ରାଜ୍ୟ

ସରକାରୀ ମାନ୍ୟତା ମିଳିଲାନି: ବନ୍ଦ ହେଲାଭୀମଭୋଇ ସ୍ବାସ୍ଥ୍ୟକେନ୍ଦ୍ର

ସୋନପୁର,୨୩।୭(ନି.ପ୍ର.) ସୁବର୍ଣ୍ଣପୁର ଜିଲା ସନ୍ଥକବି ଭୀମଭୋଇଙ୍କ ସମାଧି ପୀଠ ଖଲିଆପାଲିଠାରେ ଜନସାଧାରଣଙ୍କ ଉଦ୍ୟମରେ ଚାଲି ଆସିଥିବା ସ୍ବାସ୍ଥ୍ୟକେନ୍ଦ୍ରଟି ଶେଷରେ ବନ୍ଦ ହେଲା। ଦେଢ ମାସ ହେଲା ସ୍ବାସ୍ଥ୍ୟକେନ୍ଦ୍ରକୁ ଆଉ ଡାକ୍ତର, ଫାର୍ମାସିଷ୍ଟ କିମ୍ବା ସ୍ବାସ୍ଥ୍ୟ କର୍ମଚାରୀ ଆସୁନାହାନ୍ତି। ଔଷଧ ମଧ୍ୟ...

ଜଳିଗଲାଣି ଧାନଗଛ, ଚିନ୍ତାରେ ଚାଷୀ

ଉଲୁଣ୍ଡା, ୨୩ା୭ (ଡି.ଏନ.ଏ.) ଶ୍ରାବଣ ମାସର ଆଦ୍ୟ ଚଉଠି, ଚାରିଦିଗୁ ମେଘ ଆସିବ ଘୋଟି। ଫେଲ ମାରିଲା ଏହି ଖନା ବଚନ। ଚଳିତ ବର୍ଷ ଶ୍ରାବଣ ମାସର ଆଦ୍ୟ ଚଉଠି ଗତ ଶନିବାର ଦିନଠାରୁ ୩୯ ଡିଗ୍ରୀ ତାପମାତ୍ରା ଉପରେ...

ପାଉଚ ମଦରେ ନିଆଁ ଲଗାଇଲେ ମହିଳା

ବୌଦ୍ଧ, ୨୩।୭.(ସ୍ବ.ପ୍ର.)-ବୌଦ୍ଧ ଜିଲାରେ ମହିଳାମାନେ ମଦ ବିରୋଧୀ ଆନ୍ଦୋଳନ କରିଛନ୍ତି। ଜିଲାରେ ବହୁ ସଂଖ୍ୟାରେ କୁଚିଆ ମଦ ଦୋକାନ ଖୋଲାଯାଇ ଦେଶୀ, ବିଦେଶୀ ମଦ ବିକ୍ରି କରାଯାଉଛି। ହେଲେ ଜିଲା ଅବକାରୀ ବିଭାଗ ଓ ପୋଲିସ ପ୍ରଶାସନ ନାମକୁ ମାତ୍ର...

ପୋଲିସ ଇନ୍‌ଫର୍ମର ସନ୍ଦେହରେ ପୁଣି ହତ୍ୟା: ୧୨ ଘଣ୍ଟା ମଧ୍ୟରେ ମାଓବାଦୀଙ୍କ ଦ୍ୱିତୀୟ ନରସଂହାର

ଲାଞ୍ଜିଗଡ,୨୨।୭(ଡି.ଏନ.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ଥାନା ଅନ୍ତର୍ଗତ ପାହାଡ଼ପଦରରେ ରବିବାର ଦ୍ୱିପ୍ରହରରେ ଜନଗହଳିପୂର୍ଣ୍ଣ ବଜାରରେ ଠିକାଦାର ରାଜେନ୍ଦ୍ର ସାହୁଙ୍କୁ ଗୁଳିକରି ମାଓବାଦୀମାନେ ହତ୍ୟା କରିଥିଲେ। ଏହାର ୬ ଘଣ୍ଟା ନ ପୂରୁଣୁ ଏହି ବ୍ଲକ ବିଶ୍ୱନାଥପୁର ଥାନା...

ଦକ୍ଷତା ବିକାଶରେ ଓଡ଼ିଶା ୧ନମ୍ବର

ଭୁବନେଶ୍ୱର, ୨୨ା୭(ବ୍ୟୁରୋ): ଦେଶର ବହୁ ରାଜ୍ୟକୁ ପଛରେ ପକାଇ ଓଡ଼ିଶା ଦକ୍ଷତା ବିକାଶ କ୍ଷେତ୍ରରେ ଶୀର୍ଷ ସ୍ଥାନ ଗ୍ରହଣ କରିଛି। ଗୁଜରାଟ, ଆନ୍ଧ୍ରପ୍ରଦେଶ, କର୍ନାଟକ ପରି ବିକଶିତ ରାଜ୍ୟମାନଙ୍କୁ ପଛରେ ପକାଇ ଓଡ଼ିଶା ଏହି ସ୍ଥାନକୁ ହାସଲ କରିବାରେ ସଫଳ...

ବିଦ୍ୟାଳୟରେ ବିସ୍ଫୋରଣ ଘଟି ୨ ଛାତ୍ର ଆହତ ମାମଲା: ୨ ଗିରଫ, ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ

ଆସିକା, ୨୨।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଆସିକା ଥାନା କୋତିନଡ଼ା ଫାଣ୍ଡି ଅନ୍ତର୍ଗତ ମାଗୁରା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶନିବାର ସକାଳେ ବିସ୍ଫୋରଣ ଘଟି ୨ ଛାତ୍ର ଆହତ ହୋଇଥିଲେ। ଏହି ମାମଲାରେ ପୋଲିସ ସୋମବାର ୨ ଅଭିଯୁକ୍ତଙ୍କୁ ଗିରଫ...

