ଅଫିସ, ୨୫ା୧୦- ଦୀପାବଳିିରେ ମାଟି ଦୀପର ଚାହିଦା ନିଆରା। ଲୋକେ ବିଭିନ୍ନ ରଙ୍ଗବେରଙ୍ଗ ଦୀପ କିଣି ଘର ଆଗରେ ଏହାକୁ ଜଳାଇ ଉତ୍ସବ ମନାଇଥାନ୍ତି। ବର୍ତ୍ତମାନ ଗ୍ରାହକଙ୍କୁ ଆକୃଷ୍ଟ କରିବା ଲାଗି ହାଟବଜାରରେ ବିଭିନ୍ନ ଡିଜାଇନ ଓ ରଙ୍ଗର ଫ୍ୟାନ୍ସି…
ଅବିଶ୍ରାନ୍ତ ବର୍ଷା, ଅଶାନ୍ତ ସମୁଦ୍ର
ଭୋଗରାଇ, ୨୫।୧୦(ଡି.ଏନ.ଏ.)-ଲଘୁଚାପ ପ୍ରଭାବରେ ଭୋଗରାଇ ସମେତ ଆଖପାଖ ଅଞ୍ଚଳରେ ବୁଧବାରଠାରୁ ଅବିଶ୍ରାନ୍ତ ବର୍ଷା ଲାଗିରହିଛି। ତୁହାକୁ ତୁହା ବର୍ଷା ହେବା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ସାରାଦିନ ବର୍ଷା ପ୍ରକୋପରେ ଦୂରଦୂରାନ୍ତକୁ ଯାଉଥିବା ଯାତ୍ରୀବାହୀ ବସ୍, ଅଟୋଗୁଡ଼ିକରେ ଯାତ୍ରୀ ସଂଖ୍ୟା…
ପାହାଡରୁ ଧସିଲା ପଥର, ଯାତାୟତରେ ବାଧାପ୍ରାପ୍ତ
ଗୁଣପୁର,୨୪ା୧୦(ଡି.ଏନ.ଏ)-ଦୁଇ ଦିନ ଧରି ଲଗାଣ ବର୍ଷା ଯୋଗୁ ପାହାଡ଼ରୁ ଏକ ବଡ଼ ପଥର ଖସି ରାୟଗଡା ଜିଲା ଗୁଣପୁର ବ୍ଲକ ପୁଟାସିଂ ପଞ୍ଚାୟତ ରିଜିଂତାଲ ରାସ୍ତାରେ ପଡ଼ିଛି ା ଫଳରେ ଯାତାୟତାରେ ବାଧାସୃଷ୍ଟି ହୋଇଛି ା ହେଲେ ଏଥିରେ କେହି ମୃତାହତ…
୧୦ ବରିଷ୍ଠ ପୋଲିସ ଅଧିକାରୀଙ୍କ ବଦଳି
କଟକ ଅଫିସ, ୨୪ା୧୦- ପୋଲିସ ଡିଜି ବିଜୟ କୁମାର ଶର୍ମାଙ୍କ ଅଧ୍ୟକ୍ଷତାରେ ରାଜ୍ୟ ପୋଲିସ ଏଷ୍ଟାବ୍ଲିସ୍ମେଣ୍ଟ ବୋର୍ଡ ପକ୍ଷରୁ ଓପିଏସ୍ସ୍ତରରେ ୧୦ ଜଣ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ପଦୋନ୍ନତି ଦିଆଯାଇଛି। ଏଥିସହ ସେମାନଙ୍କୁ ରାଜ୍ୟର ବିଭିନ୍ନ ଜିଲାରେ ଅବସ୍ଥାପିତ କରାଯାଇଥିବା ଗୁରୁବାର…
Archives


