ରାଜ୍ୟ

ବିଜେପୁର ଉପନିର୍ବାଚନ: ଭୋଟ ଦେଲେ ଭାଜପା ପ୍ରାର୍ଥୀ ସନତ

ବରଗଡ଼ ଅଫିସ/ବିଜେପୁର,୨୧।୧୦(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ ସୋମବାର ଭାଜପା ପ୍ରାର୍ଥୀ ସନତ କୁମାର ଗଡତିଆ ସୋମବାର ନିଜ ମତାଧିକାର ସାବ୍ୟସ୍ତ କରିଛନ୍ତି । ବିଜେପୁର ବାଳକ ପ୍ରାଥମିକ ବିଦ୍ୟାଳୟର ବୁଥ ନଂ. ୧୦୫କୁ ଯାଇ ସେ ମତଦାନ କରିଛନ୍ତି।…

ଆଜି କ୍ୟାବିନେଟ୍‌ ବୈଠକ

ଭୁବନେଶ୍ୱର,୨୧ା୧୦(ବ୍ୟୁରୋ) : ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସୋମବାର ସା ୬ଟାରେ ଅନୁଷ୍ଠିତ ହେବ। କ୍ୟାବିନେଟ୍‌ରେ ଗୁରୁତ୍ୱପୂର୍ଣ୍ଣ ୧୨ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିବ ବୋଲି ବିଶେଷ ସୂତ୍ରରୁ ଜଣାପଡିଛି। ଏଥର କ୍ୟାବିନେଟ୍‌ରେ ପଞ୍ଚାୟତିରାଜ…

ସ୍ମିତାରାଣୀଙ୍କ ମୃତ୍ୟୁ ଘଟଣାରେ ମୁହଁ ଖୋଲିଲେ ସରପଞ୍ଚ : ‘ମୋ ସିନ୍ଦୂର, ସମ୍ପତ୍ତି ଉପରେ ଥିଲା ନଜର’

ରସୁଲପୁର/ଧର୍ମଶାଳା,୨୧ା୧୦(ଡିଏନଏ) : ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରିଣୀ (ପିଇଓ) ସ୍ମିତାରାଣୀ ବିଶ୍ୱାଳଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ଆସିଛି ନୂଆ ମୋଡ଼। ଏହି ଘଟଣାରେ ପୋଲିସ ଶନିବାର ସରପଞ୍ଚଙ୍କ ସ୍ବାମୀ ରୂପେଶ ଭଦ୍ରଙ୍କୁ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ…

ସ୍ମିତାରାଣୀଙ୍କ ମୃତ୍ୟୁକୁ ନେଇ ଥମୁନି ରାଜନୀତି

ଭୁବନେଶ୍ୱର,୨୧ା୧୦(ବ୍ୟୁରୋ) : ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅନ୍ତର୍ଗତ ହରିଦାସପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ (ପିଇଓ) ସ୍ମିତାରାଣୀ ବିଶ୍ୱାଳଙ୍କ ମୃତ୍ୟୁ ପ୍ରସଙ୍ଗକୁ ନେଇ ରାଜ୍ୟ ରାଜନୀତି ଜୋର୍‌ ଧରିବାରେ ଲାଗିଛି। ବିରୋଧୀ ଏବଂ ଶାସକ ଦଳ ନେତାଙ୍କ ମଧ୍ୟରେ ଏହି ପ୍ରସଙ୍ଗକୁ…

ବିଜେପୁର ଉପନିର୍ବାଚନ: ଭୋଟ ଦେଲେ ବିଜେଡି ପ୍ରାର୍ଥିନୀ ରୀତା ସାହୁ

ବରଗଡ଼ ଅଫିସ/ବରପାଲି,୨୧।୧୦(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ ସୋମବାର ବିଜେଡି ପ୍ରାର୍ଥିନୀ ରୀତା ସାହୁ ନିଜ ମତାଧିକାର ସାବ୍ୟସ୍ତ କରିଛନ୍ତି। ବରପାଲି ସମଲେଶ୍ବରୀ ୟୁଜିୟୁପି ସ୍କୁଲର ବୁଥ୍‌ ନଂ.୨୧କ ଯାଇ ସେ ମତଦାନ କରିଛନ୍ତି। ବିଜେଡି ପ୍ରତି ବିଜେପୁର ନିର୍ବାଚନ…

୨୪ରେ ପ୍ରବଳ ବର୍ଷା ସୂଚନା

ଭୁବନେଶ୍ୱର,୨୧ା୧୦(ବ୍ୟୁରୋ) : ଉତ୍ତର-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଆସନ୍ତା ୨୪ତାରିଖ ଦିନ ପ୍ରବଳ ବର୍ଷା ହେବ। ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟ, ମାଲକାନଗିରି ଆଦି ଜିଲାରେ ପ୍ରବଳ ବର୍ଷା ହେବ…

ମିସେସ୍‌ ଇଣ୍ଡିଆ ୟୁନିଭର୍ସ ୨୦୧୯କୁ ନେଇ ବିବାଦ : ପ୍ରତିଯୋଗୀଙ୍କୁ କହିଲେ ‘ପେ ଅର୍‌ ସ୍ଲିପ୍‌’

ଭୁବନେଶ୍ୱର,୨୧ା୧୦(ବ୍ୟୁରୋ) : ବ୍ୟୁଟି ପାଜେଣ୍ଟ୍‌, ମଡେଲିଂ, ଆକ୍ଟିଂ, ରିୟାଲିଟି ଶୋ। ଶୁଣିବାକୁ ଓ ବାହାରୁ ଦେଖିବାକୁ ଏସବୁ ଗ୍ଲାମର ଲାଗେ। ମିସ୍‌ ଇଣ୍ଡିଆ, ମିଷ୍ଟର ଇଣ୍ଡିଆ, ମିସ୍‌ ୟୁନିଭର୍ସ, ମିସ୍‌ ଡିଭା ଭଳି ବ୍ୟୁଟି ପାଜେଣ୍ଟ ମଞ୍ଚରେ ପହଞ୍ଚତ୍ବା ମଡେଲିଂରେ କ୍ୟାରିୟର…

ମାଲକାନଗିରି ଜିଲାରେ ମୋବାଇଲ ସେବା ବିପର୍ଯ୍ୟସ୍ତ : ଓଡ଼ିଶାର ଲୋକଙ୍କୁ କଥା ହେବାକୁ ଯିବାକୁ ପଡ଼ୁଛି ଆନ୍ଧ୍ର

ମାଲକାନଗିରି,୨୦।୧୦(ଡି.ଏନ.ଏ)- ମାଲକାନଗିରି ଜିଲାରେ ବିଏସଏନଏଲ ମୋବାଇଲ ସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି ା ଜିଲା ସଦର ମହକୁମାରେ ଗତ ୨୦ ଦିନ ଧରି ୩ଜି ସେବା ନ ଥିବାରୁ ବାରମ୍ବାର କଲ ଡ୍ରପ ହେବା ସହ କିଛି ଶୁଣାଯାଉନାହିଁ ା ନେଟ ସେବା…

ମ୍ୟୁନିସିପାଲିଟି ମାର୍କେଟ କମ୍ଲେକ୍ସ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ

ପୁରୀ ଅଫିସ,୨୦ା୧୦: କିଛି ଦିନର ବ୍ୟବଧାନ ପରେ ପୁରୀରେ ପୁଣି ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି। ରବିବାର ସକାଳେ ମାର୍କେଟ ଛକସ୍ଥିତ ମ୍ୟୁନିସିପାଲିଟି ମାର୍କେଟ କମ୍ଲେକ୍ସକୁ ଉଚ୍ଛେଦ କରାଯାଉଛି। ଏହି ମାର୍କେଟ କମ୍ଲେକ୍ସ ଅସୁରକ୍ଷିତ ହୋଇପଡ଼ିଥିବା ନେଇ ପୌରସଂସ୍ଥା ପକ୍ଷରୁ ବ୍ୟବସାୟୀମାନଙ୍କୁ…

୫ ଦିନରେ ବି ସରିଲାନି ଶ୍ରୀଲିଙ୍ଗରାଜଙ୍କ ଜମି ଚିହ୍ନଟ ପ୍ରକ୍ରିୟା: ଚିହ୍ନଟ ହୋଇପାରୁନି ମୁଖ୍ୟସ୍ଥାନ

ଭୁବନେଶ୍ୱର/ପୁରୁଣା ଭୁବନେଶ୍ୱର,୨୦ା୧୦(ବ୍ୟୁରୋ/ଡି.ଏନ୍‌.ଏ.): ଶ୍ରୀ ଲିଙ୍ଗରାଜଙ୍କ ଜମି ଚିହ୍ନଟ ସର୍ଭେ କାର୍ଯ୍ୟ ଚାଲିଛି। କିନ୍ତୁ ମନ୍ଦିର ପ୍ରଶାସନର ଆନ୍ତରିକତା ମନୋଭାବ ଅଭାବ ଯୋଗୁ ୫ଦିନ ବିତିଥିଲେ ମଧ୍ୟ ସର୍ଭେ କାର୍ଯ୍ୟ ସରିପାରୁ ନାହିଁ। ମନ୍ଦିର ପ୍ରଶାସନର ନେତୃତ୍ୱରେ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ) ଓ…

‘ଖଦି ବଜାର’ ଆରମ୍ଭ: ୨୮ ତାରିଖ ପର୍ଯ୍ୟନ୍ତ ଚାଲିବ

ଭୁବନେଶ୍ୱର, ୨୦ା୧୦(ବ୍ୟୁରୋ): ମହାତ୍ମା ଗାନ୍ଧୀଙ୍କର ୧୫୦ତମ ଜୟନ୍ତୀ ଅବସରରେ ଶନିବାର ଓଡ଼ିଶା ଖଦି ଓ ଗ୍ରାମୋଦ୍ୟୋଗ ବୋର୍ଡ ପକ୍ଷରୁ ପ୍ରଦର୍ଶନୀ ଏବଂ ବିକ୍ରୟ ମେଳା ‘ଖଦି ବଜାର’ ଉଦ୍‌ଘାଟିତ ହୋଇଯାଇଛି। ୟୁନିଟ୍‌-୩ ସ୍ଥିତ ଇଡ଼କୋ ପ୍ରଦର୍ଶନୀ ପଡ଼ିଆଠାରେ ଏହା ଆସନ୍ତା ୨୮…

ଐତିହ୍ୟ ପଦଯାତ୍ରାରେ ଟୁର୍‌ ଅପରେଟର

ଭୁବନେଶ୍ୱର, ୨୦ା୧୦(ବ୍ୟୁରୋ) : ଓଡ଼ିଶା ଟ୍ରାଭେଲ୍‌ ବଜାରର ୩ୟ ସଂସ୍କରଣରେ ଯୋଗଦେବାକୁ ଆସିଥିବା ଦେଶର ବିଭିନ୍ନ ସ୍ଥାନର ଟୁର୍‌ ଅପରେଟର୍‌ମାନେ ଶନିବାର ପୁରୁଣା ଭୁବନେଶ୍ୱରରେ ଏକ ଐତିହ୍ୟ ପଦଯାତ୍ରାରେ ଅଂଶଗ୍ରହଣ କରିଥିଲେ। ଦେଶର ୨୦ରୁ ଊର୍ଦ୍ଧ୍ୱ ଟୁର୍‌ ଅପରେଟର୍‌ ପଦଯାତ୍ରାରେ ମନ୍ଦିରମାଳିନୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri