ରାଜ୍ୟ

ପୁଣି ସବୁଜ ସୁନ୍ଦର ହେବ ଭୁବନେଶ୍ୱର: ଆଳଙ୍କାରିକ ବୃକ୍ଷ ସହରର ଶୋଭା ବଢ଼ାଇବ

ଭୁବନେଶ୍ୱର, ୨୪।୧୦(ବ୍ୟୁରୋ): ଭୁବନେଶ୍ୱରକୁ ପୁଣି ସବୁଜ ସୁନ୍ଦର କରାଯିବ। ରାସ୍ତାକଡ଼, ଫ୍ଲାଏ ଓଭର ତଳ ଓ ସହରର ବିଭିନ୍ନ ସ୍ଥାନରେ ସୌନ୍ଦର୍ଯ୍ୟଭରା ଓ ଆଳଙ୍କାରିକ ବୃକ୍ଷ, ଲତା ଜାତୀୟ ଗଛ ଓ ଫୁଲ ନ ଥିବା ଗଛକୁ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ…

ବିଜେପୁର ଉପନିର୍ବାଚନ LIVE UPDATE: ଦ୍ୱାଦଶ ରାଉଣ୍ଡ ସୁଦ୍ଧା ବିଜେଡି ୫୯,୬୬୬ ଭୋଟରେ ଆଗୁଆ

ବରଗଡ଼ ଅଫିସ/ପଦ୍ମପୁର,୨୪।୧୦: ବରଗଡ଼ ଜିଲା ବିଜେପୁର ଉପନିର୍ବାଚନର ଭୋଟ ଗଣତି ଗୁରୁବାର ସକାଳୁ ଜାରି ରହିଛି। ଦ୍ୱାଦଶ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥୀ ରୀତା ସାହୁ ୫୯,୬୬୬ ଭୋଟରେ ଆଗୁଆ ଅଛନ୍ତି। ରୀତାଙ୍କୁ ମୋଟ ୮୨ ହଜାର ୮୯୩ ଖଣ୍ଡ ଭୋଟ…

ଉପନିର୍ବାଚନ ୧୦ମ ରାଉଣ୍ଡ UPDATE: ୫୨,୧୪୨ ଭୋଟରେ ବିଜେଡି ଆଗୁଆ

ବରଗଡ଼ ଅଫିସ,୨୪।୧୦: ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ ଗୁରୁବାର ସକାଳ ୮ଟାରୁ ଭୋଟ ଗଣତି ଜାରି ରହିଛି। ପଦ୍ମପୁର ଆର୍‌ଏମ୍‌ସି ଗୋଦାମ ପରିସରରେ ଥିବା ଏକ ହଲ୍‌ରେ ଚାଲିଥିବା ଗଣତିର ୯ମ ରାଉଣ୍ଡ ସୁଦ୍ଧା ବିଜେଡିର ରୀତା ସାହୁ ୫୨,୧୪୨ଖଣ୍ଡ…

ନଭେମ୍ବର ପହିଲାରୁ ଖୋଲିବ ଶିମିଳିପାଳ

ବାରିପଦା ଅଫିସ,୨୪।୧୦: ମୟୁରଭଞ୍ଜ ଜିଲା ସ୍ଥିତ ପ୍ରସ୍ତାବିତ ଜାତୀୟ ଉଦ୍ୟାନ ତଥା ଶିମିଳିପାଳ ଅଭୟାରଣ୍ୟ ଆସନ୍ତା ନଭେମ୍ବର ପହିଲାରୁ ପର୍ଯ୍ୟଟକଙ୍କ ପାଇଁ ଖୋଲାଯିବ। ଶିମିଳିପାଳ ଟାଇଗର ରିଜର୍ଭ ପ୍ରୋଜେକ୍ଟର କର୍ତ୍ତୃପକ୍ଷ ଏନେଇ ସୂଚନା ଦେଇଛନ୍ତି। ଏହି ସମୟରେ ବନ୍ୟପ୍ରାଣୀଙ୍କ ସୁରକ୍ଷାକୁ ଗୁରୁତ୍ୱ…

ଲଗାଣ ବର୍ଷା: ସ୍କୁଲ ଓ ଅଙ୍ଗନବାଡି ଛୁଟି

ଭଦ୍ରକ ଅଫିସ,୨୪।୧୦: ରାଜ୍ୟରେ ଲାଗାଣ ବର୍ଷI ଯୋଗୁ ଗୁରୁବାର ଭଦ୍ରକ ଜିଲାର ସମସ୍ତ ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ରକୁ ଜିଲାପାଳ ଛୁଟି ଘୋଷଣା କରିଛନ୍ତି। ଛାତ୍ରୀଛାତ୍ରଙ୍କ ସୁରକ୍ଷା ଦୃଷ୍ଟିରୁ ଜିଲାପାଳ ଜ୍ଞାନ ରଞ୍ଜନ ଦାସ ଏଭଳି ପଦକ୍ଷେପ ନିଆଯାଇଥିବା କୁହାଯାଇଛି I

ଲଘୁଚାପ ବର୍ଷାରେ ବେହାଲ ବ୍ରହ୍ମପୁର: ରାସ୍ତା, ଘରେ ପଶିଲା ବର୍ଷାଜଳ

ବ୍ରହ୍ମପୁର ଅଫିସ,୨୪।୧୦: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ବୁଧବାରରୁ ରାଜ୍ୟରେ ଲଗାଣ ବର୍ଷା ଲାଗି ରହିଛି। ଏଥିଯୋଗୁ ବେହାଲ ହୋଇପଡ଼ିଛି ବ୍ରହ୍ମପୁର। ସହରର ବିଭିନ୍ନ ଅଞ୍ଚଳରେ କୁତ୍ରିମ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବିଶେଷକରି ଗଜପତିନଗର ୧୧ତମ…

