ବାର୍ହା ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ୍ ତାର ସଂସ୍ପର୍ଶରେ ଜଣଙ୍କର ମୃତ୍ୟୁ ଘଟଣା: ୨ ଗାଁ ପୁରୁଷଶୂନ୍ୟ
ଖଣ୍ଡପଡା,୨୪।୧୦(ସ୍ବ.ପ୍ର.): ବାର୍ହା ଶିକାର ପାଇଁ ଗତ ସୋମବାର ଜଙ୍ଗଲ ମଧ୍ୟରେ ବିଛା ଯାଇଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣଙ୍କର ମୃତ୍ୟୁ ହେବା ପରେ ନୟାଗଡ଼ ଜିଲା ଖଣ୍ଡପଡ଼ା ବନ ବିଭାଗ ଏବେ ସକ୍ରିୟ ହୋଇ ଉଠିଛି। ବନ ବିଭାଗ, ବିଦ୍ୟୁତ…
ନିମ୍ନମାନର ରାସ୍ତା କାମକୁ ବିରୋଧ: ଯନ୍ତ୍ରୀ ମାନିଲେ, ବନ୍ଦ ହେଲା କାମ
କାମାକ୍ଷାନଗର, ୨୩।୧୦(ଡି.ଏନ୍.ଏ.) : ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ବାରୁଆ(କା) ପଞ୍ଚାୟତ ପୂର୍ତ୍ତ ବିଭାଗ ରାସ୍ତାଠାରୁ ଇଚ୍ଛାବତୀପୁର ଯାଏ ଚାଲିଥିବା ରାସ୍ତାକାମ ଅତ୍ୟନ୍ତ ନିମ୍ନମାନର ହେଉଥିବା ଅଭିଯୋଗ ଆଣିଛନ୍ତି ଗ୍ରାମବାସୀ। ଏହାକୁ ନେଇ ପ୍ରତିବାଦର ସ୍ବର ଉଠିବା ପରେ ବିଭାଗୀୟ ଯନ୍ତ୍ରୀ…
ବିପଦସଙ୍କୁଳ ଅବସ୍ଥାରେ ସୋନପୁର ରାଜପ୍ରାସାଦ
ସୋନପୁର,୨୩।୧୦(ନି.ପ୍ର.): ମହାନଦୀ କୂଳରେ ଥିବା ସୋନପୁର ରାଜପ୍ରାସାଦ ରକ୍ଷଣାବେକ୍ଷଣ ଅଭାବରୁ ଏବେ ବିପଦସଙ୍କୁଳ ଅବସ୍ଥାରେ ଅଛି। ପ୍ରତିଦିନ ରାଜପ୍ରାସାଦରୁ ଇଟା ଓ କଂକ୍ରିଟ୍ ଖଣ୍ଡ ଖସୁଛି। ସରକାର ଏହି ଐତିହାସିକ କୀର୍ତ୍ତିରାଜିକୁ ଧ୍ୱଂସ ମୂହଁରୁ ରକ୍ଷା କରିବା ପାଇଁ କୌଣସି ଉଦ୍ୟମ…
ଶ୍ୱଶୁରଙ୍କୁ ଆକ୍ରମଣ ମାମଲା, ବୋହୂ ଗଲେ ଜେଲ
ଦିଗପହଣ୍ଡି,୨୩ା୧୦(ଡି.ଏନ.ଏ.): ଶ୍ୱଶୁରଙ୍କୁ ଆକ୍ରମଣ ମାମଲାରେ ଦିଗପହଣ୍ଡି ବ୍ଲକ ଭ୍ରମରପୁର ପଞ୍ଚାୟତ ଗୋପୀନାଥପୁରର ରୀନା କୁମାରୀ ସାହୁଙ୍କୁ ବୁଧବାର କେ.ନୂଆଗାଁ ପୋଲିସ କୋର୍ଟ ଚାଲାଣ କରିଛି। ଜାମିନ ନାମଞ୍ଜୁର ହେବାରୁ ସନ୍ଧ୍ୟାରେ ରୀନାଙ୍କୁ ଦିଗପହଣ୍ଡି ସବ୍ ଜେଲ ହାଜତକୁ ପଠାଇଯାଇଛି। ଏ ନେଇ…
ଡ୍ରୋନ୍ରୁ ଉତ୍ତୋଳିତ ଶ୍ରୀମନ୍ଦିର ଚିତ୍ର ଭାଇରାଲ୍
ପୁରୀ ଅଫିସ, ୨୩ା୧୦: ସୁରକ୍ଷା ଦୃଷ୍ଟିରୁ ଶ୍ରୀମନ୍ଦିର ଫଟୋ ଉଠାଇବା କିମ୍ବା ଭିଡିଓ ଉତ୍ତୋଳନ କରିବା ନେଇ ସମ୍ପୂର୍ଣ୍ଣ ନିଷେଧାଦେଶ ଜାରି କରାଯାଇଛି। ଏହାସତ୍ତ୍ବେ ସୁରକ୍ଷା ବ୍ୟବସ୍ଥାକୁ ଚ୍ୟାଲେଞ୍ଜ ଦେବା ଭଳି ସୋସିଆଲ ମିଡିିଆରେ ପୁଣି ଶ୍ରୀମନ୍ଦିରର ଫଟୋ ଭାଇରାଲ ହୋଇଛି।…
ପୁରୀ ସହରରେ ବୁଲା କୁକରଙ୍କ ଦୌରାତ୍ମ୍ୟ: ୩୫୦ କୁକୁରଙ୍କର ହେଲା ବନ୍ଧ୍ୟାକରଣ
ପୁରୀ ଅଫିସ, ୨୩ା୧୦: ପୁରୀ ସହରରେ ବୁଲା କୁକୁରଙ୍କ ସଂଖ୍ୟା ଯଥେଷ୍ଟ ପରିମାଣରେ ବୃଦ୍ଧି ପାଉଛି। ଏଥିସହ ଏମାନଙ୍କ ଦୌରାତ୍ମ୍ୟ ମଧ୍ୟ ବଢୁଛି। ୨୦୧୨ରେ ହୋଇଥିବା ପଶୁ ଗଣନା ଅନୁଯାୟୀ, ବର୍ତ୍ତମାନ ପୁରୀ ସହର ଏବଂ ଏହାର ଉପକଣ୍ଠରେ ପ୍ରାୟ ୭,୦୦୦ରୁ…
ଓମ୍ଫେଡ୍ ପାର୍ଲରରୁ ୪୦ ହଜାର ଚୋରି
ଭଦ୍ରକ ଅଫିସ, ୨୩।୧୦: ଭଦ୍ରକ ଟାଉନ ଥାନା ରାଜଘାଟ ଛକ ନିକଟସ୍ଥ ସୀତାରାମ କମ୍ପ୍ଲେକ୍ସଠାରେ ଥିବା ଓମ୍ଫେଡ୍ ପାର୍ଲରରୁ ୪୦ ହଜାର ଟଙ୍କା ଚୋରି ହୋଇଛି। ଏ ନେଇ ପାର୍ଲର ମାଲିକ କମଳା ସାହୁ ଟାଉନ ଥାନାରେ ଏତଲା ଦାଏର କରିବା…
ଜଳେଶ୍ୱରରେ ‘କଳାବତୀ’
ଜଳେଶ୍ୱର,୨୩।୧୦: ଜୈବିକ ପଦ୍ଧତିରେ କୃଷି କାର୍ଯ୍ୟ ଲାଗି ବାଲେଶ୍ୱର ଜିଲାର ଜଳେଶ୍ୱର ବ୍ଲକ ଅନ୍ତର୍ଗତ ନାମ୍ପୋ ପଞ୍ଚାୟତର ଆମ୍ବପଞ୍ଜା ଗ୍ରାମର ଚାଷୀ ଶିବନାରାୟଣ ଜେନା ଓ ପୂର୍ଣ୍ଣଚନ୍ଦ୍ର ସାମଲ ଆଗଭର ହୋଇ ଏଥର ପରୀକ୍ଷାମୂଳକ ‘କଳାବତୀ’ଧାନ ଚାଷ ଆରମ୍ଭ କରିଛନ୍ତି। ଏହି…
ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ହେଲେ ଡି.ଏସ୍ କୁଟ୍ଟେ
ଭୁବନେଶ୍ୱର,୨୩ା୧୦(ବ୍ୟୁରୋ): ବରିଷ୍ଠ ଆଇପିଏସ୍ ଅଫିସର ଧୀରେନ୍ଦ୍ର ସାମ୍ଭାଜି କୁଟ୍ଟେଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଭାବେ ନିଯୁକ୍ତି ଦିଆଯାଇଛି। ବୁଧବାର ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ସୂଚନା ମିଳିଛି। ୧୯୯୭ ବ୍ୟାଚ୍ର ଏହି ଆଇପିଏସ୍ ଅଧିକାରୀ ୨୦୧୭ ଏପ୍ରିଲରୁ ମୁଖ୍ୟମନ୍ତ୍ରୀଙ୍କ ଅଫିସର ଅନ୍ ସ୍ପେସିଆଲ…
ହରିଦାସପୁର ପିଇଓ ସ୍ମିତାରାଣୀଙ୍କ ମୃତ୍ୟୁ ଘଟଣା: ବୃତ୍ତିଗତ ଦିଗକୁ ଦେଖାଯାଉ ନ ଥିବା ଅଭିଯୋଗ ଆଣିଲା ଭାଜପା
ଭୁବନେଶ୍ୱର,୨୩।୧୦(ବ୍ୟୁରୋ): ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ସ୍ମିତାରାଣୀ ବିଶ୍ୱାଳଙ୍କ ମୃତ୍ୟୁ ଘଟଣାକୁ ଆତ୍ମହତ୍ୟା ବୋଲି କୁହାଯାଉଥିବା ବେଳେ ପରିବାରଲୋକେ ଏହାକୁ ହତ୍ୟାକାଣ୍ଡ ବୋଲି କହୁଛନ୍ତି। ଏହି କ୍ରମରେ ଭାଜପା ବୁଧବାର ଖବରଦାତା ସମ୍ମିଳନୀ କରି ରାଜ୍ୟ…
୫ ହଜାର ଲାଞ୍ଚ ନେବା ବେଳେ ଦର୍ପନାରାୟଣପୁର ଫରେଷ୍ଟର, ଓ୍ବାଚ୍ର୍ ଭିଜିଲାନ୍ସ ଦ୍ୱାରା ଗିରଫ
ରଣପୁର,୨୩ ।୧୦(ସ୍ବ.ପ୍ର.)-ଜଙ୍ଗଲରୁ ଜାଳେଣି କାଠ ବିକ୍ରି ପାଇଁ ଲାଞ୍ଚ ନେଉଥିବାବେଳେ ନୟାଗଡ ବନଖଣ୍ଡ ପଞ୍ଚରିଡା ରେଞ୍ଜ ଦର୍ପନାରାୟଣପୁର ଫରେଷ୍ଟର ଆଲୋକ କୁମାର ଗୁରୁ ଓ ୱାଚର ଜିତୁ ମଣ୍ଡଳ ଭୁବନେଶ୍ୱର ଭିଜିଲାନ୍ସ ଦ୍ୱାରା ବୁଧବାର ଗିରଫ ହୋଇଛନ୍ତି। ଉଭୟଙ୍କ ଠାରୁ ୫…
ଦୁଇ ମାସ ଧରି ହଷ୍ଟେଲରେ ନାହିଁ ବିଦ୍ୟୁତ୍: ଲଣ୍ଠନକୁ ଭରସା କରି ପାଠ ପଢ଼ୁଛନ୍ତି ଛାତ୍ର
ମୁନିଗୁଡା,୨୩।୧୦(ଡି.ଏନ୍.ଏ.): ସରକାର ଆଦିବାସୀ ଛାତ୍ରୀଛାତ୍ର ମାନଙ୍କୁ ଶିକ୍ଷା ପ୍ରତି ଆକୃଷ୍ଟ କରିବା ପାଇଁ ଅନେକ ଯୋଜନା କରୁଛନ୍ତି। ଛାତ୍ରୀଛାତ୍ର ମାନଙ୍କୁ ରହିବା ଓ ଖାଇବା ସହ ସମସ୍ତ ପ୍ରକାରର ସୁବିଧା ଦେଇ ପାଠ ପଢ଼ିବା ନିମନ୍ତେ ବିଭିନ୍ନ ହଷ୍ଟେଲ ଖୋଲାଯାଇଛି। ହେଲେ…
Archives