ବାବୁଲି ଗୁଳିକାଣ୍ଡ ଘଟଣା: ୪ ଗିରଫ, ଟିଟୋ ଏବଂ ବାବୁ ସାହୁ ଗ୍ୟାଙ୍ଗର ରହିଛି ହାତ

କେନ୍ଦ୍ରାପଡା ଅଫିସ, ୧୭ା୭- ଧର୍ମରକ୍ଷା ସେନାର କେନ୍ଦ୍ରାପଡା ଜିଲା ଆବହକ ବିବେକାନନ୍ଦ ମହାରଣା ଓରଫ ବାବୁଲିଙ୍କ ଉପରେ ଗତ ୧୩ ତାରିଖରେ ହୋଇଥିବା ଗୁଳିମାଡ଼ ଘଟଣାରେ ଜିଲା ପୋଲିସ ୪ ଜଣଙ୍କୁ ସୋମବାର ଗିରଫ କରିଛି। ଗ୍ୟାଙ୍ଗଷ୍ଟର ଟିଟୋ ଓରଫ...

ମିଳୁନି ବୀମା କ୍ଷତିପୂରଣ, ବରଗଡ଼ରେ ଚାଷୀ ଅସନ୍ତୋଷ

ବରଗଡ଼ ଅଫିସ୍‌,୨୨।୭- ବରଗଡ଼ ଜିଲାରେ ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନାରେ ବୀମା କ୍ଷତିପୂରଣ ଠିକ୍‌ ଭାବେ ମିଳୁ ନ ଥିବା ଯୋଗୁ ଚାଷୀ ଅସନ୍ତୋଷ ଦିନକୁ ଦିନ ବଢ଼ିବାରେ ଲାଗିଛି। ଚାଷୀମାନେ ଏ ନେଇ ଜିଲାପାଳଙ୍କୁ ଫେରାଦ ହୋଇ ବିହିତ ପଦକ୍ଷେପ...

ଦୁର୍ଘଟଣାରେ ଅଚଳ ହୋଇଛି ଡାହାଣ ଗୋଡ଼, ସହାୟତା ଆଶାରେ ଜିଲାପାଳ ଅଫିସ ଆସିଥିଲେ: ପୋଲିସ କର୍ମଚାରୀ ଦେଖାଇଲେ ମାନବିକତା

ବରଗଡ଼ ଅଫିସ୍‌,୨୨।୭-ଅନେକ ସମୟରେ କିଛି ପୋଲିସ କର୍ମଚାରୀ ନିଜ ଖାକି ବର୍ଦ୍ଦିର ଅପବ୍ୟବହାର କରିଥାନ୍ତି । କେତେବେଳେ ଦାଦାଗିରି ତ ଆଉ କେବେ ଲୁଟ୍‌ପାଟ୍‌, ମାଡ଼ପିଟ୍‌ ଘଟଣାରେ ସମ୍ପୃକ୍ତ ରହିବା ଯୋଗୁ ପୋଲିସକୁ ବହୁତ ସମାଲୋଚିତ ହେବାକୁ ପଡ଼ିଥାଏ। ତେବେ...

ସାରଥୀଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ

କଟକ ଅଫିସ, ୨୨।୭: କେନ୍ଦ୍ରାପଡ଼ା ଜିଲା ବାରିମୂଳ ଆଶ୍ରମର ପ୍ରତିଷ୍ଠାତା ସନ୍ତୋସ ରାଉଳ ଓରଫ ସାରଥୀଙ୍କୁ ସୋମବାର ହାଇକୋର୍ଟ ଜାମିନ ପ୍ରଦାନ କରିଛନ୍ତି। ୨ ଲକ୍ଷ ଟଙ୍କାର ୨ ଜାମିନଦାରଙ୍କ ବଦଳରେ ତାଙ୍କୁ ଏହି ଜାମିନ ମିଳିଛି। ଏହା ସହିତ...

୨୪ରୁ ବଢ଼ିବ ବର୍ଷା

ଭୁବନେଶ୍ୱର, ୨୨।୭(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଘଡ଼ଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ଉକ୍ତ ଅଞ୍ଚଳଗୁଡ଼ିକ ହେଲା ବରଗଡ଼, ସମ୍ବଲପୁର, ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼ ଓ କନ୍ଧମାଳ। ଏଥିସହିତ ୨୪ ତାରିଖରୁ ବର୍ଷାର...

ଗତ ୫ ବର୍ଷରେ ଖଣି ରାଜସ୍ବ ଆଦାୟ : ଧାର୍ଯ୍ୟ ଲକ୍ଷ୍ୟ ପୂରଣ ହୋଇପାରିଲା ନାହିଁ

ଭୁବନେଶ୍ୱର,୨୨ା୭(ବ୍ୟୁରୋ) : ୨୦୧୮-୧୯ ଆର୍ଥିକ ବର୍ଷରେ ଖଣି ରାଜସ୍ବ ଆଦାୟ ବାବଦକୁ ଧାର୍ଯ୍ୟ ଲକ୍ଷ୍ୟ ବୃଦ୍ଧି ପାଇଛି। ସରକାର ୨୦୧୮-୧୯ ବର୍ଷରେ ୭୧୦୦ କୋଟି ଟଙ୍କାର ଖଣି ରାଜସ୍ବ ଆଦାୟ ଲାଗି ଲକ୍ଷ୍ୟ ରଖିଥିବା ବେଳେ ଏହା ବୃଦ୍ଧି ପାଇ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri