ରାଜ୍ୟ

ଖୁବ୍‌ଶୀଘ୍ର ସୁରଟ୍‌କୁ ଉଡ଼ିବ ବିମାନ: ସପ୍ତାହକୁ ୨ଥର ଚାଲିବ

ଭୁବନେଶ୍ୱର, ୨୩।୭(ବ୍ୟୁରୋ):ବିମାନ ଯାତ୍ରୀଙ୍କ ପାଇଁ ଖୁସି ଖବର। ଖୁବ୍‌ଶୀଘ୍ର ଭୁବନେଶ୍ୱରରୁ ସୁରଟ୍‌କୁ ସିଧାସଳଖ ବିମାନ ଚଳାଚଳ କରିବ। ସପ୍ତାହରେ ୨ଥର ଏହି ବିମାନ ଚାଲିବ। ଏ ନେଇ ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ସୋମବାର ଟୁଇଟ୍‌ କରି ଜଣାଇଛନ୍ତି। ଅପରାଜିତା...

ଇଭିଏମ୍‌ର ସ୍ବଚ୍ଛତାକୁ ନେଇ ମାମଲା: ଖାରଜ କଲେ ହାଇକୋର୍ଟ

କଟକ ଅଫିସ,୨୩।୭: ଇଭିଏମ୍‌ର ସ୍ବଚ୍ଛତାକୁ ନେଇ ହାଇକୋର୍ଟରେ ରୁଜୁ ହୋଇଥିବା ମାମଲା ଖାରଜ ହୋଇଛି। ଉକ୍ତ ମାମଲାକୁ ବେଆଇନ ଦର୍ଶାଇ ଅଦାଲତ ଖାରଜ କରିଛନ୍ତି। ଏହାକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟରେ ମାମଲା ରୁଜୁ କରାଯିବ ବୋଲି ଆଡଭୋକେଟ ଅଶ୍ୱିନୀ କୁମାର...

ଏସ୍‌ସିବି ମେଡିକାଲ: ୭ମାସରେ ଆସିଲେଣି ୨୮ ଜିଲାର ଡେଙ୍ଗୁ ରୋଗୀ

କଟକ ଅଫିସ,୨୩।୭: ଏସ୍‌ସିବି ମେଡିକାଲକୁ ଗତ ଜାନୁୟାରୀରୁ ଜୁଲାଇ ୨୨ ମଧ୍ୟରେ ୨୮ଟି ଜିଲାରୁ ଡେଙ୍ଗୁ ରୋଗୀ ଚିକିତ୍ସା ନିମନ୍ତେ ଆସିଛନ୍ତି। ଏହି ସମୟ ମଧ୍ୟରେ ମୋଟ୍‌ ୨୯୦୭ ଜଣ ରୋଗୀଙ୍କ ରକ୍ତ ନମୁନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୯୯...

ଜିଲା ଶିକ୍ଷାଧିକାରୀଙ୍କ ନିୟମକୁ ବିରୋଧ :ସ୍କୁଲରେ ତାଲା ପକାଇଲେ ମହିଳା

ଆନନ୍ଦପୁର,୨୩। ୭(ସ୍ବ.ପ୍ର.)- ଘସିପୁରା ବ୍ଲକ ଭୋଳନୁଆଗାଁର ୟୁଜିଏମଇ ସ୍କୁଲକୁ ସୋମବାର ମହିଳା ଅଭିଭାବକମାନେ ତାଲା ପକାଇଥିଲେ। ଏହି ବିଦ୍ୟାଳୟର ଷଷ୍ଠରୁ ସପ୍ତମ ଶ୍ରେଣୀ ପିଲାମାନେ ସକାଳ ୬ଟାରୁ ୧୧ ଟା ଏବଂ ପ୍ରଥମରୁ ୫ମ ଶ୍ରେଣୀ ପିଲାମାନେ ସକାଳ ୧୦ଟାରୁ...

ନିମାପଡ଼ା: ବିଦ୍ୟୁତ୍‌ ଯନ୍ତ୍ରଣାର ଅନ୍ତ ଘଟୁନି

ନିମାପଡ଼ା,୨୩।୭(ଡି.ଏନ୍‌.ଏ.): ଗତ ମେ’ ୩ ତାରିଖରେ ହୋଇଥିବା ବାତ୍ୟା ଫନୀରେ ପୁରୀ ଜିଲା ନିମାପଡ଼ା ବିଦ୍ୟୁତ୍‌ ଡିଭିଜନର ୨୫ହଜାରରୁ ଊର୍ଦ୍ଧ୍ୱ ବିଦ୍ୟୁତ୍‌ ଖୁଣ୍ଟ ଭାଙ୍ଗିରୁଜି ଯାଇଥିବାବେଳେ ୧ହଜାରରୁ ଊର୍ଦ୍ଧ୍ୱ ଟ୍ରାନ୍ସଫରମର, ୧୨ଟି ଉଚ୍ଚ କ୍ଷମତାସମ୍ପନ୍ନ ଟାଓ୍ବାର କ୍ଷତିଗ୍ରସ୍ତ ହୋଇଥିଲା। ୧ଲକ୍ଷ...

ନଦୀରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର

ଫୁଲବାଣୀ ଅଫିସ,୨୩ା୭- ଫୁଲବାଣୀ ନାରାୟଣୀ ମନ୍ଦିର ନିକଟ ସାଲୁଙ୍କି ନଦୀରେ ଭାସୁଥିବା ଜଣେ କଲେଜ ଛାତ୍ରୀଙ୍କ ମୃତଦେହକୁ ସୋମବାର ଉଦ୍ଧାର କରାଯାଇଛି ା ପାରିପାର୍ଶ୍ୱିକ ସ୍ଥିତିକୁ ଲକ୍ଷ୍ୟ କଲେ ଏହା ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ଅନୁମାନ କରାଯାଉଛି। ହେଲେ...

ବ୍ରହ୍ମପୁର ବଡ଼ ମେଡିକାଲ: ବାୟୋମେଟ୍ରିକ ଉପସ୍ଥାନ ପ୍ରହସନ

ବ୍ରହ୍ମପୁର ଅଫିସ,୨୩ା୭-ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମେଡିକାଲ କଲେଜ (ଏମ୍‌କେସିଜି) ଦକ୍ଷିଣ ଓଡ଼ିଶାର ଏକମାତ୍ର ବଡ ହସ୍ପିଟାଲ। ଏହା ଉପରେ ପଡୋଶୀ ଆନ୍ଧ୍ରପ୍ରଦେଶ ଓ ପୁରୀ, ଗଜପତି, କନ୍ଧମାଳ ଏବଂ ଖୋର୍ଦ୍ଧା ଅଞ୍ଚଳର ରୋଗୀମାନେ ନିର୍ଭର କରୁଛନ୍ତି। ଏମ୍‌କେସିଜି ମେଡିକାଲରେ ବୟୋମେଟ୍ରିକ...

ନିଶାସକ୍ତ ଶିକ୍ଷକଙ୍କୁ ନିଲମ୍ବନ କଲେ ଜିଲା ଶିକ୍ଷାଧିକାରୀ

ଧରାକୋଟ,୨୩ା୭(ଡି.ଏନ.ଏ.)-ଗଞ୍ଜାମ ଜିଲା ଧରାକୋଟ ବ୍ଲକ ଖଜୁରିପଦା ବିଦ୍ୟାଳୟର ଜଣେ ଶିକ୍ଷକ ନିଶାସକ୍ତ ଅବସ୍ଥାରେ ସ୍କୁଲକୁ ଆସୁଥିବାରୁ ସୋମବାର ତାଙ୍କୁ ନିଲମ୍ବିତ କରାଯାଇଛି। ସେ ହେଲେ ସୀମାଞ୍ଚଳ ଶତପଥୀ। ସେ ଠିକ୍‌ ଭାବେ ପଢ଼ାଇ ପାରୁ ନ ଥିବାରୁ ଅଭିଭାବକମାନେ ଅସନ୍ତୋଷ...

ପରୀକ୍ଷା ଫଳ ପ୍ରକାଶରେ ଅନିୟମିତତା ଅଭିଯୋଗ

ବ୍ରହ୍ମପୁର ଅଫିସ,୨୩ା୭-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଅଧୀନସ୍ଥ ବିଭିନ୍ନ ଡିଗ୍ରୀ ମହାବିଦ୍ୟାଳୟ ଯୁକ୍ତ ୩ ଦ୍ୱିତୀୟ ଓ ତୃତୀୟ ସେମିଷ୍ଟର ବ୍ୟାକ୍‌ ପେପର ପରୀକ୍ଷା ଫଳ ପ୍ରକାଶରେ ବିଳମ୍ବ ହୋଇଥିବା ଅଭିଯୋଗ ହୋଇଛି। ପରୀକ୍ଷାର ବର୍ଷେ ବିତିବା ପରେ ମଧ୍ୟ ଫଳ ପ୍ରକାଶ...

ରାଜ୍ୟରେ ମହିଳା, ନାବାଳିକା ଅସୁରକ୍ଷିତ

ଭୁବନେଶ୍ୱର,୨୩।୭(ବ୍ୟୁରୋ): ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ। ଦିନକୁ ଦିନ ନାବାଳିକା ଏବଂ ମହିଳାଙ୍କ ଉପରେ ହିଂସା ବଢ଼ିବାରେ ଲାଗିଛି। ଗତ ଶନିବାର ଅନୁଗୋଳର ୮ ବର୍ଷୀୟା ନାବାଳିକାଙ୍କୁ ଦୁର୍ବୃତ୍ତ ଉଠାଇ ନେଇ ବଳାତ୍କାର କରିଥିଲେ। ଏପରି କି ମୃତ ଭାବି ପୀଡ଼ିତାଙ୍କୁ...

ନାବାଳିକାଙ୍କୁ ବଳାତ୍କାର ଘଟଣା :ଫରେନ୍ସିକ୍‌ ଯାଞ୍ଚ ରିପୋର୍ଟକୁ ଅପେକ୍ଷା

ଅନୁଗୋଳ ଅଫିସ, ୨୩।୭ ଅନୁଗୋଳ ବସ୍‌ଷ୍ଟାଣ୍ଡସ୍ଥିତ ଆହାରକେନ୍ଦ୍ର ପଛପଟେ ଗତ ଶନିବାର ବିଳମ୍ବିତ ରାତିରେ ଘଟିଥିବା ନାବାଳିକା ବଳାତ୍କାର ଘଟଣାର ତଦନ୍ତ ପ୍ରକ୍ରିୟାକୁ ଜୋରଦାର କରିଛି ପୋଲିସ। ଘଟଣା ପରଠାରୁ ୫ଜଣଙ୍କୁ ଅଟକ ରଖି ପଚରାଉଚରା କରିବା ପରେ ଏବେ...

ନିର୍ବାଚନ ସମୟରେ ୩ ଦିନ ସ୍କୁଲ ବନ୍ଦ: ବିଦ୍ୟାଳୟରେ ତାଲା ପକାଇଲେ ଅଭିଭାବକ

ମହାକାଳପଡା,୨୩ା୭(ଡି.ଏନ୍‌.ଏ.)- ପାଟକୁରାରେ ନିର୍ବାଚନ ପାଇଁ ମହାକାଳପଡା ବ୍ଲକର ଏକ ବିଦ୍ୟାଳୟ ୩ ଦିନ ବନ୍ଦ ରହିଥିଲା। ଏହାକୁ ବିରୋଧ କରି ଅଭିଭାବକମାନେ ସୋମବାର ସମ୍ପୃକ୍ତ ବିଦ୍ୟାଳୟରେ ତାଲା ପକେଇ ଦେଇଥିଲେ। ପୋଲିସର ଏକ ଟିମ୍‌ ପହଞ୍ଚତ୍ ସମସ୍ୟାର ସମାଧାନ କରିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri