ନଦୀରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର
ଫୁଲବାଣୀ ଅଫିସ,୨୩ା୭- ଫୁଲବାଣୀ ନାରାୟଣୀ ମନ୍ଦିର ନିକଟ ସାଲୁଙ୍କି ନଦୀରେ ଭାସୁଥିବା ଜଣେ କଲେଜ ଛାତ୍ରୀଙ୍କ ମୃତଦେହକୁ ସୋମବାର ଉଦ୍ଧାର କରାଯାଇଛି ା ପାରିପାର୍ଶ୍ୱିକ ସ୍ଥିତିକୁ ଲକ୍ଷ୍ୟ କଲେ ଏହା ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ଅନୁମାନ କରାଯାଉଛି। ହେଲେ...
ବ୍ରହ୍ମପୁର ବଡ଼ ମେଡିକାଲ: ବାୟୋମେଟ୍ରିକ ଉପସ୍ଥାନ ପ୍ରହସନ
ବ୍ରହ୍ମପୁର ଅଫିସ,୨୩ା୭-ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମେଡିକାଲ କଲେଜ (ଏମ୍କେସିଜି) ଦକ୍ଷିଣ ଓଡ଼ିଶାର ଏକମାତ୍ର ବଡ ହସ୍ପିଟାଲ। ଏହା ଉପରେ ପଡୋଶୀ ଆନ୍ଧ୍ରପ୍ରଦେଶ ଓ ପୁରୀ, ଗଜପତି, କନ୍ଧମାଳ ଏବଂ ଖୋର୍ଦ୍ଧା ଅଞ୍ଚଳର ରୋଗୀମାନେ ନିର୍ଭର କରୁଛନ୍ତି। ଏମ୍କେସିଜି ମେଡିକାଲରେ ବୟୋମେଟ୍ରିକ...
ନିଶାସକ୍ତ ଶିକ୍ଷକଙ୍କୁ ନିଲମ୍ବନ କଲେ ଜିଲା ଶିକ୍ଷାଧିକାରୀ
ଧରାକୋଟ,୨୩ା୭(ଡି.ଏନ.ଏ.)-ଗଞ୍ଜାମ ଜିଲା ଧରାକୋଟ ବ୍ଲକ ଖଜୁରିପଦା ବିଦ୍ୟାଳୟର ଜଣେ ଶିକ୍ଷକ ନିଶାସକ୍ତ ଅବସ୍ଥାରେ ସ୍କୁଲକୁ ଆସୁଥିବାରୁ ସୋମବାର ତାଙ୍କୁ ନିଲମ୍ବିତ କରାଯାଇଛି। ସେ ହେଲେ ସୀମାଞ୍ଚଳ ଶତପଥୀ। ସେ ଠିକ୍ ଭାବେ ପଢ଼ାଇ ପାରୁ ନ ଥିବାରୁ ଅଭିଭାବକମାନେ ଅସନ୍ତୋଷ...
ପରୀକ୍ଷା ଫଳ ପ୍ରକାଶରେ ଅନିୟମିତତା ଅଭିଯୋଗ
ବ୍ରହ୍ମପୁର ଅଫିସ,୨୩ା୭-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଅଧୀନସ୍ଥ ବିଭିନ୍ନ ଡିଗ୍ରୀ ମହାବିଦ୍ୟାଳୟ ଯୁକ୍ତ ୩ ଦ୍ୱିତୀୟ ଓ ତୃତୀୟ ସେମିଷ୍ଟର ବ୍ୟାକ୍ ପେପର ପରୀକ୍ଷା ଫଳ ପ୍ରକାଶରେ ବିଳମ୍ବ ହୋଇଥିବା ଅଭିଯୋଗ ହୋଇଛି। ପରୀକ୍ଷାର ବର୍ଷେ ବିତିବା ପରେ ମଧ୍ୟ ଫଳ ପ୍ରକାଶ...
ରାଜ୍ୟରେ ମହିଳା, ନାବାଳିକା ଅସୁରକ୍ଷିତ
ଭୁବନେଶ୍ୱର,୨୩।୭(ବ୍ୟୁରୋ): ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ। ଦିନକୁ ଦିନ ନାବାଳିକା ଏବଂ ମହିଳାଙ୍କ ଉପରେ ହିଂସା ବଢ଼ିବାରେ ଲାଗିଛି। ଗତ ଶନିବାର ଅନୁଗୋଳର ୮ ବର୍ଷୀୟା ନାବାଳିକାଙ୍କୁ ଦୁର୍ବୃତ୍ତ ଉଠାଇ ନେଇ ବଳାତ୍କାର କରିଥିଲେ। ଏପରି କି ମୃତ ଭାବି ପୀଡ଼ିତାଙ୍କୁ...
ନାବାଳିକାଙ୍କୁ ବଳାତ୍କାର ଘଟଣା :ଫରେନ୍ସିକ୍ ଯାଞ୍ଚ ରିପୋର୍ଟକୁ ଅପେକ୍ଷା
ଅନୁଗୋଳ ଅଫିସ, ୨୩।୭ ଅନୁଗୋଳ ବସ୍ଷ୍ଟାଣ୍ଡସ୍ଥିତ ଆହାରକେନ୍ଦ୍ର ପଛପଟେ ଗତ ଶନିବାର ବିଳମ୍ବିତ ରାତିରେ ଘଟିଥିବା ନାବାଳିକା ବଳାତ୍କାର ଘଟଣାର ତଦନ୍ତ ପ୍ରକ୍ରିୟାକୁ ଜୋରଦାର କରିଛି ପୋଲିସ। ଘଟଣା ପରଠାରୁ ୫ଜଣଙ୍କୁ ଅଟକ ରଖି ପଚରାଉଚରା କରିବା ପରେ ଏବେ...
ନିର୍ବାଚନ ସମୟରେ ୩ ଦିନ ସ୍କୁଲ ବନ୍ଦ: ବିଦ୍ୟାଳୟରେ ତାଲା ପକାଇଲେ ଅଭିଭାବକ
ମହାକାଳପଡା,୨୩ା୭(ଡି.ଏନ୍.ଏ.)- ପାଟକୁରାରେ ନିର୍ବାଚନ ପାଇଁ ମହାକାଳପଡା ବ୍ଲକର ଏକ ବିଦ୍ୟାଳୟ ୩ ଦିନ ବନ୍ଦ ରହିଥିଲା। ଏହାକୁ ବିରୋଧ କରି ଅଭିଭାବକମାନେ ସୋମବାର ସମ୍ପୃକ୍ତ ବିଦ୍ୟାଳୟରେ ତାଲା ପକେଇ ଦେଇଥିଲେ। ପୋଲିସର ଏକ ଟିମ୍ ପହଞ୍ଚତ୍ ସମସ୍ୟାର ସମାଧାନ କରିବା...
ବିଗିଡ଼ିଛି ସ୍ବାସ୍ଥ୍ୟସେବା, ଆଇନଶୃଙ୍ଖଳା
ଅନୁଗୋଳ ଅଫିସ/କଣିହଁା, ୨୩।୭ ଅନୁଗୋଳରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ସହ ଆଇନଶୃଙ୍ଖଳା ପରିସ୍ଥିତି ବିଗିଡ଼ିଯାଇଛି। ପ୍ରତିଦିନ ଗରିବ ଲୋକଙ୍କ ଜୀବନ ସହ ଖେଳ ଚାଲିଛି। ଜିଲା ମୁଖ୍ୟ ଚିକିତ୍ସାଳୟ ଶବ ସଂରକ୍ଷଣ ଗୃହରେ ଥିବା ଜଣେ ଶିଶୁକନ୍ୟାଙ୍କ ମୃତଦେହରୁ ଆଖି ଗାଏବ...
ଡକାୟତି, ଲୁଟ୍ ଘଟଣାରେ ୭ ଗିରଫ
ଢେଙ୍କାନାଳ ଅଫିସ,୨୩ା୭ ଢେଙ୍କାନାଳ ଓ ଅନୁଗୋଳ ଜିଲାରେ ୧୯ଟି ଡକାୟତି ଓ ଲୁଟ୍ ଘଟଣାରେ ସମ୍ପୃକ୍ତ ଥିବା ୭ ଜଣଙ୍କୁ ଢେଙ୍କାନାଳ ଜିଲା ପୋଲିସ ଗିରଫ କରିଛି। ଅଭିଯୁକ୍ତମାନଙ୍କ ଠାରୁ ୭ଟି ବାଇକ୍, ୪ଟି ମୋବାଇଲ, ୩ଟି ଲାପଟପ୍ ଓ...
ସହରରେ ବଢ଼ୁଛି ଯାଯାବରଙ୍କ ସଂଖ୍ୟା
ଅନୁଗୋଳ ଅଫିସ, ୨୩।୭ ଅନୁଗୋଳ ସହରରେ ଦିନକୁ ଦିନ ଯାଯାବରଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସହରର ବିଭିନ୍ନ ସ୍ଥାନରେ ଏମାନେ ଅସ୍ଥାୟୀ ଶିବିର କରି ସେଠାରେ ରହୁଛନ୍ତି। କିଛି ନିଜ ପେଟ ପାଟଣା ପାଇଁ କାମ କରୁଛନ୍ତି ତ ଆଉ...
ସରକାରୀ ମାନ୍ୟତା ମିଳିଲାନି: ବନ୍ଦ ହେଲାଭୀମଭୋଇ ସ୍ବାସ୍ଥ୍ୟକେନ୍ଦ୍ର
ସୋନପୁର,୨୩।୭(ନି.ପ୍ର.) ସୁବର୍ଣ୍ଣପୁର ଜିଲା ସନ୍ଥକବି ଭୀମଭୋଇଙ୍କ ସମାଧି ପୀଠ ଖଲିଆପାଲିଠାରେ ଜନସାଧାରଣଙ୍କ ଉଦ୍ୟମରେ ଚାଲି ଆସିଥିବା ସ୍ବାସ୍ଥ୍ୟକେନ୍ଦ୍ରଟି ଶେଷରେ ବନ୍ଦ ହେଲା। ଦେଢ ମାସ ହେଲା ସ୍ବାସ୍ଥ୍ୟକେନ୍ଦ୍ରକୁ ଆଉ ଡାକ୍ତର, ଫାର୍ମାସିଷ୍ଟ କିମ୍ବା ସ୍ବାସ୍ଥ୍ୟ କର୍ମଚାରୀ ଆସୁନାହାନ୍ତି। ଔଷଧ ମଧ୍ୟ...
ଜଳିଗଲାଣି ଧାନଗଛ, ଚିନ୍ତାରେ ଚାଷୀ
ଉଲୁଣ୍ଡା, ୨୩ା୭ (ଡି.ଏନ.ଏ.) ଶ୍ରାବଣ ମାସର ଆଦ୍ୟ ଚଉଠି, ଚାରିଦିଗୁ ମେଘ ଆସିବ ଘୋଟି। ଫେଲ ମାରିଲା ଏହି ଖନା ବଚନ। ଚଳିତ ବର୍ଷ ଶ୍ରାବଣ ମାସର ଆଦ୍ୟ ଚଉଠି ଗତ ଶନିବାର ଦିନଠାରୁ ୩୯ ଡିଗ୍ରୀ ତାପମାତ୍ରା ଉପରେ...
Archives