ବର୍ଷା ଯୋଗୁ ଟ୍ରେନ୍‌ ସେବା ବାଧାପ୍ରାପ୍ତ: ବହୁ ଟ୍ରେନ୍‌ ବାତିଲ୍‌

ଭୁବନେଶ୍ୱର,୨୪।୧୦(ବ୍ୟୁରୋ): ବଙ୍ଗେପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହୋଇଛି। ରାଜ୍ୟରେ ଲଗାଣ ବର୍ଷା ଯୋଗୁ ଟ୍ରେନ୍‌ ସେବା ବ୍ୟାହତ ହୋଇଛି। ଆଜି ଯିବାକୁ ଥିବା ବିଶାଖାପାଟଣା-ଭୁବନେଶ୍ୱର ଇଣ୍ଟରସିଟି ଏକ୍ସପ୍ରେସ, ବିଶାଖାପାଟଣା-ବ୍ରହ୍ମପୁର ପାସେଞ୍ଜର ଟ୍ରେନ ଚଳାଚଳ ଉଭୟ ପାର୍ଶ୍ୱରୁ ବନ୍ଦ ରହିଛି। ସେହିପରି…

ଗଞ୍ଜାମରେ ସ୍କୁଲ ବନ୍ଦ

ବ୍ରହ୍ମପୁର ଅଫିସ/ଛତ୍ରପୁର(ଡି.ଏନ.ଏ.)୨୪।୧୦: ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପ ରୂପ ନେଇଥିବା ଯୋଗୁଁ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ଏହାର ପ୍ରଭାବରେ ଗଞ୍ଜାମ ଜିଲାରେ ବୁଧବାରଠାରୁ ପ୍ରବଳ ବର୍ଷା ହେଉଛି। ଏଥିପାଇଁ ଗଞ୍ଜାମ ଜିଲାପାଳଙ୍କ ପକ୍ଷରୁ ଗୁରୁବାର ଜିଲାର ସମସ୍ତ…

ରାଜ୍ୟରେ ପ୍ରବଳ ବର୍ଷା: ୭ଟି ଜିଲାରେ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର,୨୪।୧୦(ବ୍ୟୁରୋ):ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାତାର ବର୍ଷା ଲାଗି ରହିଛି। ଲଗାଣ ବର୍ଷା ଯୋଗୁ ଚାରିଆଡେ ଜଳମଗ୍ନ ହୋଇପଡିଛି। ଫଳରେ ସାଧାରଣ ଜୀବନଯାତ୍ରା ବାଧାପ୍ରାପ୍ତ ହୋଇଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ୭ଟି ଜିଲାରେ ଗୁରୁବାରି ସ୍କୁଲ ଓ ଅଙ୍ଗନଓ୍ବାଡ଼ି କେନ୍ଦ୍ରକୁ ଛୁଟି…

ଆହୁରି ୨ଦିନ ବର୍ଷା

ଭୁବନେଶ୍ୱର, ୨୪ା୧୦(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ବୁଧବାର ଲଘୁଚାପରେ ପରିଣତ ହୋଇଛି। ଏହାର ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଜାରି ରହିଛି। ବିଶେଷ କରି ଦକ୍ଷିଣ ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ…

ବିଜେପୁର ଉପନିର୍ବାଚନ: ପ୍ରଥମ ରାଉଣ୍ଡରେ ୪୭୮୮ ଭୋଟରେ ବିଜେଡି ଆଗରେ

ବରଗଡ଼ ଅଫିସ/ପଦ୍ମପୁର,୨୪।୧୦: ବରଗଡ଼ ଜିଲା ବିଜେପୁର ଉପନିର୍ବାଚନର ଭୋଟ ଗଣତି ଆରମ୍ଭ ହୋଇଯାଇଛି। ପଦ୍ମପୁର ଆରଏମ୍‌ସି ଗୋଦାମ ପରିସରରେ ଚାଲିଥିବା ଗଣତିର ପ୍ରଥମ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ରୀତା ସାହୁ ୪୭୮୮ ଭୋଟରେ ଆଗୁଆ ଅଛନ୍ତି। ରୀତାଙ୍କୁ ୭୦୦୫ ଖଣ୍ଡ ଭୋଟ…

ଘରୋଇ ମେଡିକାଲ ଓ ନର୍ସିଂହୋମ୍‌ ପ୍ରତିଷ୍ଠାନର ସ୍ବାସ୍ଥ୍ୟ ମନ୍ତ୍ରୀ ସହ ଆଲୋଚନା: ସମସ୍ୟା ସମାଧାନ ପାଇଁ ମିଳିଲା ପ୍ରତିଶ୍ରୁତି

ଭୁବନେଶ୍ୱର, ୨୪।୧୦(ବ୍ୟୁରୋ): ଘରୋଇ ମେଡିକାଲ ଓ ନର୍ସିଂହୋମ୍‌ ପ୍ରତିଷ୍ଠାନଗୁଡ଼ିକର ଏକ ପ୍ରତିନିଧି ଦଳ ବୁଧବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସଙ୍କୁ ଭେଟି ବିଭିନ୍ନ ସମସ୍ୟା ସମ୍ପର୍କରେ ଅବଗତ କରାଇଥିଲେ। ସେମାନଙ୍କର ମୁଖ୍ୟ ଦାବିଗୁଡ଼ିକ ମଧ୍ୟରୁ ଘରୋଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri