ସଞ୍ଜୀବ ଅରୋରା ଆଇବି ଡିଆଇଜି
ସମ୍ବଲପୁର,୨୧।୭(ବ୍ୟୁରୋ): ସମ୍ବଲପୁର ଏସ୍ପି ସଞ୍ଜୀବ ଅରୋରା ଗୋଇନ୍ଦା ବ୍ୟୁରୋ ଡିଆଇଜି ଭାବେ ଯୋଗ ଦେବେ। ସୋମବାର ସେ ତାଙ୍କ ଦାୟିତ୍ୱ ହସ୍ତାନ୍ତର କରିବେ। ହେଲେ କାହାକୁ ଦାୟିତ୍ୱ ଦେବେ ସେ ନେଇ ଗୃହ ବିଭାଗରୁ ନିର୍ଦ୍ଦେଶ ଆସିନାହିଁ । ଅବଶ୍ୟ...
ପାଟକୁରାରେ ୭୩.୨% ମତଦାନ
ଭୁବନେଶ୍ୱର/କେନ୍ଦ୍ରାପଡ଼ା ଅଫିସ,୨୧ା୭(ବ୍ୟୁରୋ): କେନ୍ଦ୍ରାପଡ଼ା ଜିଲା ପାଟକୁରା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଶନିବାର ମତଦାନ ଶେଷ ହୋଇଛି। ୨,୪୪,୭୪୭ ଭୋଟରଙ୍କ ମଧ୍ୟରୁ ୭୩.୨% ମତାଧିକାର ସାବ୍ୟସ୍ତ କରିଛନ୍ତି। ଏଥିସହ ବିଜେଡିର ସାବିତ୍ରୀ ଅଗ୍ରଓ୍ବାଲ, ଭାଜପାର ବିଜୟ ମହାପାତ୍ର ଓ କଂଗ୍ରେସର ଜୟନ୍ତ...
ପାଟକୁରା ବିଧାନସଭା ନିର୍ବାଚନ: ଇଭିଏମ୍ରେ ୧୦ ପ୍ରାର୍ଥୀଙ୍କ ଭାଗ୍ୟ
କେନ୍ଦ୍ରାପଡା ଅଫିସ, ୨୧।୭: କେନ୍ଦ୍ରାପଡା ଜିଲାର ପାଟକୁରା ବିଧାନସଭା ଆସନ ପାଇଁ ଶନିବାର ମତଦାନ ଶେଷ ହୋଇଛି । ଏଥିସହିତ ଇଭିଏମ୍ରେ ୧୦ ପ୍ରାର୍ଥୀଙ୍କ ଭାଗ୍ୟ ସିଲ୍ ହୋଇଯାଇଛି। ୨୦୧୯ ସାଧାରଣ ନିର୍ବାଚନ ଆରମ୍ଭରୁ ଏହି ବିଧାନସଭା ଆସନ ଚର୍ଚ୍ଚାରେ...
ରାଜ୍ୟର ପ୍ରଥମ ବିଦେଶ ଡାକଘର ଉଦ୍ଘାଟିତ: ଏଣିକି ବିଦେଶରେ ଶୀଘ୍ର ପହଞ୍ଚିବ ଚିଠି, ପାର୍ସଲ
ଭୁବନେଶ୍ୱର, ୨୧।୭ (ବ୍ୟୁରୋ): ଓଡ଼ିଶାରୁ ବିଦେଶକୁ ପଠାଯାଉଥିବା ଚିଠି ଓ ପାର୍ସଲ କୋଲକାତାସ୍ଥିତ ଫରେନ ପୋଷ୍ଟ ଅଫିସ୍ର କଷ୍ଟମ ବିଭାଗରେ ଯାଞ୍ଚ ହୁଏ। ଏହାଦ୍ୱାରା ଚିଠି ପହଞ୍ଚତ୍ବାରେ ବହୁତ ବିଳମ୍ବ ହୁଏ। ହେଲେ ଏବେ ଆଉ ବିଳମ୍ବ ହେବ ନାହିଁ।...
ଶ୍ରାବଣରେ ବି ବର୍ଷା ନାହିଁ: ଆଗେଇ ପାରୁନି ଚାଷ
ଦେଓଗାଁ, ୨୧ା୭(ଡି.ଏନ.ଏ.) ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକରେ ଚଳିତ ବର୍ଷ ଖରିଫ ଧାନ ଚାଷ ପ୍ରଭାବିତ ହେବା ଆଶଙ୍କା ଦେଖାଦେଇଛି। ଅସ୍ବାଭାବିକ ବର୍ଷା ଯୋଗୁ ବୁଣାଧାନ ବେଉଷୁଣ ହୋଇ ପାରିନାହିଁ। ଅପରପକ୍ଷରେ ଜୁନ ଓ ଜୁଲାଇ ମାସରେ ସ୍ବଳ୍ପ ବୃଷ୍ଟିପାତ...
ନିର୍ମାଣ ଅଧା ରଖି ବିଲ୍ କରିନେଲେ ସ୍ବେଚ୍ଛାସେବୀ : କାମରେ ଲାଗୁନି ପାଇଖାନା
ନାଉଗାଁ,୨୧ା୭(ସ୍ବ.ପ୍ର.): ଭାରତ ସରକାରଙ୍କ ସ୍ବଚ୍ଛ ଭାରତ ଅଭିଯାନ ମାଧ୍ୟମରେ ପ୍ରତି ଘରେ ଘରେ ପାଇଖାନା ନିର୍ମାଣ ପାଇଁ ଗୁରୁତ୍ୱ ଦିଆଯାଉଛି। ତେବେ ନାଉଗାଁ ବ୍ଲକରେ ଏହି ଯୋଜନା ଦିଗହରା ହୋଇପଡିଥିବା ଲକ୍ଷ୍ୟ କରାଯାଉଛି। ଏହି ବ୍ଲକ ତିରୁଣା ପଞ୍ଚାୟତ ଦହିପାଳ...
ହିଲଭିୟୁ ପାର୍କରେ ଚାଲିଲା ଟୟଟ୍ରେନ
ଦାରିଙ୍ଗବାଡ଼ି,୨୦ା୭(ଡି.ଏନ.ଏ.)- କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଠାରେ ରହିଥିବା ପର୍ଯ୍ୟଟନକେନ୍ଦ୍ର ହିଲଭିୟୁ ପାର୍କ ପରିସରରେ ଶନିବାର ଶିଶୁ ପର୍ଯ୍ୟଟକଙ୍କ ପାଇଁ ଟୟଟ୍ରେନ ଆରମ୍ଭ ହୋଇଛି। ଦୀର୍ଘଦିନ ହେଲା ଉକ୍ତ ଟୟଟ୍ରେନର କାର୍ଯ୍ୟ ଚାଲିଥିବାବେଳେ କିଛିଦିନ ହେଲା ଠିକା ସଂସ୍ଥା ପକ୍ଷରୁ ଅବହେଳା...
ଦୁର୍ନୀତିକୁ ନେଇ ବିଧାନସଭାରେ ବିରୋଧୀଙ୍କ ହଙ୍ଗାମା
ଭୁବନେଶ୍ୱର, ୨୦।୭(ସ୍ବ.ପ୍ର.): ଖଦି ଓ ଗ୍ରାମୋଦ୍ୟୋଗ ବୋର୍ଡରେ ବ୍ୟାପକ ଦୁର୍ନୀତି ହୋଇଛି। ମହୁଚାଷୀଙ୍କୁ ତାଲିମ ଦେବା, ମହୁବାକ୍ସ କିଣିବାନେଇ କୋଟି କୋଟି ଟଙ୍କା ହଡ଼ପ କରାଯାଇଛି। ଏହି ମହା ଦୁର୍ନୀତିକୁ ଜାଣିଶୁଣି ଚାପି ଦିଆଯାଇଛି। କେନ୍ଦ୍ର ଓ ରାଜ୍ୟ ସରକାର...
ସରକାରଙ୍କୁ ମରୁଡ଼ି ଚିନ୍ତା: ୨୦୬ ବ୍ଲକରେ ସ୍ଥିତି ସଙ୍ଗିନ,ମରୁଡ଼ି ମୁକାବିଲା ଲାଗି ବିଭାଗ ପ୍ରସ୍ତୁତ କଲା ବର୍ଷା ଆପତ୍କାଳୀନ ଯୋଜନା
ଭୁବନେଶ୍ୱର,୨୦।୭(ବ୍ୟୁରୋ): ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଗାଏବ ହୋଇଯାଇଛି। ରାଜ୍ୟର ଅନେକ ଜିଲାରେ ମରୁଡ଼ି ପରିସ୍ଥିତି ସୃଷ୍ଟି ହୋଇଛି। ବଲାଙ୍ଗୀର ସମେତ ପାଞ୍ଚଟି ଜିଲାରେ ଭୟଙ୍କର ମରୁଡ଼ି ପରିସ୍ଥିତି ହୋଇଥିବା ଶୁକ୍ରବାର ବିଧାନସଭାରେ କଂଗ୍ରେସ ସଦସ୍ୟମାନେ ଗଭୀର ଉଦ୍ବେଗ ପ୍ରକାଶ...
କଳିଙ୍ଗ ହସ୍ପିଟାଲରେ ବିଧାୟକ ମୋହନ ଚରଣ ମାଝିଙ୍କୁ ଦୁର୍ବ୍ୟବହାର ଘଟଣା: ରାଜ୍ୟ ଚିକିତ୍ସା ପାଣ୍ଠି ତାଲିକାରୁ ବାଦ୍ ପଡ଼ିଲା କଳିଙ୍ଗ ହସ୍ପିଟାଲ
ଭୁବନେଶ୍ୱର,୨୦।୭(ବ୍ୟୁରୋ): ରାଜ୍ୟ ସରକାର ରାଜଧାନୀରେ ଥିବା ଘରୋଇ ହସ୍ପିଟାଲ ପ୍ରତି କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ବିରୋଧୀ ଦଳ ମୁଖ୍ୟ ସଚେତକ ତଥା କେନ୍ଦୁଝର ସଦର ବିଧାୟକ ମୋହନ ଚରଣ ମାଝିଙ୍କୁ କଳିଙ୍ଗ ହସ୍ପିଟାଲ କର୍ତ୍ତୃପକ୍ଷ ଦୁର୍ବ୍ୟବହାର କରିଥିଲେ। ଏହି...
ବିଧାନସଭାରେ ନୂଆ ମନ୍ତ୍ରୀ ହଟହଟା: ସଭ୍ୟମାନଙ୍କ ପ୍ରଶ୍ନର ଉତ୍ତର ଦେବାକୁ ସକ୍ଷମ ହେଉନାହାନ୍ତି
ଭୁବନେଶ୍ୱର,୨୦।୭(ବ୍ୟୁରୋ): ବିଜେଡି ସରକାରର ପଞ୍ଚମ ପାଳିରେ ପ୍ରଥମ ଥର ନିର୍ବାଚିତ ହୋଇଥିବା ବିଧାୟକଙ୍କୁ ମନ୍ତ୍ରୀ ପଦବୀ ମିଳିଛି। ତେବେ ନୂଆ କରି ବିଧାନସଭାକୁ ନିର୍ବାଚିତ ହୋଇଥିବା ଓ ମନ୍ତ୍ରୀ ପଦବୀ ପାଇଥିବା ସଦସ୍ୟଙ୍କୁ ହଟହଟା ହେବାକୁ ପଡ଼ିଛି। ଉକ୍ତ ମନ୍ତ୍ରୀମାନେ...
ଚଳିତ ବର୍ଷ ରାଜ୍ୟରେ ସ୍ଥାପନ ହେବ ୧ ହଜାର ଗୋବର ଗ୍ୟାସ୍ ପ୍ଲାଣ୍ଟ
ଭୁବନେଶ୍ୱର,୨୦।୭(ବ୍ୟୁରୋ): ରାଜ୍ୟରେ ୧୯୮୪ରୁ ୨୦୧୯ ମଧ୍ୟରେ ୨ ଲକ୍ଷ ୪୪ହଜାର ୫୫୩ ଗୋବର ଗ୍ୟାସ୍ ପ୍ଲାଣ୍ଟ ସ୍ଥାପନ ହୋଇଛି। ଚଳିତ ବର୍ଷ ଆହୁରି ୧ ହଜାର ଗୋବର ଗ୍ୟାସ ପ୍ଲାଣ୍ଟ ନିର୍ମାଣ ହେବ। ବିଜୁଳି ଖର୍ଚ୍ଚ କମାଇବା ଲାଗି ୧୧...
Archives


